ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ଝାରସୁଗୁଡ଼ା, ସମ୍ବଲପୁର, ସୁନ୍ଦରଗଡ଼, ମୟୂରଭଂଜ ଦେଓଗଡ଼, ସୁନ୍ଦରଗଡ଼କୁ ୟେଲୋ ୱାର୍ଣ୍ଣିଂ ।
ମୁଖ୍ୟମନ୍ତ୍ରୀ କାହିଁକି ବାହାରିବେନି କି କାହିଁକି ଘୋଷଣା କରିବେନି ବୋଲି ସାଂସଦ ଅପରାଜିତା ଷଡ଼ଙ୍ଗୀ ପ୍ରଶ୍ନ କରିଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ବଦଳରେ 5T ସଚିବ ସବୁଆଡ଼େ ଗସ୍ତ କରୁଛନ୍ତି ।
ଡିଏନ୍ ଗ୍ରୁପ୍ ମୁଖ୍ୟ ଜଗଦୀଶ ନାୟକଙ୍କୁ ଆୟକର ବିଭାଗର ଟିମ୍ ପଚରାଉଚରା କରିଛନ୍ତି। ଲଗାତାର ୪ ଦିନ ଧରି ଡିଏନ୍ ଗ୍ରୁପ୍ ଉପରେ ଚଢ଼ାଉ ଓ ତଦନ୍ତ ପରେ ଆଜି ମାଲିକଙ୍କୁ ପଚରାଉଚରା କରିଛି ଆୟକର ବିଭାଗର ଟିମ୍।
ଏ ସରକାର ଖାଲି କଥାରେ କହେ, କାମରେ କିଛି କରେନି । ବାରମ୍ବାର ଦାବି ପରେ ବି ଶୀତଳଭଣ୍ଡାରଟିଏ କରିପାରୁନି.... ଫସଲ ମେଞ୍ଚା ମେଞ୍ଚା କରୁଛନ୍ତି ହେଲେ ଶୀତଳଭଣ୍ଡାର ନଥିବାରୁ ସବୁ ପଚି ନଷ୍ଟ ହେଉଛି ।
ପିଙ୍କ୍ ହ୍ୱାଟ୍ସଆପ୍ ହେଉଛି ସାଇବର ଠକଙ୍କ ଏକ ନୂଆ କୌଶଳ। ଯଦି ଆପଣଙ୍କ ମୋବାଇଲକୁ ହ୍ୱାଟ୍ସଆପ୍ ଅପଡେଟ୍ କରିବାକୁ ଲିଙ୍କ୍ ଆସୁଛି, ତେବେ ଭୁଲ୍ରେ ବି ସେହି ଲିଙ୍କ୍ରେ କ୍ଲିକ୍ କରନ୍ତୁ ନାହିଁ।
ଶ୍ରୀମନ୍ଦିର ବରିଷ୍ଠ ସେବକ ତଥା ଛତିଶାନିଯୋଗ ମହାନାୟକ ଜନାର୍ଦ୍ଦନ ପାଟ୍ଟଯୋଶୀ ମହାପାତ୍ରଙ୍କ ଠାରୁ ଏହି ଜଗନ୍ନାଥ ମନ୍ଦିର ସମ୍ପର୍କରେ ଖବର ପାଇ ସେଠାକୁ ଯାଇଥିଲେ ଅଭିନେତା ସବ୍ୟସାଚୀ ଓ ଅର୍ଚ୍ଚିତା ।
ରଥ ଉପରେ ଅଣସେବାୟତ ଶ୍ରୀଜିଉଙ୍କୁ ଅଲିଙ୍ଗନ କରି ବିଭିନ୍ନ ପୋଜରେ ଫଟୋ ଉଠାଉଥିବା ଦେଖିବାକୁ ମିଳୁଛି । ଯାହା ବର୍ତ୍ତମାନ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି ।
ବାପା-ମାଆ ଦୁହେଁ ନାହାନ୍ତି । ନିଜେ ପୁଣି ଦିବ୍ୟାଙ୍ଗ...ଘରର ଅବସ୍ଥା ଦେଖିଲେ କେତେବେଳେ ଭୁଶୁଡ଼ିବ କେହି କହିପାରିବେନି । ସରକାରୀ ସାହାଯ୍ୟ ପାଇଁ ବାରମ୍ବାର ଗୁହାରି କରିବା ପରେ ବି ଫଳ ଶୂନ । ଜିଲ୍ଲାପାଳ କହୁଛନ୍ତି
ବାଃ ବାଃରେ ସ୍ୱାସ୍ଥ୍ୟସେବା । ଇଏ ଏମିତି ମେଡିକାଲ ଯେଉଁଠି ସବୁ ଅଛି ହେଲେ ଡାକ୍ତର ନାହାନ୍ତି । ଦେହ ଖରାପ ହେଲେ ରୋଗୀଙ୍କୁ ଫାର୍ମାସିଷ୍ଟ ହିଁ ସାହାଭରସା
ଘଟଣାସ୍ଥଳରୁ ହତ୍ୟାକାରୀ ସ୍ୱାମୀ ପୂର୍ଣ୍ଣ ପ୍ରଧାନ ଫେରାର ହୋଇଯାଇଛି । ଜହ୍ନ।ପଙ୍କ ଫାଣ୍ଡି ପୋଲିସ ପକ୍ଷରୁ ତଦନ୍ତ ଆରମ୍ଭ ହୋଇଛି ।
ବାଲିଆପାଳ ଅଞ୍ଚଳର ୨ ଜଣ ବ୍ୟକ୍ତି ରୋଗୀ ନେଇ କଟକ ଡାକ୍ତରଖାନାରୁ ଏକ କାର୍ ଯୋଗେ ଫେରୁଥିଲେ । ସେହି ସମୟରେ ପେଜଗଳା ବ୍ରିଜ ନିକଟରେ ବିପରୀତ ଦିଗର ବସ୍ତା ଷ୍ଟେସନକୁ ଯାତ୍ରୀ ନେଇ ଯାଉଥିବା ଏକ ଅଟୋ ସହ ମୁହାଁମୁହିଁ ଧକ୍କା ହୋଇଥିଲା ।
ଆଜି CBI ଟିମ୍ ଚନ୍ଦକା ଥାନାରେ ପହଞ୍ଚିଛି । ସୂଚନା ଅନୁସାରେ CBI ପକ୍ଷରୁ ୫ ଜଣିଆ ଟିମ୍ ଚନ୍ଦକା ଥାନାରେ ପହଞ୍ଚି ୩ ଅଭିଯୁକ୍ତଙ୍କୁ ପଚରାଉଚରା କରିବ ।
ବାପା ଚାଲିଗଲେ, ମାଆ କଷ୍ଟେମଷ୍ଟେ ବିସିଏ ପଢାଇଲେ । ଏବେ କିନ୍ତୁ ଏମସିଏ ପଢାଇବାକୁ ଅଣ୍ଟାରେ ଆଉ ଦମ୍ ନାହିଁ । ସରକାରୀ ବାବୁଙ୍କୁ ଗୁହାରି କରୁଛନ୍ତି
କେନ୍ଦ୍ର ଶିକ୍ଷା ମନ୍ତ୍ରାଳୟର ସ୍କୁଲ ଶିକ୍ଷା ବିଭାଗ ପକ୍ଷରୁ ପ୍ରକାଶିତ ପର୍ଫର୍ମାନ୍ସ ଗ୍ରେଡିଂ ଇଣ୍ଡେକ୍ସରେ ଓଡିଶାର ପ୍ରଦର୍ଶନ ହ୍ରାସ ପାଇଛି। ୨୦୨୦-୨୧ ଶିକ୍ଷାବର୍ଷରେ ଓଡ଼ିଶା ୧୦ମ ସ୍ଥାନରେ ଥିବାବେଳେ ଏଥର ୧୪ଟି ସ୍ଥାନ ତଳକୁ ଖସି ୨୪ତମ ସ୍ଥାନରେ ରହିଛି।
ମଧ୍ୟ ଆଫ୍ରିକୀୟ ଦେଶ ଗାବନରେ ଫସିଥିବା ୪ ଜଣ ଓଡ଼ିଆ ଯୁବକ ନିଜ ମାଟି କେନ୍ଦ୍ରାପଡ଼ାରେ ପହଞ୍ଚିଛନ୍ତି। ଗତକାଲି ବିଳମ୍ବିତ ରାତିରେ କୋଣାର୍କ ଏକ୍ସପ୍ରେସ୍ରେ ଆସି ଭୁବନେଶ୍ୱରରେ ପହଞ୍ଚିଥିଲେ।
ଲୋକମାନଙ୍କ ଘର ସହ ଆଖପାଖ ପରିବେଶକୁ ପରିଷ୍କାର ପରିଚ୍ଛନ୍ନ ରଖିବାକୁ କଟକ ବାସୀଙ୍କୁ ସଚେତନ କରାଯିବ ସେ ନେଇ ଆଲୋଚନା କରାଯାଇଥିଲା ।
ଭାରସାମ୍ୟ ହରାଇ ଟ୍ରେନ୍ ଲାଇନ ନିକଟକୁ ମାଡ଼ିଗଲା ବସ୍। ସୌଭାଗ୍ୟବଶତଃ, ବଡ଼ ଦୁର୍ଘଟଣାରୁ ଯାତ୍ରୀମାନେ ଅଳ୍ପକେ ବର୍ତ୍ତି ଯାଇଛନ୍ତି।
ଆଭ୍ୟନ୍ତରୀଣ ସହ ଉପକୂଳ ଓଡ଼ିଶାର କିଛି ଜିଲ୍ଲାରେ ବର୍ଷା ସମ୍ଭାବନା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ଆଜି ୯ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।
ଶହଶହ ବର୍ଷର ପୁରୁଣା ପୋଖରୀ । ଦଳରେ ଏମିତି ଭର୍ତ୍ତି ହେଲାଣି ପୋଖରୀ କେଉଁଟା, ପଡିଆ କେଉଁଟା ଚିହ୍ନିବା କଷ୍ଟ । ଗାଧୋଇବା ଲାଗି ଏବେ ୨ କିମି ଧାଉଁଛନ୍ତି ଗାଁ ଲୋକେ
ବାଃ ବାଃରେ ଶିକ୍ଷା ବ୍ୟବସ୍ଥା । ୫ଟି ଶ୍ରେଣୀର ପିଲାଙ୍କୁ ପଢାଇବାକୁ ନିଯୁକ୍ତି ହୋଇଛନ୍ତି ଜଣେ ମାତ୍ର ଶିକ୍ଷକ । ଯଦି ସେ କାମରେ ଗଲେ ସେ ଦିନ ସ୍କୁଲ ଛୁଟି
ଓଡ଼ିଶାର କୋଣ ଅନୁକୋଣରୁ ଟିକିନିଖି ଖବର ଏବେ ଆପଣଙ୍କ ଟିପ ଆଗରେ ।
ସିବିଆଇ ପକ୍ଷରୁ ୩ ଅଭିଯୁକ୍ତଙ୍କୁ ଗିରଫ କରାଯାଇ ପ୍ରଥମେ ମେଡିକାଲ ଚେକ୍ ଅପ୍ କରାଯାଇଥିଲା । କଡ଼ା ସୁରକ୍ଷାରେ ଭୁବନେଶ୍ୱର ସିବିଆଇ ଅଫିସରୁ ୩ ଅଭିଯୁକ୍ତଙ୍କୁ କ୍ୟାପିଟାଲ ହସପିଟାଲ ଅଣାଯାଇଥିଲା ।
ଉପାନ୍ତ ଅଞ୍ଚଳରେ କଲେଜ ସଂଖ୍ୟା କମ୍ ଥିବାରୁ ଘର ପାଖ କଲେଜରେ ଆଡମିଶନ୍ ମିଳୁନି । ଫଳରେ କାହା ପାଠରେ ଡୋରି ବନ୍ଧା ହେବାକୁ ଯାଉଛି ତ ଆଉ କେଉଁ ଅଭିଭାବକ ଖର୍ଚ୍ଚାନ୍ତ ହୋଇ ଦୂର କଲେଜରେ ପିଲାଙ୍କ ନାମ ଲେଖାଉଛନ୍ତି ।
ମନ୍ତ୍ରିମଣ୍ଡଳରୁ ବାଦ ନ ପଡିଲେ ବି ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ବିଭାଗ ବଦଳିପାରେ ବୋଲି ମଧ୍ୟ ଚର୍ଚ୍ଚା। ବାହାନଗା ରେଳ ଦୁର୍ଘଟଣା ଯୋଗୁଁ ନେଇ ତାଙ୍କ ବିଭାଗ ବଦଳାଇପାରନ୍ତି ପ୍ରଧାନମନ୍ତ୍ରୀ।
ସ୍ୱାସ୍ଥ୍ୟ ପରୀକ୍ଷା ପରେ କୋର୍ଟରେ ସେମାନଙ୍କୁ ହାଜର କରାଯାଇଛି ସିବିଆଇ । କଡ଼ା ସୁରକ୍ଷା ଭିତରେ ସିବିଆଇ ଅଫିସ୍ରୁ ୩ ଅଭିଯୁକ୍ତଙ୍କୁ ନିଆଯାଇ ପ୍ରଥମେ ସେମାନଙ୍କ ମେଡିକାଲ ଚେକ୍ଅପ କରାଯାଇଥିଲା ।