Advertisment

୨୪ ଘଣ୍ଟାରେ ଓଡ଼ିଶାରେ ଚିହ୍ନଟ ହେଲେ ୧,୩୩୭ ନୂଆ କରୋନା ପଜିଟିଭ୍‌

ଭୁବନେଶ୍ୱର: ଓଡ଼ିଶାରେ ଦିନକରେ ୧,୩୩୭ ନୂଆ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ନୂଆ ୧,୩୩୭ ଆକ୍ରାନ୍ତଙ୍କ ମଧ୍ୟରୁ ୮୧୫ ଜଣ କ୍ୱାରେଣ୍ଟିନ୍‌ରେ ରହିଥିଲେ। ସେହିପରି ଲୋକାଲ୍ କଣ୍ଟାକ୍ଟସ୍‌ ୫୨୨ ରହିଛି। ଏ ନେଇ ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗର ସୂଚନା ଦିଆଯାଇଛି। ଗଞ୍ଜାମରୁ ସର୍ବାଧିକ ୨୦୧ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୨୮ଟି ଜିଲ୍ଲାରୁ ଏହି ଆକ୍ରାନ୍ତମାନେ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୩୯,୦୧୮ରେ ପହଞ୍ଚିଛି।

ଅଦ୍ୟତନ ହୋଇଛି
୨୪ ଘଣ୍ଟାରେ ଓଡ଼ିଶାରେ ଚିହ୍ନଟ ହେଲେ ୧,୩୩୭ ନୂଆ କରୋନା ପଜିଟିଭ୍‌

corona

Advertisment

ଭୁବନେଶ୍ୱର: ଓଡ଼ିଶାରେ ଦିନକରେ ୧,୩୩୭ ନୂଆ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ନୂଆ ୧,୩୩୭ ଆକ୍ରାନ୍ତଙ୍କ ମଧ୍ୟରୁ ୮୧୫ ଜଣ କ୍ୱାରେଣ୍ଟିନ୍‌ରେ ରହିଥିଲେ। ସେହିପରି ଲୋକାଲ୍ କଣ୍ଟାକ୍ଟସ୍‌ ୫୨୨ ରହିଛି। ଏ ନେଇ ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗର ସୂଚନା ଦିଆଯାଇଛି।

Advertisment

ଗଞ୍ଜାମରୁ ସର୍ବାଧିକ ୨୦୧ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୨୮ଟି ଜିଲ୍ଲାରୁ ଏହି ଆକ୍ରାନ୍ତମାନେ ଚିହ୍ନଟ ହୋଇଛନ୍ତି।

publive-image

publive-image

publive-image

ଚିହ୍ନଟ ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୩୯,୦୧୮ରେ ପହଞ୍ଚିଛି।

Advertisment
Corona Cases In Odisha Corona Updates In Odisha Today Today Corona Updates In Odisha
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ