
ବିଜେଡିରେ କେଁ । ପ୍ରଶାନ୍ତଙ୍କୁ ଦୋଷ ଦେଲେ ସମ୍ବିତ । ଜଗତସିଂହପୁର ଜିଲ୍ଲା ବିଜେଡି ଉପସଭାପତି ପଦକୁ ନେଇ ବଢ଼ିଲା ବିବାଦ । ଟିଟୋ ସହଯୋଗୀ ଜ୍ୟୋତିକାନ୍ତ ପରିଡ଼ା ଓରଫ ବାପୁଙ୍କୁ ନେଇ ବିବାଦ ଆରମ୍ଭ ହୋଇଛି ।
NGTରେ ମାମଲା ଦାୟର କରିଛି ୱାଇଲ୍ଡ ଲାଇଫ୍ ସୋସାଇଟି ଅଫ୍ ଓଡ଼ିଶା
ମେମୁ ଟ୍ରେନ ଲୁପ୍ ଲାଇନକୁ ପଶିଯିବା ଘଟଣାରେ କାର୍ଯ୍ୟାନୁଷ୍ଠାନ । ପଚରାଉଚରା ପରେ ପଏଣ୍ଟମ୍ୟାନଙ୍କୁ ସସପେଣ୍ଡ କଲେ DRM ।
ଆଜିକାଲିର ପିଲାମାନେ ମୋବାଇଲ ଆଡିକ୍ଟ ହୋଇଯାଉଥିବା ଦେଖାଯାଏ। ମୋବାଇଲ ଓ ଟିଭି ସ୍କ୍ରିନ୍ ଆଗରେ ବସି ଅଧିକ ସମୟ ବିତେଇବା ଦ୍ୱାରା ସେମାନଙ୍କର ସ୍ମୃତିଶକ୍ତି ସହିତ ଦୃଷ୍ଟିଶକ୍ତି ମଧ୍ୟ ପ୍ରଭାବିତ ହୋଇଥାଏ। ସେମାନଙ୍କର ମାନସିକ ବିକାଶ ଏହା ଦ୍ୱାରା ବାଧାପ୍ରାପ୍ତ ହୁଏ।
ଏମିତି ଗଲା ଅକ୍ଷୟ ତୃତୀୟାରୁ ଆସିଛନ୍ତି । ଏବେ କିନ୍ତୁ ଗାଁ ଲୋକଙ୍କ ସ୍ନେହ ଯତ୍ନ ଓ ସୁରକ୍ଷା ପାଇଁ ଏତେ ଦିନ ଧରି ରହିଯାଇଛନ୍ତି ।
ମୁଣ୍ଡ ଝାଳ ତୁଣ୍ଡରେ ମାରି ପାହାଡକୁ ଚିରି ନାଳ ଖୋଳିଛନ୍ତି । ଆଉ ତା‘ପରେ ନିଜ ଜମି ପାଖରେ ପାଣି ପହଞ୍ଚାଇବା ପାଇଁ ହାଡ ଭଙ୍ଗା ପରିଶ୍ରମ କରିଛନ୍ତି ଗାଁ ଲୋକ।
ସୈାର କର୍କଟ ମାସ ଶ୍ରାବଣ (ମଳ)ଶୁକ୍ଲପକ୍ଷ । ଇଂରାଜୀରେ ୧୯ ତାରିଖ, ବୁଧବାର। ଚନ୍ଦ୍ର – କର୍କଟ ଅହୋରାତ୍ର, ତିଥି – ୨ୟା ନିଶାନ୍ତ ୦୪.୩୦ ଗତେ ୩ୟା, ଘାତ ଚନ୍ଦ୍ର – ନାସ୍ତି,ଘାତ ବାର – କର୍କଟ, ପୁଷ୍କର ଦୋଷ – ୧ ପାଦ- ପଶୁସମ୍ପଦ ନାଶ- ଅନ୍ନଦାନ ନିଶାନ୍ତ ୦୪.୩୦ ପର୍ଯ୍ୟନ୍ତ। ଜାଣନ୍ତୁ, ଆଜିର ଶୁଭ ଓ ଅଶୁଭ ସମୟ...
ଭାଲୁ ଆକ୍ରମଣରେ ଜଣେ ବନ ଜଣେ ବନ କର୍ମଚାରୀଙ୍କ ମୃତ୍ୟୁ ଘଟିଛି। ଏପରି ଘଟଣା ଘଟିଛି ନୂଆପଡା ଜିଲ୍ଲା କୋମନା ରେଞ୍ଜରେ। ମୃତକ ହେଲେ ଫରେଷ୍ଟ ୱାଚର ସନ୍ତୋଷ କୁମାର ଦୁଣ୍ଡି ।
କିଛି ଜିଲ୍ଲାରେ ପ୍ରବଳ ବର୍ଷାରୁ ଅକସ୍ମାତ ବନ୍ୟା ସ୍ଥିତିର ଆଶଙ୍କା ମଧ୍ୟ ରହିଛି ।
ଓଡ଼ିଶାର କୋଣ ଅନୁକୋଣରୁ ଟିକିନିଖି ଖବର ଏବେ ଆପଣଙ୍କ ଟିପ ଆଗରେ ।
ନକଲି ସାମଗ୍ରୀ ଦିଆଯାଉଥିବା ଦତ୍ତମହାପାତ୍ର ସେବକଙ୍କ ଅଭିଯୋଗ । କାଲି ବନଲାଗି ହେବ କହି ପ୍ରସଙ୍ଗ ଏଡ଼ାଇଗଲେ ମୁଖ୍ୟ ପ୍ରଶାସକ।
ନୀତି ଆୟୋଗ ରିପୋର୍ଟ କହୁଛି, ଗତ ୫ ବର୍ଷରେ ଦେଶର ଦାରିଦ୍ର୍ୟ ହାର ୨୪.୮୫ । ପ୍ରତିଶତରୁ ଖସି ୧୪.୯୬ ପ୍ରତିଶତରେ ପହଞ୍ଚିଥିବା ବେଳେ ସାଢ଼େ ୧୩ କୋଟି ଲୋକ ।
NDA କ୍ୟାଂପରେ ୩୮, INDIA କ୍ୟାଂପରେ ୨୬ ଦଳ । ଜୟରାମ ରମେଶଙ୍କ ତ୍ରିଶଙ୍କୁ ମନ୍ତବ୍ୟକୁ ନେଇ ତେଜିଲା ରାଜନୀତି ।
ନିରାପଦ ରାଜପଥରେ ଆସନ୍ନ ବିପଦର ସ୍ପଷ୍ଟ ଚିହ୍ନ, କିନ୍ତୁ ସୌଭାଗ୍ୟକୁ ଅଳ୍ପକେ ଟଳିଯାଇଛି ବଡ଼ ଦୁର୍ଘଟଣା
ପୋଲିସକୁ ଚକମା ଦେଇ ଲୋକଙ୍କ ଘରେ କଳା କନା ବୁଲାଉଥିବା ଗଞ୍ଜି-ଚଡ୍ଡି ଗ୍ୟାଙ୍ଗ ଶେଷରେ ଧରାପଡ଼ିଛନ୍ତି। ଅନ୍ତବସ୍ତ୍ର ପିନ୍ଧି, ମୁହଁକୁ ଢାଙ୍କି ରାଜଧାନୀରେ ଚୋରି କରୁଥିବା ଏହି ଗ୍ୟାଙ୍ଗର ୧୧ ଜଣଙ୍କୁ ବାନ୍ଧିଛି କମିଶନରେଟ୍ ପୋଲିସ୍। ଦିନରେ ଏମାନେ ବାରବୁଲାଙ୍କ ଭଳି ଜୀବନ କାଟୁଥିବା ବେଳେ ଗୋଟିଏ ଗୋଟିଏ ରାତିରେ ୨ରୁ ୩ଟି ସ୍ଥାନରେ ଚୋରୀ କରୁଥିଲେ।
ବାଲେଶ୍ୱର ଜିଲ୍ଲା ନୀଳଗିରି ରୋଡ୍ ଷ୍ଟେସନ ପାଖରେ ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଲା ମେମୁ ଟ୍ରେନ୍। ଲୋକୋ ପାଇଲଟଙ୍କ ଉପସ୍ଥିତ ବୁଦ୍ଧି ଯୋଗୁ ଦୁର୍ଘଟଣା ଟଳି ଯାଇଛି।
ବଲାଙ୍ଗିର ଛାତ୍ରୀ ହତ୍ୟା ମାମଲାର ପର୍ଦ୍ଦାଫାଶ୍ । ବ୍ରେକ୍ଅପ୍ ପାଇଁ ରାଗିଯାଇଥିଲା ପ୍ରେମିକ...ପ୍ରଥମେ ପ୍ରେମିକାଙ୍କ ମୁଣ୍ଡକୁ କାନ୍ଥରେ ବାଡେଇଲା, ପରେ ଧାରୁଆ ଅସ୍ତ୍ରରେ କାଟିଲା । ହେଲେ କଣ୍ଢେଇ ଧରାଇଦେଲା କିଲର କିଏ? ଦେଖନ୍ତୁ କଣ ଥିଲା ପୂରା ଘଟଣା।
ଦାରିଦ୍ର୍ୟରେ ନବମ ସ୍ଥାନରେ ଥିବା ଓଡ଼ିଶା ଏବେ ଦେଶର ଅଷ୍ଟମ ଗରିବ ରାଜ୍ୟ। ଓଡ଼ିଶାରେ ମାଲକାନଗିରି ଜିଲ୍ଲା ସବୁଠୁ ଗରିବ ଜିଲ୍ଲା ବୋଲି ଜଣାପଡ଼ିଛି।
ସୌର କର୍କଟ ମାସ ଶ୍ରାବଣ କୃଷ୍ଣପକ୍ଷ । ଇଂରାଜୀରେ ୧୮ ତାରିଖ ମଙ୍ଗଳବାର । ଚନ୍ଦ୍ର- ମିଥୁନ ରାତ୍ରି ୧୦.୩୨ ଗତେ କର୍କଟ । ତିଥି- ପ୍ରତିପଦ ରାତ୍ରି ୦୨.୧୦ ଗତେ ୨ୟା । ଘାତ ଚନ୍ଦ୍ର- ନାସ୍ତି ।
ବର୍ତ୍ତମାନର ଲଘୁଚାପ ଦୁର୍ବଳ ହୋଇଥିବା ବେଳେ ଏହାର ଘୂର୍ଣ୍ଣିବଳୟ ସକ୍ରିୟ ଥିବାରୁ ୨୪ ଘଣ୍ଟା ମଧ୍ୟରେ ୪ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।
NH-୧୬ରେ ଭୁଶୁଡ଼ିଲା ବ୍ରିଜ୍। ଯାଜପୁର ଜିଲ୍ଲାରେ ଏହି ଅଘଟଣ ଘଟିଛି।
ଓଡ଼ିଶାର କୋଣ ଅନୁକୋଣରୁ ଟିକିନିଖି ଖବର ଏବେ ଆପଣଙ୍କ ଟିପ ଆଗରେ ।
ରାଜଧାନୀର ହାର୍ଟ ଅଫ୍ ମାର୍କେଟ୍- ୟୁନିଟ-୨ମାର୍କେଟ୍ ବିଲ୍ଡିଂ। ଯେଉଁଠି ପୁଣି ଥରେ ସାମ୍ନାସାମ୍ନି ହୋଇଛନ୍ତି ବ୍ୟବସାୟୀ ଓ ଉଠାଦୋକାନୀ। ଦୋକାନ ବନ୍ଦ କରି ଅନିର୍ଦ୍ଦିଷ୍ଟକାଳ ପାଇଁ ଧାରଣାକୁ ଓହ୍ଲାଇଛି ସେଣ୍ଟ୍ରାଲ ମାର୍କେଟ ବିଲ୍ଡିଂ ଆସୋସିଏସଏନ୍।
ଦେଶରେ ସକ୍ରିୟ ରହିଛି ମୌସୁମୀବାୟୁ । ଉତ୍ତର-ପୂର୍ବ ଭାରତର ଅନେକ ରାଜ୍ୟରେ ବର୍ଷା ଜାରି । ଉତ୍ତରାଖଣ୍ଡ ଓ କୋଙ୍କଣରେ ହେବ ଭାରି ବର୍ଷା କହିଲା IMD ।
ସେମିତି ଶରୀରକୁ କଷ୍ଟ ଦେଇ ଶିବ ଭକ୍ତିରେ ତଲ୍ଲୀନ ଇଏ ଆଉ ଜଣେ ଅନନ୍ୟ ଭକ୍ତ ଅନନ୍ତ ବୈରାଗୀ। ଏମିତି ଦଣ୍ଡ ପ୍ରଣାମ କରି କରି କୋରାପୁଟ ଜିଲ୍ଲାର ପ୍ରସିଦ୍ଧ ଶୈବପୀଠ ଗୁପ୍ତେଶ୍ୱର ବାବାଙ୍କୁ ନିଜ ଦୁଃଖ ଜଣାଇବାକୁ ବାହାରିଛନ୍ତି।