ଅଦ୍ୟତନ ହୋଇଛି
corona
Advertisment
ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟାରେ ଆଉ ୧୩ କରୋନା ରୋଗୀ ଆଖି ବୁଜିଛନ୍ତି। ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
Advertisment
Corona Death In Odisha:
ଖୋର୍ଦ୍ଧା ଓ ପୁରୀ ଜିଲ୍ଲାରୁ ୪ଜଣ ଲେଖାଏ, ଗଜପତିରୁ ୨, ବାଲେଶ୍ୱର, କଟକ, ସୁବର୍ଣ୍ଣପୁରରୁ ଜଣେ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।
ଏହାକୁ ମିଶାଇ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୬୬୯ ହୋଇଛି।
/odishatv-khabar/media/post_attachments/wp-content/uploads/2020/09/Capture-33-1.jpg)
ପଢ଼ନ୍ତୁ: ଦିନକରେ ଓଡ଼ିଶାରେ ୪,୨୪୧ କରୋନା ପଜିଟିଭ୍ ଚିହ୍ନଟ, ଖୋର୍ଦ୍ଧାରୁ କେବଳ ୬୪୭
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us/odishatv-khabar/media/post_attachments/uploadimage/library/16_9/16_9_0/91301267_3106242399465684_2591553201635328000_n-2_1625323263.jpg)