/odishatv-khabar/media/post_attachments/uploadimage/library/16_9/16_9_0/corona-11-3_1625382467.jpg)
corona 11
ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଆଉ ୧୪ କରୋନା ରୋଗୀଙ୍କ ମୃତ୍ୟୁ ଘଟିଛି। ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
Advertisment
ବାଲେଶ୍ୱର, ଭୁବନେଶ୍ୱର,କଟକ, ଜଗତସିଂହପୁର ଓ ମାଲକାନଗିରିରୁ ୨ଜଣ ଲେଖାଏ, ବରଗଡ଼, ଯାଜପୁର,ପୁରୀ ଓ ସୁନ୍ଦରଗଡ଼ରୁ ଜଣେ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।
ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୪୭୦ ଛୁଇଁଛି।
Regret to inform the demise of fourteen #COVID19 positive patients while under treatment in hospitals.
1.A 50-year old male of Balasore district who was also suffering from Diabetes.
2. A 48-year old female of Balasore district who was also suffering from Asthma.
— H & FW Dept Odisha (@HFWOdisha) August 29, 2020
Advertisment
/odishatv-khabar/media/post_attachments/wp-content/uploads/2020/08/Capture-44-2.jpg)
ଅନ୍ୟପକ୍ଷରେ, ରାଜ୍ୟରେ ୨୪ ଘଣ୍ଟାରେ ୩୦ ଜିଲ୍ଲାରୁ ୩,୨୫୨ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)