ସାକ୍ଷୀଗୋପାଳ ନୂଆଗାଁ ଢ଼ିହିରେ ଗଦାଧର ସାହୁ ନାମକ ଜଣେ ବ୍ୟକ୍ତିଙ୍କ ଘରେ ହନୁମାନ ପଇସା କାରବାର ପାଇଁ ଡିଲ୍ ଚାଲୁଥିଲା ।
ଦର୍ପଦଳନରେ ବିରାଜମାନ କଲେ ଶ୍ରୀସୁଦର୍ଶନ ।
ମହାପ୍ରଭୁଙ୍କ ନବଦିନ ବ୍ୟାପି ଯାତ୍ରାର ଆଜି ଶେଷ ଦିନ ବାହୁଡା ଯାତ୍ରା। ଗୁଣ୍ଡିଚା ମନ୍ଦିର ଆଡପମଣ୍ଡପରେ ସରିଯିବ ମହାପ୍ରଭୁଙ୍କ ଲୀଳାଖେଳା। ଜନ୍ମବେଦୀରୁ ରତ୍ନବେଦୀକୁ ବାହୁଡ଼ିଯିବେ ଚତୁର୍ଦ୍ଧାମୂର୍ତ୍ତି।
ଆଜି ମହାବାହୁଙ୍କ ଘର ବାହୁଡା। ସାତଦିନ ଗୁଣ୍ଡିଚାବାଡିରେ ରହିବା ପରେ ଭାଇ ଭଉଣୀଙ୍କୁ ଧରି ଶ୍ରୀମନ୍ଦିର ଫେରିବେ କଳା ଠାକୁର। ଏହି ଅବସରରରେ ଆସନ୍ତୁ ଜାଣିବା ମହାବାହୁଙ୍କ ଏହି ନଅଦିନ ଯାତ୍ରା କ’ଣ ପାଇଁ।
ଭକ୍ତ ବନ୍ଧୁ ମହାନ୍ତିଙ୍କ ସହିତ ଶ୍ରୀଜଗନ୍ନାଥଙ୍କ ଅତୁଟ ବନ୍ଧୁତା ଆଜି ମଧ୍ୟ ଅଗଣିତ ଭକ୍ତ ଜନମାନସରେ ଭକ୍ତିର ଭାବଧାରା ବୃଦ୍ଧି କରିଥାଏ। ଆଜି ମହାପ୍ରଭୁଙ୍କ ବାହୁଡା ଯାତ୍ରା ଅବସରରେ ଆସନ୍ତୁ ବନ୍ଧୁ ମହାନ୍ତିଙ୍କ ବିଷୟରେ ଜାଣିନେବା।
ଅପରାହ୍ନ ସାଢ଼େ ୨ଟାରୁ ସାଢ଼େ ୩ଟା ମଧ୍ୟରେ ଗଜପତିଙ୍କ ଛେରାପହଁରା ନୀତି ରହିଥିବାବେଳେ ଅପରାହ୍ନ ୪ଟାରେ ରଥଟଣା ହେବ।
ସ୍ଥାନୀୟ ଲୋକଙ୍କ ଦ୍ୱାରା ରାଜମୁଣ୍ଡା-ପାଣିକୋଇଲି NH ଅବରୋଧ କରାଯାଇଛି ।
ଜନ୍ମବେଦୀରେ ଲୀଳାଖେଳା ସାରି ଆଜି ବେଳାବେଳି ବାହୁଡ଼ିଛନ୍ତି ତିନି
ଓଡ଼ିଶାର କୋଣ ଅନୁକୋଣରୁ ଟିକିନିଖି ଖବର ଏବେ ଆପଣଙ୍କ ଟିପ ଆଗରେ ।
ଦଳୀୟ କାର୍ଯ୍ୟକ୍ରମରେ ସଂପୃକ୍ତି, ରଜାନୈତିକ ସଭାସମିତି କରିବା, ବିଭିନ୍ନ ପ୍ରକାର ପ୍ରକଳ୍ପ ଘୋଷଣା କରିବା, ପୋଲିସ୍ ବିଭାଗକୁ ବ୍ୟକ୍ତିଗତ ଭାବେ ବ୍ୟବହାର କରିବା, ଅଲ୍ ଇଣ୍ଡିଆ ସର୍ଭିସ୍ କଣ୍ଡକ୍ଟ ରୁଲର ଉଲ୍ଲଂଘନ, ଅର୍ଡର ଅଫ୍ ପ୍ରିସିଡେନସିର ଉଲ୍ଲଂଘନ, ମନ୍ତ୍ରୀ, ସାଂସଦ, ବିଧାୟକମାନଙ୍କୁ ଅବମାନନା ଏବଂ ଦୁର୍ବ୍ୟବହାର, ବ୍ୟକ୍ତିଗତ ପ୍ରଚାରରେ ଲିପ୍ତ ଆଦି ଅଭିଯୋଗ ଫାଇଭ୍-ଟି ସଚିବଙ୍କ ନାଁରେ ରହିଛି।
ଶ୍ରୀକ୍ଷେତ୍ର ପୁରୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଧର୍ମପତ୍ନୀ । ମୋଦିଙ୍କ ଧର୍ମପତ୍ନୀ ଯଶୋଦା ବେନ୍ ମୋଦି ପୁରୀ ଆସି ସକାଳେ ଶ୍ରୀଜିଉଙ୍କୁ ଦର୍ଶନ କରିଛନ୍ତି । ସକାଳ ପ୍ରାୟ ୧୦ଟାରେ ଶ୍ରୀଗୁଣ୍ଡିଚା ମନ୍ଦିରକୁ ଯିବା ସହ ଚତୁର୍ଦ୍ଧାମୂର୍ତ୍ତିଙ୍କୁ ଆଡପ ମଣ୍ଡପରେ ଦର୍ଶନ କରିଛନ୍ତି ଯଶୋଦା ବେନ୍ ମୋଦି ।
ଭବିଷ୍ୟତରେ ବାହାନଗା ପରି ଯେପରି ରେଳ ଦୁର୍ଘଟଣା ନଘଟିବ, ଏନେଇ ଅଲ୍ ଇଣ୍ଡିଆ ରେଲୱେ ଇଞ୍ଜିନିୟର୍ସ ଫେଡେରେସନ୍ ପକ୍ଷରୁ କିଛି ପରାମର୍ଶ ଦିଆଯାଇଛି ।
ଶାନ୍ତିପୂର୍ଣ୍ଣ ଭାବେ ଚାଲିଥିଲା ବେସରକାରୀ ଅଧ୍ୟାପକ ଓ କର୍ମଚାରୀ ସଂଘର ଆନ୍ଦୋଳନ । ତେବେ ମାସ ମାସ ଧରି ଆନ୍ଦୋଳନ ସତ୍ତ୍ୱେ ବି ତାଙ୍କ କଥା କେହି ଶୁଣୁନଥିବାରୁ ଆଜି ହଠାତ୍ ଗାନ୍ଧିମାର୍ଗରେ କରିଥିଲେ ଗର୍ଜନ । ପୋଲିସର ବାରିକେଡ୍ ଭାଙ୍ଗି ବିଧାନସଭା ଆଡେ ମାଡିଚାଲିଲେ ଆନ୍ଦୋଳନକାରୀ ଅଧ୍ୟାପକ ।
ହଙ୍ଗାମା, ହୋହଲ୍ଲା, ହାଇଡ୍ରାମା । ପରିସ୍ଥିତି ସମ୍ପୂର୍ଣ୍ଣ ଅଣାୟତ୍ତ... ସିଏମସିରେ ଏକାଧିକ ଦୁର୍ନୀତି ପ୍ରସଙ୍ଗକୁ କେନ୍ଦ୍ରକରି ଆଜି ବସିଥିବା କାଉନସିଲ ବୈଠକରେ ବିରୋଧୀ ବିଜେପି ଏବଂ କଂଗ୍ରେସର କର୍ପୋରେଟରମାନେ ମେୟର ସୁବାସ ସିଂଙ୍କୁ ଏମିତି ଘେରିଲେ ଯେ, ଶେଷରେ ବାଧ୍ୟ ହୋଇ ଅଧାରୁ ବୈଠକ ଛାଡ଼ି ପଳାଇଲେ ଉଭୟ ମେୟର ଏବଂ କମିଶନର ।
ଶ୍ରୀଜିଉଙ୍କୁ ବାହୁଡ଼ାଇ ନେବାକୁ ଦଣ୍ଡାୟମାନ ୩ ରଥ । କାଲି ଦିନ ୧୨ଟାରେ ପହଣ୍ଡି, ଅପରାହ୍ନ ୪ଟାରେ ରଥଟଣା ସୂଚନା ।
ରାଜ୍ୟରେ ପାଖାପାଖି ୧୬ ହଜାର ବସ୍ ଚଳାଚଳ କରୁଛି । ସେଥିମଧ୍ୟରୁ ୨ ହଜାର ସରକାରୀ ବସ୍ ହୋଇଥିବା ବେଳେ ପ୍ରାୟ ୧୪ ହଜାର ଘରୋଇ ବସ୍ । ଏହି ୧୪ ହଜାର ଘରୋଇ ବସ୍ ମଧ୍ୟରୁ ୨୫ ଭାଗ ବା ପ୍ରାୟ ୩ ହଜାର ୫ଶହ ବସ୍ ୧୫ ବର୍ଷରୁ ଅଧିକ ପୁରୁଣା ।
କେବଳ ବିଜୁଳି କାଟ୍ ନୁହେଁ, ବିଜୁଳି ଦର ବୃଦ୍ଧି, ତ୍ରୁଟିପୂର୍ଣ୍ଣ ବିଦ୍ୟୁତ୍ ବିଲ ଏବଂ ଦୁର୍ବଳ ଭିତ୍ତିଭୂମିକୁ ନେଇ ମଧ୍ୟ ଟାଟା ପାୱାର ବିରୋଧରେ ବଢୁଛି ଅସନ୍ତୋଷ।
ସାଂସଦ ସୂରେଶ ପୂଜାରୀ କହିଛନ୍ତି, ଓଡ଼ିଆ ଜାଣିନଥିବା ମୁଖ୍ୟମନ୍ତ୍ରୀ କିଭଳି ସମ୍ବଲପୁରୀ କହିଦେଲେ ? ମୁଖ୍ୟମନ୍ତ୍ରୀଙ୍କ ସ୍ୱରରେ ଆଉ କାହାଦ୍ୱାରା କୁହାଯାଇନି ତ ?
ତେବେ ଏବେ ପ୍ରଶ୍ନ କାହିଁକି ହଠାତ୍ ଅମୂଲମୂଲ ହେଲା ଟମାଟୋ ?
ସେପ୍ଟେମ୍ବରରୁ ଅଟୋ, ବାଇକ ଛଡ଼ା ସବୁ ଗାଡିରେ ଲାଗିବ VLTD ବା ଭେଇକିଲ ଲୋକେସନ ଟ୍ରାକିଂ ଡିଭାଇସ।
ଗୁରୁତର ଅବସ୍ଥାର ମେଡିକାଲ୍ରେ ଭର୍ତ୍ତି କରିବା ପରେ ତାଙ୍କୁ ମୃତ ଘୋଷଣା କରାଯାଇଛି
ଉଭୟ ଡ୍ରାଇଭରଙ୍କ ମଦ୍ୟପାନ ଟେଷ୍ଟ ହୋଇଛି, ଉଭୟଙ୍କ ରିପୋର୍ଟ ନେଗେଟିଭ୍ ଆସିଛି । ସରକାରୀ ବସ ଡ୍ରାଇଭରର ଦ୍ରୁତ ଗତି ଓ ଆଖି ପଡ଼ିବା ଯୋଗୁଁ ଏହା ହେବା ସହ ବେପରୁଆ ଗାଡ଼ି ଚାଳନା ପାଇଁ ଡ୍ରାଇଭରକୁ ୩୦୪ ଦଫାରେ ଗିରଫ କରାଯାଇଛି ।
କରମଣ୍ତଳ ଟ୍ରେନ୍ ଦୁର୍ଘଟଣା କାରଣରୁ ବାହାନଗା ଷ୍ଟେସନ୍ର ବ୍ୟାପକ୍ କ୍ଷତି ହୋଇଥିଲା ।
୧୦ ବର୍ଷ ତଳେ ଏକ ପାନୀୟ ଜଳ ପ୍ରକଳ୍ପ ପ୍ରତିଷ୍ଠା ହୋଇଥିଲା। କିଛି ବର୍ଷ ଠିକ୍ ଠାକ୍ ଚାଲିବା ପରେ ଏବେ ସଂପୂର୍ଣ୍ଣ ଅଚଳ।
ଓଡ଼ିଶା କ୍ୟାଡରର ଏହି ଆଇଏଏସ୍ ଅଧିକାରୀଙ୍କ ବିରୋଧରେ ଖୁବ୍ଶୀଘ୍ର କାର୍ଯ୍ୟାନୁଷ୍ଠାନ ନିଆଯାଇପାରେ । ଏଥିପାଇଁ କେନ୍ଦ୍ର ପକ୍ଷରୁ କାର୍ଯ୍ୟାନୁଷ୍ଠାନ ପାଇଁ ରାଜ୍ୟ ମୁଖ୍ୟ ଶାସନ ସଚିବଙ୍କୁ ଚିଠି ହୋଇଛି ।