
5T ସଚିବଙ୍କ ପାଇଁ ଏତେ ସୁରକ୍ଷା ବ୍ୟବସ୍ଥା କାହିଁକି ? ବିଜେପି ସାଂସଦ ଅପରାଜିତା ଷଡ଼ଙ୍ଗୀ ଆଜି ପରୋକ୍ଷରେ ପୁଣି 5T ସଚିବଙ୍କୁ ଟାର୍ଗେଟ୍ କରିଛନ୍ତି।
କଳିଯୁଗର କୁଳାଙ୍ଗାର ପୁଅ । ପାଠ ପଢାଇବାକୁ ବାପା-ମାଆ ପେଟରେ ଓଦାକନା ଦେଉଥିଲେ..ଭାବିଥିଲେ ଚାକିରି କରିବା ପରେ ଦୁଃଖ ଯିବ । ଏବେ ଚାକିରି କରିବା ପରେ କୋଠାବାଡି ସବୁ ତିଆରି କଲା, ହେଲେ ବାପା ମାଆଙ୍କୁ ପଚାରୁନି । ଏଇ ସାଇକେଲ ଦୋକାନରେ ସକାଳେ ଖଟିଲେ ସଂଧ୍ୟାରେ ଜଳିବ ଚୁଲି
ଅପରାଜିତାଙ୍କ ରାଜ୍ୟ ସରକାରଙ୍କୁ ଟାର୍ଗେଟ ପ୍ରସଙ୍ଗରେ ବିଜେଡି ବିଧାୟକ ସୌମ୍ୟରଂଜନଙ୍କ ତେରଛା ବାଣ । ବିଜେଡିକୁ ପରୋକ୍ଷରେ ସୌମ୍ୟରଂଜନ ଟାର୍ଗେଟ୍ କରିଛନ୍ତି ।
ପରିଚୟ ଖୋଜୁଛି ରାଜ୍ୟର ପ୍ରଥମ କୃଷକ ବଜାର। କେତେ ଆଶା ନେଇ ତିଆରି ହୋଇଥିବା ଏହି ବଜାର ଏବେ ଭୂତ କୋଠି ପାଲଟି ଯାଇଛି।
ଛାତ୍ରଛାତ୍ରୀଙ୍କୁ ଭାତ ବଦଳରେ ମୁଢି ଓ ଡାଲି ଖାଇବାକୁ ଦିଆଯିବାକୁ ନେଇ ବିଦ୍ୟାଳୟ ପରିସରରେ ଉତ୍ତେଜନା ପ୍ରକାଶ ପାଇଥିଲା ।
ଏଥର ବର୍ଲିନ ଠାରେ ଅନୁଷ୍ଠିତ ସ୍ପେଶାଲ ଅଲିମ୍ପିକ ବିଶ୍ୱକ୍ରୀଡାରେ ଭାରତ ପାଇଁ ସର୍ଟପୁଟରେ ସିିଲଭର ମେଡାଲ ଆଣିଛନ୍ତି ବୈଷ୍ଣବ ରାଜପଲିଆ ।
ଖୋର୍ଦ୍ଧା ଟାଙ୍ଗୀ ଥାନା ଚଣ୍ଡେଶ୍ୱର ଛକରେ ଠିକାଦାରଙ୍କୁ ଗୁଳି କରି ହତ୍ୟା ଘଟଣାରେ ୪ ଜଣ ଅଭିଯୁକ୍ତଙ୍କୁ ପୋଲିସ୍ ଗିରଫ କରିଛି।
ମାତ୍ର ବର୍ଷେ ଭିତରେ କାମ ସରିଲା...୭୫ ଲକ୍ଷରୁ ଅଧିକ ଟଙ୍କା ଖର୍ଚ୍ଚ ହେଲା । ହେଲେ ଶେଷରେ ଅଫିସ୍ ନୁହେଁ ବରଂ ମଦୁଆଙ୍କର ହେଲା ଆଡ୍ଡାସ୍ଥଳ । ବିଧାୟକଙ୍କ ହସ୍ତକ୍ଷେପ ପରେ ବି କର୍ଣ୍ଣପାତ କରୁନି ପ୍ରଶାସନ
ଘୂର୍ଣ୍ଣିବଳୟ ପ୍ରଭାବରେ ଆଜି ଉତ୍ତର-ପଶ୍ଚିମ ବଙ୍ଗୋପସାଗର ତଥା ଉତ୍ତର-ଓଡିଶା ଏବଂ ପଶ୍ଚିମବଙ୍ଗ ଉପକୂଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ସେପଟେ ଆସନ୍ତା ୩ ଘଣ୍ଟା ପର୍ଯ୍ୟନ୍ତ ଟ୍ୱିନ୍ ସିଟିରେ ବର୍ଷା ଲାଗି ରହିବ।
ସୌର ମିଥୁନ ମାସ ଆଷାଢ ଶୁକ୍ଲପକ୍ଷ । ଇଂରାଜୀରେ ୨୫ ତାରିଖ ରବିବାର । ଯଦି ଆପଣ ଆଜିର ଦିନରେ କିଛି ଶୁଭ କାର୍ଯ୍ୟ କରିବାକୁ ଯାଉଛନ୍ତି, ତେବେ ଜାଣିନିଅନ୍ତୁ ଶୁଭ-ଅଶୁଭ ସମୟ ।
ମହାପ୍ରଭୁଙ୍କ ଦର୍ଶନ ନପାଇ ରାଗ ଜର୍ଜରିତ ହୋଇ ମା’ ମହାଲକ୍ଷ୍ମୀ ଫେରିବା ବେଳେ ନନ୍ଦିଘୋଷ ରଥର କିଛି ଅଂଶ ଭାଙ୍ଗିଥିଲେ।
ଉତ୍ତରପଶ୍ଚିମ ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ଉତ୍ତର ଓଡିଶା-ପଶ୍ଚିମବଙ୍ଗ ଉପକୂଳରେ ୭ ଦଶମିକ ୬ କିମି ଉଚ୍ଚତା ଯାଏଁ ବାୟୁମଣ୍ଡଳରେ ସକ୍ରିୟ ଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ଏହି ଲଘୁଚାପ ହେବ।
ଭୟଙ୍କର ସ୍ଥିତି । ସରକାରୀ ଜାଗାରେ ଘର କରି ରହୁଥିଲେ ଗରିବ ଖଟିଖିଆ ଲୋକେ...ଘର ଛାଡି ଯିବାକୁ କହୁଥିଲେ ଗାଁ ଲୋକେ । ସେମାନେ ନଯିବାରୁ ଦିନଦ୍ୱିପ୍ରହରେ ଘରେ ଲଗାଇ ଦେଲେ ନିଆଁ । ଏମିତି ସଙ୍ଗୀନ ଅଭିଯୋଗ ଆଣିଛନ୍ତି କ୍ଷତିଗ୍ରସ୍ତ
ଓଡ଼ିଶାର କୋଣ ଅନୁକୋଣରୁ ଟିକିନିଖି ଖବର ଏବେ ଆପଣଙ୍କ ଟିପ ଆଗରେ ।
ପ୍ରଶାସନ ଯେଉଁ ସ୍ଥାନରୁ ବହୁ ସଂଖ୍ୟାରେ ଗଛ କାଟି ପାହାଡ଼କୁ ଲଣ୍ଡା କରିଛି, ସେଠି ନୂଆ ଗଛ ପୋତି ଆନ୍ଦୋଳନକୁ ଆହୁରି ଜୋରଦାର କରିଛି ମା ଶିଖରଚଣ୍ଡି ଆଞ୍ଚଳିକ ସୁରକ୍ଷା ସମିତି।
ଶବ ବୁହା ଗାଡ଼ି ଏବେ ଶବ ପାଲଟିଯାଇଛି। ସରକାରଙ୍କ ମହାପ୍ରୟାଣ ଯୋଜନା ଅନ୍ତର୍ଗତ ଗାଡ଼ି ଦୀର୍ଘଦିନ ହେଲାଣି ପଡ଼ି ରହି ଖତ ଖାଉଛି ।
ସାଢେ ୩ ବର୍ଷରେ ୫ କୋଟିର ସଂପତ୍ତି..ସେଥିରୁ ନଗଦ କେବଳ ୩ କୋଟି ଟଙ୍କା..ଆୟର ୫ ଶହ ପ୍ରତିଶତରୁ ଅଧିକ ସଂପତ୍ତି । କାହା ପୃଷ୍ଠ ପୋଷକତାରେ ଲୁଟୁଥିଲେ ନବରଙ୍ଗପୁର ଅତିରିକ୍ତ ଉପଜିଲ୍ଲାପାଳ ପ୍ରଶାନ୍ତ ?
ସୋଲାର, ପିକ୍ ଓ ନର୍ମାଲ ଆୱାର ଆଧାରରେ ଲାଗୁ ହେବ ଦେୟ ...କେନ୍ଦ୍ରର ନୂଆ ନିୟମକୁ ଗ୍ରାହକଙ୍କ ନାପସନ୍ଦ
ନଡ୍ଡାଙ୍କ ଗସ୍ତ ପରେ ଚଳଚଞ୍ଚଳ ରାଜ୍ୟ ବିଜେପି । ଦୁଇଦିନିଆ ଗସ୍ତରେ ରାଜ୍ୟ ସରକାରଙ୍କ ଉପରେ ମନଖୋଲି ବର୍ଷିଲେ ରାଷ୍ଟ୍ରୀୟ ଅଧ୍ୟକ୍ଷ ।
ଆସନ୍ତା ୨୭ ତାରିଖ ସନ୍ଧ୍ୟା ଦର୍ଶନ ସନ୍ଧ୍ୟା ୫ଟା ସୁଦ୍ଧା ସାରିବାକୁ ନିଷ୍ପତ୍ତି ନେଇଛି ଶ୍ରୀମନ୍ଦିର ପ୍ରଶାସନ ।
ଉଭୟ ପକ୍ଷରୁ ଯୁକ୍ତିତର୍କ ହେବା ସହିତ ଗଣ୍ଡଗୋଳ ସୃଷ୍ଟି ହୋଇଥିଲା। ପ୍ରାୟ ୨ ଘଣ୍ଟା ଧରି ସ୍ଥାନୀୟ ଅଞ୍ଚଳ ରଣକ୍ଷେତ୍ର ପାଲଟି ଯାଇଥିଲା।
ଉଭୟ ବିବାହ କରିବାକୁ ଇଚ୍ଛା ପ୍ରକାଶ କରିବାରୁ ସୁଧାର କେନ୍ଦ୍ର ପରିଚାଳକ ଓ ଜିଲ୍ଲା ପ୍ରଶାସନର ନିଷ୍ପତ୍ତି କ୍ରମେ ଉଭୟେ ବିବାହ ବନ୍ଧନରେ ଆବଦ୍ଧ ହୋଇଛନ୍ତି।
ପତ୍ନୀ ହତ୍ୟା ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଛନ୍ତି ରାମମୂର୍ତ୍ତି । ୧୧ ଜଣ ସାକ୍ଷୀ ଓ ୧୫ଟି ଦସ୍ତାବିଜ୍ ଆଧାରରେ ଦୋଷୀ ସାବ୍ୟସ୍ତ କରିଛନ୍ତି ଭୁବନେଶ୍ୱର ସ୍ପେଶାଲ କୋର୍ଟ ।
ଆସନ୍ତା ୨୭ତାରିଖରେ ହେବାକୁ ଥିବା ନବମୀ ସଂଧ୍ୟା ଦର୍ଶନ ୫ଟାରୁ ବନ୍ଦ ହେବ । ୨୭ ତାରିଖ ସକାଳ ୭ଟାରୁ ସଂଧ୍ୟା ୫ଟା ପର୍ଯ୍ୟନ୍ତ ନବମୀ ଦର୍ଶନ ପାଇଁ ସ୍ଥିର ହୋଇଛି ।
ଦୀର୍ଘ ଦିନ ହେବ ପୁରୁଣା ଶ୍ରେଣୀ ଗୃହରେ ଚାଲିଛି ଶିକ୍ଷା ଦାନ । ପ୍ରଶାସନକୁ ଅବଗତ କରାଯାଇଥିଲେ ମଧ୍ୟ କୌଣସି ପ୍ରତିକାର ହୋଇ ପାରିନାହିଁ ।