Advertisment

୨୪ ଘଣ୍ଟାରେ ଓଡ଼ିଶାରେ ୧,୩୮୯ କରୋନା ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର: ଗତ ୨୪ ଘଣ୍ଟାରେ ଓଡ଼ିଶା ରେ ୧,୩୮୯  ନୂଆ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଥିବା ବେଳେ ୯ କରୋନା ରୋଗୀଙ୍କ ମୃତ୍ୟୁ ହୋଇଛି । ଆଜି ଖୋର୍ଦ୍ଧାରୁ ସର୍ବାଧିକ ୧୪୨  ପଜିଟିଭ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ନୂଆ ୧,୩୮୯  ଆକ୍ରାନ୍ତଙ୍କ ମଧ୍ୟରୁ ୭୯୮  ଜଣ କ୍ୱାରେଣ୍ଟିନ୍‌ରେ ରହିଥିଲେ। ସେହିପରି ଲୋକାଲ୍ କଣ୍ଟାକ୍ଟସ୍‌ ୫୯୧ ରହିଛି। ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। Covid-19 Report For 1st November New […]

author-image
Rajalaxmi Sahoo
ଅଦ୍ୟତନ ହୋଇଛି
୨୪ ଘଣ୍ଟାରେ ଓଡ଼ିଶାରେ ୧,୩୮୯ କରୋନା ପଜିଟିଭ୍‌ ଚିହ୍ନଟ

crona test

ଭୁବନେଶ୍ୱର: ଗତ ୨୪ ଘଣ୍ଟାରେ ଓଡ଼ିଶା ରେ ୧,୩୮୯  ନୂଆ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଥିବା ବେଳେ ୯ କରୋନା ରୋଗୀଙ୍କ ମୃତ୍ୟୁ ହୋଇଛି । ଆଜି ଖୋର୍ଦ୍ଧାରୁ ସର୍ବାଧିକ ୧୪୨  ପଜିଟିଭ ଚିହ୍ନଟ ହୋଇଛନ୍ତି।

Advertisment

ଚିହ୍ନଟ ନୂଆ ୧,୩୮୯  ଆକ୍ରାନ୍ତଙ୍କ ମଧ୍ୟରୁ ୭୯୮  ଜଣ କ୍ୱାରେଣ୍ଟିନ୍‌ରେ ରହିଥିଲେ। ସେହିପରି ଲୋକାଲ୍ କଣ୍ଟାକ୍ଟସ୍‌ ୫୯୧ ରହିଛି। ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।

Advertisment

ବଡ ଖବର:ରାଜ୍ୟପାଳ ଓ ତାଙ୍କ ପତ୍ନୀ କରୋନାରେ ଆକ୍ରାନ୍ତ

ଚିହ୍ନଟ ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୨,୯୩,୨୧୪ରେ ପହଞ୍ଚିଛି।

Corona Updates In Odisha
Advertisment
Advertisment