/odishatv-khabar/media/post_attachments/uploadimage/library/16_9/16_9_0/corona-33-1_1625463303.jpg)
corona 33
ଭୁବନେଶ୍ୱର: ଓଡ଼ିଶାରେ କରୋନା ଆକ୍ରାନ୍ତରେ ଆଉ ୧୨ ଜଣଙ୍କ ମୃତ୍ୟୁ ହୋଇଛି। ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
Advertisment
ଗଞ୍ଜାମ ଓ ସୁନ୍ଦରଗଡ଼ ଜିଲ୍ଲାରୁ ୩ ଜଣ ଲେଖାଏ, ଭଦ୍ରକ, ସମ୍ବଲପୁର ଓ ମୟୂରଭଞ୍ଜରୁ ଜଣେ ଲେଖାଏ,
କେନ୍ଦ୍ରାପଡ଼ା, ଢେଙ୍କାନାଳ ଓ ଗଜପତିରୁ ମଧ୍ୟ ଜଣେ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।
Regret to inform the demise of twelve #COVID19 positive patients while under treatment in hospitals.
1. A 55-year old Male of Mayurbhanj district who was also suffering from Hypertension.
— H & FW Dept Odisha (@HFWOdisha) August 7, 2020
Advertisment
ଏହାସହ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୨୪୭ରେ ପହଞ୍ଚିଛି।
/odishatv-khabar/media/post_attachments/wp-content/uploads/2020/08/Capture-00-1.jpg)
ପଢ଼ନ୍ତୁ: ଓଡ଼ିଶାରେ ୧,୮୩୩ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ, ଏଥର ଖୋର୍ଦ୍ଧାରୁ ସର୍ବାଧିକ
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)