୨୮, ୨୯ ଏବଂ ୩୦ ତାରିଖରେ ମଧ୍ୟ କିଛି କିଛି ଜିଲ୍ଲାରେ ଘଡଘଡି ସାଙ୍ଗକୁ ବର୍ଷା ସମ୍ଭାବନା ରହିଛି ।
ଓଡ଼ିଶାର କୋଣ ଅନୁକୋଣରୁ ଟିକିନିଖି ଖବର ଏବେ ଆପଣଙ୍କ ଟିପ ଆଗରେ ।
ବାଲେଶ୍ୱର ସହରବାସୀଙ୍କୁ ୧୨ ବର୍ଷ ତଳେ ଲଲିପପ୍ ଧରେଇ ଦେଇଥିଲେ କି ମୁଖ୍ୟମନ୍ତ୍ରୀ ? ହେଲେ ୧୨ ବର୍ଷ ପରେ ଏବେ ଦେଖିଲା ବେଳକୁ ସେ ଅତ୍ୟାଧୁନିକ ବସ୍ଷ୍ଟାଣ୍ତ ତ ହେଲାନି, ସେଇ ଯାଗାରେ ବାଲେଶ୍ୱର-ଭଦ୍ରକ ଅର୍ବାନ୍ ଟ୍ରାନ୍ସପୋର୍ଟର ୧୦, ୧୫ଟି ସିଟିବସ୍ ରହଣି ପାଇଁ ନିର୍ମାଣ କାମ ଚାଲିଛି ।
ନାଚ ଗୀତରେ ଦୁଲୁକୁଛି ସାରା ସହର । ରାଜରାସ୍ତାରେ ପାରମ୍ପରିକ ସହ ଆଧୁନିକ ନୃତ୍ୟ ପରିବେଷଣ କରୁଛନ୍ତି ଶହ ଶହ କଳାକାର । ଦେବ ଦମ୍ପତ୍ତିଙ୍କ ଯୁଗଳ ଦର୍ଶନ ଶୋଭାଯାତ୍ରା ଅବସରରେ ସମ୍ବଲପୁରରେ ଦେଖିବାକୁ ଦେଖିବାକୁ ମିଳିଛି ଓଡ଼ିଶା ସହ ବିଭିନ୍ନ ରାଜ୍ୟର ଲୋକନୃତ୍ୟ ଓ ଲୋକଗୀତର ସମ୍ଭାର ।
ତତ୍କାଳୀନ ମନ୍ତ୍ରୀ ନବ ଦାସଙ୍କୁ କେଉଁ ବ୍ୟକ୍ତିଗତ ଆକ୍ରୋଶ ପାଇଁ ହତ୍ୟା କଲା ଗୋପଳ ଦାସ ? ଏମିତି କଣ ବ୍ୟକ୍ତିଗତ ରାଗ ଥିଲା, ଯାହା ପାଇଁ ଜଣେ ମନ୍ତ୍ରୀଙ୍କୁ ବି ଗୁଳି କରିବାକୁ ପଛାଇଲାନି ଗୋପାଳ ଦାସ ? ଏମିତି କେଉଁ ବିବାଦ ପରିପ୍ରେକ୍ଷୀରେ ମନ୍ତ୍ରୀ ନବ ଦାସ ଓ ତାଙ୍କ ସମର୍ଥଙ୍କ ପକ୍ଷରୁ ଗୋପାଳର ଜୀବନ ପ୍ରତି ବିପଦ ସୃଷ୍ଟି ହୋଇଥିଲା ?
ଅଧାପନ୍ତରିଆ ଅବସ୍ଥାରେ ପରିକ୍ରମା ପ୍ରକଳ୍ପ । ଏଣେ ମୁଣ୍ଡ ଉପରେ ମହାପ୍ରଭୁଙ୍କ ସ୍ନାନଯାତ୍ରା । କେମିତି ବଡ଼ଦାଣ୍ଡରେ ଛିଡ଼ା ହୋଇ ସ୍ନାନବେଦୀରେ ଶ୍ରୀଜିଉଙ୍କୁ ଦର୍ଶନ କରିବେ ଭକ୍ତ ?
ଜମି କିଣାବିକାରେ ବଦଳିଲା ନିୟମ । ଏଣିକି ଜମି ରେଜିଷ୍ଟ୍ରେସନ ପାଇଁ ବାଧ୍ୟତାମୂଳକ ଅନଲାଇନ ସ୍ଲଟ୍ ବୁକିଂ । ବିନା ସ୍ଲଟ ବୁକିଂରେ ହୋଇ ପାରିବନି ଜମି କିଣାବିକା । ଇନସ୍ପେକ୍ଟର ଜେନେରାଲ ଅଫ ରେଭେନ୍ୟୁ ପକ୍ଷରୁ ପ୍ରକାଶିତ ହୋଉଛି ଏହି ବିଜ୍ଞପ୍ତି।
ଏଥର ଜୁନରେ ନିଅଣ୍ଟିଆ ବର୍ଷା! ମୌସୁମୀ ଉପରେ ପଡିବ ଏଲନିନୋର ପ୍ରଭାବ ମୌସୁମୀ ବର୍ଷା ନେଇ ପାଣିପାଗ ବିଭାଗର ଆକଳନ ଚିନ୍ତା ବଢାଇ ଦେଇଛି ।
ମୋଦି ସରକାରର ୯ ବର୍ଷ ବାନାମ୍ ନବୀନ ସରକାରର ୨୩ ବର୍ଷ । ମୋଦିଙ୍କ ସଫଳ ଯୋଜନା ବନାମ୍ ନବୀନଙ୍କ ବିକାଶ ବାର୍ତ୍ତା । ବିଜେପିର ମେଗା ଜନ ସଂପର୍କ ଯାତ୍ରାକୁ କାଉଣ୍ଟର କରିବାକୁ ବିଜେଡିର ପ୍ଲାନ୍ ଭୋଟ ପୂର୍ବରୁ ଗ୍ରାଉଣ୍ଡରେ ଭିଡ଼ାଭିଡ଼ି ।
ଲିଗାଲ୍ ସେଲ୍କୁ କୌଣସି ପ୍ରସ୍ତାବ ଆସିନଥିବା କହିଲା ଗୃହ ମନ୍ତ୍ରାଳୟ ।
ତତ୍କାଳୀନ ମନ୍ତ୍ରୀ ନବ ଦାସଙ୍କୁ କେଉଁ ବ୍ୟକ୍ତିଗତ ଆକ୍ରୋଶ ପାଇଁ ହତ୍ୟା କଲା ଗୋପଳ ଦାସ ? ଏମିତି କଣ ବ୍ୟକ୍ତିଗତ ରାଗ ଥିଲା, ଯାହା ପାଇଁ ଜଣେ ମନ୍ତ୍ରୀଙ୍କୁ ବି ଗୁଳି କରିବାକୁ ପଛାଇଲାନି ଗୋପାଳ ଦାସ ?
ପୂର୍ବ ଶତ୍ରୁତାରୁ ନବ ଦାସଙ୍କୁ ମାରିଥିଲା ଗୋପାଳ? ୧୧୮ ଦିନ ପରେ ଦାଖଲ ହେଲା ଚାର୍ଜସିଟ୍ । ୫୪୩ ପୃଷ୍ଠାର ଚାର୍ଜସିଟ୍ କରିଛି ପୋଲିସ୍ ।
ତହସିଲଦାରଙ୍କୁ ପିଟିଲେ ମାଟି ମାଫିଆ । ଆକ୍ରମଣରେ ପର୍ଜଙ୍ଗ ଆର୍ଆଇ ଓ କନିଷ୍ଠ କିରାଣି ମଧ୍ୟ ଆହତ ହୋଇଛନ୍ତି ।
ପରବର୍ତ୍ତୀ ସମୟରେ ଜଟଣୀ ଓ ପୁରୀକୁ ମେଟ୍ରୋ ଟ୍ରେନ ଯିବା ପାଇଁ ଯୋଜନା କରାଯାଉଥିବା ନଗର ଉନ୍ନୟନ ସଚିବ ସୂଚନା ଦେଇଛନ୍ତି ।
ଜୁନରୁ ସେପ୍ଟେମ୍ବର ମଧ୍ୟରେ ବର୍ଷାର ପରିମାଣ ସ୍ୱାଭାବିକ ରହିବ ବୋଲି ଭୁବନେଶ୍ୱର ପାଣିପାଗ କେନ୍ଦ୍ର ପକ୍ଷରୁ ଟୁଇଟ୍ ଯୋଗେ ସୂଚନା ଦିଆଯାଇଛି ।
ଗଞ୍ଜେଇ ଚାଲାଣ ବେଳେ ମାଲକାନଗିରି ଜିଲ୍ଲା କାଲିମେଳା ପୋଲିସ୍ ହାତରେ ଧରା ପଡିଛନ୍ତି ତେଲେଙ୍ଗାନା ପୋଲିସ।
ମନ୍ତ୍ରୀ ନବ ଦାସ ହତ୍ୟା ମାମଲାରେ କ୍ରାଇମବ୍ରାଞ୍ଚ ପକ୍ଷରୁ ଚାର୍ଜସିଟ୍ ଦାଖଲ କରାଯାଇଛି। ବ୍ୟକ୍ତିଗତ ଆକ୍ରୋଶ ରଖି ଗୋପାଳ, ନବ ଦାସଙ୍କୁ ହତ୍ୟା କରିଥିବା ଚାର୍ଜସିଟ୍ରେ ଉଲ୍ଲେଖ କରାଯାଇଛି।
ନବ ଦାସ ହତ୍ୟା ମାମଲାରେ ଦାଖଲ ହେଲା ଚାର୍ଜସିଟ୍ । ଗତ ଜାନୁଆରୀ ୨୯ ତାରିଖରେ ନବ ଦାସଙ୍କୁ ହତ୍ୟା କରାଯାଇଥିବା ବେଳେ ଆସନ୍ତା ୨୯ରେ ହତ୍ୟାକୁ ପୁରିବ ୪ ମାସ ।
ପର୍ଯ୍ୟଟକଙ୍କ ସଂଖ୍ୟା ଦିନକୁ ଦିନ ବଢୁଥିବାବେଳେ, ଲାଇଫଗାର୍ଡ ନିଯୁକ୍ତି ହେଉନାହାନ୍ତି, ଫଳରେ ବେଳାଭୂମିରେ ବାରମ୍ବାର ଘଟୁଛି ଦୁର୍ଘଟଣା ।
ଟ୍ରାଫିକ ନିୟମ ଭାଙ୍ଗିବା ପରେ ଯେଉଁମାନେ ଜରିମାନା ଦେଉ ନାହାନ୍ତି ସେମାନଙ୍କୁ ଟାର୍ଗେଟ କରାଯାଇଛି। ଯେଉଁମାନେ ୫ ଥର ଟ୍ରାଫିକ୍ ନିୟମ ଭାଙ୍ଗି ଜରିମାନା ଦେଇ ନାହାନ୍ତି ସେମାନଙ୍କ ନାଁରେ ମାମଲା ରୁଜୁ କରାଯିବ।
ଆସନ୍ତା ମେ’ ୨୮ ତାରିଖରେ ଯୁକ୍ତ ୨ ରେଜଲ୍ଟ ତାରିଖ ଘୋଷଣା କରାଯିବ। ପ୍ରଥମେ ବିଜ୍ଞାନ ଓ ବାଣିଜ୍ୟ ପରୀକ୍ଷା ଫଳ ତାରିଖ ଘୋଷଣା ହେବ।
ରାଜଧାନୀ ଭୁବନେଶ୍ୱରର ରାସ୍ତାକଡ଼ରେ ଅଚଳ ହୋଇ ପଡ଼ି ରହିଥିବା ଗାଡ଼ିକୁ ହଟାଇ ଦିଆଯିବ। ୭ ଦିନ ମଧ୍ୟରେ ଗାଡ଼ି ମାଲିକ ନିଜ ଅକ୍ତିଆରକୁ ଗାଡ଼ିକୁ ନେବା ଲାଗି ନୋଟିସ୍ ଦିଆଯାଇଛି ।
ଓଡ଼ିଶାର କୋଣ ଅନୁକୋଣରୁ ଟିକିନିଖି ଖବର ଏବେ ଆପଣଙ୍କ ଟିପ ଆଗରେ ।
ଡେଲି ମାର୍କେଟରେ ଥିବା ପାଖାପାଖି ୧୦ରୁ ଅଧିକ ଦୋକାନ ଘର ଜଳିଯାଇଛି ।
ବଦଳୁଛି କି ବିଜେଡିର ଆଭିମୁଖ୍ୟ? ମୋଦିଙ୍କ ଆଡକୁ ଢଳୁଛନ୍ତି କି ନବୀନ? ରାଜ୍ୟରେ ବିଜେପି ସହ ଲଢେଇ, ଦିଲ୍ଲୀରେ ଚାଲିଛି କି କୋଳୋକୋଳି ? ନିର୍ବାଚନ ପୂର୍ବରୁ ନୂଆ ସମୀକରଣ ନେଇ ବିଚାର କରୁଛି କି ଶଙ୍ଖ ଦଳ ?