୩ ମାସ ଲାଗି ଆନ୍ଦୋଳନକୁ ସ୍ଥଗିତ ରଖି ଡ୍ରାଇଭର ମହାସଂଘର ଚେତାବନୀ । ‘ଦାବି ପୂରଣ ନହେଲେ ୯୧ ଦିନରେ ନବୀନ ନିବାସ ସାମ୍ନାରେ ଆତ୍ମାହୁତି’ ।
ତୃତୀୟ ଦିନରେ ବି ସନ୍ତୁଳି ହେଉଛନ୍ତି ସାଧାରଣ ଜନତା । ଇନ୍ଧନ, ଅତ୍ୟାବଶ୍ୟକ ସାମଗ୍ରୀ ଓ ଯାତ୍ରୀ ପରିବହନ ସବୁଠି ପ୍ରଭାବ ।
୨୪ ବର୍ଷ କ୍ଷମତାରେ ରହିବା ପରେ ବିଜେଡିକୁ କାହିଁକି ଶଙ୍ଖ ମୋ ଗର୍ବ ବୋଲି କହିବାକୁ ପଡ଼ିଲା ବୋଲି ପ୍ରଶ୍ନ ଉଠିଛି । କୁହାଯାଉଛି, ବିଜେଡିକୁ ଏବେ ଭବିଷ୍ୟତ ଚିନ୍ତା ଘାରିଥିବାରୁ, ସେଇଥିପାଇଁ ଏ କ୍ୟାମ୍ପେନ୍ । ସେପଟେ ବିଜେପି ବି ସୋସିଆଲ୍ ମଡିଆରେ ଏହାକୁ ଭିନ୍ନ ବାଗରେ କାଉଣ୍ଟର କରିଛି ।
ଗ୍ରୁପ୍-ଏ ବା ବି’ କର୍ମଚାରୀଙ୍କୁ ଇଲେକ୍ଟ୍ରି କାର୍ ପାଇଁ ଆଡଭାନ୍ସ ମିଳିବ । ସେହିପରି ଗ୍ରୁପ୍ ସି’ ଓ ଡି’ କର୍ମଚାରୀଙ୍କୁ ଦୁଇ ଚକିଆ ଯାନ କିଣିବାକୁ ଅଗ୍ରୀମ ଟଙ୍କା ଦେବେ ସରକାର ।
୩ ଦିନ ହେବ ଚାଲିଥିବା ଆନ୍ଦୋଳନ ସ୍ଥଗିତ ନେଇ ଡ୍ରାଇଭର ମହାସଂଘ ସଭାପତି ପ୍ରଶାନ୍ତ ମେନ୍ଦୁଲୀ ସୂଚନା ଦେଇଛନ୍ତି ।
ପ୍ରତିଶ୍ରୁତି ନୁହେଁ ଆନ୍ଦୋଳନରତ ଡ୍ରାଇଭର ଘୋଷଣା ଚାହିଁଛନ୍ତି। ମୁଖ୍ୟମନ୍ତ୍ରୀ ନିଜେ ଘୋଷଣା କରିବାକୁ ଆନ୍ଦୋଳନରତ ଡ୍ରାଇଭର କହିଛନ୍ତି। ଆଉ ପ୍ରତିଶ୍ରୁତି ନୁହେଁ, ନିଜେ ମୁଖ୍ୟମନ୍ତ୍ରୀ ଘୋଷଣା କରନ୍ତୁ ବୋଲି ଦାବି ହୋଇଛି।
ଡ୍ରାଇଭରଙ୍କ ଆନ୍ଦୋଳନ ଯୋଗୁ ୨୮ କିଲୋମିଟର ଚାଲିଲା ବର। ବରଯାତ୍ରୀଙ୍କ ସହ ବର ନିଜ ଗାଁରୁ ବାହାରି ଚାଲିଚାଲି କନ୍ୟା ଘରେ ପହଞ୍ଚିଥିଲା।
ୟୁଟ୍ୟୁବରୁ ଧୂପକାଠି ତିଆରି ଶିଖିବା ପରେ ନିଜସ୍ୱ ଖର୍ଚ୍ଚରେ ଘର ପାଖରେ ଏକ ମେସିନ ପକାଇଲେ । ଆଉ ଧୂପକାଠି ତିଆରି କରିବା ଆରମ୍ଭ କରିଦେଇଥିଲେ । ଠିକ୍ ଏତିକିବେଳେ ତାଙ୍କୁ ବୁଷ୍ଟରଡୋଜ୍ ପରି କାମ ଦେଇଥିଲା ପିଏମଜିପି ସ୍କିମ୍ । ଏହି ସ୍କିମରୁ ସେ ନିଜର କ୍ଷୁଦ୍ରଶିଳ୍ପକୁ ଆଗକୁ ବଢାଇବା ସହିତ ସ୍ଥାନୀୟ ଅଂଚଳର ଯୁବକ ଓ ଯୁବତୀଙ୍କୁ ଦେଉଛନ୍ତି ରୋଜଗାର ।
ଓଡ଼ିଶା ଡ୍ରାଇଭର ମହାସଂଘ ଆନ୍ଦୋଳନର ସମାଧାନ ପାଇଁ ରାଜ୍ୟ ସରକାର ୩ ମାସର ମହଲତ ନେଇଛନ୍ତି। ଏହି ୩ ମାସ ମଧ୍ୟରେ ସେମାନଙ୍କ ଦାବି ପୂରଣ ପାଇଁ ନିଷ୍ପତ୍ତି ନିଆଯାଇଛି।
ଶରତଙ୍କୁ ଏପରି ଅବସ୍ଥାରେ ଦେଖିବା ପରେ ପରିବାର ଲୋକ ଥାନାର ଦ୍ୱାରସ୍ଥ ହୋଇଥିଲେ । ଘଟଣାକୁ ଗୁରୁତର ସହ ନେଇଥିଲା ପୋଲିସ୍ । କେମିତି ଓ କେଉଁ ଅବସ୍ଥାରେ ଅଛନ୍ତି ସେନେଇ ଆରମ୍ଭ କରିଥିଲା ତଦନ୍ତ । ପ୍ରଥମେ ଶରତଙ୍କ ମୋବାଇଲକୁ ଟ୍ରାକ୍ କରିବା ପରେ ଜଣାପଡିଥିଲା କି, ଶରତ ତାମିଲନାଡୁରେ ନୁହେଁ ବରଂ ମୁମ୍ବାଇରେ ଅଛନ୍ତି । ଆଉ ମୁମ୍ବାଇରେ ପହଞ୍ଚିବା ପରେ ଶରତଙ୍କୁ ଉଦ୍ଧାର କରିବା ସହିତ ସେ କାହିଁକି ଏମିତି ମିଛ ଫଟୋ ଘରକୁ ପଠାଇଥିଲେ ସେନେଇ ପଚରାଉଚରା କରୁଛି ପୋଲିସ୍ ।
ଓଡ଼ିଶାର କୋଣ ଅନୁକୋଣରୁ ଟିକିନିଖି ଖବର ଏବେ ଆପଣଙ୍କ ଟିପ ଆଗରେ ।
କାଳେ ପେଟ୍ରୋଲ ଅଭାବ ଦେଖା ଦେବ, ଲୋକଙ୍କୁ ସେହି ଡର ଘାରିଛି । ତେଣୁ ଲୋକଙ୍କ ଏହି ଭିଡ଼ ଦେଖା ଦେଇଛି । କେତେକ ସ୍ଥାନରେ ପେଟ୍ରୋଲ ପମ୍ପରେ ତେଲ ପୁରା ସରିଯାଇଥିବାର ସୂଚନା ମିଳିଛି ।
ସୁରକ୍ଷା ନ ଦେଲେ ବସ୍ ବନ୍ଦ କରିବାକୁ ସଂଘର ଚେତାବନୀ । ଗୃହରେ ହଙ୍ଗାମା, ବିବୃତି ରଖିବାକୁ ମନ୍ତ୍ରୀଙ୍କୁ ବାଚସ୍ପତିଙ୍କ ନିର୍ଦ୍ଦେଶ ।
ଗାଦି ମାଡ଼ି ବସିଛନ୍ତି ସରକାରୀ ବାବୁ ଓ ସଚିବ । ୟେ କିଭଳିଆ ଫାଇଭ୍ ଟି ବୋଲି କହି ବର୍ଷିଲା ବିଜେପି । ବୁକ୍ ସର୍କୁଲାର ଉଲ୍ଲଂଘନ ନେଇ କଂଗ୍ରେସର ହମଲା ।
ଶିକ୍ଷା କ୍ଷେତ୍ରରେ ଅଧିକ ମାତ୍ରାରେ କାହିଁକି ଲାଗୁ ହେଉନି ସଂରକ୍ଷଣ ? ପ୍ରଶ୍ନ ଉଠାଇ ରାଜ୍ୟ ସରକାରଙ୍କୁ ଘେରିଲେ ବିରୋଧୀ ।
୨୦୧୭ରେ କଟକ ପୋଲିସ ମୁଖ୍ୟାଳୟରେ ହ୍ୟୁମାନ ରାଇଟସ୍ ପ୍ରୋଟେକସନ ସେଲରେ ଆଇଜି ଭାବେ ଅବସ୍ଥାପିତ ହୋଇଥିଲେ ୧୯୯୮ ବ୍ୟାଚର ଆଇପିଏସ୍ ଅଧିକାରୀ ଏନବି ଭାରତୀ ।
ଏକପ୍ରକାର ଠପ୍ ହୋଇଯାଇଛି ଅତ୍ୟାବଶ୍ୟକ ସାମଗ୍ରୀ ପରିବହନ।
ଡ୍ରାଇଭରଙ୍କ ଆକ୍ରମଣରେ କିଛି ପୋଲିସ ଆହତ ହୋଇଥିବା ସୂଚନା ।
ଛାତ୍ରୀ ଜଣକ କାର୍ରୁ ଖସିଯିବାକୁ ଉଦ୍ୟମ କରୁଥିବା ବେଳେ ବ୍ଲେଡ୍ରେ ଆକ୍ରମଣ କରିଛନ୍ତି ଦୁର୍ବୃତ୍ତ
ଆସନ୍ତା ୧୮ ତାରିଖରେ ରାଜ୍ୟରେ କିଛି ଜିଲ୍ଲାରେ କୁଆପଥର ବର୍ଷା ହୋଇପାରେ। ଏନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି।
ତମାଣ୍ଡୋ ଛକରେ ଡ୍ରାଇଭର ସଂଘ ପକ୍ଷରୁ ଆନ୍ଦୋଳନ ହେଉଛି । ଗତକାଲିଠୁ ଚାଲିଥିବା ଏହି ଧାରଣା ଯୋଗୁଁ ବାହାର ରାଜ୍ୟରୁ ଆସିଥିବା ଶତାଧିକ ଟ୍ରକ ଅଟକି ରହିଛି । ଆଜି ଏମାନେ ଯିବାକୁ ଚେଷ୍ଟା କରିବା ପରେ ଏଭଳି ଉତ୍ତେଜନା ଦେଖାଦେଇଛି ।
ପ୍ରଚଳିତ ସଂରକ୍ଷଣ ବ୍ୟବସ୍ଥା ଅନୁସାରେ ରାଜ୍ୟରେ ଏବେ ମାତ୍ର ୧୧.୨୫ ପ୍ରତିଶତ ସଂରକ୍ଷଣ ସୁବିଧା ପଛୁଆବର୍ଗଙ୍କୁ ମିଳୁଛି।
ଡ୍ରାଇଭର ସଂଘର ଆନ୍ଦୋଳନ ଯୋଗୁ ପହଞ୍ଚି ପାରୁନି ପେଟ୍ରୋଲା ଭୁବନେଶ୍ୱର, ଜୟପୁର, ବାଲେଶ୍ୱରରେ ଏଭଳି କିଛି ସମସ୍ୟା ଦେଖା ଦେଇଛି।
ଦୁଇ ଗାଁ ମଧ୍ୟରେ ଗୋଷ୍ଠୀ ସଂଘର୍ଷ। ଗଣ୍ଡଗୋଳ ଏତେ ଉଗ୍ରରୂପ ନେଇଛି ଯେ, ଉଭୟ ପକ୍ଷ ପରସ୍ପର ଉପରକୁ ଟେକାପଥର ମାଡ଼ କରିଛନ୍ତି। ଉତ୍ତ୍ୟକ୍ତ ଲୋକଙ୍କୁ ବୁଝାସୁଝା କରିବାକୁ ଯାଇ ପୋଲିସ୍ ଆକ୍ରମଣର ଶିକାର ହୋଇଛି।
ପୋଲିସ କମିଶନରଙ୍କ ସହ ଆଲୋଚନା ପରେ ଆନ୍ଦୋଳନ ହଟିଲା