Advertisment

ରାଜ୍ୟର ୧୨ ଅଗ୍ନିଶମ କର୍ମଚାରୀଙ୍କୁ କରୋନା

ଭୁବନେଶ୍ୱର: ରାଜ୍ୟର ୧୨ ଅଗ୍ନିଶମ କର୍ମଚାରୀ କରୋନାରେ ଆକ୍ରାନ୍ତ ହୋଇଛନ୍ତି।  ଅଗ୍ନିଶମ କର୍ମଚାରୀଙ୍କୁ କରୋନା ସଂକ୍ରମଣ ନେଇ ଅଗ୍ନିଶମ ଡିଜି ଟ୍ୱିଟ୍‌ କରି ଏହି ସୂଚନା ଦେଇଛନ୍ତି। ଅମ୍ପନ୍‌ ଉଦ୍ଧାର କାର୍ଯ୍ୟ ସାରି ପଶ୍ଚିମବଙ୍ଗରୁ ଏହି ଅଗ୍ନିଶମ କର୍ମଚାରୀ ଫେରିଥିଲେ। ସେମାନଙ୍କୁ ଉତ୍ତମ ଚିକିତ୍ସା ସୁବିଧା ଯୋଗାଇଦେବା ଲାଗି ରାଜ୍ୟ ସରକାର ସୁନିଶ୍ଚିତ କରିଛନ୍ତି।କରୋନାରେ ଆକ୍ରାନ୍ତ ହୋଇଥିବା ଏହି ଅଗ୍ନିଶମ କର୍ମଚାରୀଙ୍କ ଶୀଘ୍ର ଆରୋଗ୍ୟ କାମନା କରିଛନ୍ତି ଅଗ୍ନିଶମ ଡିଜି। ରାଜ୍ୟରେ ଆଉ ୧୪୬ ଜଣ କରୋନା […]

ରାଜ୍ୟର ୧୨ ଅଗ୍ନିଶମ କର୍ମଚାରୀଙ୍କୁ କରୋନା

Odisha Corona News in Odia

Advertisment

ଭୁବନେଶ୍ୱର: ରାଜ୍ୟର ୧୨ ଅଗ୍ନିଶମ କର୍ମଚାରୀ କରୋନାରେ ଆକ୍ରାନ୍ତ ହୋଇଛନ୍ତି।  ଅଗ୍ନିଶମ କର୍ମଚାରୀଙ୍କୁ କରୋନା ସଂକ୍ରମଣ ନେଇ ଅଗ୍ନିଶମ ଡିଜି ଟ୍ୱିଟ୍‌ କରି ଏହି ସୂଚନା ଦେଇଛନ୍ତି। ଅମ୍ପନ୍‌ ଉଦ୍ଧାର କାର୍ଯ୍ୟ ସାରି ପଶ୍ଚିମବଙ୍ଗରୁ ଏହି ଅଗ୍ନିଶମ କର୍ମଚାରୀ ଫେରିଥିଲେ।

Advertisment

ସେମାନଙ୍କୁ ଉତ୍ତମ ଚିକିତ୍ସା ସୁବିଧା ଯୋଗାଇଦେବା ଲାଗି ରାଜ୍ୟ ସରକାର ସୁନିଶ୍ଚିତ କରିଛନ୍ତି।କରୋନାରେ ଆକ୍ରାନ୍ତ ହୋଇଥିବା ଏହି ଅଗ୍ନିଶମ କର୍ମଚାରୀଙ୍କ ଶୀଘ୍ର ଆରୋଗ୍ୟ କାମନା କରିଛନ୍ତି ଅଗ୍ନିଶମ ଡିଜି।

publive-image

ରାଜ୍ୟରେ ଆଉ ୧୪୬ ଜଣ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି। ଏ ନେଇ ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

Advertisment

ସୂଚନାଥାଉ କି, କଟକ ମୁଣ୍ଡଳୀ NDRF କ୍ୟାମ୍ପର ୫୦ ଜଣ ଯବାନ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।

ଅଧିକ କରୋନା ଖବର ପାଇଁ ଆମ ସହିତ ଯୋଡି ହୁଅନ୍ତୁ ।

Odisha Corona News Corona News In Odisha Corona Virus Odisha Corona Update Odisha Coronavirus Latest News In Odia Odisha Corona News In Odia Corona News In Odia
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ