ପରୀକ୍ଷା କେନ୍ଦ୍ରରେ ମାଟ୍ରିକ ଛାତ୍ର ମୃତ। ଛାତ୍ର ଜଣକ ପରୀକ୍ଷା କେନ୍ଦ୍ରରେ ପହଞ୍ଚି ଶ୍ରେଣୀ ଗୃହକୁ ପ୍ରବେଶ କରିବା ପରେ ହଠାତ୍ ଅଚେତ ହୋଇପଡ଼ିଥିଲେ।
ବାପା ସାମ୍ନାରେ ପୁଅର ଜୀବନ ଚାଲିଗଲା । ଅପମୃତ୍ୟୁ ହୋଇଥିବାରୁ ଡାକ୍ତରଖାନାକୁ ପୋଷ୍ଟମର୍ଟମ କରିବା ଲାଗି ଶବ ବି ଆସିଲା । ହେଲେ ବ୍ୟବଚ୍ଛେଦ ପୂର୍ବରୁ ଚାଲିଲା ମୂଲଚାଲ । ମୟୁରଭଞ୍ଜ ରାଇରଙ୍ଗପୁର ଏ ଭିଡିଓ ସମସ୍ତଙ୍କୁ ବିଚଳିତ କରିଛି । ପୋଲିସ ଉପସ୍ଥିତିରେ ଜଣେ ଅସହାୟ ଗରିବ ବାପାକୁ ନିଜ ପିଲାର ଶବ ବ୍ୟବଚ୍ଛେଦ କରିବା ପାଇଁ ଆଠ ଶହ ଟଙ୍କା ଲାଞ୍ଚ ମାଗାଯିବା ସହିତ ଟଙ୍କା ନ ଦେଲେ ରିପୋର୍ଟ ଦେବି ନାହିଁ, ଅଧା ଟଙ୍କା ଦେଲେ ଅଧା ରିପୋର୍ଟ ଦେବି ବୋଲି ଧମକ ଦେଇଥିଲେ ଡାକ୍ତରଖାନାର କର୍ମଚାରୀ।
କାନ୍ଭାସ୍ରେ ତିଆରି କରୁଛନ୍ତି ସୁନ୍ଦର ସୁନ୍ଦର କଳାକୃତି । ଶ୍ରୀଜଗନ୍ନାଥଙ୍କ ଠାରୁ ଆରମ୍ଭ କରି ରାଧାକୃଷ୍ଣ, ଗଣେଶ ଓ ନାନା ଡିଜାଇନ୍ର ସିନେରୀ ପର୍ଯ୍ୟନ୍ତ ଚିତ୍ର ତାଙ୍କ କାନଭାସ୍ରେ ଦେଖିବାକୁ ମିଳୁଛି ।
ଆପଣଜାଣି ଆଶ୍ଚର୍ଯ୍ୟ ହେବେ କି, ଘରେ ଥିବା ସବୁ ଆସବାବପତ୍ର ସହ ଗାଁରେ ଥିବା ନିଜ ଘର ଜମିକୁ ସବୁ ନିଜ ଝିଅ ନାଁରେ କରିଦେଇଥିଲେ ବାପା-ମାଆ । ହେଲେ ଜାଗା, ଜମି ସବୁ ପାଇବା ପରେ ଏବେ ବୁଢା ବାପା-ମାଆଙ୍କୁ ଘରୁ ବାହାର କରିଦେଉଛି ଝିଅ । ସବୁଠୁ ଆଶ୍ଟର୍ଯ୍ୟକର କଥା ହେଲେ ଯେଉଁ ବାପା-ମାଆ ଜାଗା, ଘର ଓ ଜମିକୁ ପିଲାଙ୍କ ନାଁରେ କରିଦେଇଥିଲେ, ଆଜି ସେହି ବାପା-ମାଆ ଅବହେଳିତ ।
ଆଜି ସକାଳୁ ଟ୍ୱିନ୍ ସିଟିର ବିଭିନ୍ନ ଅଂଚଳରେ ଘନ କୁହୁଡି ଦେଖିବାକୁ ମିଳିଛି । ରାଜ୍ୟରେ ଆଜି ଘଡଘଡି ସହ ବର୍ଷା ହେବାର ସମ୍ଭାବନା ରହିଛି । ୪୦ରୁ ୫୦ କିମି ବେଗରେ ପବନ ବି ବହିବ ।
ଗତକାଲି ଡ୍ରାଇଭର ମହାସଂଘର ଷ୍ଟିଅରିଂ ଛାଡ ଆନ୍ଦୋଳନରେ ସାମିଲ ହୋଇନଥିଲେ ଅନଲାଇନ୍ ଅଟୋ ଡ୍ରାଇଭର । ଆଜି ଆନ୍ଦୋଳନରେ ପ୍ରାୟ ୧୦ ହଜାର ଅଟୋ ଓ କାର ଡ୍ରାଇଭର ସାମିଲ ହେବେ ।
ଓଡ଼ିଶାର କୋଣ ଅନୁକୋଣରୁ ଟିକିନିଖି ଖବର ଏବେ ଆପଣଙ୍କ ଟିପ ଆଗରେ ।
କାଉଣ୍ଟର ପାଇଁ ସୋସିଆଲ ମିଡିଆର ସାହାରା ନେଲା ବିଜେଡି
ରାଜ୍ୟର ବିଭିନ୍ନ ସ୍ଥାନରେ ଘଂଟାଘଂଟା ଧରି ଅଟକି ରହିଲେ ଯାତ୍ରୀ। କେଉଁଠି ଛାତ୍ରଛାତ୍ରୀ ଓ ଅଧ୍ୟାପକ ତ କେଉଁଠି ତୀର୍ଥଯାତ୍ରୀ, ଗାଡି ନପାଇ ହନ୍ତସନ୍ତ ହୋଇଛନ୍ତି ସମସ୍ତେ ।
ଜଙ୍ଗଲ ନିଆଁକୁ ନେଇ କେନ୍ଦ୍ର-ରାଜ୍ୟ ଦୋଷ ଠେଲା ଠେଲି ହୋଇଛନ୍ତି । ବିଜେପି କହିଛି, ଜଳୁଛି ଜଙ୍ଗଲ । ବଢ଼ୁଛି ତାପମାତ୍ରା । ନିଆଁ ଲିଭାଇବା ପାଇଁ ପଶ୍ଚିମା ଝଡ଼କୁ ଭରସା କରି ହାତ ଟେକି ବସିଛନ୍ତି ସରକାର ।
ଦିଲ୍ଲୀରେ ମହତାବଙ୍କ ପାଇଁ ଧର୍ମେନ୍ଦ୍ରଙ୍କ ରେଡ୍ କାର୍ପେଟ ! କିଛି ଦିନ ହେଲା ବିଜେଡିକୁ ପରୋକ୍ଷରେ କଟାକ୍ଷ କରିଛନ୍ତି ଭର୍ତ୍ତୃହରି
୨୦୨୧ରେ ପୁଣେରୁ ଗିରଫ କରାଯାଇଥିବା ବିବନ ବିରୋଧରେ ଶୀଘ୍ର ଶୁଣାଣି ଆରମ୍ଭ କରାଯାଇ, ଷଡ଼ଯନ୍ତ୍ରକାରୀଙ୍କ ମୁଖା ଖୋଲାଯାଉ ବୋଲି ସେ ଦାବି କରିଛନ୍ତି । ତାଙ୍କର ଅଭିଯୋଗ ନେଇ କୌଣସି ପ୍ରତିକ୍ରିୟା ମିଳିପାରିନି ।
ଆଜି ସକାଳେ ଉପକୂଳବର୍ତ୍ତି ଜିଲ୍ଲା ଖୋର୍ଦ୍ଧା, ନୟାଗଡ଼ ଓ କଟକରେ ଘଡ଼ଘଡ଼ି ସହ ହାଲୁକା ବର୍ଷା ହୋଇଛି ।
ସ୍କୁଲ ପରିସରକୁ ଯିବା ଲାଗି ଏହି ଲୁହା ପ୍ଲେଟ ହିଁ ଭରସା । ଡ୍ରେନ ଉପରେ ପଡିଥିବା ଲୁହା ପ୍ଲେଟ ହିଁ ପାଲିଟିଛି ଦୈନିକ ସ୍କୁଲ ପଥ । ପିଲାଙ୍କ କଥା ଛାଡନ୍ତୁ, ଶିକ୍ଷୟିତ୍ରୀ ବି ଭୟଭୀତ ହୋଇ ହାତ ଧରାଧରି ହୋଇ ଲୁହା ପ୍ଲେଟ ପାରିହେଉଛନ୍ତି ।
ଗାଡ଼ି ଛାଡ଼ି ଗର୍ଜନ, ହଲ୍ଲାବୋଲ୍ ଏବଂ ହଳଦିଆ ନମ୍ବରପ୍ଲେଟ୍ ଗାଡ଼ିକୁ ଟାର୍ଗେଟ୍ । ୧୦ ଦଫା ଦାବିରେ ସାରା ରାଜ୍ୟରେ ଆଜି ଏମିତି ଢଙ୍ଗରେ ଆନ୍ଦୋଳନକୁ ଓହ୍ଲାଇ ପ୍ରତିବାଦ କରିଛି ଓଡ଼ିଶା ଡ୍ରାଇଭର ମହାସଂଘ ।
ଏକ ଘର ଉପରେ ପୋଲିସର ଚଢାଉ ବେଳେ ଦୁର୍ବୃତ୍ତଙ୍କ ବୋମାମାଡ଼
ଆସନ୍ତାକାଲିଠୁ ପ୍ରାଥମିକ ସ୍କୁଲ ଶିକ୍ଷକମାନେ ୟୁନିଫର୍ମ ନପିନ୍ଧିବା ନେଇ ଆଜି ବସିଥିବା ପ୍ରାଥମିକ ଶିକ୍ଷକଙ୍କ ଷ୍ଟିୟରିଂ କମିଟି ବୈଠକରେ ନିଷ୍ପତ୍ତି ନିଆଯାଇଛି । ଦାବି ପୂରଣ ନହେବା ଯାଏଁ ବିନା ୟୁନିଫର୍ମରେ ସ୍କୁଲ ଯିବେ ।
ବହୁ ଚର୍ଚ୍ଚିତ ଅର୍ଚ୍ଚନା ନାଗ ମାମଲାରେ ବନ୍ଧା ହୋଇଥିବା ତାଙ୍କ ସ୍ୱାମୀ ଜଗବନ୍ଧୁ ଚାନ୍ଦଙ୍କୁ ମିଳିଛି ସାମାନ୍ୟ ଆଶ୍ୱସ୍ତି। ଜଗବନ୍ଧୁଙ୍କୁ ଜାମିନ ପ୍ରଦାନ କରିଛନ୍ତି ହାଇକୋର୍ଟ।
୧୦ ଦଫା ଦାବି ନେଇ ଷ୍ଟିୟରିଂ ଛାଡ଼ି ଅନିର୍ଦ୍ଦିଷ୍ଟ କାଳ ପାଇଁ ଆନ୍ଦୋଳନକୁ ଓହ୍ଲାଇଛି ମହାସଂଘ ।
ଆଜିଠୁ ପଶ୍ଚିମା ଝଡ଼ ସମ୍ଭାବନା । ୨ ଦିନ ଯାଏଁ କିଛି ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ।
୧୦ ଦଫା ଦାବିରେ ଡ୍ରାଇଭରଙ୍କ ଷ୍ଟିୟରିଂ ଛାଡ଼ ଆନ୍ଦୋଳନ । ଧର୍ମଘଟ ନିଷ୍ପତ୍ତିରେ ଅଟଳ ଓଡ଼ିଶା ଡ୍ରାଇଭର ସଂଘ ।
ଓଡ଼ିଶାର କୋଣ ଅନୁକୋଣରୁ ଟିକିନିଖି ଖବର ଏବେ ଆପଣଙ୍କ ଟିପ ଆଗରେ ।
ପବ୍ଲିକ୍ ଟ୍ରାନ୍ସପୋର୍ଟ ଓ ଅଟୋ ଟ୍ୟାକ୍ସି ଚଳାଚଳରେ ବାଧା ସୃଷ୍ଟି କଲେ, ସାଧାରଣ ଯାତ୍ରୀଙ୍କୁ ହଇରାଣ କଲେ ହେବ କଡ଼ା କାର୍ଯ୍ୟାନୁଷ୍ଠାନ ।
ଧୂଆଁମୟ ସାରା ପରିବେଶ । ଛାରଖାର୍ ହେଉଛି ଶହ ଶହ ହେକ୍ଟର ଜଙ୍ଗଲ । ତ୍ରାହି ତ୍ରାହି ଡାକିଲେଣି ସ୍ଥାନୀୟ ବାସିନ୍ଦା । ଜଙ୍ଗଲ ନିଆଁ ଆୟତ୍ତ ପାଇଁ ରାଜ୍ୟରୁ କେନ୍ଦ୍ର ପର୍ଯ୍ୟନ୍ତ ସବୁଠି ତତ୍ପରତା ।