/odishatv-khabar/media/post_attachments/uploadimage/library/16_9/16_9_0/cobra_1626508117.jpg)
cobra
ବୌଦ୍ଧ (ଭାର୍ଜନ କୁମାର ପ୍ରଧାନ): ବୌଦ୍ଧ ଜିଲ୍ଲା ମନମୁଣ୍ଡା ରେଞ୍ଜ୍ ବାସୁଦେବପାଲି ଗାଁରୁ ୧୨ ଫୁଟ୍ ଲମ୍ବର ଏକ ଅଜଗର ସାପ ଉଦ୍ଧାର କରାଯାଇଛି।
Advertisment
ଗାଁର ଜଣଙ୍କ ଘରକୁ ସାପଟି ପଶୁଥିବା ବେଳେ କିଛି ଲୋକେ ଦେଖିଥିଲେ। ଏନେଇ ସେମାନେ ସ୍ନେକ୍ ହେଲ୍ପ ଲାଇନ୍ ସଦସ୍ୟଙ୍କୁ ଖବର ଦେଇଥିଲେ। ସ୍ନେକ୍ ହେଲ୍ପ ଲାଇନ୍ ସଦସ୍ୟ ଘଟଣାସ୍ଥଳରେ ପହଞ୍ଚି ସାପଟିକୁ ଉଦ୍ଧାର କରିଥିଲେ। ସାପଟିକୁ ବନ କର୍ମଚାରୀଙ୍କ ଉପସ୍ଥିତିରେ ଗୁନ୍ଦୁଳିଆ ସଂରକ୍ଷିତ ଜଙ୍ଗଲରେ ଛଡ଼ାଯାଇଥିଲା।
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)