ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ବ୍ୟକ୍ତିଗତ ସଚିବ ଭାବେ ଶନିବାର ମନୋଜ ସାହୁ ନିଯୁକ୍ତ ହୋଇଛନ୍ତି। ମନୋଜ ୨୦୦୬ ବ୍ୟାଚର ଆଇଏଏସ ଅଧିକାରୀ। ସେ ଇଣ୍ଟର କ୍ୟାଡର ଡେପୁଟେସନରେ ଆସିଛନ୍ତି । ତାଙ୍କ ଘର ଜଗତସିଂହପୁର ଜିଲ୍ଲାରେ ।
ସାମ୍ନାକୁ ଆସିଲା ଭୟଙ୍କର ଚିତ୍ର। ଲୁଟେରା ଅଣ୍ଟାରୁ ମିଳିଲା ପୁଳା ପୁଳା ସୁନା। ଯାହାକୁ ଦେଖି ସମସ୍ତେ ଆଶ୍ଚର୍ଯ୍ୟ ଚକିତ ହୋଇ ଯାଇଛନ୍ତି।
ଯାଜପୁର ପାଣିକୋଇଲିରେ ୨ ଜଣଙ୍କୁ ଫାୟାରିଂ କରି ଲୁଟ୍ ଉଦ୍ୟମ... ଫାୟାରିଂରେ ଜଣେ ମୃତ, ଆଉ ଜଣେ ଗୁରୁତର... ସୁନା ଦୋକାନକୁ ଲୁଟ୍ କରିବାକୁ ଆସି ୨ କର୍ମଚାରୀଙ୍କୁ ଗୁଳିମାଡ଼...
୮ ତାରିଖ ରାତିରେ ରାଜଭବନରେ ରାତ୍ରୀଯାପନ କରିବେ । ସେହିପରି ୯ ତାରିଖ ଜନତା ମଇଦାନରେ ଏକ କାର୍ଯ୍ୟକ୍ରମରେ ସାମିଲ ହେବା ନେଇ ସୂଚନା ରହିଛି ।
ମାର୍ଚ୍ଚ ୩୦ରେ ଆବେଦନ କଲେ ବି ଏକା ଥରେ ମିଳିବ ସୁଭଦ୍ରାର ଦୁଇଟି କିସ୍ତି। ଗାଁର ଶେଷ ଯୋଗ୍ୟ ହିତାଧିକାରୀ ଆବେଦନ ନ କଲା ଯାଏଁ ଚାଲିବ ପଞ୍ଜୀକରଣ ।
ଶରୀରର ଅନେକ ପ୍ରକାର କାର୍ଯ୍ୟକାରିତା ମଧ୍ୟରୁ ପ୍ରତିରକ୍ଷା କାର୍ଯ୍ୟକାରିତା ନିୟନ୍ତ୍ରଣ ପାଇଁ ମଧ୍ୟ ଖାଦ୍ୟ ଓ ପୋଷକ ତତ୍ତ୍ୱର ଅତ୍ୟନ୍ତ ଆବଶ୍ୟକତା ରହିଛି। ଆମର ପ୍ରତିରକ୍ଷା ବ୍ୟବସ୍ଥା ଦୁଇ ପ୍ରକାର ହୋଇଥାଏ।
ଜାଡ଼ରେ ଥରୁଛି ସାରା ରାଜ୍ୟ । ୭.୫ ଡିଗ୍ରୀ ସହ ଫୁଲବାଣୀ ସବୁଠୁ ଥଣ୍ଡା ସହର ।
ମମତା ଦିଦିଙ୍କ ପାଖରେ ମମତା ନାହିଁ । ଆଳୁ ମିଶନ ଫେଲ କାରଣରୁ ଦିଦିଙ୍କ ଦୌରାତ୍ମ୍ୟ ଆମକୁ ଏବେ ସହିବାକୁ ପଡୁଛି ।
କିଏ ମାରିଛି କି ଫୁଡ ବ୍ଲଗର ସୋନାଲିଙ୍କୁ .. ଆପ୍ଲିକେସନ ବଢ଼ାଇଲା ସନ୍ଦେହ । ଫୁଡ ବ୍ଲଗର ସୋନାଲିଙ୍କ ଶେଷ ଭିଡ଼ିଓ ।
ଚଳିତ ବର୍ଷ ମାର୍ଚ୍ଚ ୩୧ ସୁଦ୍ଧା 'ସୁଭଦ୍ରା' ଆବେଦନ କଲେ ବି ୨୦୨୪ରେ ବାକିଥିବା ୨ଟି କିସ୍ତି ମିଳିବ ଆବେଦନକାରୀ ମହିଳାଙ୍କୁ ।
ସୌର ଧନୁ ମାସ ପୌଷ ଶୁକ୍ଳପକ୍ଷ । ଇଂରାଜୀରେ ୪ ତାରିଖ ଶନିବାର । ଚନ୍ଦ୍ର- କୁମ୍ଭ ଅହୋରାତ୍ର । ତିଥି- ୫ ମୀ ରାତ୍ରି ୧୦.୦୧ ଗତେ ୬ଷ୍ଠୀ । ଘାତଚନ୍ଦ୍ର- ମିଥୁନ ଓ ମୀନ ରାଶିର ଅହୋରାତ୍ର। ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ ରାତ୍ରି ୦୯.୨୩ ଗତେ ୨ ପାଦ-କୃଷି ଓ ବଂଶହାନି -ଭୂମି ଓ ତିଳକାଞ୍ଚନ ଦାନ ।
ପୁଣି କାଳ ହେଲା ବାଣ ବିସ୍ଫୋରଣ । ଉଡିଗଲା ଘରର ଛାତ ।
ଅଷ୍ଟ୍ରେଲିଆରେ ଚାଲିଥିବା ବର୍ଡର-ଗାଭାସ୍କର ଟ୍ରଫିରେ ବି ଆଶାଜନକ ପ୍ରଦର୍ଶନ କରିପାରି ନାହିଁ ଟିମ୍ ଇଣ୍ଡିଆ । ଏହାପରେ ମୁଖ୍ୟ କୋଚ୍ ଗୌତମ ଗମ୍ଭୀରଙ୍କ ପାଇଁ ଗାଦି ବଞ୍ଚାଇବା ହୋଇଛି ବଡ଼ ଚାଲେଞ୍ଜ୍। ତାଙ୍କ ପାଇଁ ଶେଷ ସୁଯୋଗ ହୋଇପାରେ ଆଇସିସି ଚାମ୍ପିଅନ୍ସ ଟ୍ରଫି ୨୦୨୫।
ଓଡ଼ିଶାର କୋଣ ଅନୁକୋଣରୁ ଟିକିନିଖି ଖବର ଏବେ ଆପଣଙ୍କ ଟିପ ଆଗରେ ।
ଏହି ସ୍ପନସରସିପର ଅବଧି ୨୦୨୫ ଜାନୁଆରୀରୁ ୨୦୨୭ ଡିସେମ୍ବର ପର୍ଯ୍ୟନ୍ତ ରହିବ । ଏଥିପାଇଁ ବର୍ଷକୁ ୫ କୋଟି ଟଙ୍କା ଲେଖାଏଁ ସମୁଦାୟ ୧୫ କୋଟି ଟଙ୍କା ଖର୍ଚ୍ଚ ହେବ ।
ନବୀନଙ୍କ ବିଲ ବୁଲାବେଳେ ହୋଇଥିଲା କି ଡ୍ରାମା ? ସାଲେପୁରରେ ପ୍ରାୟୋଜିତ ଟୁର୍ କରାଇଥିଲେ କି ସେଠିକାର ବିଜେଡି ନେତା ? ଚାଷୀଙ୍କୁ ଶୁଆ ଭଳି ପାଠ ପଢ଼ାଇ ସୃଷ୍ଟି କରିଥିଲେ କି ଇମୋସନାଲ୍ ନାଟକ ?
ସର୍ବସ୍ବାନ୍ତ ଚାଷୀଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା । ପ୍ରାକୃତିକ ବିପର୍ଯ୍ୟୟ ଭାବେ ବିବେଚିତ ହେବ ଅଦିନିଆ ବର୍ଷା । ସେଇ ଆଧାରରେ ଅନ୍ନଦାତାଙ୍କୁ ଦିଆଯିବ କ୍ଷତିପୂରଣ ।
ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ରାଜ୍ୟ କ୍ୟାବିନେଟ୍ ବୈଠକରେ ବିଭିନ୍ନ ବିଭାଗର ୯ଟି ଗୁରୁତ୍ବପୂର୍ଣ୍ଣ ପ୍ରସ୍ତାବକୁ ମୋହର ମିଳିଛି । ତା’ମଧ୍ୟରୁ କୃଷି ଉଦ୍ୟୋଗୀଙ୍କୁ ଆସନ୍ତା ୫ ବର୍ଷ ପାଇଁ ରୋଜଗାର ଏବଂ ୠଣ ଦେବା ପାଇଁ ୮୭୪.୧୪ କୋଟି ଟଙ୍କାର ଖର୍ଚ୍ଚ ଅଟକଳକୁ ଅନୁମୋଦନ ମିଳିଛି ।
ମଣପୁରମ୍ ଫାଇନାନ୍ସ କମ୍ପାନୀରେ ସଶସ୍ତ୍ର ଡକାୟତି। ଡକାୟତ ବୋହିନେଲେ ୨୦ କୋଟିର ୩୦ କେଜି ସୁନା । ସୁନା ସହ ନଗଦ ୩ ଲକ୍ଷ ଟଙ୍କା ନେଇ ସଂସ୍ଥାରେ ବୁଲାଇଦେଲେ କଳାକନା ।
ଭଦ୍ରକ ଧାମନଗର ଅଞ୍ଚଳରେ କୃଷି ଯନ୍ତ୍ରପାତି ଯୋଗାଣ ଆଳରେ ବିଶ୍ବାସ ଜନ୍ମାଇ ଚାରି ଚାରି ଜଣ ଅବସରପ୍ରାପ୍ତ ସରକାରୀ କର୍ମଚାରୀଙ୍କୁ ଜଣେ ଠକ ଚୂନ ଲଗାଇବା ପରେ ସୃଷ୍ଟି ହୋଇଛି ହଇଚଇ।
ତରଙ୍ଗ ପ୍ଲସ୍ OTT ପ୍ଲାଟଫର୍ମରେ ଓଡ଼ିଆ ୱେବସିରିଜ୍ ‘ଚିଟଫଣ୍ଡ’ ରିଲିଜ। ମହାଠକେଇର ଗୁମର କାହାଣୀ ଦେଖୁଛନ୍ତି ଦର୍ଶକ। ୱେବ୍ ସିରିଜରେ ରହିଛି ଚିଟଫଣ୍ଡ ସଂସ୍ଥାଙ୍କ ମାୟାଜାଲର କାହାଣୀ। ଦର୍ଶକଙ୍କ ଭିତରେ ରୋମାଞ୍ଚ ଭରୁଛି ୱେବସିରିଜ୍ ‘ଚିଟଫଣ୍ଡ’ର କାହାଣୀ।
ପକୁଡି ପ୍ରସ୍ତୁତ କରିବାରେ ବିଳମ୍ୱ ହେବାରୁ ଅତ୍ୟଧିକ ରାଗିଯାଇ ଘରେ ପାଟିତୁଣ୍ଡ କରିଥିଲା । ତା’ର ସାନ ଭାଇ ଏହାର ପ୍ରତିବାଦ କରିବାରୁ ଦୁଇଜଣଙ୍କ ମଧ୍ୟରେ ଗଣ୍ଡଗୋଳ ହୋଇଥିଲା । ସାନ ଭାଇକୁ ସେ ନିସ୍ତୁକ ପିଟିଥିଲା। ଏହା ପରେ ଚାଳଘରେ ନିଆଁ ଲଗାଇ ଦେଇଥିଲା ।
ଓଡ଼ିଶା ପ୍ରଶାସନିକ ସେବା (ଓଏଏସ) ୩୦ଟି ପଦବୀ, ଓଡ଼ିଶା ଅର୍ଥ ସେବା (ଓଏଫଏସ)ପାଇଁ ୪୬, ଓଡ଼ିଶା ଟ୍ୟାକ୍ସେସନ ଆଣ୍ଡ ଆକାଉଣ୍ଟ ସେବା ପାଇଁ ୬୨, ଓଡ଼ିଶା ସମବାୟ ଅଡିଟ ସେବା ପାଇଁ ୫, ଓଡ଼ିଶା ସମବାୟ ସେବା ପାଇଁ ୧୪ ଓ ଓଡ଼ିଶା ରାଜସ୍ବ ସେବା ପାଇଁ ୪୩ଟି ପଦବୀ ସୃଷ୍ଟି ହୋଇଛି। କୌଣସି ସରକାରୀ ସ୍ବୀକୃତି ପ୍ରାପ୍ତ ବିଶ୍ବବିଦ୍ୟାଳୟରୁ ସ୍ନାତକ ଡିଗ୍ରୀ ହାସଲ କରିଥିବା ଛାତ୍ରଛାତ୍ରୀ ମାନେ ଆବେଦନ କରି ପାରିବେ। ସେହିପରି ଆବେଦନକାରୀଙ୍କ ବୟସ ୨୧ରୁ ୩୮ ମଧ୍ୟରେ ରହିଥିବା ଆବଶ୍ୟକ।
୩୩%ରୁ ଅଧିକ ଫସଲ ନଷ୍ଟ ହୋଇଥିଲେ ଚାଷୀଙ୍କୁ ବିପର୍ଯ୍ୟୟ ସହାୟତା ମିଳିବ। ଏ ବର୍ଷ ଅଦିନିଆ ବର୍ଷାରେ ୬ ଲକ୍ଷ ୬୬ ହଜାର ୭ଶହ ଚାଷୀ କ୍ଷତିଗ୍ରସ୍ତ ହୋଇଛନ୍ତି ।
କ୍ଷତିଗ୍ରସ୍ତ ଚାଷୀଙ୍କୁ ଭେଟିବାକୁ କଟକ ଜିଲ୍ଲା ସାଲେପୁର କଟରପା ଗାଁକୁ ଯାଇଥିଲେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ। ନବୀନଙ୍କୁ ଦେଖି ଚାଷୀମାନେ ଆଖି ଛଳ ଛଳ କରି କାନ୍ଦିଥିଲେ। ହେଲେ ଏହା ପଛରେ କେମିତି ଥିଲା ବିଜେଡି ନେତା ଦେବୀ ମିଶ୍ର, ପ୍ରତାପ ଜେନା ଓ ବିଧାୟକ ପ୍ରଶାନ୍ତ ବେହେରାଙ୍କ ପ୍ରସ୍ତୁତି ଆସନ୍ତୁ ଜାଣିବା...