ଅଦ୍ୟତନ ହୋଇଛି
corona 44
Advertisment
ଭୁବନେଶ୍ୱର: ଓଡ଼ିଶାରେ ଦିନକରେ ୧,୪୩୪ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏ ନେଇରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗର ସୂଚନା ଦିଆଯାଇଛି।
Advertisment
ଚିହ୍ନଟ ନୂଆ ୧,୪୩୪ ଆକ୍ରାନ୍ତଙ୍କ ମଧ୍ୟରୁ ୮୮୯ ଜଣ କ୍ୱାରେଣ୍ଟିନ୍ରେ ରହିଥିଲେ। ସେହିପରି ଲୋକାଲ୍ କଣ୍ଟାକ୍ଟସ୍ ୫୪୫ ରହିଛି।
ଗଞ୍ଜାମରୁ ସର୍ବାଧିକ ୩୨୦ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୨୯ଟି ଜିଲ୍ଲାରୁ ଏହି ଆକ୍ରାନ୍ତମାନେ ଚିହ୍ନଟ ହୋଇଛନ୍ତି।
Advertisment
/odishatv-khabar/media/post_attachments/wp-content/uploads/2020/08/Capture-2.jpg)
/odishatv-khabar/media/post_attachments/wp-content/uploads/2020/08/Capture-୧.jpg)
/odishatv-khabar/media/post_attachments/wp-content/uploads/2020/08/Capture-୨.jpg)
ଚିହ୍ନଟ ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୩୪,୯୧୩ରେ ପହଞ୍ଚିଛି।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us/odishatv-khabar/media/post_attachments/uploadimage/library/16_9/16_9_0/corona-44_1625484648.jpg)