ସୌର ତୁଳା ମାସ କାର୍ତ୍ତିକ କୃଷ୍ଣପକ୍ଷ । ଇଂରାଜୀରେ ୨୯ ତାରିଖ ମଙ୍ଗଳବାର। ଚନ୍ଦ୍ର- କନ୍ୟା ଅହୋରାତ୍ର । ତିଥି- ୧୨ଶୀ ଦିବା ୧୦.୩୨ ଗତେ ୧୩ଶୀ । ଘାତଚନ୍ଦ୍ର- ବୃଷ ରାଶିର ଅହୋରାତ୍ର।
ଓଡ଼ିଶାର କୋଣ ଅନୁକୋଣରୁ ଟିକିନିଖି ଖବର ଏବେ ଆପଣଙ୍କ ଟିପ ଆଗରେ ।
ଶ୍ରୀମନ୍ଦିରରେ ଗୁରୁବାର ପାଳନ ହେବ କାଳୀପୂଜା କହିଲେ ଜ୍ୟୋତିର୍ବିଦ୍ । ପୁରୀ ସମେତ କିଛି ସ୍ଥାନରେ ଶୁକ୍ରବାର ଦୀପାବଳି ସହ ପୟାଶ୍ରାଦ୍ଧ ।
୨ ଦିନ ପରେ ଆଲୋକର ପର୍ବ । ହେଲେ ନା ଦୀପ ଶୁଖୁଛି, ନା ଭାଟି ଜଳୁଛି ।
ଗତବର୍ଷ ତୁଳନାରେ ୧୦ ଗ୍ରାମ ପିଛା ଉଚ୍ଚା ହେଲାଣି ସୁନାଦର । ଏବର୍ଷ ପାଖାପାଖି ୧୭ ହଜାର ଟଙ୍କା ଅଧିକ ସୁନାଦର ବଢ଼ିଛି ।
ଓଡ଼ିଶାରେ ବିଳମ୍ବ ହେବ କହିଲେ ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ । ଶୀଘ୍ର SOP ଆଣି ପାର୍ଟ 1 ଓ 2 ର ହେବ ମେଗା ଲଞ୍ଚିଂ କହିଲେ ସ୍ୱାସ୍ଥ୍ୟମନ୍ତ୍ରୀ ।
ଜୟପୁର ସହରର ଜନଗହଳିପୂର୍ଣ୍ଣ ଏମଜି ରୋଡ୍ । ଏହି ରାସ୍ତାରେ ପୂର୍ବରୁ ଦୁଇ ଚକିଆ ସହ ଚାରିଚକିଆ ଏପରିକି ବସ୍ ବି ଆରାମରେ ଯିବା ଆସିବା କରୁଥିଲା ।
ପୂର୍ବ ସରକାର ଓ 5T ଦୁର୍ନୀତି ପ୍ରସଙ୍ଗ ଉଠାଇ ବି ଟାର୍ଗେଟ୍ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ ।
ଶିମିଳିପାଳରେ ବାଘୁଣୀ ‘ଯମୁନା’। ଆଜି ଶିମିଳିପାଳ ଅଭୟାରଣ୍ୟ କୋର୍ ଏରିଆରେ ବାଘୁଣୀ ଯମୁନାକୁ ଛଡ଼ାଯାଇଛି ।
ଉଇକିପିଡ଼ିଆର ତିନିଦିନିଆ ଜାତୀୟସ୍ତରୀୟ କର୍ମଶାଳା ଟ୍ରେନ୍ ଦି ଟ୍ରେନର୍ (TTT) ଅନୁଷ୍ଠିତ ହୋଇଛି। ବାଙ୍ଗାଲୋରସ୍ଥିତ ଆକ୍ସେସ୍ ଟୁ ନଲେଜ୍ (ସିଆଇସ୍-ଏଟୁକେ) ଓ ଓଡ଼ିଆ ଉଇକିମିଡ଼ିଆନ୍ସ ୟୁଜର୍ ଗ୍ରୁପ୍ ଦ୍ୱାରା ମିଳିତ ଭାବେ ଆୟୋଜିତ ଏହି କର୍ମଶାଳାରେ ୩୫ରୁ ଅଧିକ ଜଣ ବଛାହୋଇ ଆମନ୍ତ୍ରିତ ହୋଇଥିଲେ।
ଚଳିତବର୍ଷ ପୁଣିଥରେ କାଳୀପୂଜା ଓ ଦୀପାବଳୀ ଅମାବାସ୍ୟା ପାଳନକୁ ନେଇ ଦ୍ୱନ୍ଦ୍ୱ ଦେଖାଦେଇଛି । ବିଭିନ୍ନ ପାଞ୍ଜିରେ ଏନେଇ ଭିନ୍ନ ଭିନ୍ନ ଦିନ ଧାର୍ଯ୍ୟ ହୋଇଛି ।
ମଠ ମନ୍ଦିର ସୁରକ୍ଷା ପାଇଁ ସରକାର ଆଣିବେ ଦେବାଳୟ ଯୋଜନା ।
ଏ ଘଟଣା କୌଣସି ଫିଲ୍ମଠୁ କମ୍ ନୁହେଁ । ଦ୍ୱାଦଶ ଶ୍ରେଣୀରେ ଫେଲ୍ ହେବା ପରେ ଅଧାରେ ପାଠ ଛାଡ଼ିଥିବା ପିଲା ଯେ ସିଭିଲ୍ ସର୍ଭିସ୍ ପରୀକ୍ଷାରେ ପାସ୍ ହେଇପାରିବ ତାହା ଭାବିବା ବି ଆଶ୍ଚର୍ଯ୍ୟର କଥା ।
ସାରା ଦେଶରେ ୭୦ ବର୍ଷରୁ ଉର୍ଦ୍ଧ୍ବ ସମସ୍ତ ଲୋକ ଏହାର ସୁବିଧା ପାଇବେ । ଚଳିତ ଆର୍ଥିକ ବର୍ଷ ଶେଷ ସୁଦ୍ଧା ସମସ୍ତଙ୍କୁ କାର୍ଡ ଇସ୍ୟୁ କରାଯିବ ।
ଗତ ସରକାରରେ କୋଠା ବାଡ଼ି ଏତେ ନିମ୍ନମାନର ନିର୍ମାଣ ହେଉଥିଲା କି କେଉଁଠୁ ଚୂନ ଖସି ଯାଉଥିଲା ତ୍ ପୁଣି କେଉଁଠି ଗୋଟିଏ ବର୍ଷାରେ ରାସ୍ତା ଧୋଇ ହୋଇ ଯାଉଥିଲା।
ଖୁବ୍ ଶୀଘ୍ର ମିଳିବ ସୁଭଦ୍ରାର ତୃତୀୟ ପର୍ଯ୍ୟାୟ ଟଙ୍କା । ମିଳିବ ପ୍ରଥମ କିସ୍ତିର ତୃତୀୟ ପର୍ଯ୍ୟାୟ ଟଙ୍କା।
ରାଜରାସ୍ତାରେ ଗଡ଼ିବନି ୧୩ଶହ ଆମ୍ବୁଲାନ୍ସ । ଆନ୍ଦୋଳନରେ ବସିବେ ୬ ହଜାରରୁ ଉର୍ଦ୍ଧ୍ବ ଆମ୍ବୁଲାନ୍ସ କର୍ମଚାରୀ ।
ସରକାରୀ ମେଡିକାଲ୍ରେ ପ୍ରସବ କରାଇବାକୁ ନର୍ସ ୫ ହଜାର ଟଙ୍କା ଲାଞ୍ଚ ମାଗିଥିବା ଅଭିଯୋଗ। ଅନୁଗୁଳ ପାଲଲହଡ଼ା ଉପଖଣ୍ଡ ଖମାର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରୁ ଆସିଛି ଏହି ଅଭିଯୋଗ।
ଜେନେରେଟରରୁ ଚାର୍ଜିଂ ହେଉଛି ପୁଳା ପୁଳା ଫୋନ୍ । ଫୋନ୍ ଗୋଟିଏ ଘଣ୍ଟା ଚାର୍ଜ କଲେ ଦେବାକୁ ପଡ଼ୁଛି ୨୦ ଟଙ୍କା ।
ବାତ୍ୟା ଦାନା ପ୍ରଭାବରେ ଉପର ମୁଣ୍ଡରୁ ପାଣି ଆସିବା ପରେ କାଂଶବାଂଶ ନଈ ଫୁଲିବା କାରଣରୁ ବରଣ୍ଡୁଆ ଏବଂ ସୁଦର୍ଶନପୁର ପଞ୍ଚାୟତର ଶତାଧିକ ହେକ୍ଟର ଚାଷ ଜମିରେ ପାଣି ମାଡି ରହିଥିବା ବନ୍ୟା ଜଳ ଏବେ ଗାଁ ଭିତରକୁ ପ୍ରବେଶ ହେଉଛି।
କମଳାପଦର ଗାଁରେ ହୁତୁହୁତୁ ହୋଇ ଜଳିଗଲା ଘର । ୩ ପରିବାରର ୧୦ ବଖରା ଘର ନିଆଁରେ ଭସ୍ମୀଭୂତ ହୋଇଯାଇଛି ।
ଫୁଲବାଣୀ ଜିଲ୍ଲା ଚିକିତ୍ସାଳୟ SNCUରେ ସାଂଘାତିକ ତ୍ରୁଟି ଅଭିଯୋଗ । ଗୁରୁତର ନବଜାତ ଶିଶୁପୁତ୍ର ବଦଳରେ ନବଜାତ ଝିଅକୁ ରେଫର ।
ସୌର ତୁଳା ମାସ କାର୍ତ୍ତିକ କୃଷ୍ଣପକ୍ଷ । ଇଂରାଜୀରେ ୨୮ ତାରିଖ ସୋମବାର । ଚନ୍ଦ୍ର- ସିଂହ ରାତ୍ରି ୧୦.୧୦ ଗତେ କନ୍ୟା । ତିଥି- ୧୧ଶୀ (ମଳ) ପ୍ରାତଃ ୦୭.୫୧ ଗତେ ୧୨ଶୀ । ଘାତଚନ୍ଦ୍ର- କର୍କଟ ଓ ମକର ରାଶିର , ରାତ୍ରି ୧୦.୧୦ ଗତେ ବୃଷ ରାଶିର ।
ଓଡ଼ିଶାର କୋଣ ଅନୁକୋଣରୁ ଟିକିନିଖି ଖବର ଏବେ ଆପଣଙ୍କ ଟିପ ଆଗରେ ।
ସେହିପରି କେନ୍ଦ୍ରାପଡ଼ା, ଭଦ୍ରକ, ବାଲେଶ୍ୱର, ଯାଜପୁର ଏବଂ ମୟୂରଭଞ୍ଜ ଜିଲ୍ଲାର ୧୨ଟି ବ୍ଲକ, ୮୮୦ ପଞ୍ଚାୟତର ୪୧୦୦ ଗାଁରେ ଫସଲ କ୍ଷତି ହୋଇଛି। ମୋଟ ୨ ଲକ୍ଷ ୭୧ ହଜାର ୮୦୦ ଏକର ଚାଷଜମିରେ ଫସଲ କ୍ଷତିଗ୍ରସ୍ତ ହୋଇଛି।