
ହେବ କି ନାହିଁ ସେହି ଚିନ୍ତାରେ ଥିଲା ଚାଷୀ । ବର୍ତ୍ତମାନ ବର୍ଷା ହେଲା, ଚାଷୀ ମୁହଁରେ ହସ ଫୁଟିଲା । ସକାଳ ହେଲା କ୍ଷଣି ବଳଦ ନେଇ ବିଲକୁ ଯାଉଛି ଚାଷୀ ଭାଇ
ଇଏ କେମିତିକା ସ୍କୁଲ ? ୮ ଜଣଙ୍କ ବଦଳରେ ଅଛନ୍ତି ଜଣିଏ ମାତ୍ର ଶିକ୍ଷକ..କେବଳ ପିଲାଙ୍କୁ ପଢାଯାଉଛି ଗଣିତ । ମାସ କେଇଟା ପରେ ପରୀକ୍ଷା ହେବ, ଅନ୍ୟ ବିଷୟରେ ପିଲା ଲେଖିବେ କ’ଣ?
ସାପ କାମୁଡ଼ି ଦେବାରୁ ୩ ଜଣ ଛାତ୍ରଛାତ୍ରୀଙ୍କ ମୃତ୍ୟୁ ଘଟିଛି। କେନ୍ଦୁଝର ଜିଲ୍ଲା ବାରିଆ ଥାନା ନିଶ୍ଚିତପୁରଜାଲିରେ ଏକ କୋଚିଂ ସେଣ୍ଟରରେ ଏହି ଘଟଣା ଘଟିଛି।
ସ୍ୱାମୀଙ୍କ ସାମ୍ନାରେ ବାହା ହେଲେ ଦିଅର-ଭାଉଜ। ନା କୌଣସି ବେଦୀ ନା ବ୍ରାହ୍ମଣଙ୍କର ମନ୍ତ୍ରପାଠ, ଥାନାରେ ପରସ୍ପରକୁ ଫୁଲମାଳ ପିନ୍ଧାଇ ଥିଲେ ପ୍ରେମୀ ଯୁଗଳ।
ହୋଟେଲ୍ରେ ଚାଲିଥିଲା ସେକ୍ସ ରାକେଟ୍। ରାତି ଅଧରେ ଚଢ଼ାଉ କରି ଗ୍ରାହକଙ୍କୁ ଗିରଫ ସହ ଯୁବତୀଙ୍କୁ ଉଦ୍ଧାର କଲା ପୋଲିସ୍।
ଆଜି ହୀରାକୁଦ ଡ୍ୟାମ୍ ଗେଟ୍ ଖୋଲିବା ସହ ଚଳିତ ବର୍ଷର ପ୍ରଥମ ବନ୍ୟା ଜଳ ଛଡ଼ା ଯାଇଛି।
୨୫ରୁ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେବା ସମ୍ଭାବନା ରହିଛି। ବିଶେଷ କରି ପ୍ରଥମେ ଦକ୍ଷିଣ ଓଡ଼ିଶାରେ ବର୍ଷା ସମ୍ଭାବନା ରହିଛି।
ସୌର କର୍କଟ ମାସ ଶ୍ରାବଣ (ମଳ) ଶୁକ୍ଲପକ୍ଷ । ଇଂରାଜୀରେ ୨୩ ତାରିଖ ରବିବାର । ଜାଣନ୍ତୁ ଆଜିର ଦିନରେ ଆପଣଙ୍କ ପାଇଁ କେଉଁ ସମୟ ଶୁଭ ରହିଛି ।
କେତେବେଳେ ଭାଲୁ ତ ଆଉ କେତେବେଳେ ବାଘ ଆତଙ୍କ । ୨ ଜଣଙ୍କ ଜୀବନ ଗଲାଣି...ଜଣେ ଗୁରୁତର ହେଲାଣି । ପରିବା ପଚିଲାଣି କିନ୍ତୁ ବିକ୍ରି ପାଇଁ କେହି ନେଉନାହାନ୍ତି । ସ୍ଥିତି ଏମିତି ହେଲାଣି ଯେ ଭୟରେ ଘରୁ ବାହାରିବାକୁ ରାଜି ହେଉ ନାହାନ୍ତି ଲୋକେ ।
ଓଡ଼ିଶାର କୋଣ ଅନୁକୋଣରୁ ଟିକିନିଖି ଖବର ଏବେ ଆପଣଙ୍କ ଟିପ ଆଗରେ ।
ଏଭଳି ଘଟଣା କେତେଦିନ ଧରି ଓ ଆଉ କେଉଁ ଦୁଆରରେ ଚାଲିଛି ? ରାକେଟ୍ ପଛରେ ଆଉ କିଏ ?
ଏମିତିକି ଆଞ୍ଚଳିକ ଭାଷାରେ ଶିକ୍ଷାଦାନ ଲାଗି ଥିବା ପ୍ରତିବନ୍ଧକ ଦୂର ପାଇଁ ୨୨ଟି ଭାରତୀୟ ଭାଷାରେ ପୁସ୍ତକ ପ୍ରସ୍ତୁତ କରିବାକୁ ଶିକ୍ଷା ମନ୍ତ୍ରଣାଳୟ NCERTକୁ ନିର୍ଦ୍ଦେଶ ଦେଇଛି। ଆସନ୍ତା ଶିକ୍ଷାବର୍ଷରୁ ଛାତ୍ରଛାତ୍ରୀଙ୍କ ଲାଗି ବିଭିନ୍ନ ଭାଷାରେ ପୁସ୍ତକ ବି ଉପଲବ୍ଧ ହେବ।
ଆଗରେ ଥିବା ପୱନ ଚାମଲିଙ୍ଗଙ୍କ ରେକର୍ଡ ଭାଙ୍ଗିବାକୁ ଆଉ ଦରକାର ମାତ୍ର ୧୩ ମାସର ସମୟ। ହେଲେ ଆଗକୁ 24 ନିର୍ବାଚନ। କିନ୍ତୁ ବିଜେଡିର ଆଶା, ଷଷ୍ଠ ଥର ପାଇଁ ବି ନବୀନଙ୍କ ନେତୃତ୍ୱରେ ବିଜେଡି କ୍ଷମତାକୁ ଆସିବ। ଆଉ ଚାମଲିଙ୍ଗଙ୍କ ରେକର୍ଡ ଭାଙ୍ଗି ସର୍ବକାଳୀନ ନବୀନ ରେକର୍ଡ କରିବେ ନବୀନ।
ASI ସଂରକ୍ଷିତ ଜମି ଉପରେ ରାଜ୍ୟ ସରକାରଙ୍କ ଲୋଲୁପ ନଜର । ରାଜ୍ୟ ସରକାରଙ୍କ ଏଭଳି ଅବିଚାରକୁ ନେଇ ବଢ଼ିଲା ଉଦବେଗ । ବେଆଇନ୍ ନିର୍ମାଣ ବିରୋଧରେ ଥାନାରେ ଏତଲା ଦେଲା ASI ।
ମୋକିମ-ଚିରଞ୍ଜୀବ ନିଲମ୍ବନ ପ୍ରସଙ୍ଗକୁ ଥମୁନି ଝଡ଼ । କାର୍ଯ୍ୟକାରିଣୀରେ ସପକ୍ଷ-ବିପକ୍ଷ ମନ୍ତବ୍ୟକୁ ନେଇ ଝଡ଼ । କଟକରେ ମୋକିମ୍-ଚିରଞ୍ଜୀବ ନିଲମ୍ବନକୁ ବିରୋଧ ।
ଗତ ଏପ୍ରିଲ ୧୩ରେ ପ୍ରଥମ ଥର ପାଇଁ ମହିଳା ଥାନାକୁ ଯାଇ ଶ୍ରୀକାନ୍ତ ସାହୁଙ୍କ ବିରୋଧରେ ଫେରାଦ ହୋଇଥିଲେ ସଂଯୁକ୍ତା। ତାଙ୍କର ମେଡିକାଲ ଟେଷ୍ଟ କରାଯାଇଥିଲେ ବି ସେତେବେଳେ ମାମଲା ରୁଜୁ ହୋଇନଥିଲା। ଏମିତି କି ଏପ୍ରିଲ ୨୩ରେ ଶଂଖ ଭବନ ଉଦଘାଟନ ଦିନ ବି ସଂଯୁକ୍ତାଙ୍କୁ ଦେଖିବାକୁ ମିଳିଥିଲା।
ଏକ ଚୋରି ଅଭିଯୋଗରେ ବବଲୁକୁ ଥାନାକୁ ଆଣିଥିବା କ୍ୟାଣ୍ଟନମେଣ୍ଟ ପୋଲିସର ଭୂମିକା ଏବେ ସନ୍ଦେହ ଘେରରେ। ବବଲୁ ମହାନଦୀକୁ ଚାଲିଯାଇଥିବା ଭାଇରାଲ୍ ଭିଡିଓରୁ ସ୍ପଷ୍ଟ ହେଉଥିବା ବେଳେ, ତା ପରିବାର ଲୋକ ଥାନାକୁ ଆସି ପଚାରିବାରୁ ସେ ମେଡିକାଲ ଯାଇଛି ବୋଲି କହିଥିଲା ପୋଲିସ।
ସବସିଡ୍ ଅର୍ଥ କେବେ ମିଳିବ ଜାଣିପାରୁ ନାହାଁନ୍ତି ଚାଷୀ । ପାୱାର ୱିଡର ଓ ପାୱାର ଟିଲର ନେଇ ଚିନ୍ତାରେ ଚାଷୀ । ବ୍ୟାଙ୍କ କି କୃଷି ବିଭାଗ ଅଧିକାରୀ ଶୁଣୁନାହାଁନ୍ତି ଅଭିଯୋଗ । କୋରାପୁଟ ଜିଲ୍ଲା ଲକ୍ଷ୍ମୀପୁର କେନ୍ଦୁୱାଡା ଚାଷୀଙ୍କ ଅଭିଯୋଗ ।
ରାଜ୍ୟ ସରକାରଙ୍କ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଏନେଇ ସୂଚନା ଦିଆଯାଇଛି । ସୂଚନା ଅନୁସାରେ ଓଡିଶା ଅଗ୍ନିଶମ ସେବା ବିଭାଗର ବିଭିନ୍ନ ପାହ୍ୟାରେ ୨୬ଟି ନୂତନ ପଦବୀକୁ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଅନୁମୋଦନ କରିଛନ୍ତି ।
ପଥୁରିଆ ମାଟି...ଦୁବଟିଏ ବି ହେଉନଥିଲା । ପ୍ରତିକୂଳ ପରିସ୍ଥିତିରେ ବି ଡାଳିମ୍ବ ଚାଷ କରିବାକୁ ମନ ବଳାଇଲେ ଚାଷୀ । ଏବେ ଏମିତି ଫଳୁଛି ଯେ ଡାଳ ଭାଙ୍ଗିବା ଉପରେ।
ଆର୍ଥିକ ଓ ପରିଚାଳନାଗତ ସ୍ୱାୟତ୍ତତା ବି ପାଇନି ଭୀମସାର
ବିଦେଶୀ ପ୍ରଜାତିର ଗାଈ ରଖିଲେ ମିଳୁଛି ପ୍ରୋତ୍ସାହନ ହେଲେ ଦେଶୀ ପ୍ରଜାତିର ଗାଈ ଚାଷୀଙ୍କୁ କିଛି ନାହିଁ । ୧୦ ବର୍ଷ ହେଲାଣି ବିଞ୍ଝାରପୁରୀ ଗାଈକୁ ଜାତୀୟ ମାନ୍ୟତା ମିଳିବା ପରେ ବି ଲାଭ ପାଉନାହାନ୍ତି ଚାଷୀ । ବଂଶ ବୃଦ୍ଧି ହେବା ପରିବର୍ତ୍ତେ ଧୀରେ ଧୀରେ କମୁଛି...।
ସାମାନ୍ୟ ବର୍ଷାରେ ସ୍ଥିତି ସଙ୍ଗୀନ । ରାସ୍ତାରେ ଜମୁଛି ଆଣ୍ଠୁଏ ଉଚ୍ଚର ପାଣି...ଘରକୁ ଯିବାକୁ ହେଲେ ପାଚେରୀ ହିଁ ସାହାଭରସା
ନବୀନ ନିବାସ ଯିବା ବାଟରେ ଟ୍ରାଫିକ ଛକରେ ଅଟକାଇଲା ପୋଲିସ।
‘ଯେଉଁ ପିଲାମାନେ ଚାହିଁବେ ଓଡ଼ିଆରେ ପଢ଼ିବାକୁ, ସ୍କୁଲ୍ ବ୍ୟବସ୍ଥା କରିବ’