ପାଣିପାଗ ବିଭାଗର ପୂର୍ବାନୁମାନ କହୁଛି, ଏଇ ୮ ସହରରେ କାଲି ୪୫ ଡିଗ୍ରୀ ଛୁଇଁପାରେ ଦିନର ସର୍ବୋଚ୍ଚ ତାପମାତ୍ରା।
ନ୍ୟୁକ୍ଲିୟର ଫ୍ୟାମିଲି ଯୁଗରେ ବି ବଞ୍ଚିଛି ଯୌଥ ପରିବାର ବ୍ୟବସ୍ଥା ।
ବହୁ ଖୋଜାଖୋଜି ପରେ ଅଳଙ୍କାର ନମିଳିବାରୁ ଧଉଳି ଥାନାରେ ଏତଲା ଦେଇଥିଲେ ମନ୍ଦିର ପୂଜକ। ହେଲେ କିଛି ଲାଭ ହେଲାନି। କିନ୍ତୁ ୯ବର୍ଷ ପରେ...
ବିଶେଷକରି ବୋନ୍ ଟ୍ୟୁମରରେ ଆକ୍ରାନ୍ତ ରୋଗୀଙ୍କ ଅପରେସନ କ୍ଷେତ୍ରରେ ଏହା ଅତି ଦରକାରୀ ସାବ୍ୟସ୍ତ ହେବ। ବିଶେଷକରି ୧୮ରୁ ୪୫ ବର୍ଷର ଲୋକଙ୍କ ହାଡ଼, ବୋନ୍ ବ୍ୟାଙ୍କ ପାଇଁ ବେଶୀ ଉପାଦେୟ।
ପ୍ରଶ୍ନ ଉଠୁଛି, ଓଡ଼ିଶା ଦିବସ ଯଦି ଏକ ସରକାରୀ କାର୍ଯ୍ୟକ୍ରମ, ତାହେଲେ ରାଜ୍ୟ ସରକାର ସବୁ ଦଳର ବିଧାୟକଙ୍କୁ ନିମନ୍ତ୍ରଣ କରି ନାହାନ୍ତି କାହିଁକ? ଉତ୍ସବକୁ କେବଳ ସରକାରୀ ଦଳର ହାତ ଗଣତି ନେତା ଓ ଅଫିସର ତା ପୁଣି ପରିବାର ସହିତ ଯିବାକୁ ଏ ସୁଯୋଗ କାହିଁକି?
ବନ୍ଧୁକ ମୂନରେ ଡରାଇ ଗହଣା ଲୁଟି ଚମ୍ପଟ ମାରିଛନ୍ତି ୭ଜଣ ଡକାୟତ ।
ଝାରସୁଗୁଡ଼ା ଉପନିର୍ବାଚନରେ ବିଜୟ ପରେ ଶପଥ ନେଇଛନ୍ତି ଦୀପାଳି ।
ବାୟା କଲା ନାଲିପାଣି । ନିଜ ଘରେ ଆଉ କେହି ନୁହେଁ ବରଂ ନିଜେ ନିଆଁ ଲଗାଇଦେଲା ମଦ୍ୟପ ଯୁବକ ।
ଆଜେକ୍ସଙ୍କ ମୋବାଇଲରୁ ଅନେକ ଫଟୋ, ଭିଡିଓ ଚାର୍ଟ ଡିଲିଟ ହୋଇଥିବା ଅଭିଯୋଗ କରିଛନ୍ତି ଆଜେକ୍ସଙ୍କ ବାପା ଓ ମାଆ ।
ପ୍ରେମରେ ସତରେ ସବୁ କିଛି ସମ୍ଭବ । ଆଜିକାଲି ଲୋକ ପ୍ରେମ ବିବାହ କରିବା ପରେ ମଧ୍ୟ ମାରଧର ହୋଇ ଅଲଗା ହୋଇଯାଉଛନ୍ତି । ହେଲେ ବଲାଙ୍ଗୀରରୁ ଏପରି ଏକ କାହାଣୀ ଆସିଛି ଯାହା ସମସ୍ତଙ୍କ ଆଖି ଓଦା କରିଦେବ ।
ବରଗଡ଼ କଟାପାଲି ଗାଁର ତ୍ରିଲୋଚନ ସାହୁଙ୍କ ଘର,ପିଢ଼ିପିଢ଼ି ଧରି ଏକାଠି ରହି ଆସୁଛନ୍ତି ସମସ୍ତେ।
ତୃତୀୟ ସାମୁଖ୍ୟର ରାଜନୈତିକ ତୀର୍ଥରେ ଥିବା ନୀତୀଶଙ୍କୁ ସାକ୍ଷାତର ୪୮ଘଣ୍ଟା ପରେ ନବୀନ-ମୋଦୀ ଭେଟ କଂଗ୍ରେସ ପାଇଁ ସୁଯୋଗ ସୃଷ୍ଟି କରିଥିଲେ ମଧ୍ୟ ଦଳ ଏହାର ଫାଏଦା ନେବା ସ୍ଥିତିରେ ନଥିବା ଜଣାଯାଏ।
ଅଭିଯୁକ୍ତ ସ୍ୱାମୀ ନିରଞ୍ଜନ ଦାସକୁ ପୋଲିସ ଅଚକ ରଖିଛି । ଗତକାଲି ଘରେ କେହି ନଥିବା ବେଳେ ନିରଞ୍ଜନ ପ୍ରଥମେ ରଙ୍ଗବତୀକୁ ମାଡ଼ ମାରିଥିଲେ । ପରେ ତାଙ୍କ ଦେହରେ କିରାସିନି ଢାଳି ଝିଅନ୍ତା ଜାଳି ଦେଇଥିବା କଙ୍କଡାହାଡ଼ ଥାନାରେ ଅଭିଯୋଗ ହୋଇଛି ।
୧୬ ତାରିଖରେ ସୁନ୍ଦରଗଡ, ସମ୍ବଲପୁର, ଝାରସୁଗୁଡା, ସୋନପୁର, ଅନୁଗୁଳ, ଦେବଗଡ, ବୌଦ୍ଧ, ବଲାଙ୍ଗିରକୁ ହିଟ୍ ୱେଭ୍ ୱାର୍ଣ୍ଣିଂ ଜାରି ହୋଇଛି ।
ଇଣ୍ଡିଗୋ ବିମାନ ସେବା କମ୍ପାନୀ ପକ୍ଷରୁ ଉଡ଼ିବ ପ୍ରଥମ ବିମାନ . . . ଯିବା ଆସିବା ପାଇଁ ୨୦ ହଜାର ଟିକେଟ ମୂଲ୍ୟ
ଓଡ଼ିଶାର କୋଣ ଅନୁକୋଣରୁ ଟିକିନିଖି ଖବର ଏବେ ଆପଣଙ୍କ ଟିପ ଆଗରେ ।
ସମୟର ଚକ୍ର ଏମିତି ବୁଲିଗଲା ଯେ, ଆଜି ମା’ର ଜୀବନ ଗଲା ଗଲା, ଏହି ଦୁଇ ପିଲା ବି ଚାଲିଗଲେ ଆରପାରିକୁ। ବୁକୁ ଫଟାଇ ଆଈ କାନ୍ଦୁଛନ୍ତି।
ଜାଣନ୍ତୁ ଯିବା ଆସିବା ଉଭୟ ପାଇଁ ଟିକେଟର ମୂଲ୍ୟ କେତେ ରଖାଯାଇଛି।
ଝାରସୁଗୁଡ଼ା ଉପନିର୍ବାଚନରେ ବିଜେପି ପ୍ରାର୍ଥୀ ଟଙ୍କଧର ତ୍ରିପାଠୀଙ୍କୁ ୪୮ ହଜାର ୭୨୧ ଭୋଟରେ ପରାସ୍ତ କରି ବିଜୟ ହାସଲ କରିଛନ୍ତି ବିଜେଡି ପ୍ରାର୍ଥୀ ଦୀପାଳି ଦାସ ।
OPSC ଖାତା ମୂଲ୍ୟାୟନ ପାଇଁ ପ୍ରାଧ୍ୟାପକ ମରୁଡି । ବାରମ୍ବାର ନିବେଦନ ପରେ ବି ବିଶ୍ୱବିଦ୍ୟାଳୟରୁ ରିଲିଭ ହେଉ ନାହାନ୍ତି ପ୍ରାଧ୍ୟାପକ । ବିଳମ୍ବ ହେବ କି oas main ପରୀକ୍ଷା ଫଳ ପ୍ରକାଶନ ?
ଭାଙ୍ଗିଯାଉଛି ଧୈର୍ଯ୍ୟର ବନ୍ଧ । ମନ ଭିତରର ଯନ୍ତ୍ରଣା ଆଉ କୋହ ସବୁ, ଲୁହ ହୋଇ ଝରିଆସୁଛି ଆଖିବାଡ଼ ଡେଇଁ । ପ୍ରତ୍ୟେକ କଷ୍ଟ ଆଉ ୩ ପିଲାଙ୍କ ଦାୟିତ୍ୱକୁ ବୋଝେଇ ନିଜ ଅଧୁରା ସଂସାରର ଜଞ୍ଜାଳକୁ ସମ୍ଭାଳି ନେଉଥିବା ୟେ ବି ଜଣେ ମା’।
ଅଭିଯୁକ୍ତଙ୍କ ମଧ୍ୟରେ ଜଣେ ITI ଶିକ୍ଷକ ଥିବା ଜଣା ପଡ଼ିଛି । STFର ସୂଚନା ଅନୁସାରେ ଏମାନେ ଅନ୍ୟମାନଙ୍କ ନାଁରେ ବିପୁଳ ପରିମାଣରେ ପ୍ରିଆକ୍ଟିଭ୍ ସିମ୍ କିଣୁଥିଲେ । ସେଥିରୁ OTP ଜେନେରେଟ୍ କରି ଭାରତରେ ଥିବା ପାକିସ୍ତାନୀ ଏଜେଣ୍ଟଙ୍କୁ ବିକ୍ରି କରୁଥିଲେ ।
ଆଦିବାସୀଙ୍କ ନିଜସ୍ୱ ପରିଚୟ ଓ ସଂସ୍କୃତିକୁ ବଜାୟ ରଖିବାକୁ ୨୦୧୮ରେ ୯ଟି ଜିଲ୍ଲାରେ ଶୁଭାରମ୍ଭ ହୋଇଥିଲା ସ୍ୱତନ୍ତ୍ର ଉନ୍ନୟନ ପରିଷଦ । ହେଲେ ୨୦୧୯ ନିର୍ବାଚନ ପରେ ଆଦିବାସୀଙ୍କ ବିକାଶ କଥା ଭୁଲିଗଲେ ସରକାର ।
ବିଜେଡି ସରକାର ମହିଳା ବିରୋଧୀ ଓ ରାଜ୍ୟରେ ନାରୀ ନିର୍ଯାତନା ବୃଦ୍ଧି ପ୍ରସଙ୍ଗକୁ ନେଇ ବିଜେପି ଯେଉଁଭଳି ଢଙ୍ଗରେ ବିଜେଡି ସରକାରକୁ ଘନଘନ ନିଶାନା କରୁଛି, ତାର କାଉଣ୍ଟର ଲାଗି ମୁଖ୍ୟମନ୍ତ୍ରୀ ଏଭଳି ଆଭିମୁଖ୍ୟ ଆପଣାଇଥିବା ଚର୍ଚ୍ଚା ହେଉଛି।
୨୦୧୯ ତୁଳନାରେ ବିଜେଡି ପାଖାପାଖି ୫ ପ୍ରତିଶତ, ବିଜେପି ପ୍ରାୟ ୩ ପ୍ରତିଶତ ଭୋଟ୍ ଅଧିକ ପାଇଛି। ଆଉ କଂଗ୍ରେସ୍ ହରାଇଛି ପ୍ରାୟ ୮ ପ୍ରତିଶତ ଭୋଟ୍।