• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

News from Odisha

Odisha Apartment Ownership And Management Ordinance gets cabinet nod
ଖୁବଶୀଘ୍ର କାର୍ଯ୍ୟକାରୀ ହେବ ଆପାର୍ଟମେଣ୍ଟ ମାଲିକାନା ଆଇନ୍

ଆପାର୍ଟମେଣ୍ଟ ମାଲିକାନା ଅଧ୍ୟାଦେଶକୁ ବାସଗୃହ କ୍ରେତାଙ୍କ ବିଜୟ ବୋଲି କହିଛନ୍ତି ରିଅଲ ଇଷ୍ଟେଟ୍ କର୍ମୀ। ସେମାନଙ୍କ ମତରେ, ୪୦ ବର୍ଷ ପରେ ଏବେ ଘରକ୍ରେତା ସେମାନଙ୍କ ବାସ୍ତବ ଅଧିକାର ପାଇବେ।

Politics heats up in Ganjam ahead of General Election 2024
ଗଞ୍ଜାମରେ ବଦଳିବ କି ବିଜେଡିର ରାଜନୈତିକ ଦୃଶ୍ୟପଟ୍ଟ ?

ହଟଚମଟ ଗୋପାଳପୁର ପଲିଟିକାଲ ମୈଦାନ। ବିଜେଡିରୁ ବହିଷ୍କୃତ ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କୁ କିଏ ଓ କେମିତି ଦେବେ ଚେକ୍, ବିଜେଡି ଚଳାଇଛି ଗୋଟି ଚାଳନା।

High Price Puri Hotel Room For Ratha Jatra and Snanapurnima
ପୁରୀରେ ହାଇ ରେଟ୍ ହୋଟେଲ ରୁମ୍, ୪୫ ହଜାର ଛୁଇଁଲାଣି ପ୍ୟାକେଜ୍...!

ସ୍ନାନ ଓ ରଥଯାତ୍ରା ପାଇଁ ଚଢା ଦର କଷୁଛନ୍ତି ମାଲିକ । ଗତବର୍ଷ ଅପେକ୍ଷା ଏଥର ୪୦% ଅଧିକ । ଅଫଲାଇନ୍ ବୁକିଂକୁ ଟୁର ଅପରେଟରଙ୍କ ନାପସନ୍ଦ ।

Odisha Politics, Mo Ghara Scheme
ଭୋଟ୍ ପୂର୍ବରୁ ଘର ଥୋପ ! କ୍ୟାବିନେଟରେ ପାସ୍ 'ମୋ ଘର' ସ୍କିମ୍, ୩ ଲକ୍ଷ ଯାଏଁ ସବସିଡିରେ ଲୋନ୍

ନିମ୍ନ ମଧ୍ୟବିତ୍ତଙ୍କ ଆଶା ପୂରଣ ନେଇ ଯୋଜନା । ହିତାଧିକାରୀଙ୍କୁ ୩ ଲକ୍ଷ ଯାଏଁ ସବସିଡିରେ ମିଳିବ ଋଣ । ବିରୋଧୀ କହିଲେ ନିର୍ବାଚନୀ ଷ୍ଟଣ୍ଟ ।

Odisha Politics, Naveen Patnaik Government
୫ମ ପାଳିର ୫ମ ବର୍ଷରେ ନବୀନ ସରକାର, ଦଳରେ ବିଦ୍ରୋହ ଓ ବିଜେପିର ଶକ୍ତି ବୃଦ୍ଧି ହେବ ଚ୍ୟାଲେଞ୍ଜ

ମନମୋହନଙ୍କ ମନ୍ତବ୍ୟକୁ ନେଇ ବିଜେଡିରେ ଛନକା । ସବୁ ବିଜେଡି ବିଧାୟକ ବିଜେପି ଲିଙ୍କରେ କହିଲେ ମନମୋହନ ।

Governor Of Odisha
କିଏ ହେବେ ଓଡ଼ିଶାର ନୂଆ ରାଜ୍ୟପାଳ ?

ପ୍ରଫେସର ଗଣେଶୀ ଲାଲ୍‌ଙ୍କ କାର୍ଯ୍ୟକାଳ ସରିଲା । ଏବେ ରାଷ୍ଟ୍ରପତି ଭବନ ଉପରେ ରାଜ୍ୟବାସୀଙ୍କ ନଜର ।

CHSE
ମେ’ ୩୧ ସୁଦ୍ଧା ପ୍ରକାଶ ପାଇବ ଯୁକ୍ତ ଦୁଇ ପରୀକ୍ଷା ଫଳ

ଏନେଇ CHSE ପରୀକ୍ଷା ନିୟନ୍ତ୍ରକଙ୍କ ସୂଚନା ଦେଇଛନ୍ତି। 

  • Monday, 29 May 2023
  • CHSE
New Parliament House
ବଡ଼ ଗୌରବର କଥା ! ନୂଆ ସଂସଦ ଭବନରେ ସ୍ଥାନ ପାଇଛି ଓଡ଼ିଶାର ପଟ୍ଟଚିତ୍ର...

ନୂଆ ସଂସଦ ଭବନର ନିଖୁଣ କାରିଗରି ଓ ସାଜସଜ୍ଜାକୁ ନେଇ ଏକ ଭିଡିଓ ପୋଷ୍ଟ କରିଛନ୍ତି କବିର ବେଦି, ଯାହାକି ଅତି ଆକର୍ଷଣୀୟ ଓ ମନୋରମ ହୋଇଛି । ଏହି ଭିଡିଓକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଧ୍ୟ ରିଟ୍ୱିଟ୍ କରିଛନ୍ତି ।

Tribal museum
ନାଁକୁ ଆଦିବାସୀ ସଂଗ୍ରହାଳୟ, ହେଲେ ନାହିଁ ଆକର୍ଷଣ

ସଂଗ୍ରହାଳୟ ପରିସରରେ ପଡ଼ିଛି ମଦ ବୋତଲ

Car Accident
ତାଳଦଣ୍ଡାକୁ ଖସିଲା କାର; ୨ ଗୁରୁତର

ମାତୃଭବନ-ନୂଆବଜାର ରାସ୍ତାରେ ଯିବା ବେଳେ କାରଟି ଦୁର୍ଘଟଣାର ଶିକାର ହୋଇଛି ।

Social activist
ଜଣେ ଯୁବତୀଙ୍କ ଲାଗି ବଦଳାଇ ଦେଲେ ୪୨ ବର୍ଷର ନିଷ୍ପତ୍ତି

ଦିନେ ଶପଥ ନେଇଥିଲେ କେବେ ବାହା ହେବେନି କି ଜୋତା ପିନ୍ଧିବେନି । ହେଲେ କେବଳ ଜଣେ ଦିବ୍ୟାଙ୍ଗ ଯୁବତୀଙ୍କ ଲାଗି ବଦଳାଇ ଦେଲେ ନିଷ୍ପତ୍ତି... ଜୟନ୍ତୀଙ୍କ ହାତ ଧରିଲେ ଜୟନ୍ତୀ, ୭ ଜନ୍ମର ସାଥୀ ହେବାକୁ ଶପଥ କଲେ।

Bridge construction
ଶିଳାନ୍ୟାସ କରି ଭୁଲିଗଲେ କି ସରକାର? ୫ ବର୍ଷ ହେବ ଉଦଘାଟନ ହୋଇପାରୁନି ସେତୁ !

ଖୋଦ୍‌ ମୁଖ୍ୟମନ୍ତ୍ରୀ ଶିଳାନ୍ୟାସ କରିଥିଲେ, ଗୋଟେ ନିର୍ବାଚନ ସରି ଆଉ ଗୋଟେ ନିର୍ବାଚନ ଆସିଲାଣି । ସେତୁ ସରୁନି କି ଲୋକଙ୍କ ଦୁର୍ଦ୍ଦଶା କମୁନି । ହିନସ୍ତା ହେଉଛନ୍ତି ଲୋକେ..

Migrant labourer, Migrant Death
ଭେଣ୍ଡା ପୁଅ ଯାଇଥିଲା ଦାଦନ ଖଟି...ଚାଲିଗଲା ପ୍ରାଣ : ପାଗେଳି ହେଲାଣି ମାଆ, ଚେତାଶୂନ୍ୟ ସ୍ତ୍ରୀ

ଦୁଃଖ ଏମିତି ବି ଆସେ ! ଦାଦନ ଖଟିବାକୁ ଯାଇଥିଲା ପୁଅ, ଚାଲିଗଲା ଜୀବନ । ମାଆ ପାଖରେ ଖବର ପହଞ୍ଚିବା ପରେ ମୁଣ୍ଡ ବାଡେଇ ବାଡେଇ କାନ୍ଦୁଛି । ଚେତାଶୂନ୍ୟ ସ୍ତ୍ରୀ...

Housing Schemes In Odisha
ରାଜ୍ୟ ସରକାରଙ୍କ ନୂଆ ଯୋଜନା ‘ମୋ ଘର’କୁ କ୍ୟାବିନେଟ ମୋହର

ଏହି ଯୋଜନାରେ ହିତାଧିକାରୀ ୩ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ସର୍ବାଧିକ ବ୍ୟାଙ୍କଋଣ ପାଇପାରିବେ ।

Drying up of Brahmani River
ମେ'ରେ ବ୍ରାହ୍ଣଣୀ ସ୍ଥିତି ସଙ୍ଗୀନ : ଅଣ୍ଟାଏ ବି ପାଣି ନାହିଁ

ଜୁଲାଇ ପର୍ଯ୍ୟନ୍ତ ନଦୀରେ ବେକ ଯାଏଁ ପାଣି ରହିବା କଥା । କିନ୍ତୁ ଏବେ ସଂପୂର୍ଣ୍ଣ ଶୁଖିଲା ପଡିଛି । ମେ' ମାସରୁ ଯଦି ଏପରି ସ୍ଥିତି ଆଗକୁ ନଦୀରେ ପାଣି ରହିବ କି ନାହିଁ ଆଶଙ୍କା ଦେଖାଦେଇଛି । ଆଗରୁ କେବେ ଏପରି ନଦୀରୁ ପାଣି ଶୁଖେନି ବୋଲି କହିଛନ୍ତି ସ୍ଥାନୀୟ ବାସିନ୍ଦା । କେବଳ ନଦୀରେ ନୁହେଁ ବରଂ ଆଖପାଖ ଅଂଚଳରେ ଥିବା ନଳକୂଅର ମଧ୍ୟ ଜଳସ୍ତର କମୁଥିବା ଅଭିଯୋଗ ହୋଇଛି।

Rairakhol Water Problem
ଭୟଙ୍କର ସ୍ଥିତି ! କାମ କରୁନି ପାନୀୟ ଜଳ ପ୍ରକଳ୍ପ, ନାଳ ପାଣି ପିଉଛନ୍ତି ଲୋକେ

ସମ୍ବଲପୁର ନାକଟିଦେଉଳ ବ୍ଲକର ଝାରବେଡା ଗାଁର ବାସିନ୍ଦା ପାଣି ଲାଗି ବଡ଼ ଡହକବିକଳ ହେଉଛନ୍ତି  । କେବଳ ଏବର୍ଷ ନୁହେଁ ବରଂ ପ୍ରତିବର୍ଷ ଖରାଦିନେ ପିଇବା ପାଣି ପାଇଁ ଡହଳବିକଳ ହେଉଛନ୍ତି ଗ୍ରାମବାସୀ । ଗାଁରେ ପାଣି ଟୋପାଏ ମିଳୁନଥିବାରୁ ପାଖ ଝରଣା ପାଲଟିଛି ସାହାଭରସା । କାଳେ ପାଣି ସରିଯିବ ସେଥିପାଇଁ ସାନ ପିଲା ବି ବୋତଲରେ ପାଣି ଭରିନେଉଛନ୍ତି।

murder
ଦିନ ଦ୍ୱିପ୍ରହରରେ ବିଚ୍ ରାସ୍ତାରେ ହଣାକଟା : ସାନ ଭାଇ ମୃତ, ବଡ଼ ଭାଇ ଗୁରୁତର

ଦୁଇ ଭାଇଙ୍କୁ ଗୋଡ଼ାଇ ଗୋଡ଼ାଇ ହାଣିଲେ ଦୁର୍ବୃତ୍ତ । ଖୋର୍ଦ୍ଧା ଜିଲ୍ଲା ବୋଲଗଡ଼ ଥାନା ସାନକୁମାରୀ ଗାଁରେ ହତ୍ୟାକାଣ୍ଡ ।

murder
ପାରିବାରିକ କଳହରୁ ବୀଭତ୍ସ ହତ୍ୟା: ସ୍ତ୍ରୀକୁ ହାଣିଦେଲା ସଇତାନ ସ୍ୱାମୀ

ଯୁକ୍ତିତର୍କ ପରେ ଝଗଡା... ଆଉ ତା’ପରେ ହତ୍ୟା । ସ୍ତ୍ରୀର ଜୀବନ ନେଇଗଲା ସ୍ୱାମୀ ।

Elderly man seeks financial assistance
କଲେକ୍ଟର ବାବୁ ମତେ ସାହାଯ୍ୟ କର, ମୋ ୨ ନାତୁଣୀଙ୍କୁ ମଣିଷ କର

ଦୁଃଖ ଶୁଣ କଲେକ୍ଟର ବାବୁ... ମୁଁ କେତେ ନେହୁରା ହେଲିଣି, ଦୌଡି ଦୌଡି ହତାଶ ହେଲିଣି । ପୁଅ-ବୋହୂ ଯିବା ପରେ ୨ ନାତୁଣୀଙ୍କୁ ମଣିଷ କରିବା ଲାଗି କିଛି ଏମିତି ଢଙ୍ଗରେ ସହାୟତା ମାଗୁଛନ୍ତି ଜଣେ ବୃଦ୍ଧ

  • Monday, 29 May 2023
Vigilance Raid
କରଞ୍ଜିଆ ତହସିଲଦାରଙ୍କ ଘରେ ଭିଜିଲାନ୍ସ ରେଡ୍

ମୟୂରଭଞ୍ଜ ଜିଲ୍ଲା କରଞ୍ଜିଆ ତହସିଲଦାର ଚାର୍ଲସ ନାୟକଙ୍କ ଘରେ ହୋଇଛି ଭିଜିଲାନ୍ସ ଚଢ଼ାଉ।

Ganja Seized
ଟ୍ରକ ଡ୍ରାଇଭର କେବିନ୍‌ରେ ସିକ୍ରେଟ ଚାମ୍ବର; ୨୭୩ କେଜି ଗଞ୍ଜେଇ ଜବତ

ଦୁଇ ଗଞ୍ଜେଇ ମାଫିଆ ଝାଡ଼ଖଣ୍ଡ ଧାନବାଦରୁ ଏକ ଟ୍ରକ୍ ରେ ଗଞ୍ଜେଇ ଧରି ଆସୁଥିବା ବେଳେ NCB ର ଭୁବନେଶ୍ୱର ଜୋନାଲ୍ ୟୁନିଟ୍ ସେମାନଙ୍କୁ ଗିରଫ କରିବାରେ ସଫଳ ହୋଇଛି ।

Plus 2 Admission
ଆଜିଠୁ ଯୁକ୍ତ ଦୁଇ ନାମଲେଖା ପାଇଁ ଆବେଦନ ଆରମ୍ଭ

ଯୁକ୍ତ ଦୁଇ ନାମଲେଖା ପାଇଁ ଆବେଦନ ଆଜିଠୁ ଆବେଦନ ଆରମ୍ଭ ହେବ । ଛାତ୍ରଛାତ୍ରୀମାନେ ଆସନ୍ତା ଜୁନ ୨୦ ଯାଏ ଆବେଦନ କରିପାରିବେ । ୨୮ ଜୁନରେ ପ୍ରଥମ ମେଧା ତାଲିକା ପ୍ରକାଶ ପାଇବ । 

PDS rice
ଆଶ୍ଚର୍ଯ୍ୟ ! କଣ୍ଟ୍ରୋଲରୁ ଭୂତ ନେଇଗଲେ ଚାଉଳ !

ଆଶ୍ଚର୍ଯ୍ୟ ! କିଏ ୫ ବର୍ଷ ହେଲାଣି ତ ଆଉ କିଏ ମରି ୬ ମାସ ହେଲାଣି । କିନ୍ତୁ ସେମାନଙ୍କ ନାଁରେ ଚାଉଳ ଦେଉଛନ୍ତି ସରକାର । ହେଲେ ପାଉନାହାନ୍ତି ପରିବାର । ତେବେ ସେହି ଚାଉଳ ନେଉଛି କିଏ ?

breaking news
ସଂକ୍ଷେପରେ ଆଜିର ତାଜା ଖବର - Monday, 29 May 2023

ଓଡ଼ିଶାର କୋଣ ଅନୁକୋଣରୁ ଟିକିନିଖି ଖବର ଏବେ ଆପଣଙ୍କ ଟିପ ଆଗରେ ।

  • Monday, 29 May 2023
Odisha prisoners express happiness after being released
ଛୋଟ ଭୁଲ ଓ କ୍ଷଣିକ ରାଗ ପାଇଁ ବଡ଼ ଅପରାଧ, ଆଜୀବନ ସଜ୍ଜା ପରେ ଦେଖିଲେ ବାହାର ଦୁନିଆ

ଏତେ ଦିନ ପରେ ପିଲା. ଛୁଆ, ନାତି ନାତୁଣୀଙ୍କୁ ପାଖରେ ପାଇ ଭୁଲି ଯାଇଛନ୍ତି ତାଙ୍କ ଅତୀତର କାହାଣୀ।