ଓଡ଼ିଶାର କୋଣ ଅନୁକୋଣରୁ ଟିକିନିଖି ଖବର ଏବେ ଆପଣଙ୍କ ଟିପ ଆଗରେ ।
ଏତେ ଦିନ ପରେ ପିଲା. ଛୁଆ, ନାତି ନାତୁଣୀଙ୍କୁ ପାଖରେ ପାଇ ଭୁଲି ଯାଇଛନ୍ତି ତାଙ୍କ ଅତୀତର କାହାଣୀ।
ମନର ମାନସୀଙ୍କୁ ଜୀବନସାଥୀ କଲେ ବିଜୟ, ଦୁଇ ଦିବ୍ୟାଙ୍ଗ ବିଜୟ ଓ ସଲାମୀଙ୍କ ପ୍ରେମ କାହାଣୀ
ଦଳ ବିରୋଧୀ ମନ୍ତବ୍ୟ ପାଇଁ ଚିରଞ୍ଜୀବ ଓ ମୋକିମଙ୍କୁ ଏଆଇସିସି ସୋ କଜ୍ ନୋଟିସ୍ ଜାରି କରିଛି।
କ୍ରାଇମବ୍ରାଞ୍ଚର ଚାର୍ଜସିଟକୁ ନେଇ ବଢ଼ୁଛି ବିବାଦ । ଷଡ଼ଯନ୍ତ୍ର କଥା ନଥିବାରୁ ଗନ୍ଧ ବାରିଲେ ବିରୋଧୀ । ନବୀନଙ୍କୁ ମନମୋହନ ସାମଲଙ୍କ ସିଧା ନିଶାନା ।
ଗତ ଫେବୃଆରୀ ୨୮ ତାରିଖରେ ବେଶ୍ ଧୁମଧାମରେ ବାହାଘର ହୋଇଥିଲା।
ରାତିରେ ଚେକିଂ ବେଳେ ପୋଲିସ୍ ମାଡ଼ରେ ଜଣେ ବାଇକ୍ ଆରୋହୀ ଗୁରୁତର ଆହତ ହୋଇଛନ୍ତି। ଚଳନ୍ତା ବାଇକ୍ରେ ବସିଥିବା ଜଣେ ବ୍ୟକ୍ତିଙ୍କୁ ପୋଲିସ୍ ଏକ ପ୍ଲାଷ୍ଟିକ୍ ପାଇପ୍ରେ ପିଟି ଦେବାରୁ ବାଇକ ଆରୋହୀଙ୍କ ଆଖିରେ ଶକ୍ତ ଆଘାତ ଲାଗିଥିବା ଅଭିଯୋଗ ହୋଇଛି।
ବରିଷ୍ଠ କଂଗ୍ରେସ ନେତା ଚିରଞ୍ଜୀବ ବିଶ୍ୱାଳ ଓ କଂଗ୍ରେସ କଟକ-ବାରବାଟୀ ବିଧାୟକ ମହମ୍ମଦ ମୋକିମ୍ଙ୍କୁ କାରଣ ଦର୍ଶାଅ ନୋଟିସ୍ ଜାରି କରାଯାଇଛି।
ଲାଉଡ୍ ମ୍ୟୁଜିକ୍ ସହ ନିଶାସକ୍ତ ଯୁବପିଢ଼ି ନାଚଗୀତରେ ମସ୍ଗୁଲ୍ ଥିବାବେଳେ ଅଚାନକ ଚଢ଼ାଉ କରିଥିଲା ପୋଲିସ୍। ରାଜଧାନୀ ଭୁବନେଶ୍ୱରରେ ନାଇଟ୍ କ୍ଲବ୍ ଓ ବାର୍ ଉପରେ କମିଶନରେଟ ପୋଲିସ ବିଳମ୍ବିତ ରାତିରେ ଚଢ଼ାଉ କରିଛି।
ଓଡ଼ିଶାର କୋଣ ଅନୁକୋଣରୁ ଟିକିନିଖି ଖବର ଏବେ ଆପଣଙ୍କ ଟିପ ଆଗରେ ।
ମନ୍ତ୍ରୀ ନବ ଦାସ ହତ୍ୟା ମାମଲାରେ ଚାର୍ଜସିଟକୁ ନେଇ ଘନଉଛି ବିବାଦ। ଭିନ୍ନଭିନ୍ନ ତଥ୍ୟ ଦେଇ ଗୋଲଗୋଲ ବୁଲାଉଛି କି କ୍ରାଇମବ୍ରାଂଚ? ଭିତରି କଥା ଲୁଚାଇବାକୁ ଉଦ୍ୟମ ହେଉନାହିଁ ତ?
ବିଶ୍ୱାସ ବଳରେ ବାରିହୁଏ ପାଣିପାଗର ସ୍ଥିତି । ଚାଷ ଅନୁକୂଳ ପାଇଁ ଧାର୍ଯ୍ୟ ହେଉଛି ସମୟ ।
ସରକାରୀ ବିଭାଗ ଓ ସରକାରୀ ସଂସ୍ଥାଙ୍କ ସତେ ଯେମିତି ଏବେ ପ୍ରଥମ ପସନ୍ଦ ଅବସରପ୍ରାପ୍ତ ଚାକିରିଆ । ଖାସ୍ ସେଇଥିଲାଗି ଆଜି ଅବସରପ୍ରାପ୍ତଙ୍କୁ ନିଯୁକ୍ତି ପାଇଁ ଖବରକାଗଜରେ ବାହାରିଛି ପୁଳାପୁଳା ବିଜ୍ଞାପନ । ସରକାରଙ୍କ ଏଭଳି ନିଷ୍ପତ୍ତିକୁ ଯୁବଗୋଷ୍ଠୀନାପସନ୍ଦ କରିଥିବା ବେଳେ ଏହାର ପୁନର୍ବିଚାର କରିବାକୁ ଦାବି କରିଛି ଚୁକ୍ତିଭିତ୍ତିକ ସରକାରୀ କର୍ମଚାରୀ ମହାସଂଘ । ଏପଟେ ଦକ୍ଷତା ବିକାଶ ମନ୍ତ୍ରୀଙ୍କ ଉତ୍ତର, କାହିଁକି ଏଭଳି ପଦକ୍ଷେପ ନିଆଯାଇଛି, ତାହାର ଅନୁଧ୍ୟାନ କରୁଛୁ ।…
ବୈଠକରେ ଯୋଗଦେଇନଥିବା ୧୧ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ତାଲିକାରେ ନବୀନ ପଟ୍ଟନାୟକ ନାଁ ଯୋଡ଼ି ହେବା ପରେ ତାକୁ ନେଇ ବଢ଼ିଛି ଚର୍ଚ୍ଚା।
୨୪ ଘଣ୍ଟିଆ ସଶସ୍ତ୍ର ପୋଲିସ ପହରା ଓ ସିସିଟିଭି ନିରୀକ୍ଷଣରେ ହେବ ରୁପା ଛାଉଣି।
ସେମିଳିଗୁଡ଼ାରେ ନିର୍ମାଣ ସତ୍ତ୍ୱେ ଭାରତମାଳା ସଡ଼କ ପାଇଁ ହେଲାନି କାର୍ଯ୍ୟକ୍ଷମ । ନୂଆ କୋଠା ପାଇଁ ନୂଆ ସ୍ଥାନ ଚିହ୍ନଟରେ ବିଳମ୍ବକୁ ନେଇ ତେଜୁଛି ଅସନ୍ତୋଷ ।
RTI ଆବେଦନ ଆଧାରରେ ଗୃହ ମନ୍ତ୍ରାଳୟ ଚିଠି ପାଇନଥିବା ଜଣାଇଥିଲା।
ନୂଆ ସଂସଦ ଭବନ ଉଦଘାଟନୀ ପ୍ରସଙ୍ଗରେ ମନ୍ତବ୍ୟ ଦେଇଥିଲେ।
ସରକାର ଦେଉନାହାନ୍ତି ଭରତ ଦେଉଛନ୍ତି । ନିଜସ୍ୱ ଉଦ୍ୟମରେ ଗରିବ ହିତାଧିକାରୀଙ୍କୁ ଘର ବାଣ୍ଟୁଛନ୍ତି ଭରତ । ଯେଉଁଠି ପ୍ରଶାସନ ଶୁଣୁନି, ସେଇଠି ଭରତ ଶୁଣୁଛନ୍ତି । ଏମିତି ସାହାଯ୍ୟକୁ ସଲାମ୍ କରୁଛନ୍ତି ଗାଁ ଲୋକେ।
ମରାମତି ହେବ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ରତ୍ନ ପଲଙ୍କ। ଗୁରୁତ୍ୱପୂର୍ଣ୍ଣ ମିଟିଂ ପରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଏହି ସୂଚନା ଦେଇଛନ୍ତି।
ସବସିଡି ଆଶାରେ ଚାଷୀଉପକରଣ ନେଇଥିବା ଚାଷୀ ଏବେ ସବସିଡି ପାଇବା ପାଇଁ ବ୍ୟାଙ୍କ ଓ କୃଷି ବିଭାଗର ଦ୍ୱାରସ୍ଥ ହୋଇ ନୟାନ୍ତ ହେଲେଣି । ହେଲେ ଏଯାଏଁ କିଛି ବି ସୁଫଳ ମିଳିପାରିନି।
ଓଡ଼ିଶା ବ୍ୟତୀତ ଏହି ବୈଠକରେ ପଶ୍ଚିମବଂଗ, ବିହାର, ରାଜସ୍ଥାନ, ଦିଲ୍ଲୀ, କେରଳ, ତେଲେଙ୍ଗାନା ଓ ପଂଜାବର ମୁଖ୍ୟମନ୍ତ୍ରୀମାନେ ମଧ୍ୟ ଯୋଗଦେଇ ନାହାନ୍ତି ।
ଗର୍ଭଗୃହରେ ବଢୁଛି ମୂଷା ଓ ଅସରପାଙ୍କ ଉତ୍ପାତ । ଶ୍ରୀଅଙ୍ଗକୁ ସୁରକ୍ଷା ଦେବା ପାଇଁ ସ୍ୱତନ୍ତ୍ର ବ୍ୟବସ୍ଥା କରୁଛି ପ୍ରଶାସନ । ସେପଟେ ସ୍ନାନପୂର୍ଣ୍ଣିମା ପାଇଁ କରାଗଲା ସ୍ୱତନ୍ତ୍ର ବ୍ୟବସ୍ଥା।
ପାରାଦୀପରେ ନାହିଁ ଟ୍ରକ୍ ଟର୍ମିନାଲ୍ । ମନଇଚ୍ଛା ରାସ୍ତାରେ ଗାଡି ପାର୍କିଂ କରି ପଳାଉଛନ୍ତି ଡ୍ରାଇଭର । ଦୁର୍ଘଟଣାରେ ଅକାରଣେ ଯାଉଛି ବାଇକ୍ ଆରୋହୀଙ୍କ ଜୀବନ।
ଦୁର୍ଘଟଣା ପରେ ବିଛଣାରେ ସ୍ୱାମୀ । ମାଆ, ସ୍ତ୍ରୀ, ପିଲାଙ୍କୁ ଯିଏ ଦିନେ ସାହାରା ଦେଉଥିଲେ ଆଜି ସିଏ ଅନ୍ୟର ସାହାରାରେ ବଞ୍ଚୁଛନ୍ତି । ହାତଯୋଡ଼ି ସମସ୍ତଙ୍କୁ ସାହାଯ୍ୟ ମାଗୁଛନ୍ତି, ସ୍ୱାମୀଙ୍କୁ ବଞ୍ଚାଇବା ଲାଗି ଗୁହାରି କରୁଛନ୍ତି।