ଓଡ଼ିଶାର କୋଣ ଅନୁକୋଣରୁ ଟିକିନିଖି ଖବର ଏବେ ଆପଣଙ୍କ ଟିପ ଆଗରେ ।
ରାଜ୍ୟରେ କେବଳ ଭୁବନେଶ୍ୱରରୁ ବାହାରିଛନ୍ତି ୫୦ ପ୍ରତିଶତରୁ ଅଧିକ ଡେଙ୍ଗୁ ରୋଗୀ।
ଅସ୍ପଷ୍ଟ ଓ ସନ୍ଦେହଜନକ ଦର୍ଶାଇ ହେବନି ତ ଡାଟା ସେନସର ? ତଥ୍ୟ ଅପବ୍ୟବହାର କଲେ କଂପାନୀ ଦେବେ ମୋଟା ଅଙ୍କର ଫାଇନ୍ ।
୬୦ ଦଶକରୁ ଆଜି ଯାଏଁ ପାକିସ୍ତାନରେ ଯୁଦ୍ଧବନ୍ଦୀ ଭାବେ ଜୀବନ କାଟୁଛନ୍ତି ଭାରତ ମାଆର ଏହି ସାହସୀ ସନ୍ତାନ।
ଗଳି କନ୍ଦିରୁ ଚା' ଖଟି..ରାଜନେତାଠୁ ପାୱାର୍ କରିଡର୍..ସବୁଠି ସମସ୍ତଙ୍କ ମନରେ, ଏବେ କେବଳ ଦୁଇଟି ପ୍ରଶ୍ନ । ବିଧାନସଭାକୁ ଭାଙ୍ଗି ଆଗୁଆ ନିର୍ବାଚନକୁ ଯିବେ କି ନବୀନ ? ବିଜେପି-ବିଜେଡି ଭିତରେ କିଛି ବୁଝାମଣା ହେବାକୁ ଯାଉଛି କି ?
ବରଗଡ ଜିଲ୍ଲା କାଦୋବାହାଲ ଅଞ୍ଚଳରେ ଘଟିଛି ଦୁର୍ଘଟଣା । ଦ୍ରୁତଗତିରେ ଟ୍ରକଟି ଆସି ଛାତ୍ରୀଙ୍କ ଉପରେ ଓଲଟି ପଡିଥିଲା ।
ଗେଣ୍ଡାଳିଆଙ୍କ ପସନ୍ଦର ଗାଁ ଯାଜପୁରର ସାପଗଡ଼ିଆ । ଚିଲିକା ନୁହେଁ କି ଅନ୍ୟକେଉଁ ପକ୍ଷୀ ଅଭୟାରଣ୍ୟ..ତଥାପି ଏହି ଗାଁରେ ଥିବା ଗଛରେ ବସା ବାନ୍ଧିଛନ୍ତି ହଜାର ହଜାର ଗେଣ୍ଡାଳିଆ..
ଘର ଲୋକ ରାଜି ନଥିଲେ, ତଥାପି ନେଇ ଗଲେ । ଗୋଟିଏ ଘରେ ରହିଲେ, ଶାରିରୀକ ସମ୍ପର୍କ ବି ରଖିଲେ । ଏବେ ଟ୍ରେନ୍ରେ ବସାଇ ଘରକୁ ପଠାଇ ଦେଲେ । ବାହା ହେବା ଜିଦ୍ରେ ଅଟଳ ଯୁବତୀ..ସେପଟେ ଯୁବକ କହୁଛନ୍ତି ଏକାଠି ରହିବା ପରେ ବି ଆମର ନଥିଲା ଶାରିରୀକ ସମ୍ପର୍କ।
ଏକାଧିକ ବ୍ଲକେଜ୍ ପାଇଁ କାର୍ଡିଓଲୋଜି ଡିପାର୍ଟମେଣ୍ଟରେ ଚିକିତ୍ସାଧୀନ
ଇତିହାସ ବଖାଣୁଥିବା ଓ ସ୍ମୃତିକୁ ତାଜା କରୁଥିବା ଏହି ଫଟୋ ଗାନ୍ଧିଜୀଙ୍କ ଓଡ଼ିଶାଗସ୍ତ ସମୟର । ସେତେବେଳେ ଦେଶ ପାଇଁ ସ୍ୱାଧୀନତା ଯେତିକି ଜରୁରୀ ଥିଲା ସମାଜରେ ସଚେତନତା ବି ସେତିକି ଗୁରୁତ୍ୱ ରଖୁଥିଲା ।
ସ୍ୱାସ୍ଥ୍ୟ ପାଇଁ ବରଦାନ ମେଥି । ମେଥିକୁ କେବଳ ଖାଦ୍ୟର ସ୍ୱାଦ ଓ ବାସ୍ନା ବଢ଼ାଇବାକୁ ନୁହେଁ ବରଂ ଔଷଧ ରୂପେ ମଧ୍ୟ ବ୍ୟବହାର କରିପାରିବେ । କାରଣ ଏଥିରେ ଭରପୂର ମାତ୍ରାରେ ଔଷଧୀୟ ଗୁଣ ରହିଛି ।
୪୦ ଲକ୍ଷ ଟଙ୍କା ଖର୍ଚ୍ଚରେ ମାର୍କେଟ କମ୍ପ୍ଲେକ୍ସ ହେଲା। ହେଲେ ନିର୍ମାଣର ଦୁଇ ବର୍ଷ ପରେ ବି କାମରେ ଲାଗି ପାରିଲାନି। ସବୁ କିଛି ଠିକ୍ ହେଲେ ସଟର୍ ପଡ଼ିଛି, ସବୁ ଦୋକାନ ଘରେ ତାଲା ଝୁଲୁଛି ?
ଗ୍ରୁପର ଏହି ମହିଳା ମାନେ ମାତ୍ର ଗୋଟିଏ ସପ୍ତାହ ମଧ୍ୟରେ ଏହି ୧୦ହଜାରରୁ ଅଧିକ ତ୍ରିରଙ୍ଗା ପତାକା ତିଆରି କରିବାରେ ସକ୍ଷମ ହୋଇଛନ୍ତି। କେବଳ ତ୍ରିରଙ୍ଗା ପତାକା ନୁହଁ ବରଂ କରୋନା କାଳରେ ସଞ୍ଜିବନୀ ପାଲଟିଥିବା ହଜାର ହଜାର ମାସ୍କ ତିଆରି କରି ଅନ୍ୟର ଜୀବନ ବଞ୍ଚାଇବାରେ ସକ୍ଷମ ହୋଇଥିଲେ ଏହି SHG ଗ୍ରୁପର ମହିଳା ମାନେ।
ବେଶ ଚର୍ଚ୍ଚାକୁ ଆସିଛି ଗୁପ୍ଚୁପ୍ବାଲା ଗୀତ । ଗୁପଚୁପ ଵାଲା ଆସିଚେ, ମା’ କେ ଝିଅ କହୁଚେ ,ଚାଉଳ କେ ପଇସା ମାଗୁଚେ । ଘରେ ନାଇଁନ କହିଲେ ଦୁଆରେ ଗଡ଼ ଗଡି ଯାଉଛେ ।
ଗତ ୮ ମାସରେ ଦୁର୍ଘଟଣାରେ ଗଲାଣି ୬ ଜୀବନ । ତ୍ରୁଟିପୂର୍ଣ୍ଣ ନିର୍ମାଣ ଶୈଳୀ ଯୋଗୁଁ ବେଶି ଦୁର୍ଘଟଣା ଅଭିଯୋଗ ।
ଖୁବଶୀଘ୍ର ଓଡ଼ିଶାରେ ଗଡ଼ିବ ଦ୍ୱିତୀୟ ବନ୍ଦେ ଭାରତ ଏକ୍ସପ୍ରେସ । ଭୁବନେଶ୍ୱରରେ ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ଘୋଷଣା ।
କେନାଲରେ ପାଣି ନାହିଁ, ଧାନ ବିଲ ଫାଟି ଆଁ କଲାଣି । ବର୍ଷାକୁ ଅପେକ୍ଷା କରି ଶ୍ରାବଣ ସରିଲା । ଚିନ୍ତାରେ ଡେଲାଙ୍ଗ ବ୍ଲକର ଚାଷୀ । ଏହି ଅଞ୍ଚଳକୁ ମରୁଡ଼ି ଘୋଷଣା କରିବାକୁ ଦାବି କଲେଣି ଚାଷୀ..
ଜେଲ୍ ଭିତରେ ଭାବପୂର୍ଣ୍ଣ ଭଜନ, ସ୍ୱାଧୀନତା ସଂଗ୍ରାମୀଙ୍କ ସଂଘର୍ଷର କାହାଣୀ କହୁଥିବା କାଳଜୟୀ କବିତା । ପୁଣି ପ୍ରେମିକ ହୃଦୟର ବିରହ ବେଦନାର ସଙ୍ଗୀତ । ରେଡ଼ିଓରେ ଗୀତ ଗାଉଛନ୍ତି କଏଦୀ । ‘ରେଡ଼ିଓ ମୁକ୍ତି’ ରେ କଏଦୀ କଳାକାର, କଏଦୀ ଶ୍ରୋତା ।
ଏସିଆନ୍ ଚାମ୍ପିଅନ୍ସ ଟ୍ରଫି ହକି ଟୁର୍ଣ୍ଣାମେଣ୍ଟରେ ଭାରତୀୟ ଟିମ୍କୁ ରେକର୍ଡ ଚତୁର୍ଥ ଥର ଚାମ୍ପିଅନ୍ କରାଇବାରେ ପ୍ରମୁଖ ଭୂମିକା ଗ୍ରହଣ କରିଛନ୍ତି ଅଧିନାୟକ ହରମନପ୍ରୀତ ସିଂହ। କେବଳ ଜଣେ ବିଶେଷଜ୍ଞ ଡ୍ରାଗ୍-ଫ୍ଲିକର୍ ଭାବେ ନୁହନ୍ତି, ଭାରତୀୟ ହକିକୁ ଉଚ୍ଚତର ସୋପାନରେ ପହଞ୍ଚାଇଥିବା ଯୋଗୁଁ ଆଜି ସେ ବେଶ୍ ଚର୍ଚ୍ଚିତ।
ସୌର କର୍କଟ ମାସ ଶ୍ରାବଣ (ମଳ)କୃଷ୍ଣପକ୍ଷ। ଇଂରାଜୀରେ ୧୪ ତାରିଖ ସୋମବାର। ଚନ୍ଦ୍ର- ମିଥୁନ ରାତ୍ରି ୦୪.୨୫ ଗତେ କର୍କଟ। ତିଥି – ୧୩ଶୀ ଦିବା ୧୦.୨୫ ଗତେ ୧୪ଶୀ। ଘାତ ଚନ୍ଦ୍ର –ନାସ୍ତି, ଘାତ ବାର – ମିଥୁନ
ଉଦ୍ଘାଟନୀ ଫଳକକୁ ନେଇ ବିବାଦ ଘେରରେ ମିଶନ ଶକ୍ତି କାଫେ। ମଧ୍ୟାହ୍ନରେ ଉଦ୍ଘାଟନ କଲେ ବିଧାୟିକା, ଆଉ ସନ୍ଧ୍ୟା ବେଳେ ତାଲା ପକାଇଦେଲେ ମହିଳା ସରପଞ୍ଚ।
ଓଡ଼ିଶାର କୋଣ ଅନୁକୋଣରୁ ଟିକିନିଖି ଖବର ଏବେ ଆପଣଙ୍କ ଟିପ ଆଗରେ ।
ସଂସଦରେ କେନ୍ଦ୍ର ସରକାରଙ୍କୁ ବିଜେଡିର ସମର୍ଥନ, ପରେ ନବୀନ-ଶାହ ଭେଟଘାଟକୁ ନେଇ ଦୁଇ ଦଳର କର୍ମୀ ଓ ନେତା ଏବେ ଦ୍ୱନ୍ଦ୍ୱରେ।
ରୋଡ୍ ଆକ୍ସିଡେଣ୍ଟର ରକ୍ଷକ ସାଜିବେ ଏନସିସି କ୍ୟାଡେଟ୍। ନେବେ ସଡ଼କ ସୁରକ୍ଷା ପ୍ରଶିକ୍ଷଣ। ଯୋଗାଇଦେବେ ଫାଷ୍ଟ ଏଡ୍ ସେବା ଏବଂ ସାଜିବେ ଦୁର୍ଘଟଣା ପରର ପ୍ରଥମ ସେବାକାରୀ।
କେନ୍ଦ୍ରାପଡ଼ାର ଶୁଭଲକ୍ଷ୍ମୀ ଓ ମୟୂରଭଞ୍ଜର ଜାମ୍ବିମଣୀ । ଜଣଙ୍କ ବାପା ଫେରିବାଲା, ଆଉ ଜଣଙ୍କ ମାଆ ରୋଷେୟା ।