Advertisment

୨୪ ଘଣ୍ଟାରେ ଓଡ଼ିଶାରେ ୧,୪୩୪ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ, ଗଞ୍ଜାମରେ ସର୍ବାଧିକ

ଭୁବନେଶ୍ୱର: ଓଡ଼ିଶାରେ ଦିନକରେ ୧,୪୩୪ ନୂଆ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି। ଏ ନେଇରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗର ସୂଚନା ଦିଆଯାଇଛି। ଚିହ୍ନଟ ନୂଆ ୧,୪୩୪ ଆକ୍ରାନ୍ତଙ୍କ ମଧ୍ୟରୁ ୮୮୯ ଜଣ କ୍ୱାରେଣ୍ଟିନ୍‌ରେ ରହିଥିଲେ। ସେହିପରି ଲୋକାଲ୍ କଣ୍ଟାକ୍ଟସ୍‌ ୫୪୫ ରହିଛି। ଗଞ୍ଜାମରୁ ସର୍ବାଧିକ ୩୨୦ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୨୯ଟି ଜିଲ୍ଲାରୁ ଏହି ଆକ୍ରାନ୍ତମାନେ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୩୪,୯୧୩ରେ ପହଞ୍ଚିଛି।

author-image
Rajalaxmi Sahoo
ଅଦ୍ୟତନ ହୋଇଛି
୨୪ ଘଣ୍ଟାରେ ଓଡ଼ିଶାରେ ୧,୪୩୪ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ, ଗଞ୍ଜାମରେ ସର୍ବାଧିକ

corona 44

ଭୁବନେଶ୍ୱର: ଓଡ଼ିଶାରେ ଦିନକରେ ୧,୪୩୪ ନୂଆ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି। ଏ ନେଇରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗର ସୂଚନା ଦିଆଯାଇଛି।

Advertisment

ଚିହ୍ନଟ ନୂଆ ୧,୪୩୪ ଆକ୍ରାନ୍ତଙ୍କ ମଧ୍ୟରୁ ୮୮୯ ଜଣ କ୍ୱାରେଣ୍ଟିନ୍‌ରେ ରହିଥିଲେ। ସେହିପରି ଲୋକାଲ୍ କଣ୍ଟାକ୍ଟସ୍‌ ୫୪୫ ରହିଛି।

ଗଞ୍ଜାମରୁ ସର୍ବାଧିକ ୩୨୦ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୨୯ଟି ଜିଲ୍ଲାରୁ ଏହି ଆକ୍ରାନ୍ତମାନେ ଚିହ୍ନଟ ହୋଇଛନ୍ତି।

Advertisment

publive-image

publive-image

publive-image

ଚିହ୍ନଟ ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୩୪,୯୧୩ରେ ପହଞ୍ଚିଛି।

Corona Cases In Odisha Corona Updates In Odisha Today Today Corona Updates In Odisha
Advertisment
Advertisment