• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

News from Odisha

jojana Ra Na Hariloot
ଲୋକଙ୍କୁ ପାଣି ମିଳୁନି, ହେଲେ ପଞ୍ଚାୟତରେ ଲାଗିଛି ମାଳ ମାଳ ହୋର୍ଡିଂ

୧୦ ବର୍ଷ ତଳେ ଏକ ପାନୀୟ ଜଳ ପ୍ରକଳ୍ପ ପ୍ରତିଷ୍ଠା ହୋଇଥିଲା। କିଛି ବର୍ଷ ଠିକ୍ ଠାକ୍ ଚାଲିବା ପରେ ଏବେ ସଂପୂର୍ଣ୍ଣ ଅଚଳ।

5T
ବଢ଼ିଲା ପାଣ୍ଡିଆନ୍‌ଙ୍କ ଅଡୁଆ; ଫସିବେ କି 5T ସଚିବ ?

ଓଡ଼ିଶା କ୍ୟାଡରର ଏହି ଆଇଏଏସ୍‌ ଅଧିକାରୀଙ୍କ ବିରୋଧରେ ଖୁବ୍‌ଶୀଘ୍ର କାର୍ଯ୍ୟାନୁଷ୍ଠାନ ନିଆଯାଇପାରେ । ଏଥିପାଇଁ କେନ୍ଦ୍ର ପକ୍ଷରୁ କାର୍ଯ୍ୟାନୁଷ୍ଠାନ ପାଇଁ ରାଜ୍ୟ ମୁଖ୍ୟ ଶାସନ ସଚିବଙ୍କୁ ଚିଠି ହୋଇଛି ।

Rammurty Gamango
ପତ୍ନୀ ହତ୍ୟା ମାମଲାରେ ଗୁଣପୁର ପୂର୍ବତନ ବିଧାୟକ ରାମମୂର୍ତ୍ତିକୁ ଆଜୀବନ ଜେଲ୍‌

ଜରିମାନା ଅନାଦେୟ ହେଲେ ପୁଣି ୬ ମାସ ସଜା ନିର୍ଦ୍ଦେଶ ।

  • Tuesday, 27 June 2023
Sarat Pattnaik
‘ଅଡିଓ ବର୍ତ୍ତାରେ କ’ଣ ରହିଛି ସତ୍ୟତା ? ତାହା ମୁଖ୍ୟମନ୍ତ୍ରୀଙ୍କର ତ ?’, ପଚାରିଲେ ଶରତ

ଗୋଟିଏ ପଟେ ବିଜେପି ବାରମ୍ବାର ସରକାର ଓ ସଚିବଙ୍କୁ ଟାର୍ଗେଟ କରୁଥିବା ବେଳେ ଏବେ କଂଗ୍ରେସ ବି ଫୁଲ୍‌ ଦମ୍‌ରେ ଆଗକୁ ଆସିଛି ।

Jojanara Na Hariloot
ଟଙ୍କା ହଡ଼ପ୍‌ କରିବାର ନୂଆ ଫଣ୍ଡା ! ଯେଉଁଠି ପୋଖରୀ ନାହିଁ ସେଠି ଚାଲିଛି ପୁନରୁଦ୍ଧାର କାମ

ଯେଉଁଠି ପୋଖରୀ ନାହିଁ ସେଠି ପୋଖରୀର ପୁନରୁଦ୍ଧାର ନାଁରେ ଟଙ୍କା ହଡପ୍ ପାଇଁ ମସୁଧା। ଏକ ଗୋଚର ଜମିରେ ପୋଖରୀ ଥିବା ଦର୍ଶାଇ ତାର ପୁନରୁଦ୍ଧାର ପାଇଁ ଆସିଛି ୮ ଲକ୍ଷ ଟଙ୍କା ଅନୁଦାନ। ଯାହାକୁ ବିରୋଧ କରିଛନ୍ତି ଗଞ୍ଜାମ ଆସିକା ବ୍ଳକର ଆମ୍ବପୁଆ ଗ୍ରାମବାସୀ

Congress MLA Sura Routray Son Manmath Routray Quits Job
ଚାକିରି ଛାଡ଼ିଲେ ବିଧାୟକ ସୁର ରାଉତରାୟଙ୍କ ପୁଅ

ଚାକିରି ଛାଡ଼ିଲେ ଜଟଣୀ ବିଧାୟକ ସୁର ରାଉତରାୟଙ୍କ ପୁଅ। ସୁରଙ୍କ ସାନ ପୁଅ ମନ୍ମଥ ରାଉତରାୟ ଏୟାର ଇଣ୍ଡିଆ କ୍ୟାପ୍‌ଟେନ ପଦବୀରୁ ଇସ୍ତଫା ଦେଇଛନ୍ତି।

Jaydev Jena
ଜୟଦେବଙ୍କ ସାଙ୍ଘାତିକ ବୟାନ; କୁଆଡ଼େ ଯିବା ସ୍ଥିତିରେ ନାହାନ୍ତି ମୁଖ୍ୟମନ୍ତ୍ରୀ

ଥମୁନି 5T ସଚିବଙ୍କ ଗସ୍ତ ବିବାଦ । ମୁଖ୍ୟମନ୍ତ୍ରୀଙ୍କ ଅଡିଓ ଟେପ୍‌ ବାର୍ତ୍ତାକୁ ନେଇ କଂଗ୍ରେସ ନେତା ଜୟଦେବ ଜେନାଙ୍କ କଟାକ୍ଷ ।

Bijay Pattnaik
Odisha Politics: 5T ସଚିବଙ୍କ ବିରୋଧରେ କେନ୍ଦ୍ର ନିକଟରେ ଫେରାଦ ହେଲେ ବିଜୟ

ପାରଳାଖେମୁଣ୍ଡିରେ ଦଳୀୟ ଚିହ୍ନ ସହ ସଚିବଙ୍କ ହୋଡିଂ ଲାଗିଥିବା କେନ୍ଦ୍ରକୁ ଜଣାଇଛନ୍ତି ବିଜୟ ।

Bodies surprisingly vanishing from graveyard in Bhadrak
ଆଶ୍ଚର୍ଯ୍ୟ ! ମଶାଣିରୁ ଗାଏବ ହୋଇଯାଉଛି ଗୋଟିଏ ପରେ ଗୋଟିଏ ଶବ...କେହିବି ଟେର୍‌ ପାରୁ ନାହାନ୍ତି

ମଶାଣିରୁ ଗାଏବ ହୋଇଯାଉଛି ଗୋଟିଏ ପରେ ଗୋଟିଏ ଶବ... ଆଶ୍ଚର୍ଯ୍ୟ ଲାଗିଲେ ବି କଥାଟି ସତ। ୨ ବର୍ଷ ପୂର୍ବରୁ ମଧ୍ୟ ଏମିତି ଶବ ଗାଏବ ହେଉଥିଲା।

Sakhigopala Temple
ସାକ୍ଷୀଗୋପାଳ ମନ୍ଦିରରେ ନୀତିକାନ୍ତି ବନ୍ଦ; ଉପାସରେ ପ୍ରଭୁ ଗୋପାଳଜୀଉ

ସାକ୍ଷୀଗୋପାଳର ଗୋପାଳଜୀଉ ମନ୍ଦିରର ନୀତିକାନ୍ତି ଗତକାଲିଠାରୁ ବନ୍ଦ ରଖିଛନ୍ତି ମନ୍ଦିରର ସେବାୟତ।

Tainted additional sub collector of Nabarangpur Prasanta Rout given compulsory retirement
ଚାକିରିରୁ ବିଦା ହେଲେ ନବରଙ୍ଗପୁରର ଅତିରିକ୍ତ ଉପଜିଲ୍ଲାପାଳ

ନବରଙ୍ଗପୁରର ଅତିରିକ୍ତ ଉପଜିଲ୍ଲାପାଳ ପ୍ରଶାନ୍ତ ରାଉତଙ୍କୁ ରାଜ୍ୟ ସରକାର ବାଧ୍ୟତାମୂଳକ ଅବସର ଦେଇଛନ୍ତି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ରେଡ୍‌ ବେଳେ ପ୍ରଶାନ୍ତଙ୍କ ଘରୁ ନଗଦ ୩ କୋଟି ଟଙ୍କା ସହ ୫ କୋଟିରୁ ଅଧିକ ସମ୍ପତ୍ତି ମିଳିଥିଲା।

Bus Accident
ସ୍କୁଟି ଚାଳକଙ୍କୁ ବଞ୍ଚାଇବାକୁ ଯାଇ ଓଲଟିଲା ବସ୍‌; ୧୦ ଆହତ

ବାରିପଦା ମେଡିକାଲ କଲେଜ ରଙ୍ଗାମାଟିଆ ଛକରେ ଭାରସାମ୍ୟ ହରାଇ ଓଲଟିଲା ବସ୍ ।

BJP demands action against BJD MLA’s relatives for assaulting Chandbali BDO
‘ଚାନ୍ଦବାଲି ବିଧାୟକଙ୍କ ଶଳା ଓ ଶ୍ୱଶୁର କ’ଣ ଆଇନଠୁ ଉପରେ ?’

ଚାନ୍ଦବାଲି ବିଡିଓଙ୍କୁ ମାଡ଼ ଅଭିଯୋଗ ଘଟଣାକୁ ନେଇ ବିଜେଡିକୁ ବିଜେପି ଟାଗେର୍ଟ କରିଛି। ଚାନ୍ଦବାଲି ବିଧାୟକ ବ୍ୟୋମକେଶ ରାୟଙ୍କ ଶଳା ଓ ଶ୍ୱଶୁର କ’ଣ ଆଇନଠୁ ଉର୍ଦ୍ଧ୍ୱରେ ବୋଲି ବିଜେପି ପ୍ରଶ୍ନ କରିଛି।

  • Tuesday, 27 June 2023
Ratha Jatra
ଚକାନୟନକୁ ଦେଖିବା ଲାଗି ନାକରେ ଅକ୍ସିଜେନ୍‌ ଲଗାଇ ଦୌଡ଼ି ଆସିଲେ ଭକ୍ତ

କାଳିଆର ଡୋରି ନ ଲାଗିଲେ, ଶ୍ରୀକ୍ଷେତ୍ରରେ ଭକ୍ତଙ୍କ ପାଦ ବି ପଡ଼େ ନାହିଁ । ଜଗାର ଡାକରା ଆସିଲେ, ରୋଗଶଯ୍ୟାରୁ ବି ଭକ୍ତ ଉଠି ଆସେ ।

Tomato Price Hike
ଶହେ ଟପିଲା ଟମାଟୋ ଦର, କିଲୋ ପିଛା ୧୨୦ ଟଙ୍କାରେ ବିକ୍ରି...

ଶହେ ଉପରେ ଟମାଟୋ ଦର।  ଓଡ଼ିଶା ନୁହଁ ଦେଶର ବିଭିନ୍ନ ସହରରେ ଟମାଟୋ ଦର ବୃଦ୍ଧି ପାଇଛି। ଯାହାକୁ ନେଇ ସାଧାରଣ ଖାଉଟିଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଛି।

Heavy Rainfall Alert To 11 Districts Of Odisha
ଆଜି ୧୧ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା, ସତର୍କ କଲା ପାଣିପାଗ ବିଭାଗ...

ଗତ ୨-୩ ଦିନ ଧରି ରାଜ୍ୟର ଅଧିକାଂଶ ଜିଲ୍ଲାରେ ବର୍ଷା ଲାଗି ରହିଥିବା ବେଳେ ଆଜି ମଧ୍ୟ କିଛି ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଲଘୁଚାପ ପ୍ରଭାବରେ ଆସନ୍ତା ୨୯ ତାରିଖ ଯାଏ ପ୍ରବଳ ବର୍ଷା ହୋଇପାରେ।

Ratha Jatra
ଆସନ୍ତାକାଲି ଶ୍ରୀଜିଉଙ୍କ ବାହୁଡ଼ାଯାତ୍ରା; ଅପରାହ୍ନ ୫ଟା ଯାଏଁ ସଂଧ୍ୟା ଦର୍ଶନ

ଆଜି ଶେଷ ସଂଧ୍ୟା ଦର୍ଶନ ଯୋଗୁଁ ଗୁଣ୍ଡିଚା ମନ୍ଦିରରେ ଅସମ୍ଭବ ଭିଡ଼ ଦେଖିବାକୁ ମିଳିଛି ।

3 members of a family killed in road accident in koraput
ଭୟଙ୍କର ଦୁର୍ଘଟଣା: ସାଙ୍ଗ ହୋଇ ଚାଲିଗଲେ ବାପା, ମା’ ଓ ଝିଅ...

ଦୁର୍ଘଟଣାରେ ଚାଲିଗଲା ଗୋଟିଏ ପରିବାରର ୩ ଜୀବନ। ଟ୍ୟାଙ୍କର-କାର୍ ମଧ୍ୟରେ ଧକ୍କା ଯୋଗୁ ୩ ଜଣଙ୍କର ମୃତ୍ୟୁ ହୋଇଛି

breaking news
ସଂକ୍ଷେପରେ ଆଜିର ତାଜା ଖବର - Tuesday, 27 June 2023

ଓଡ଼ିଶାର କୋଣ ଅନୁକୋଣରୁ ଟିକିନିଖି ଖବର ଏବେ ଆପଣଙ୍କ ଟିପ ଆଗରେ ।

  • Tuesday, 27 June 2023
Berhampur Accident
ଅଧା ରାସ୍ତାରେ ଛକିଥିଲା ଯମ...ନେଇଗଲା ଶାଳୀଙ୍କ ସହ ୧୦ ଜଣଙ୍କ ଜୀବନ

ବଡ ଭଉଣୀର ବାହାଘର ଥିଲା, ଭିଣୋଇଙ୍କଠାରୁ କେତେ କଣ ଡିମାଣ୍ଡ ନେଇଥିଲା ଶାଳୀ । ବାହାଘର ସରିବା ପରେ ଖାଇପିଇ ଘରକୁ ଫେରୁଥିଲେ । ବସ୍‌ରେ କଥା ହେଉଥିଲେ ସକାଳୁ କେତେ କଣ କିଣିବେ ବୋଲି...ହେଲେ ବାଟରେ ରାସ୍ତାରେ ଜଗିଥିଲା ଯମ...ମାତ୍ର କେଇ ଘଂଟା ପୂର୍ବରୁ ହାତ ଗଣ୍ଠି ଫିଟାଇ ଥିଲେ, ୨ ଘଂଟା ପରେ ପ୍ରାଣ ନେଇଗଲା ଯମ । ଏବେ କାନ୍ଦବୋବାଳିରେ ଫାଟି ପଡୁଛି ପୂରା ପରିବେଶ

  • Monday, 26 June 2023
Police detain 5 sadhus suspecting as fraud in Bhubaneswar
ରାଜଧାନୀବାସୀଙ୍କୁ ଘାରିଛି ଭଣ୍ଡବାବା ଡର, ସାଧୁବେଶଧାରୀ ଲୋକଙ୍କୁ ଅଯଥାରେ ଘରକୁ ନ ଡାକିବାକୁ ପରାମର୍ଶ

ଗତକାଲି ରାଜଧାନୀ ଭୁବନେଶ୍ୱର ରଘୁନାଥପୁର ଅଞ୍ଚଳରେ ଜଣେ ବ୍ୟକ୍ତିଙ୍କ ଘରେ ନାଗା ବେଶଧାରୀ କିଛି ଭଣ୍ଡବାବା ଭଜନ କୀର୍ତ୍ତନ ଆଳ ଦେଖାଇ କଳାକନା ବୁଲାଇ ଚମ୍ପଟ ମାରିଥିଲେ। ଆଉ କାଲିର ଖବର ଗଣମାଧ୍ୟମରେ ଜଣାପଡ଼ିବା ପରେ ଆଜି ଏମାନଙ୍କୁ ସନ୍ଦେହ କରି ଲୋକେ ନିଜଆଡୁ ପୋଲିସକୁ ଖବର ଦେଇଦେଇଛନ୍ତି।

Bus Tragedy
ବାହାବେଦୀ ପାଖରେ ଆଜି ବନ୍ଧା କୋକେଇ

ଲୁହରେ ଭିଜିଲା ଖଣ୍ଡଦେଉଳି ଗାଁ, ଏକାଠି ଜଳିଲା ୩ ଜୁଇ । ଅକସ୍ମାତ୍ ଅଫେରା ରାଇଜର ପଥିକ ହୋଇଗଲେ ୧୧ ଆତ୍ମିୟ ।

Rath Jatra 2023
ଶ୍ରୀଗୁଣ୍ଡିଚା ମନ୍ଦିରରେ ସରି ସରି ଆସୁଛି ମହାପ୍ରଭୁଙ୍କ ଲୀଳାଖେଳା

ଆଡ଼ପମଣ୍ଡପରେ ଆସନ୍ତାକାଲି ନବମୀ ତିଥିରେ ଶ୍ରୀଜୀଉଙ୍କ ଶେଷ ଦର୍ଶନ ବା ସାଂଧ୍ୟଦର୍ଶନ। ତେବେ ବାହୁଡ଼ା ନୀତିକୁ ଶୃଙ୍ଖଳିତ କରିବା ଉଦ୍ଦେଶ୍ୟରେ ଏଥର ସାଂଧ୍ୟ ଦର୍ଶନକୁ ସଂଧ୍ୟା ପରିବର୍ତ୍ତେ ଅପରାହ୍ନ ୫ଟା ସୁଦ୍ଧା ସାରିବାକୁ ପ୍ରଶାସନ ପକ୍ଷରୁ ନିଷ୍ପତ୍ତି ନିଆଯାଇଛି।

Bus Tragedy
ଦିଗପହଣ୍ଡି ବସ୍ ଟ୍ରାଜେଡି: ୨୫ ବର୍ଷର ଦଦରା ବସ୍‌ର ନଥିଲା ପରମିଟ୍, କମିତି ମିଳିଥିଲା ଫିଟନେସ୍ ?

ଦୁର୍ଘଟଣାକୁ ନେଇ ସ୍ତବ୍ଧ ରାଜ୍ୟ, ଚାଲିଛି କାରଣ ଖୋଜା । ଦୁର୍ଘଟଣାଗ୍ରସ୍ତ ଘରୋଇ ବସ୍‌ର ନଥିଲା ପରମିଟ୍ ।

CM Naveen Patnaik
5T ସଚିବଙ୍କ ପାଇଁ ବିରୋଧୀଙ୍କ ନିଶାନାରେ CM, ମାନସିକ ସ୍ତରରେ ଗୃହବନ୍ଦୀ କି ମୁଖ୍ୟମନ୍ତ୍ରୀ ?

ପାଣ୍ଡିଆନଙ୍କ ବରଗଡ଼ ଗସ୍ତ ବେଳେ ବର୍ଷିଲା ବିଜେପି । ବାସ୍ତବରେ ଓଡିଶାର ମୁଖ୍ୟମନ୍ତ୍ରୀ କିଏ, ଦଳରେ କଣ କେହି ବି ଯୋଗ୍ୟ ଜନପ୍ରତିନିଧି ନାହାଁନ୍ତି ବୋଲି ପଚାରିଛି କଂଗ୍ରେସ।