ନୂଆବର୍ଷ ପାଇଁ କାଲିଠୁ ଆହୁରି ଭିଡ଼ ହେବ। ଆସନ୍ତାକାଲି ଓ ୧ ତାରିଖରେ କେବଳ ସିଂହଦ୍ବାର ଦେଇ ପ୍ରବେଶ ଓ ଅନ୍ୟ ୩ ଦ୍ବାର ଦେଇ ପ୍ରସ୍ଥାନ କରିବେ ଶ୍ରଦ୍ଧାଳୁ। ଦିବ୍ୟାଙ୍ଗ ଓ ବରିଷ୍ଠ ନାଗରିକଙ୍କୁ ଦର୍ଶନ କରାଇବାକୁ ପ୍ରସ୍ତୁତ ରହିଛନ୍ତି ପୋଲିସର ସ୍ବତନ୍ତ୍ର ଟିମ୍ ଓ ଭଲ୍ୟୁଣ୍ଟିଅର।
ଆୟୁଷ୍ମାନ ଭାରତ ଯୋଜନାରେ ଜଣେ ହିତାଧିକାରୀ ସାରା ଦେଶରେ ୨୯ ହଜାର ୬୪୮ ମେଡିକାଲରୁ ମାଗଣା ଚିକିତ୍ସା ସୁବିଧା ପାଇପାରିବେ। ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାରେ ମାତ୍ର ୯୫୭ ହସ୍ପିଟାଲରେ ସ୍ବାସ୍ଥ୍ୟସେବା ମିଳୁଥିଲା। ଆୟୁଷ୍ମାନ ଭାରତରେ ୧୯ଶହ ୪୯ ପ୍ରକାର ମେଡିକାଲ ସେବା ସହ ମେଡିକାଲରୁ ଡିସାର୍ଜ ହେବା ପରର ୧୫ ଦିନ ପର୍ଯ୍ୟନ୍ତ ମଧ୍ୟ ମେଡିସିନ ସୁବିଧା ରହିଛି।
ଏ ନେଇ ONGCର ଫିଲ୍ଡ ଏରିଆ ମ୍ୟାନେଜର ଦିଲିପ ସ୍ଵାଇଁ ଗାଁ ଲୋକଙ୍କ ଅଭିଯୋଗକୁ ଖଣ୍ଡନ କରିଛନ୍ତି। ଗାଁ ଗଣ୍ଡା ଠାରୁ କୋୖଣସି ସ୍ଥାନରେ କାହାରି ସେମିତି ଘର ଫାଟି ଥିବା ଅଭିଯୋଗ ହୋଇ ନାହିଁ। ଏ ପର୍ଯ୍ୟନ୍ତ ଅନୁସନ୍ଧାନ କରୁଛି କିନ୍ତୁ ଵ୍ଵାଷ୍ଟ ପାଇଁ ପ୍ରକ୍ରିୟା ଏଯାଏଁ ଆରମ୍ଭ ହୋଇ ନାହିଁ। ଯଦି କିଛି ଘଟଣା ଘଟେ ତେବେ କ୍ଷତିଗ୍ରସ୍ତଙ୍କୁ କ୍ଷତି ପୂରଣ ମିଳିଵ ବୋଲି କମ୍ପାନୀର ମ୍ୟାନେଜର ପ୍ରକାଶ କରିଛନ୍ତି
ଅନୀଲ ଓ ହଂସିତା ସ୍ୱାମୀ ସ୍ତ୍ରୀର ପରିଚୟ ନେଇ ରହୁଥିଲେ। ସେମାନଙ୍କ ମୁଖ୍ୟ ଉଦ୍ଦେଶ୍ୟ ଥିଲା ଠକିବା। କୋଟି କୋଟି ଟଙ୍କା ଲୁଟୁଥିଲେ। ନାମୀଦାମୀ ଗାଡ଼ି ଚଢି ବୁଲୁଥିଲେ। ଠକେଇ ଟଙ୍କାରେ କରୁଥିଲେ ମଉଜ।
‘ସୁଭଦ୍ରା’ ଚତୁର୍ଥ ପର୍ଯ୍ୟାୟ କିସ୍ତି ନେଇ ଉପମୁଖ୍ୟମନ୍ତ୍ରୀ କହିଛନ୍ତି, ୨୦୨୫ରେ ମହିଳାଙ୍କୁ ମିଳିବ ପ୍ରଥମ ଦଫାର ଚତୁର୍ଥ ପର୍ଯ୍ୟାୟ ଟଙ୍କା। ୨୦୨୫ ହେବ ‘ସୁଭଦ୍ରା’ ବର୍ଷ।
ଗତକାଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଞ୍ଜାମ ଯାଇ ଚାଷୀଙ୍କୁ ଭେଟି ଫେରିଛନ୍ତି। ଏହାର ଠିକ୍ ପରଦିନ ନବୀନଙ୍କ ଗସ୍ତକୁ ନେଇ ଏବେ ରାଜନୀତି ବି ତେଜିଛି। ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ ନବୀବଙ୍କ ଗସ୍ତକୁ ସମାଲୋଚନା କରିଛନ୍ତି।
ସନ୍ଦେହଜନକ ଅବସ୍ଥାରେ ତାଙ୍କ ମୃତଦେହ ଉଦ୍ଧାର କରିଛି ପୋଲିସ୍ । ମୃତ୍ୟୁର କାରଣ ଏବେ ଯାଏଁ ଜଣାପଡ଼ିନି । ଏକ ଘରୋଇ କମ୍ପାନୀରେ ସଂପୃକ୍ତ ଯୁବତୀ କାମ କରୁଥିଲେ ।
ପାଖେଇ ଆସୁଛି ନୂଆବର୍ଷ । ଆଉ ଏହାକୁ ନେଇ ଶ୍ରୀକ୍ଷେତ୍ରରେ ଶ୍ରଦ୍ଧାଳୁଙ୍କ ପ୍ରବଳ ଜନସମାଗମ ଦେଖିବାକୁ ମିଳିଛି । ବର୍ଷର ଶେଷରେ ମହାପ୍ରଭୁଙ୍କ ଦର୍ଶନ ପାଇଁ ରାଜ୍ୟ ଓ ସାରା ଦେଶରୁ ଲୋକେ ଆସି ପହଞ୍ଚୁଛନ୍ତି ।
ଆଜି ଓ ଆସନ୍ତାକାଲି ସକାଳୁ ପ୍ରବଳ କୁହୁଡ଼ି ହେବା ସମ୍ଭାବନା ରହିଛି । ତେଣୁ ଯାତାୟାତ ବେଳେ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି । ସେହିପରି ଆସନ୍ତା ୨୪ ଘଣ୍ଟା ପରେ ରାଜ୍ୟରେ ପାରଦ ଆହୁରି ଖସିବ ।
ଯଦିଓ ରାଜ୍ୟ ସରକାର କ୍ଷୟକ୍ଷତିର ଆକଳନ କରି ଉଚିତ ପଦକ୍ଷେପ ନେବାକୁ ନିର୍ଦ୍ଦେଶ ଦେଇଥିଲେ, କିନ୍ତୁ ଧାନକ୍ଷେତ ସମ୍ପୂର୍ଣ୍ଣ ଉଜୁଡ଼ିଯିବା ଦୃଶ୍ୟ ଅନେକ ଋଣଗ୍ରସ୍ଥ ଚାଷୀମାନଙ୍କୁ ଅସହାୟ ଅବସ୍ଥାରେ ପକାଇ ଦେଇଛି । ଏହାକୁ ଦୃଷ୍ଟିରେ ରଖି ସେମାନଙ୍କର ଏଭଳି ଦୁଃଖ ଓ ବିପତ୍ତି ସମୟରେ ରାଜ୍ୟ ସରକାର ଚାଷୀଙ୍କ ସାଙ୍ଗରେ ଦୃଢତାର ସହିତ ଅଛନ୍ତି ବୋଲି ଯଦି ପ୍ରଥମରୁ ଚାଷୀଙ୍କୁ ବିଶ୍ୱାସ ଓ ଭରସା ଦେଇଥାନ୍ତେ ହୁଏତ ଚାଷୀ ମୃତ୍ୟୁ ଘଟଣାକୁ ଏଡାଯାଇ ପାରିଥାନ୍ତା ।
ସେ ମା°ସପେଷୀ ହେଉ କିମ୍ବା ଆଖି, ହାଡ଼ ହେଉ ଅବା ମସ୍ତିଷ୍କ, ଏ ସବୁର ଉତ୍ତମ ସ୍ବାସ୍ଥ୍ୟ ପାଇଁ ଆବଶ୍ୟକ ପଡେ Vitamins। ତେବେ ଏ ଭିତରେ ଆପଣ ଅନେକଥର ଶୁଣୁଥିବେ Vit A, C, E, B3 ଯୁକ୍ତ ମଏଶ୍ଚରାଇଜର୍, ସନସ୍କ୍ରିନ୍, ଫାଉଣ୍ଡେସନ, ନାଇଟ୍ କ୍ରିମ୍, ଲୋସନ୍ କିମ୍ବା ସେରମ୍ ବିଷୟରେ। ତେବେ ସତର କ’ଣ ସୁନ୍ଦର ତ୍ବଚା ପାଇଁ ରହିଛି ଆବଶ୍ୟକତା ଏ vitamins ଗୁଡିକର। କିନ୍ତୁ ବିଜ୍ଞାପନ ଦେଖି ବ୍ୟବହାର କରିବା ଆଗରୁ ଜାଣିବା ଜରୁରୀ ନୁହେଁ କି ଆବଶ୍ୟକତା ବିଷୟରେ?
ଆଜିଠାରୁ ଦୁଇଦିନିଆ ଗସ୍ତରେ କ୍ଷତିଗ୍ରସ୍ତ ଅଞ୍ଚଳକୁ ଯିବେ ବିରୋଧୀ ଦଳ ନେତା ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଆଜି ସେ ଗଞ୍ଜାମ ଚାଷୀଙ୍କୁ ଭେଟିବେ ।
ଯନ୍ତାରେ ଜିନତ୍ .. ୨୦ ଦିନର ଛକାପଞ୍ଝା ପରେ କାବୁରେ ଆସିଲା । ଟ୍ରାଙ୍କୁଲାଇଜ ହେଲା ମରାଠା ବାଘୁଣୀ ।
ପାଖେଇ ଆସୁଛି ନୂଆବର୍ଷ । ଆଉ ଏହାକୁ ନେଇ ଶ୍ରୀକ୍ଷେତ୍ରରେ ଶ୍ରଦ୍ଧାଳୁଙ୍କ ପ୍ରବଳ ଜନସମାଗମ ଦେଖିବାକୁ ମିଳିଛି ।
ସୌର ଧନୁ ମାସ ପୌଷ କୃଷ୍ଣପକ୍ଷ । ଇଂରାଜୀରେ ୩୦ ତାରିଖ ସୋମବାର । ଆଜି କୌଣସି ନୂତନ କାର୍ଯ୍ୟ ଆରମ୍ଭ କରିବା ପାଇଁ ଯୋଜନା କରିଛନ୍ତି କି ? ତା’ହେଲେ ଜାଣି ରଖନ୍ତୁ ଶୁଭ ଓ ଅଶୁଭ ସମୟ....
ଓଡ଼ିଶାର କୋଣ ଅନୁକୋଣରୁ ଟିକିନିଖି ଖବର ଏବେ ଆପଣଙ୍କ ଟିପ ଆଗରେ ।
ଓସିଏ ସଭାପତି ପଦ ଛାଡ଼ିଲେ ପ୍ରଣବ ପ୍ରକାଶ ଦାସ ଓରଫ ବବି । ଦୁଇ ବର୍ଷ ଦାୟିତ୍ୱ ସମ୍ଭାଳିବା ପରେ ଅପ୍ରତ୍ୟାଶିତ ଭାବରେ ପଦ ଛାଡ଼ିଛନ୍ତି ବିଜେଡିର ଏହି ଟାଣୁଆ ନେତା ।
ଜିରୋ ନାଇଟ୍ ପାଇଁ ପୋଲିସର ଜିରୋ ଟଲେରାନ୍ସ। ସେଲିବ୍ରେସନ କର, କିନ୍ତୁ ସୀମା ଭିତରେ । ନୂଆବର୍ଷ ପାଳନ ଭିତରେ କେହି ଭୁଲି ନଯାଆନ୍ତୁ ନିୟମ । ଡ୍ରିଙ୍କ୍ ଏଣ୍ଡ ଡ୍ରାଇଭ୍ ଉପରେ ପୋଲିସର ଆଖି ।
ବ୍ଲକ୍ ବଢାଇବାକୁ ଯୋଜନା, କିନ୍ତୁ କେମିତି କରିବେ ବିଭାଜନ ? କ‘ଣ ରହିବ ଆଧାର ? କାରଣ ଶେଷ ହୋଇନି ଜନ ଗଣନା । ତେଣୁ କେଉଁ ଆଧାରରେ ସରକାର ନୂଆ ବ୍ଲକ ଘୋଷଣା କରିବେ ତାକୁ ନେଇ ବଢିଛି ଦ୍ୱନ୍ଦ୍ବ ।
କାନ୍ଦ ବୋବାଳିରେ ପାଲଟିଯାଇଛି କେଇ ଘଣ୍ଟା ତଳର ମଜା ମଉଜ...ଆଖି ପିଛୁଳାକେ ଖିନଭିନ ହୋଇଯାଇଛି ଖୁସିର ପୁଟୁଳି... ଭାଗ୍ୟକୁ ଯେତେ ଅଣ୍ଡାଳିଲେ ବି, ସାଉଁଟିବାକୁ ଆଉ କିଛି ବି ନାହିଁ...
ହାତରେ ଉଜୁଡା ଫସଲ, ଆଖିରୁ ଝରୁଛି ଲୁହ। କାନ୍ଦି କାନ୍ଦି ସରକାରଙ୍କୁ ଗୁହାରି କରୁଛି ଚଷା ପୁଅ। ମତେ ରକ୍ଷା କର, ଋଣ ଛାଡ଼ କର। ଅଦିନିଆ ବର୍ଷାରେ ଧୋଇଯାଇଛି ଫସଲ। ଅଣ୍ଟା ସଳଖିବା ମୁସ୍କିଲ।
ଭଲ ହୋଇଛି ବବି ଦାସ ଇସ୍ତଫା ଦେଇଛନ୍ତି। କାରଣ ସେ ଖେଳ ଜାଣନ୍ତି ନାହିଁ।, କେବେ ଖେଳି ବି ନାହିଁନ୍ତି। ଏଭଳି ସଂଗୀନ ଅଭିଯୋଗ ଆଣିଛନ୍ତି OCAର ଜଣେ କର୍ମକର୍ତ୍ତା।
ସରକାର ପରିବର୍ତ୍ତନ ପରେ ବ୍ୟାସନଗରର ଦୀର୍ଘଦିନର ଦାବି ପୂରଣ ହୋଇଛି l ବ୍ୟାସନଗର ବାସୀଙ୍କ ପାଇଁ ପୂର୍ବ ସରକାର ଟାଳଟୁଳ ନୀତି ଅବଲମ୍ବନ କରି ଯେଉଁ କାର୍ଯ୍ୟକୁ ବନ୍ଦ ରଖିଥିଲେ ତା’କୁ କାର୍ଯ୍ୟକାରୀ କରିଛନ୍ତି ନୂଆ ସରକାର ।
OCA ସଭାପତି ପଦରୁ ଇସ୍ତଫା ଦେଲେ ବିଜେଡି ନେତା ପ୍ରଣବ ପ୍ରକାଶ ଦାସ। ଇସ୍ତଫା ଦେଇଥିବା କହିଲେ ସମ୍ପାଦକ ସଞ୍ଜୟ ବେହେରା।
ହେଲିକପଟର ଯୋଗେ ପାରଳାଖେମୁଣ୍ଡି ସେଞ୍ଚୁରିଅନ୍ ପଡିଆରେ ପହଞ୍ଚିବା ପରେ ଗୋଷାଣୀ ବ୍ଲକ ଗୁରାଣ୍ଡି ଅଭିମୁଖେ ଯାଇଛନ୍ତି ମୁଖ୍ୟମନ୍ତ୍ରୀ। ବିଲ ମୁଣ୍ଡରେ ଚାଷୀଙ୍କ ସହ ସିଧାସଳଖ ଆଲୋଚନା ଏବଂ ଉଜୁଡ଼ା ଫସଲ ଦେଖିଲେ ମୋହନ ।