Advertisment

Corona Update In Odisha: ଦିନକରେ ୧,୪୭୦ ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର: ଗତ ୨୪ ଘଣ୍ଟାରେ ଓଡ଼ିଶା ରେ ୧,୪୭୦ ନୂଆ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି। ଆଜି ଖୋର୍ଦ୍ଧାରୁ ସର୍ବାଧିକ ୧୭୦ ପଜିଟିଭ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ନୂଆ ୧,୪୭୦ ଆକ୍ରାନ୍ତଙ୍କ ମଧ୍ୟରୁ ୮୫୩  ଜଣ କ୍ୱାରେଣ୍ଟିନ୍‌ରେ ରହିଥିଲେ। ସେହିପରି ଲୋକାଲ୍ କଣ୍ଟାକ୍ଟସ୍‌ ୬୧୭ ରହିଛି। ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଚିହ୍ନଟ ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୨,୯୦,୧୧୬ରେ ପହଞ୍ଚିଛି। Covid-19 Report For 29th […]

author-image
Rajalaxmi Sahoo
ଅଦ୍ୟତନ ହୋଇଛି
Corona Update In Odisha: ଦିନକରେ ୧,୪୭୦ ପଜିଟିଭ୍‌ ଚିହ୍ନଟ

corona

ଭୁବନେଶ୍ୱର: ଗତ ୨୪ ଘଣ୍ଟାରେ ଓଡ଼ିଶା ରେ ୧,୪୭୦ ନୂଆ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି। ଆଜି ଖୋର୍ଦ୍ଧାରୁ ସର୍ବାଧିକ ୧୭୦ ପଜିଟିଭ ଚିହ୍ନଟ ହୋଇଛନ୍ତି।

Advertisment

ଚିହ୍ନଟ ନୂଆ ୧,୪୭୦ ଆକ୍ରାନ୍ତଙ୍କ ମଧ୍ୟରୁ ୮୫୩  ଜଣ କ୍ୱାରେଣ୍ଟିନ୍‌ରେ ରହିଥିଲେ। ସେହିପରି ଲୋକାଲ୍ କଣ୍ଟାକ୍ଟସ୍‌ ୬୧୭ ରହିଛି। ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।

ଚିହ୍ନଟ ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୨,୯୦,୧୧୬ରେ ପହଞ୍ଚିଛି।

Advertisment

Corona Updates In Odisha
Advertisment
Advertisment