ଅଦ୍ୟତନ ହୋଇଛି
crona test
Advertisment
ଭୁବନେଶ୍ୱର: ଗତ ୨୪ ଘଣ୍ଟାରେ ଓଡ଼ିଶା ରେ ୧,୩୮୯ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୯ କରୋନା ରୋଗୀଙ୍କ ମୃତ୍ୟୁ ହୋଇଛି । ଆଜି ଖୋର୍ଦ୍ଧାରୁ ସର୍ବାଧିକ ୧୪୨ ପଜିଟିଭ ଚିହ୍ନଟ ହୋଇଛନ୍ତି।
Advertisment
ଚିହ୍ନଟ ନୂଆ ୧,୩୮୯ ଆକ୍ରାନ୍ତଙ୍କ ମଧ୍ୟରୁ ୭୯୮ ଜଣ କ୍ୱାରେଣ୍ଟିନ୍ରେ ରହିଥିଲେ। ସେହିପରି ଲୋକାଲ୍ କଣ୍ଟାକ୍ଟସ୍ ୫୯୧ ରହିଛି। ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।
Advertisment
ବଡ ଖବର:ରାଜ୍ୟପାଳ ଓ ତାଙ୍କ ପତ୍ନୀ କରୋନାରେ ଆକ୍ରାନ୍ତ
Advertisment
ଚିହ୍ନଟ ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୨,୯୩,୨୧୪ରେ ପହଞ୍ଚିଛି।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us/odishatv-khabar/media/post_attachments/uploadimage/library/16_9/16_9_0/crona-test_1625160452.jpg)