chadak
Advertisment
ଜଳେଶ୍ୱର(ଅଜିତ ଦାସ): ୧୩ ଦିନ ଧରି ବାଲେଶ୍ୱର ଭୋଗରାଇ ଚନ୍ଦନେଶ୍ୱର ପୀଠରେ ବେଶ୍ ଧୁମ୍ଧାମରେ ଚାଲିଥିବା ପ୍ରସିଦ୍ଧ ଚଡ଼କ ମେଳା ଉଦ୍ଯାପିତ ହୋଇଯାଇଛି।
Advertisment
ବିଶ୍ୱାସ ଓ ପରମ୍ପରାର ଅନନ୍ୟ ନିଦର୍ଶନ ଚଡ଼କ ଯାତ୍ରାର ଗତକାଲି ଅନ୍ତିମ ଚରଣ ପାଟ ପର୍ବରେ ଲକ୍ଷ ଲକ୍ଷ ଶ୍ରଦ୍ଧାଳୁ ସାମିଲ ହୋଇଥିଲେ। ସକାଳୁ ମାଳ ଚନ୍ଦନ ନୀତି ପରେ ଅପରାହ୍ଣରେ ମାନସିକ କରିଥିବା ପାଟ ଭକ୍ତମାନେ ଦେହରେ କଣ୍ଟା ଫୋଡ଼ି ଭକ୍ତି ଓ କୁଛ୍ର ସାଧନାରେ ନିଆରା ପରାକାଷ୍ଠା ପ୍ରଦର୍ଶନ କରିଥିଲେ।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us/odishatv-khabar/media/post_attachments/uploadimage/library/16_9/16_9_0/chadak_1626342513.jpg)