ଦେଶୀ ବିଦେଶୀ କୁକୁର ରଖିଥିବା ରାଜଧାନୀର ଲୋକେ ସାବଧାନ । କୁକୁର କାମୁଡିଲେ ମାଲିକ ଗଣିବେ ତଣ୍ଡ । ରାସ୍ତା, ପାର୍କ, ଜନବସତି ଅଞ୍ଚଳରେ ମଳ ତ୍ୟାଗ କରାଇଲେ ମଧ୍ୟ ତଣ୍ଡ ଗଣିବେ । ବିଏମସି ଆଣିଛି ଏପରି ନୂଆ ନିୟମ ।
କରୋନା ସମୟରେ ସବୁଠୁ ବଡ଼ ଟିକାକରଣ ହେଉ ବା ଆଉ କିଛି। ସୁଦାନରେ ଫସିଥିବା ଭାରତୀୟଙ୍କୁ ଏବେ ଉଦ୍ଧାର କରୁଛନ୍ତି। ଅନ୍ୟ ଦେଶ ସେପରି କରିପାରୁ ନାହାନ୍ତି, କିନ୍ତୁ ଭାରତ କରିପାରୁଛି।
୧୯୭୨ ମସିହାରେ ଏନ.ଏ.ସିର ମାନ୍ୟତା ପାଇଲା ବାଣପୁର । ୫୦ ବର୍ଷ ପୂରିଲା ପରେ ବି ବିଭିନ୍ନ ମୌଳିକ ସମସ୍ୟା ଭିତରେ ଛନ୍ଦି ହୋଇ ରହିଛନ୍ତି ସ୍ଥାନୀୟ ବାସିନ୍ଦା । ସ୍ଥାୟୀ ଡ୍ରେନେଜ ବ୍ୟବସ୍ଥା ନଥିବାରୁ ଅସରାଏ ବର୍ଷା ହେଲେ ସହରର ମୁଖ୍ୟ ରାସ୍ତା ସହ ବିଭିନ୍ନ ସାହି ଓ ଗାଁ ଭିତରେ ଜମି ରହୁଛି ପାଣି । ଯେଉଁଥି ଲାଗି ରୋଗ ବଢିବା ସହିତ ନାନାପ୍ରକାର ସମସ୍ୟା ଭୋଗୁଛନ୍ତି ଲୋକେ
ଶନିଦେବଙ୍କ ପୂଜାର୍ଚ୍ଚନା ଲାଗି ପୂରା ପ୍ରସ୍ତୁତି ହେବା ସହିତ ହୋମଯଜ୍ଞ, ଭଜନ ସହ କୀର୍ତ୍ତନ ବି ହୋଇଥିଲା । ବିଶ୍ୱାସ ରହିଛି ଏଇ ମେଳାରେ ଶନିଦେବଙ୍କୁ ପୂଜାର୍ଚ୍ଚନା କରିବା ସହିତ ଦର୍ଶନ କଲେ ମନସ୍କାମନା ପୂର୍ଣ୍ଣ ହୁଏ । ସେଇଥି ଲାଗି ତ ଭକ୍ତଙ୍କର ଲାଗିଥିଲା ଗହଳି । ଖାଲି ଦିଅଁ ଦର୍ଶନ ନୁହେଁ ବରଂ ଠାକୁରଙ୍କ ନିକଟରେ ଭୋଗ ଅର୍ପଣ କରିଥିଲେ ଲକ୍ଷାଧିକ ଶ୍ରଦ୍ଧାଳୁ ।
ଭୁବନେଶ୍ୱରର ୬୭ଟି ଯାକ ୱାର୍ଡର ମ୍ୟାପ, ସୀମା, କେଉଁ ୱାର୍ଡରେ କେତେ ଲୋକ କାମ କରୁଛନ୍ତି, ତାର ତଥ୍ୟ ଦେବାକୁ ମଧ୍ୟ କୁହାଯାଇଛି । ଭୁବନେଶ୍ୱରର କେଉଁ ରୁଟରେ କେତେ ସିଟି ବସ୍ ଚାଲୁଛି, କେତେ ଲୋକ ପ୍ରତିଦିନ ଯିବା ଆସିବା କରୁଛନ୍ତି, କେଉଁଠି କେତେ ଷ୍ଟପେଜ ଅଛି, କେଉଁ ଅଞ୍ଚଳରେ ଲୋକ ଅଧିକ ସିଟି ବସ୍ ବ୍ୟବହାର କରୁଛନ୍ତି, ଭବିଷ୍ୟତରେ ଆଉ କେଉଁଠି ମୋ ବସ୍ ଚାଲିବ, ଏସବୁର ବିସ୍ତୃତ ରିପୋର୍ଟ ମାଗିଛି DMRC ।
ଗର୍ଭବତୀ ସ୍ତ୍ରୀକୁ ଧରି ହସ୍ପିଟାଲରୁ ଫେରିବା ବେଳେ ଧକ୍କା ଦେଲା ଟ୍ରକ୍, ଦମ୍ପତି ମୃତ
ମହିଳା ଜଣଙ୍କ ହେଉଛନ୍ତି ଇଗିନେସ ବାଘୱାର । ଘର ଆସାମରେ। ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ ଘୋଡ଼ାପଲାଣ ଗ୍ରାମର ସିମାଞ୍ଚଳ ଗୌଡ଼ଙ୍କ ପୁଅ ସଦାନନ୍ଦ ଗୌଡ଼ଙ୍କ ସହିତ ୨୦୨୧ ମସିହାରେ ମୁମ୍ବାଇରେ କୋର୍ଟ ମ୍ୟାରେଜ କରିଥିଲେ ଇଗିନେସ୍
ନାହିଁ ନାହିଁରେ ଚାଲୁଛି ନୀଳଗିରି ଉପଖଣ୍ଡ ଚିକିତ୍ସାଳୟ । ବେଡ୍ ବଦଳରେ ବେଡସିଟ୍ରେ ଶୋଉଛନ୍ତି ରୋଗୀ
ଡାକ୍ତରମାନେ ତାଙ୍କର ଚିକିତ୍ସା କରିଥିଲେ । ସେହି ସମୟରେ ପୁଅ ଆର୍ତ୍ତତ୍ରାଣଙ୍କ ସ୍ୱାସ୍ଥ୍ୟ ଭଲ ଲାଗୁନି ବୋଲି ମେଡିକାଲର କିଛି କର୍ମଚାରୀଙ୍କୁ କହିଥିଲେ । ପରେ ପରେ ସେହିଠାରେ ହଠାତ୍ ତାଙ୍କର ପ୍ରାଣବାୟୁ ଉଡ଼ିଯାଇଥିଲା ।
ଗୋବିନ୍ଦ ଚନ୍ଦ୍ର ସ୍ୱାଇଁ କେନ୍ଦ୍ର ସରକାରଙ୍କ ଜିଏସଟି ବିଭାଗରେ କାମ କରୁଥିଲେ । ସେ ଗତ ୨୦୧୨ ମସିହାରେ ଅବସର ନେଲେ। ସେହିପରି କୈଳାସ ବାବୁ ରାଜ୍ୟ ସରକାରଙ୍କ ମୃତ୍ତିକା ସଂରକ୍ଷଣ ବିଭାଗରୁ ୨୦୦୬ ମସିହାରେ ଅବସର ନେଇଛନ୍ତି । ଉଭୟ ବନ୍ଧୁ ଗତ ୧୦ ବର୍ଷରୁ ଅଧିକ ସମୟ ହେବ ଗଛ ଲଗାଉଛନ୍ତି । ଚାକିରି କରିବା ସମୟରେ ମଧ୍ୟ ଉଭୟେ ଗଛ ଲଗାଉଥିଲେ ଏବଂ ଏବେ ମଧ୍ୟ ଗଛ ଲଗାଉଛନ୍ତି
୨୫ ବର୍ଷ ହେଲା ମାଆ ଫେରିଲାନି । ପୁଅକୁ ସ୍ୱପ୍ନ ଆସିଲା ମାଆ ଆଉ ନାହିଁ...ବାସ୍ ଏହାପରେ ଆରମ୍ଭ ହୋଇଗଲା ପିତୁଳାର ଶବଶୋଭାଯାତ୍ରା
ଗରିବ ପିଲାଙ୍କ ପଢ଼ା ନେଇ ପ୍ରକାଶ ରାଓଙ୍କ ଅବଦାନ କଥା ସ୍ମରଣ କରିବା ସହ ସମାଜ ପ୍ରତି ତାଙ୍କ ଅବଦାନ ଅତୁଳନୀୟ ଥିଲା ବୋଲି ମୋଦି କହିଛନ୍ତି ।
ସଭାରେ ସତ କହିଦେଲେ ସମିତିସଭ୍ୟ । ରାଗିପାଚି ଲାଲ୍ ହୋଇଗଲେ ବିଜେଡି ବିଧାୟିକା । ଚୁପ୍ ରହିବାକୁ ତାଗିଦ୍ କଲେ, ଗେଟ୍ ଆଉଟ୍ ବି କହିଲେ । ଭାଇରାଲ ହେଲା ଭିଡିଓ
ସାମ୍ନାକୁ ଆସିଲା ମାଓ କ୍ୟାମ୍ପର କଳାକାହାଣୀ । ବାହା ହେବାକୁ ଦିଆଯାଉଥିଲା ଅନୁମତି , ପିଲା ଜନ୍ମ କରିବା ପୂର୍ବରୁ ଦମ୍ପତିଙ୍କର ହେଉଥିଲା ବନ୍ଧ୍ୟାକରଣ । ଆତ୍ମସମର୍ପଣ ପରେ ଖୋଲିଲା ଗୁମର
ଭୋଟ୍ ଆସିଲେ ନେତାଏ ଆସନ୍ତି, ପ୍ରତିଶ୍ରୁତି ଦିଅନ୍ତି । କାର୍ଯ୍ୟକାରୀ ହେବାର ପ୍ରଶ୍ନ ନାହିଁ...ପିଇବା ପାଣି ଯୋଗାଇ ଦେବେ ବୋଲି କହିଥିଲେ ଯେ ଆଜିଯାଏଁ ମିଳିଲାନି
ବ୍ରିଜ୍ ନୁହେଁ ତ ଯମଦ୍ୱାରକୁ ରାସ୍ତା । ଢଳେଇ ଫାଟି ଆଁ କଲାଣି, ରଡ୍ ଦେଖାଗଲାଣି । ୨୦୨୪ରେ କାମ ସରିବାର କଥା...ହେଲେ ଆଜିଯାଏଁ ଆରମ୍ଭ ହୋଇନି କାମ
କାର୍ଯ୍ୟାଦେଶର ତଥ୍ୟ ମଧ୍ୟ ନାହିଁ । କିଛି କାମ ନକରି ଶ୍ମଶାନ କରିବା ନାଁରେ ବିଲ୍ କରିଦେଇଛନ୍ତି ସରକାରୀ ଅଧିକାରୀ
ନିଶା ସେବନ ପାଇଁ ଟଙ୍କା ନଦେବାରୁ ବୃଦ୍ଧ ବାପାକୁ ପିଟି ପିଟି ମାରି ଦେଲା ପୁଅ। କଟକ ଜିଲ୍ଲା ଆଠଗଡ଼ ଥାନା ବେଣ୍ଟପଦା ଗାଁରେ ଘଟିଛି ଏହି ଘଟଣା।
ନକ୍ସଲଙ୍କ ଲାଗି ବଟି ଆଦାୟ କରୁଛନ୍ତି ବିଜେଡି ନେତା । ପ୍ରତିମାସ ମାଲିକ ଦେଉଛନ୍ତି ୫ ହଜାର ! ବର୍ଷେ କି ୨ ବର୍ଷ ନୁହେଁ ବରଂ ୪୦ ବର୍ଷର ହିସାବ ମାଗିଲା ବେଳକୁ କୁନ୍ଥୁକୁନ୍ଥୁ ହେଉଛନ୍ତି ବିଜେଡି ନେତା ଏନ.ଭାସ୍କର ରାଓ
ଓଡ଼ିଆ ପୁଅକୁ ମିଳିଲା ବଡ଼ ଦାୟିତ୍ୱ। ଭାବା ଆଣବିକ ଗବେଷଣା କେନ୍ଦ୍ରର ନିର୍ଦ୍ଦେଶକ ଡକ୍ଟର ଅଜିତ କୁମାର ମହାନ୍ତିଙ୍କୁ ନୂଆ ଦାୟିତ୍ୱ ମିଳିଛି।
OUAT ପକ୍ଷରୁ ବିଶ୍ୱ ପ୍ରାଣୀ ଚିକିତ୍ସା ଦିବସ ଅବସରରେ ଚିତ୍ତାକର୍ଷକ ଘୋଡା ଦୌଡ ସହ ସଚେତନତା କାର୍ଯ୍ୟକ୍ରମ ଆୟୋଜିତ ହୋଇଛି ।
ବାଲିଘାଟରେ ବନ୍ଧୁକ ଦେଖାଇ ଦାଦାଗିରି ବେଳେ ମାଡ଼ି ବସିଲା ପୋଲିସ୍। ବନ୍ଧୁକ ଓ କାର୍ ଜବତ କରି ସମ୍ପୃକ୍ତ ଯୁବକଙ୍କୁ ପୋଲିସ୍ ଅଟକ ରଖିଛି।
ସମ୍ବଲପୁରର ଅନ୍ୟ ୨ ଥାନା ଅଞ୍ଚଳ ଯଥା- ଧନୁପାଲୀ ଓ ଟାଉନ ଥାନା ଅଞ୍ଚଳରୁ କର୍ଫ୍ୟୁ ହଟିଥିବା ସୂଚନା ମିଳିଛି। ଏହାପୂର୍ବରୁ ଅନ୍ୟ ୪ଟି ଥାନା ଅଞ୍ଚଳରୁ କର୍ଫ୍ୟୁ ହଟିଥିଲା।
ଫୁଲ, ଖାଲି ସୌନ୍ଦର୍ଯ୍ୟ ପ୍ରଦାନ କରେନି, ଏହା ଦେହକୁ ସୁସ୍ଥ ମଧ୍ୟ ରଖେ। ଆମ ଚାରିପାଖରେ ଏମିତି କିଛି ଫୁଲ ଅଛି ଯାହାକୁ ବ୍ୟବହାର କରି ଚା’ ମଧ୍ୟ ପ୍ରସ୍ତୁତ କରାଯାଇ ପାରେ। ଏହାକୁ ପାନ କଲେ ବିଭିନ୍ନ ପ୍ରକାର ରୋଗରୁ ମୁକ୍ତି ମିଳେ। ଆସନ୍ତୁ ଏମିତି ୫ଟି ଫୁଲ ଓ ଚା’ର ପ୍ରସ୍ତୁତି ଜାଣିବା।
ଓଡ଼ିଶାର କୋଣ ଅନୁକୋଣରୁ ଟିକିନିଖି ଖବର ଏବେ ଆପଣଙ୍କ ଟିପ ଆଗରେ ।