Advertisment

ଓଡ଼ିଶାରେ ୧,୩୮୪ ନୂଆ କରୋନା ପଜିଟିଭ୍‌‌ ଚିହ୍ନଟ, କେବଳ ଗଞ୍ଜାମରୁ ୩୩୧

ଭୁବନେଶ୍ୱର: ଓଡ଼ିଶାରେ ଦିନକରେ ୧,୩୮୪ ନୂଆ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି। ଏ ନେଇରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗର ସୂଚନା ଦିଆଯାଇଛି। ଚିହ୍ନଟ ନୂଆ ୧,୩୮୪ ଆକ୍ରାନ୍ତଙ୍କ ମଧ୍ୟରୁ ୮୭୩ ଜଣ କ୍ୱାରେଣ୍ଟିନ୍‌ରେ ରହିଥିଲେ। ସେହିପରି ଲୋକାଲ୍ କଣ୍ଟାକ୍ଟସ୍‌ ୫୧୧ ରହିଛି। ଗଞ୍ଜାମରୁ ସର୍ବାଧିକ ୩୩୧ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୨୬ଟି ଜିଲ୍ଲାରୁ ଏହି ଆକ୍ରାନ୍ତମାନେ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୩୬,୨୯୭ରେ ପହଞ୍ଚିଛି।

author-image
Rajalaxmi Sahoo
ଅଦ୍ୟତନ ହୋଇଛି
ଓଡ଼ିଶାରେ ୧,୩୮୪ ନୂଆ କରୋନା ପଜିଟିଭ୍‌‌ ଚିହ୍ନଟ, କେବଳ ଗଞ୍ଜାମରୁ ୩୩୧

coronavirus 55

ଭୁବନେଶ୍ୱର: ଓଡ଼ିଶାରେ ଦିନକରେ ୧,୩୮୪ ନୂଆ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି। ଏ ନେଇରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗର ସୂଚନା ଦିଆଯାଇଛି।

Advertisment

ଚିହ୍ନଟ ନୂଆ ୧,୩୮୪ ଆକ୍ରାନ୍ତଙ୍କ ମଧ୍ୟରୁ ୮୭୩ ଜଣ କ୍ୱାରେଣ୍ଟିନ୍‌ରେ ରହିଥିଲେ। ସେହିପରି ଲୋକାଲ୍ କଣ୍ଟାକ୍ଟସ୍‌ ୫୧୧ ରହିଛି।

ଗଞ୍ଜାମରୁ ସର୍ବାଧିକ ୩୩୧ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୨୬ଟି ଜିଲ୍ଲାରୁ ଏହି ଆକ୍ରାନ୍ତମାନେ ଚିହ୍ନଟ ହୋଇଛନ୍ତି।

Advertisment

publive-image

publive-image

publive-image

ଚିହ୍ନଟ ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୩୬,୨୯୭ରେ ପହଞ୍ଚିଛି।

Corona Cases In Odisha Today Corona Updates In Odisha Odisha Corona Updates Today
Advertisment
Advertisment