୨୪ ଘଣ୍ଟାରେ ଓଡ଼ିଶାରେ ଚିହ୍ନଟ ହେଲେ ୧,୩୩୭ ନୂଆ କରୋନା ପଜିଟିଭ୍
ଭୁବନେଶ୍ୱର: ଓଡ଼ିଶାରେ ଦିନକରେ ୧,୩୩୭ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ନୂଆ ୧,୩୩୭ ଆକ୍ରାନ୍ତଙ୍କ ମଧ୍ୟରୁ ୮୧୫ ଜଣ କ୍ୱାରେଣ୍ଟିନ୍ରେ ରହିଥିଲେ। ସେହିପରି ଲୋକାଲ୍ କଣ୍ଟାକ୍ଟସ୍ ୫୨୨ ରହିଛି। ଏ ନେଇ ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗର ସୂଚନା ଦିଆଯାଇଛି। ଗଞ୍ଜାମରୁ ସର୍ବାଧିକ ୨୦୧ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୨୮ଟି ଜିଲ୍ଲାରୁ ଏହି ଆକ୍ରାନ୍ତମାନେ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୩୯,୦୧୮ରେ ପହଞ୍ଚିଛି।
ଭୁବନେଶ୍ୱର: ଓଡ଼ିଶାରେ ଦିନକରେ ୧,୩୩୭ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ନୂଆ ୧,୩୩୭ ଆକ୍ରାନ୍ତଙ୍କ ମଧ୍ୟରୁ ୮୧୫ ଜଣ କ୍ୱାରେଣ୍ଟିନ୍ରେ ରହିଥିଲେ। ସେହିପରି ଲୋକାଲ୍ କଣ୍ଟାକ୍ଟସ୍ ୫୨୨ ରହିଛି। ଏ ନେଇ ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗର ସୂଚନା ଦିଆଯାଇଛି।
ଗଞ୍ଜାମରୁ ସର୍ବାଧିକ ୨୦୧ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୨୮ଟି ଜିଲ୍ଲାରୁ ଏହି ଆକ୍ରାନ୍ତମାନେ ଚିହ୍ନଟ ହୋଇଛନ୍ତି।
ଚିହ୍ନଟ ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୩୯,୦୧୮ରେ ପହଞ୍ଚିଛି।