୨୦୨୩ ବିଶ୍ୱକପ୍ରେ କିଏ ହେବ ଟିମ୍ ଇଣ୍ଡିଆର ୱିକେଟ୍କିପର୍-ବ୍ୟାଟର୍? ଏହାକୁ ନେଇ ଏବେ ଚର୍ଚ୍ଚା ହେଉଛି । ରିଷଭ ପନ୍ତ ଅନ୍ଫିଟ୍ ଥିବାରୁ ତାଙ୍କ ବିକଳ୍ପ ଖୋଜାଚାଲିଛି । ୱିକେଟ୍କିପର୍-ବ୍ୟାଟର୍ ଭାବେ ପନ୍ତଙ୍କ ଅନୁପସ୍ଥିତିରେ ପ୍ରଥମ ପସନ୍ଦ ହେଉଛନ୍ତି ଲୋକେଶ ରାହୁଲ । ଏହାଛଡ଼ା ଦୌଡ଼ରେ ଈଶାନ କିଶନ, ସଞ୍ଜୁ ସାମ୍ସନ୍ ବି ରହିଛନ୍ତି ।
ନବଦିନାତ୍ମକ ଯାତ୍ରା ଶେଷ କରି ଆଜି ରତ୍ନସିଂହାସନରେ ବିରାଜିତ ହେବେ ମହାପ୍ରଭୁ।
ଆଜି ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ବିଶ୍ୱପ୍ରସିଦ୍ଧ ଘୋଷଯାତ୍ରାର ଅନ୍ତିମ
ଉଚ୍ଚ ଆଦ୍ରତା ଯୋଗୁଁ ଗୁଳୁଗୁଳିର ମାତ୍ରା ବଢୁଛି । ରାଜ୍ୟରେ ୩ଦିନ ହେବ ବର୍ଷା କମିଛି, ବଢିଛି ତାତି ।
ପଥର ବନ୍ଧ କରି ନଦୀ ପାର ହେଉଛନ୍ତି ଛାତ୍ରଛାତ୍ରୀ । କୋରାପୁଟ ଜିଲ୍ଲା ଶିସ୍ କୁଢି ଗାଁରେ ଯାତାୟାତ ସମସ୍ୟା । ପୋଲ ନିର୍ମାଣ ପାଇଁ ପ୍ରଶାସନ ନିକଟରେ ଦାବି ।
ବର୍ଷା ପଡ଼ୁ ପଡ଼ୁ ପୁଣି ରାଜ୍ୟରେ ମାଡ଼ିଲା ଡେଙ୍ଗୁ । ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୧୭୫ ଡେଙ୍ଗୁ ରୋଗୀ ଚିହ୍ନଟ ହୋଇଛନ୍ତି।
ସିଗନାଲିଂ, ଟେଲି କମ୍ୟୁନିକେସନ ଓ ରିଲେରୁମରେ ତ୍ରୁଟି ଯୋଗୁ ହୋଇଛି ବାହାନଗା ଟ୍ରେନ ଦୁର୍ଘଟଣା । ରେଲୱେ ସେଫ୍ଟି କମିଶନରଙ୍କ ରିପୋର୍ଟରେ ତଥ୍ୟ ଥିବା ସୂଚନା ।
ସିବିଆଇ ତଦନ୍ତକୁ ପ୍ରଭାବିତ ନ କରିବା ପାଇଁ ନିଷ୍ପତ୍ତି, ଏକ ଖବର ସରବରାହ ସଂସ୍ଥାକୁ ବରିଷ୍ଠ ଅଧିକାରୀଙ୍କ ସୂଚନା।
୩ ଜଣଙ୍କ ନାଁରେ ୱାରେଣ୍ଟ ଜାରି କଲେ ପାରଳାଖେମୁଣ୍ଡି SDJM କୋର୍ଟ । ଆସନ୍ତା ଜୁଲାଇ ୭ ତାରିଖରେ ହାଜର କରାଇବାକୁ ନିର୍ଦ୍ଦେଶ ।
ରାସ୍ତାରେ ଛିଡ଼ା ହୋଇଥିବା ଟ୍ରକକୁ ପଛପଟୁ ଧକ୍କା ଦେଇଥିଲା ବସ୍
ଅଭିମାନ କରିଥିବା ମା’ ଲକ୍ଷ୍ମୀଙ୍କୁ ରସଗୋଲା ଦେଇ ପ୍ରଭୁ ଜଗନ୍ନାଥ ମନାଇବାର ପରମ୍ପରା ରହିଛି। ରସଗୋଲା ଖାଇବା ପରେ ମହାଲକ୍ଷ୍ମୀ ସିଂହଦ୍ୱାର ଖୋଲିବେ।
ମୁନିଗୁଡ଼ା ଥାନା ଦେଓକୁପୁଲି ଛକ ନିକଟରେ ଲାଲ୍ ତାଣ୍ଡବ,୧୦ରୁ ଅଧିକ ସଶସ୍ତ୍ର ମାଓବାଦୀ ନିଆଁ ଲଗାଇଥିବା ସୂଚନା
ପଦରୁ ହଟିଲେ ଜେନେରାଲ ମ୍ୟାନେଜର ଅର୍ଚ୍ଚନା ଯୋଶୀ । ଅନିଲ କୁମାର ମିଶ୍ରଙ୍କୁ ନୂଆ ଜେନେରାଲ ମ୍ୟାନେଜର ଭାବେ ନିଯୁକ୍ତି ।
ଆଜି ପ୍ରଭୁ ମହାଲକ୍ଷ୍ମୀଙ୍କ ମାନଭଂଜନ କରି ଶ୍ରୀମନ୍ଦିରରେ ପ୍ରବେଶ କରିବେ ଓ ରତ୍ନ-ସିଂହାସନରେ ପୁନଃ ବିରାଜମାନ କରିବେ। ଶ୍ରୀମନ୍ଦିର ରୂପକ ନୀଳଶୈଳର ଗର୍ଭଗୃହ ସ୍ୱରୂପ ନୀଳକନ୍ଦରରେ ବିରାଜମାନ କରିବାର ଏହି ଅଲୌକିକ ଲୀଳା ‘ନୀଳାଦ୍ରିବିଜେ’ ନାମରେ ବିଖ୍ୟାତ।
ଓଡ଼ିଶାର କୋଣ ଅନୁକୋଣରୁ ଟିକିନିଖି ଖବର ଏବେ ଆପଣଙ୍କ ଟିପ ଆଗରେ ।
ବାହାନଗା ଦୁର୍ଘଟଣାର ୨୯ ଦିନ ପରେ ଆଶ୍ୱସ୍ତ ଆତ୍ମୀୟ । ଡିଏନ୍ଏ ମ୍ୟାଚିଂ ପରେ ୨୯ ମୃତଦେହକୁ ମିଳିଛି ପରିଚୟ । ପ୍ରଥମ ପର୍ଯ୍ୟାୟରେ ଡିଏନ୍ଏ ନମୂନା ମ୍ୟାଚ କରାଯାଇଥିବା ୨୯ ପରିବାର ରିପୋର୍ଟ ଆସିବା ପରେ ଏବେ ସେମାନଙ୍କ ପାଇଁ ସହଜ ହୋଇଛନ୍ତି ଶବ ଗ୍ରହଣ ପ୍ରକ୍ରିୟା ।
ତିନିରଥ ଉପରେ ସୁନାବେଶ ପରଦିନ ଅଧରପଣା ନୀତି ସମାପନ ହୋଇଥାଏ। ଆଷାଢ଼ ଶୁକ୍ଳପକ୍ଷ ଦ୍ୱାଦଶୀ ତିଥିରେ ଏହି ନୀତି କରାଯାଇଥାଏ। ମଧ୍ୟାହ୍ନ ଧୂପ ଶେଷ ହେବାପରେ ଓ ସନ୍ଧ୍ୟା ଆଳତି ପୂର୍ବରୁ ଅଧରପଣା ନୀତି ଅନୁଷ୍ଠିତ ହୋଇଥାଏ।
ବଜାରରେ ପରିବା ଦେହରେ ହାତ ମାରିବାକୁ ଭୟ ଲାଗିଲାଣି । ଦର ପଚାରି ପଚାରି ଏମୁଣ୍ଡରୁ ସେ ମୁଣ୍ଡ ପାର ହୋଇଯାଉଛି, ହେଲେ ପରିବା କିଣି ହେଉନି । ଯାହାକୁ ଛୁଇଁବ ୮୦ ।
ରତ୍ନଭଣ୍ଡାର ଖୋଲିବାକୁ ଦାବି କରି ବିଜେପିର ଜନସ୍ୱାର୍ଥ ମାମଲା । ରତ୍ନ ଭଣ୍ଡାର ଖୋଲିବା, ମରାମତି ଓ ଅଳଙ୍କାର ଗଣତି ଦାବି ।
ବିଜେଡି ନେତାଙ୍କ ସ୍ବାଭିମାନ ନାହିଁ କହିଲା ବିଜେପି । କଂଗ୍ରେସ କହିଲା ନେତାଙ୍କୁ ଘାରିଛି ଟିକଟ ଭୟ ।
ଅଭିଯୋଗର ଆଧାର ନଥିବା କହି ମାମଲା ଖାରଜ କଲେ ହାଇକୋର୍ଟ । ଏଭଳି ମାମଲା ପ୍ରେସ ସ୍ୱାଧୀନତା ଉପରେ ନକାରତ୍ମକ ପ୍ରଭାବ ପକାଇବ କହିଲେ କୋର୍ଟ ।
ବିଜେଡି ନେତା ପାଣ୍ଡିଆନଙ୍କୁ ସମର୍ଥନ କରୁଛନ୍ତି । ପ୍ରଚ୍ଛଦପଟ୍ଟର ଲୋକ ଶାସନ ଚଲାଉଛନ୍ତି କହିଲେ ପୃଥ୍ୱୀରାଜ ।
ଶ୍ରୀଜିଉଙ୍କ ସୁନାବେଶ ପରଦିନ ତିନିରଥ ଉପରେ ଆରମ୍ଭ ହୁଏ ଅଧରପଣା ନୀତି।
ପ୍ରବଳ ବର୍ଷା ଯୋଗୁଁ ସବୁ ଗେଟ୍ ଖୋଲିଦେଲା ଛତିଶଗଡ଼ । କଲମା ବ୍ୟାରେଜ ଦେଇ ମହାନଦୀକୁ ପଶୁଛି ୧.୧୮ ଲକ୍ଷ କ୍ୟୁସେକ୍ ।
ନୂଆଦିଲ୍ଲୀରେ ଫକୀରମୋହନ ସେନାପତିଙ୍କ 'ଦ ମେକିଂ ଅଫ୍ ଆନ ଅଥର' ପୁସ୍ତକର ଉନ୍ମୋଚନ ଅବସରରେ ଯୋଗ ଦେଇ ଏଭଳି ମନ୍ତବ୍ୟ ଦେଇଛନ୍ତି ସାଂସଦ ଭର୍ତ୍ତୃହରି ମହତାବ।