ଏନେଇ ସେଣ୍ଟ୍ରାଲ୍ ଜୁ’ ଅଥୋରିଟି ପକ୍ଷରୁ ଅନୁମୋଦନ ମିଳିବା ପରେ ଇଟ୍ଟାନଗରରୁର ଏକ ଟିମ୍ ନନ୍ଦନକାନନ ଆସିଛନ୍ତି।
ଚାରିଆଡ଼େ ସବୁଜିମା, ବଣ ପାହାଡ଼ ଘେରା ପରିବେଶ ଭିତରେ ଛନଛନିଆ ଗଛ ଲତା। ଆଉ ତାହାରି ଭିତରେ ଫୁର୍ତ୍ତି କରୁଛନ୍ତି ମୃଗ ଆଉ ହରିଣ ବିଲୁପ୍ତପ୍ରାୟ ବିରଳ କୃଷ୍ଣସାର ମୃଗ ବି ଅଛନ୍ତି। ଖେଳୁଛନ୍ତି, ବୁଲୁଛନ୍ତି ବେଫିକର ହୋଇ। ଏଠି ନା ହିଂସ୍ରଜନ୍ତୁୁଙ୍କ ଡର ଅଛି ନା ଶିକାରୀଙ୍କ ରହିଛି ଲୋଲୁପ ଦୃଷ୍ଟି।
ଆବେଦନକାରୀଙ୍କ ପିଟିସନ୍ ଅନୁଯାୟୀ, ରାଜ୍ୟରେ ସାମ୍ବାଦିକଙ୍କୁ କ୍ବାର୍ଟର୍ସ ମିଳିବା ନେଇ କୌଣସି ସ୍ପଷ୍ଟ ନୀତି ବି ନାହିଁ। 30ରୁ 40 ବର୍ଷ ଧରି ବହୁ ସାମ୍ବାଦିକ ନାମମାତ୍ର ମାସିକ ଭଡ଼ା ଦେଇ କ୍ୱାର୍ଟର୍ସ ମାଡ଼ି ବସିଥିଲା ବେଳେ ଇଲେକଟ୍ରୋନିକ ଓ ମହିଳା ସାମ୍ବାଦିକ ଏଥିରୁ ବଞ୍ଚିତ ହେଉଛନ୍ତି।
ଖୋର୍ଦ୍ଧା କାର୍ଯ୍ୟକାରିଣୀରେ ବିଜେଡିକୁ ଗୋଷ୍ଠୀ କନ୍ଦଳ ଚିନ୍ତା । ଚର୍ଚ୍ଚାରେ ବିଜେଡି ନେତା ପାଟଶାଣୀଙ୍କ ଟିକଟ୍ କଟା ମନ୍ତବ୍ୟ ।
ରାଜ୍ୟରେ ସ୍ଥାଣୁ ପାଲଟିଛି କି ଅଭିଯୋଗ ଶୁଣାଣି ବ୍ୟବସ୍ଥା ? ଜିଲ୍ଲା ପ୍ରଶାସନର କ୍ଷମତା ସଂକୋଚନ ଆଶଙ୍କା କରି ବର୍ଷିଲେ ବିରୋଧୀ ।
ଏଥର ହେବ ତ ଛାତ୍ର ସଂସଦ ନିର୍ବାଚନ ? ନା ପୂର୍ବ ବର୍ଷଗୁଡ଼ିକ ଭଳି ସରକାର ଛାତ୍ର ସଂସଦ ନିର୍ବାଚନକୁ ଟାଳି ଦେବେ ? ଏହାକୁ ନେଇ ଛାତ୍ର ରାଜନୀତି ସରଗରମ ।
ଓଟିଭିର ଏହି ପ୍ରୟାସକୁ ୟୁନିଭରସିଟି ଏବଂ ପ୍ରଶିକ୍ଷାର୍ଥୀ ଉଭୟେ ପ୍ରଶଂସା କରିଛନ୍ତି।
ପୂର୍ବରୁ ସାଂସଦ ଅନୁଭବ ମହାନ୍ତି ଓ ପତ୍ନୀ ବର୍ଷା ପ୍ରିୟଦର୍ଶିନୀ ବିବାଦ ମାମଲାରେ ଅନେକ ନୂଆମୋଡ଼ ଦେଖିବାକୁ ମିଳିଛି । ସୋସିଆଲ ମିଡିଆରେ ପୋଷ୍ଟ କରି ତାଙ୍କ ଜୀବନରୁ ଓହରି ଯିବା ଲାଗି ବର୍ଷା ପ୍ରିୟଦର୍ଶିନୀଙ୍କୁ ଅନୁରୋଧ କରିଛନ୍ତି ଅନୁଭବ ।
ରହିବା ପାଇଁ ଘର କରି ବ୍ୟବସାୟ କଲେ ଗଣିବେ ତଣ୍ଡ । ଘର ମାଲିକଙ୍କୁ ତାଗିଦ କଲା ଭୁବନେଶ୍ୱର ମହାନଗର ନିଗମ ।
ପୁଅ ମିଳିନଥିବାରୁ ଥାନା ଆଗରେ ଧାରଣାରେ ବସିଛନ୍ତି ମା ଓ ବାପା । ୧୬ ବର୍ଷର ପୁଅ ଯୋଗେଶ ବାଲାଜୀ ଗତ ୬ ତାରିଖରୁ ମୈତ୍ରୀବିହାର ଅଞ୍ଚଳରୁ ନିଖୋଜ ହୋଇଯାଇଛନ୍ତି ।
ସହିଦ ନଗର ଥାନା ASI ମମତା ବସ୍ତିଆ ଲାଞ୍ଚ ନେଇ ଧରାପଡ଼ିଛନ୍ତି । ୧୫ ହଜାର ଲାଞ୍ଚ ନେଲା ବେଳେ ASIଙ୍କୁ ଭିଜିଲାନ୍ସ ଧରିଛି ।
ଜଣେ ଯୁକ୍ତ ଦୁଇ ଛାତ୍ରୀଙ୍କୁ ତଣ୍ଟି କାଟି ହତ୍ୟା କରାଯାଇଛି ।
ASO ଚୟନ ପ୍ରକ୍ରିୟା ବିବାଦ ମାମଲାରେ ଶୁଣାଣି ଶେଷ କରି ରାୟ ସଂରକ୍ଷିତ ରଖିଲେ ହାଇକୋର୍ଟ ।
ଅଳିଆ ଗଦାର ସ୍ଥାନାନ୍ତର ପାଇଁ ଗ୍ରୀନ ଟ୍ରିବ୍ୟୁନାଲରେ ଆବେଦନ କରିଥିଲେ ସ୍ଥାନୀୟ ଜଣେ ଆଇନଜୀବୀ । ଅନ୍ୟପକ୍ଷରେ ଖୁବଶୀଘ୍ର ଆବର୍ଜନାକୁ ପ୍ରୋସେସିଂ କରାଯାଇ ଏହାକୁ ସ୍ଥାନାନ୍ତର କରାଯିବ ବୋଲି କହିଛନ୍ତି ପୁରୀ ମ୍ୟୁନିସିପାଲିଟିର ଅଧିକାରୀ ।
ଥିଲେ ଥିଲେ ଏକା ସାଙ୍ଗରେ ବାହୁଦା ନଈରେ ଏତେ ମାଛ ମଲେ କେମିତି? କିଏ ଔଷଧ ପକାଇ ମାରିଦେଲା ନା ଆଉ ଅନ୍ୟ କାରଣ ରହିଛି? ଜାଣନ୍ତୁ କଣ ଥିଲା ପୂରା ଘଟଣା।
ସ୍କୁଲ ଡ୍ରେସ୍ରେ ସବୁଜ ଛିଟା ...ଖପ୍ପା ହେଲେ ବିରୋଧୀ । ପିଲାଙ୍କ ୟୁନିଫର୍ମକୁ ସବୁଜିଆ କରି କ୍ୟାମ୍ପସ୍ରେ କି ବାର୍ତ୍ତା ଦେବାକୁ ଚାହୁଁଛନ୍ତି ସରକାର?
ଶହଶହ ବର୍ଷର ପୁରୁଣା ଗଛ । ୧୯୭୧ ହେଉ କି ୯୯ ହେଉ...ସବୁବେଳେ ଲୋକଙ୍କର ଜୀବନ ବଞ୍ଚାଉଛି। ଗଛକୁ ସୁରକ୍ଷା ଦେବା ଲାଗି ସ୍ଥାନୀୟ ଲୋକଙ୍କ ଦାବି
ଘର ଘରକୁ ପାନୀୟଜଳ ଯୋଗାଇ ଦେବାକୁ ପ୍ରଶାସନ ତିଆରି କଲା ପାଣି ଟାଙ୍କି । ହେଲେ ଏବେ ସେହି ପାଣି ଟାଙ୍କି ହିଁ ଲୋକଙ୍କ ଜୀବନକୁ ବିପଦରେ ପକାଇ ଦେଇଛି । ଯଦି କେତେବେଳେ ନଈ ବନ୍ଧ ଭାଙ୍ଗେ ତେବେ...
ଭୁବନେଶ୍ୱର ମାଷ୍ଟରକ୍ୟାଣ୍ଟିନର ଏକ ହୋଟେଲରୁ ଜଣେ ଯୁବତୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି।
ହାଇକୋର୍ଟର ୭୫ ବର୍ଷ ପୂର୍ତ୍ତୀ ଉଦ୍ଯାପନୀ ଉତ୍ସବରେ ଯୋଗଦେବେ ।
ମୃତକ ଖଲିକୋଟ କୁମଣ୍ଡ ଗାଁର ବିଜୟ ବେହେରା, ବିଜୟ ଝିଅର ଶାଶୁ ଘରକୁ ଆସିଥିବା ବେଳେ ଗୁଳିକାଣ୍ଡ
ସ୍କୁଲ ଯାଉଥିଲେ କିନ୍ତୁ ଖେଳରେ ବିଶେଷ ରୁଚି ଥିଲା..ପଡିଆରୁ ବାପାଙ୍କଠାରୁ ମାଡ ଖାଉଥିଲେ, ରାତିରାତି ମାଆ ଘରେ ବସି ବୁଝାଉଥିଲେ । ଖେଳ ପ୍ରତି ଥିବା ଭଲପାଇବା କେବେ କମିନଥିଲା । ଆଜି ଖେଳ ପାଇଁ ପୂରା ଦେଶରେ ତାଙ୍କୁ ନେଇ ବଢିଲାଣି ଚର୍ଚ୍ଚା
ଟ୍ରେନ୍ ଟ୍ରାଜେଡିରେ NHRCଙ୍କ ରିପୋର୍ଟ ତଲବ । ଘଟଣାକୁ ନେଇ କି କାର୍ଯ୍ୟାନୁଷ୍ଠାନ ନିଆ ଯାଇଛି ମାଗିଲେ ରିପୋର୍ଟ ।
ଏ ସରକାରକୁ ଲଜ୍ଜା ନାହିଁ । ମନ୍ଦିର ପିଣ୍ଡାରେ...ଭଙ୍ଗା କ୍ଲବ୍ ଘରେ ପିଲାଏ ପଢୁଛନ୍ତି ପାଠ । ବାରମ୍ବାର ଦାବି ପରେ ବି କେହି ଶୁଣୁନାହାନ୍ତି ୟାଙ୍କ ଦୁଃଖ
ଓଡ଼ିଶାର କୋଣ ଅନୁକୋଣରୁ ଟିକିନିଖି ଖବର ଏବେ ଆପଣଙ୍କ ଟିପ ଆଗରେ ।