
ଲଗାଣ ବର୍ଷା ଓ ବନ୍ୟା ସ୍ଥିତି ଯୋଗୁଁ ଆସନ୍ତାକାଲି ସ୍କୁଲ ଛୁଟି ଘୋଷଣା ହୋଇଛି । ରାଜ୍ୟର ୯ଟି ଜିଲ୍ଲାରେ ସରକାରୀ ଓ ବେସରକାରୀ ସ୍କୁଲ ଗୁଡ଼ିକ ଆସନ୍ତାକାଲି ଛୁଟି ରହିବ ।
ରତ୍ନଗିରି ପାହାଡ଼ସ୍ଥିତ ବନ୍ୟା ଆଶ୍ରୟସ୍ଥଳକୁ ସ୍ଥାନାନ୍ତର ହୋଇଛନ୍ତି ମା’ଙ୍କ ବିଗ୍ରହ । ଧୀରେ ଧୀରେ ବନ୍ୟା ପାଣି ବଢ଼ିବାରୁ ଏପରି ନିଷ୍କତ୍ତି ନିଆଯାଇଛି ।
କୁରୁମୁଣ୍ଡା ନାଳ ଉପରେ ପାଞ୍ଚ ଫୁଟ ବନ୍ୟା ପାଣି ପ୍ରବାହିତ ହେଉଥିବାରୁ ମନମୁଣ୍ଡା-ଶଗଡା ମଧ୍ୟରେ ଯୋଗାଯୋଗ ବି ଠପ୍ ହୋଇଛି । ବୌଦ୍ଧ ଜିଲ୍ଲାର ହଜାର ହଜାର ହେକ୍ଟର ଚାଷଜମି ଜଳମଗ୍ନ ହୋଇଛି । ସହରର ତଳିଆ ଅଞ୍ଚଳରେ ବର୍ଷା ପାଣି ଲୋକଙ୍କ ଘରେ ପଶି ଜୀବନ ଅସ୍ତବ୍ୟସ୍ତ କରିଛି ।
ଡ୍ରେନ ଓ ରାସ୍ତା ଏକାକାର ହୋଇଯାଇଥିବାରୁ ମୁକୁଳା ଡ୍ରେନରେ ଗଳିପଡ଼ିଥିଲେ ସୁଜାତା । ଏଥର ବର୍ଷା ବିତ୍ପାତରେ ଖାଲି ଯେ ନୟାପଲ୍ଲୀରେ ଏଭଳି ଦୁର୍ଦ୍ଦଶା ଦେଖିବାକୁ ମିଳିଛି ତା’ନୁହେଁ ।
ଏବେଠୁ ସାତକୋଶିଆରେ ବାଘଙ୍କ ଖାଦ୍ୟ ପାଇଁ ହରିଣ, ସମ୍ବର, କୁଟୁରା ଆଦି ତୃଣଭୋଜି ପ୍ରାଣୀଙ୍କ ବଂଶବୃଦ୍ଧି ଉପରେ ପଦକ୍ଷେପ ନିଆଯାଉଛି । ପ୍ରାଥମିକ ଭାବେ ଅନୁଗୁଳସ୍ଥିତ ନାଲକୋ ଚିଡ଼ିଆଖାନାରୁ ୬୦ଟି ଚିତ୍ରା ହରିଣକୁ ରାଇଗୁଡ଼ା ଅଞ୍ଚଳରେ ଛାଡ଼ିବା ବ୍ୟବସ୍ଥା ହୋଇଛି ।
ସ୍ୱାଭାବିକ ମୃତ୍ୟୁ ପାଇଁ ୨ ଲକ୍ଷ ସହାୟତା ଘୋଷଣା । ନିର୍ବାଚନୀ ସ୍କିମ୍ କହି ତାଚ୍ଛଲ୍ୟ କଲେ ବିରୋଧୀ ।
ବିଜେଡିକୁ ଟାର୍ଗେଟ କଲେ କଂଗ୍ରେସ୍, ଆପ୍, ଶିବସେନା । ବିଜେଡିର କଣ ବାଧ୍ୟବାଧକତା ଅଛି ଉଠିଛି ପ୍ରଶ୍ନ ।
ନକଲି ୱେବସାଇଟ୍ ଖୋଲି ପର୍ଯ୍ୟଟକଙ୍କୁ ଲଗାଉଛନ୍ତି ଚୂନ । ପୁରୀ ଓ ଭୁବନେଶ୍ବରରେ ଠକେଇକୁ ନେଇ ବଢ଼ିଲା ଚିନ୍ତା
ତୋଷାଳି ୱାକର୍ସ କ୍ଲବର ମାସିକ ସାଧାରଣ ସଭା ତୋଷାଳି କ୍ଲବର ମୁଖ୍ୟ ସଭାପତି ଡ. ସଂଗ୍ରାମ କେଶରୀଙ୍କ ତତ୍ତ୍ୱାବଧାନରେ ଅନୁଷ୍ଠିତ ହୋଇଯାଇଛି।
ବର୍ତ୍ତମାନ ବୁଲାବିକାଳୀ, ଛୋଟ ଦୋକାନୀ, ଘରୋଇ ସହାୟକ, ରିକ୍ସାବାଲା, ଅଟୋ ଡ୍ରାଇଭର, ମୋଚି, କୃଷି ଶ୍ରମିକ, ଜଙ୍ଗଲ ଶ୍ରମିକ, ସମ୍ବାଦପତ୍ର ହକର ଏବଂ ସଫେଇ କର୍ମଚାରୀଙ୍କ ପରି ୧୦ଟି ବର୍ଗର ଲୋକ ବୋର୍ଡର କଲ୍ୟାଣ ଯୋଜନାରେ ସୁବିଧା ପାଉଛନ୍ତି । ଏବେ ଆଉ ୫୦ ବର୍ଗର ଅଣସଂଗଠିତ କର୍ମଚାରୀଙ୍କୁ ଏହି ବୋର୍ଡର କଲ୍ୟାଣ ଯୋଜନାରେ ସାମିଲ କରାଯିବ ।
ପ୍ରବଳରୁ ଅତି ପ୍ରବଳ ବର୍ଷା ଲାଗି ରହିବ ଫଳରେ ଜନଜୀବନ ଅସ୍ତବ୍ୟସ୍ତ ହୋଇଛି ।
ସନ୍ଧ୍ୟା ସୁଦ୍ଧା ଆଖୁଆପଦାରେ ବନ୍ୟାଜଳ ବିପଦ ସଙ୍କେତ ଟପିବ। ତେଣୁ ବୈତରଣୀ ନଦୀକୁ ଛାଡ଼ିଦେଲେ ଅନ୍ୟ ନଦୀରେ ବନ୍ୟା ସ୍ଥିତି ନାହିଁ।
ଆଗାମୀ ଦୁଇ ଦିନ ଅଧିକରୁ ଅଧିକ ବର୍ଷା ଆଶଙ୍କା ଥିବାରୁ କେନ୍ଦୁଝର ଓ ସମ୍ୱଲପୁରରେ ଓଡ୍ରାଫ ଟିମ୍ ସହ ଭଦ୍ରକ ଓ ଯାଜପୁରରେ NDRF ଟିମ ମୁତୟନ ରହିବେ।
ପ୍ରବଳ ବର୍ଷା ଯୋଗୁଁ ଅନୁଗୁଳ ସହରର ବିଭିନ୍ନ ଅଞ୍ଚଳ ଜଳାର୍ଣ୍ଣବ ହୋଇଛି । ସହରର ବିଭିନ୍ନ ତଳିଆ ଅଞ୍ଚଳରେ ବର୍ଷାଜଳ ପ୍ରବାହିତ ହେଉଥିବା ଦେଖିବାକୁ ମିଳିଛି । ସହରର ବ୍ରାହ୍ମଣଦେଇପଡ଼ା ସହ ଏକାଧିକ ୱାର୍ଡରେ ପଶିଛି ପାଣି ।
ବାଲେଶ୍ୱର ଜିଲ୍ଲା ସୋର ଥାନା ପାରମହଲା ଗାଁକୁ ନେଇ ଏବେ ଜୋରଦାର ଚର୍ଚ୍ଚା l ଚର୍ଚ୍ଚାର କାରଣ ଶୁଣିଲେ ଆପଣ ବି ତାଜୁବ ହୋଇଯିବେ l ଇତିହାସ ରଚିଥିବା ଚନ୍ଦ୍ରାୟନ-୩ର ଅବିକଳ ନକଲ କରିଛନ୍ତି ସୋର ଅଞ୍ଚଳର ଜଣେ ଯୁବକ ଏସ.କେ ସାହାରାଉଦ୍ଦିନ..
ଅର୍ଚ୍ଚନାଙ୍କୁ ହାଇକୋର୍ଟ ସର୍ତ୍ତମୂଳକ ଜାମିନ ମଂଜୁର କରିଛନ୍ତି ।
ଦୁବାଇରେ ବସ୍ ଦୁର୍ଘଟଣାରେ ଆହତ ଶ୍ରମିକ କୋମାରେ, ପୁଅର ଫଟୋ ଧରି ଘର ଦାଣ୍ଡ ପାହାଚରେ ବସିଛି ବୃଦ୍ଧ ବାପ, ଲାଗିଛି ଅଖଣ୍ଡ ଦୀପ, ପାଠ ହେଉଛି ଅନୁମାନ ଚାଳିଶା..
ତଳିଆ ଅଞ୍ଚଳରେ ପାଣି ଜମିବା ସହ ଫ୍ଲାସ୍ ଫ୍ଲଡ୍ ଆଶଙ୍କା ମଧ୍ୟ ରହିଛି
ବୈତରଣୀ ନଦୀରେ ଗାଧୋଇବା ବେଳେ ଅଚାନକ ପାଣି ଆସିବାରୁ ଭାସିଗଲେ ମହିଳା ।
୨୦ଟି ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ରେକର୍ଡ । ୫୦ଟି ସ୍ଥାନରେ ଅତିପ୍ରବଳ, ୬୧ଟି ସ୍ଥାନରେ ପ୍ରବଳ ବର୍ଷା ରେକର୍ଡ ।
ମାଲ୍ବାହୀ ଟ୍ରେନ୍ ଇଞ୍ଜିନ ଉପରେ ପାହାଡ଼ରୁ ପଡ଼ିଲା ବଡ଼ ପଥର..ତାଳଚେରରୁ ସମ୍ବଲପୁର ଅଭିମୁଖେ ଯିବାବେଳେ ପଡ଼ିଲା ପଥର
ସୈାର କର୍କଟ ମାସ ଶ୍ରାବଣ (ମଳ) କୃଷ୍ଣପକ୍ଷ । ଇଂରାଜୀରେ ୨ ତାରିଖ ବୁଧବାର । ଚନ୍ଦ୍ର – ମକର ଅହୋରାତ୍ର, ତିଥି - ପ୍ରତିପଦ ରାତ୍ରି ୦୮.୦୬ ଗତେ ୨ୟା, ଘାତ ଚନ୍ଦ୍ର – ସିଂହ ରାତ୍ରି ୧୧.୨୬ ଗତେ ମିଥୁନ ଓ ମୀନ, ଘାତ ବାର – କର୍କଟ, ପୁଷ୍କର ଦୋଷ – ରାତ୍ରି ୦୮.୦୬ ଗତେ ୧ ପାଦ-ପଶୁସମ୍ପଦ ନାଶ-ଅନ୍ନ ଦାନ
ବଲାଙ୍ଗିର ଜିଲ୍ଲାରେ ଲଗାଣ ବର୍ଷା, ତଳି ଅଞ୍ଚଳରେ ପଶିଲା ପାଣି । ଇଷ୍ଟଦେବୀ ମା’ ପାଟଣେଶ୍ୱରୀ ମନ୍ଦିରରେ ପଶିଲା ପାଣି ।
ସବୁ ସରକାରୀ ଓ ବେସରକାରୀ ସ୍କୁଲ ଛୁଟି ଘୋଷଣା
ବନ୍ଦ ରହିବ ସବୁ ସରକାରୀ ଓ ବେସରକାରୀ ସ୍କୁଲ ସହ ଅଙ୍ଗନବାଡ଼ି କେନ୍ଦ୍ର ।