ଗତକାଲି ରାଜ୍ୟରେ ୫ ହଜାର ୬୪୭ ଜଣଙ୍କର କୋଭିଡ ପରୀକ୍ଷା ହୋଇଥିଲା। ଟେଷ୍ଟିଂ ବଢ଼ିଥିବାରୁ ପଜିଟିଭ ସଂଖ୍ୟା ସାମାନ୍ୟ ବଢ଼ିଛି । ତେବେ ଚିନ୍ତାଜନକ ନଥିବା ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ସୂଚନା ଦେଇଛନ୍ତି ।
୨୬ ତାରିଖରେ ଦକ୍ଷିଣ ଉପକୂଳ ଓଡ଼ିଶାର ଗଂଜାମ, ଗଜପତି, ଖୋର୍ଦ୍ଧା, ନୟାଗଡ଼ ଜିଲ୍ଲାରେ ବର୍ଷା ସମ୍ଭାବନା ରହିଛି । ଏହାସହ ପୁରୀ ସମେତ ପାର୍ଶ୍ୱବର୍ତ୍ତୀ ଜିଲ୍ଲାରେ ବିଜୁଳି ଘଡଘଡି ସହ ବର୍ଷା ସମ୍ଭାବନା ଥିବା ପାଣିପାଗ ବିଭାଗ ସୂଚନା ଦେଇଛି ।
ବଲାଙ୍ଗିର ଜିଲ୍ଲା ଖପ୍ରାଖୋଲ ବ୍ଲକ ହରିଶଙ୍କର ନିକଟ ନେନ୍ଦୁପଲ ଗାଁରେ ଏଭଳି ଚର୍ଚ୍ଚା ଜୋର୍ ଧରିଛି । ଗାଁର ଜାଭେଦ ନାମକ ଜଣେ ବ୍ୟକ୍ତି ମାସେ ତଳେ ନିଜ ଚାଷ ଜମିରେ ଗଭୀର ନଳକୂପ ଖୋଲିଥିଲେ ।
୨୨ କ୍ୟାରେଟ୍ ସୁନାର ମୂଲ୍ୟ ୫୫ ହଜାର ଟଙ୍କା ରହିଛି ।
ଫଗୁଣ ମାସ ଆଗମନ ପୂର୍ବରୁ ଚଳଚଞ୍ଚଳ ହୋଇପଡ଼ନ୍ତି ଆଦିବାସୀ । ବଣ ଜଙ୍ଗଲ ମୂଲକରେ ଜୀବନ ସାଉଁଟୁ ଥିବା ଏହି ସଂପ୍ରଦାୟର ଲୋକେ ଲାଗିପଡ଼ନ୍ତି ମହୁଲ ସଂଗ୍ରହରେ । ହାଡ ଭଙ୍ଗା ପରିଶ୍ରମ କରି ସଂଗ୍ରହ କରୁଥିବା ଏହି ଲଘୁ ବନଜାତ ଦ୍ରବ୍ୟର ବିକ୍ରିବଟା ପାଇଁ ଉଚିତ୍ ବ୍ୟବସ୍ଥା କରାଯାଉ ନଥିବାରୁ ଶୋଷଣର ଶିକାର ହେଉଥିବା ସବୁବେଳେ ଅଭିଯୋଗ ହେଉଛି..
ଲଙ୍କା ଚାଷ କରି ଲକ୍ଷପତି । ଦୃଢ଼ ଇଛାଶକ୍ତି ବଳରେ ନିଜେ ଲକ୍ଷ ପତି ହେବା ସହ ଅନ୍ୟ ପରିବାରଙ୍କୁ ଦେଖାଇଛନ୍ତି ରୋଜଗାର ପନ୍ଥା..
ଡିଜେ ଆଜେକ୍ସ ମୃତ୍ୟୁ ଘଟଣାରେ ରୋଚକ ସୁରାକ ମିଳିଛି। ଜଣେ ନୁହେଁ, ତିନି ଯୁବତୀଙ୍କୁ ପ୍ରେମ ଜାଲରେ ଫସାଇଥିଲେ ଆଜେକ୍ସ।
ପୋଖରୀରେ ବିଷ ପକାଇ ମାରିଦେଲେ ମାଛ। ସ୍ୱୟଂ ସହାୟକ ଗୋଷ୍ଠୀର ମହିଳାମାନେ ବ୍ୟାଙ୍କରୁ ୫ ଲକ୍ଷ ଟଙ୍କା ଋଣ ଆଣି ମାଛ ଚାଷ କରିଥିଲେ।
ଆସନ୍ତା ୨୬ ତାରିଖରୁ ରାଜ୍ୟରେ ପୁଣି ପଶ୍ଚିମା ଝଡର ପ୍ରଭାବ ଦେଖିବାକୁ ମିଳିବ। ଘଡ଼ଘଡ଼ି, ବର୍ଷା ଏବଂ ଝଡ଼ ସହ ଘଣ୍ଟା ପ୍ରତି ପବନର ବେଗ ୩୦ରୁ ୪୦ କିଲୋମିଟର ବେଗରେ ବହିବାର ସମ୍ଭାବନା ରହିଛି।
ଓଡ଼ିଶାର କୋଣ ଅନୁକୋଣରୁ ଟିକିନିଖି ଖବର ଏବେ ଆପଣଙ୍କ ଟିପ ଆଗରେ ।
ଚିଲିକାର ଗଭୀର ଜଳରେ ନୀଳ ଢେଉ ଚିରି ଆଗକୁ ଯାଉଛନ୍ତି ଭାରତର ନୂଆ ସୁରକ୍ଷା କବଚ । ଭାରତୀୟ ନୌସେନାରେ ସାମିଲ ହେବାକୁ ଯାଉଥିବା ପ୍ରଥମ ବ୍ୟାଚ୍ ଅଗ୍ନିବୀର ।
ଜୀବନ ବିନ୍ଦୁ ରକ୍ତ ସଂକଟ ଦୂର ପାଇଁ ଦଳର ଏଇ କାର୍ଯ୍ୟକ୍ରମକୁ ଜନ ଆନ୍ଦୋଳନ କୁହେ ବିଜେଡି । ହେଲେ ବାସ୍ତବରେ ଦଳର ଏ ମହତ ଅଭିଯାନ ଚାଲିଛି କେମିତି ? ସତର କିଭଳି ଭିତ୍ତି ଉପରେ ଚାଲିଛି ଦଳର ଏ ଫ୍ଲାଗସିପ୍ ପ୍ରୋଗ୍ରାମ ?
‘ପିସି ନାହିଁ ତ କାମ ନାହିଁ, ହାତଗୁଞ୍ଜା ନଦେଲେ ଫାଇଲ ଚାଲିବା ବନ୍ଦ’ । ରାଜ୍ୟରେ ଆଦୌ ପିସି କାରବାର ହେଉନି ଏବଂ ଏକ ସ୍ୱଚ୍ଛ ଓ ଦୁର୍ନୀତିମୁକ୍ତ ଶାସନ ଚାଲିଛି ବୋଲି ବିଧାନସଭାରେ ସରାକାରଙ୍କ ବାହାସ୍ଫୋଟ ପରେ ଏ ହେଉଛି ଗ୍ରାଉଣ୍ଡର ସ୍ଥିତି ।
ଗୁରୁତ୍ୱପୂର୍ଣ୍ଣ କଥା ହେଲା କିଛି ମାସ ତଳେ ଧାମନଗର ଉପନିର୍ବାଚନରେ ମନମୋହନଙ୍କ ଷ୍ଟ୍ରାଟେଜିରେ ମାତ୍ ଖାଇଥିଲା ବିଜେଡି ।
ସେଦିନ ଥିଲା ମାର୍ଚ୍ଚ ୧୮, ସମୟ ସଂଧ୍ୟା । ଯେଉଁ ସଂଧ୍ୟା ଥିଲା ଆଜେକ୍ସ ପାଇଁ ଶେଷ ସଂଧ୍ୟା । ଯେଉଁ କଲ୍ ଥିଲା ଜିଜ୍ଞାସାଙ୍କ ଉଦ୍ଦେଶ୍ୟରେ ଲାଷ୍ଟ କଲ୍ । ଯାହା ଲାଗିଛି ପୋଲିସ ହାତରେ ।
ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସହ ବିଭିନ୍ନ ପ୍ରସଙ୍ଗରେ ଆଲୋଚନା କରିଛନ୍ତି ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ।
ଯୁଦ୍ଧ ସମୟରେ ଗୋଟିଏ ଜାହାଜରୁ ଅନ୍ୟ ଗୋଟିଏ ଜାହାଜକୁ ଯବାନମାନଙ୍କୁ ମଧ୍ୟ ସ୍ଥାନାନ୍ତର ହେବାର କୌଶଳ ଶିଖାଯାଉଛି ।
ଘରୋଇ ଉପଭୋକ୍ତାଙ୍କ ପାଇଁ ବିଦ୍ୟୁତ ଦର ଅପରିବର୍ତ୍ତିତ ରହିବ ବୋଲି ସୂଚନା ଦିଆଯାଇଛି ।
ସୂଚନା ଦେଲେ ପରିବହନ ଏନଫୋର୍ସମେଣ୍ଟ ଅତିରିକ୍ତ କମିଶନର
ଡିଜେ ଆଜେକ୍ସ ଆତ୍ମହତ୍ୟା ଘଟଣାରେ ସାମ୍ନାକୁ ଆସିଲା ନୂଆ ତଥ୍ୟ
BMCର ନୂଆ ବାଇ-ଲ କଥା ଶୁଣି ଚିନ୍ତାରେ କୁକୁର ମାଲିକ ।
କାନ୍ଦ ବୋବାଳିରେ ଫାଟି ପଡୁଛି ଘର . . ହେଲେ ଏଠି କିଏ କାହାକୁ ସମ୍ଭାଳିବ
ମନମୋହନ ପୂର୍ବରୁ ମଧ୍ୟ ରାଜ୍ୟ ବିଜେପି ସଭାପତି ଦାୟିତ୍ୱ ତୁଲାଇ ଥିଲେ । ରାଜ୍ୟରେ ମେଣ୍ଟ ସରକାର ବେଳେ ମନ୍ତ୍ରୀ ଥିଲେ ମନମୋହନ ।
ଚାରୋଟି ଦିଗର ମିଳନରେ ଉତ୍ପନ୍ନ କୋଣକୁ ବିଦିଗ କୁହାଯାଏ। ଏହି ଦିଗ ଓ କୋଣରୁ ଉତ୍ପନ୍ନ ବାସ୍ତୁଦୋଷ ଆମ ଜୀବନରେ ଅନେକ ପ୍ରଭାବ ପକେଇଥାଏ। ଆସନ୍ତୁ ସେ ବିଷୟରେ ନଜର ପକେଇବା।
ଟଙ୍କା ସୁରକ୍ଷିତ ରହିବ ଭାବି ଲୋକମାନେ ପୋଷ୍ଟ ଅଫିସରେ ଟଙ୍କା ଜମା କରିଥାନ୍ତି। କିନ୍ତୁ ପୋଷ୍ଟ ମାଷ୍ଟର ଯଦି ଗରିବ ଲୋକଙ୍କ ଟଙ୍କା ଲୁଟିବେ, ତେବେ କହିବା କାହାକୁ