ଅଦ୍ୟତନ ହୋଇଛି
corona
Advertisment
ଭୁବନେଶ୍ୱର: ଗତ ୨୪ ଘଣ୍ଟାରେ ଓଡ଼ିଶା ରେ ୧,୪୭୦ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆଜି ଖୋର୍ଦ୍ଧାରୁ ସର୍ବାଧିକ ୧୭୦ ପଜିଟିଭ ଚିହ୍ନଟ ହୋଇଛନ୍ତି।
Advertisment
ଚିହ୍ନଟ ନୂଆ ୧,୪୭୦ ଆକ୍ରାନ୍ତଙ୍କ ମଧ୍ୟରୁ ୮୫୩ ଜଣ କ୍ୱାରେଣ୍ଟିନ୍ରେ ରହିଥିଲେ। ସେହିପରି ଲୋକାଲ୍ କଣ୍ଟାକ୍ଟସ୍ ୬୧୭ ରହିଛି। ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।
ଚିହ୍ନଟ ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୨,୯୦,୧୧୬ରେ ପହଞ୍ଚିଛି।
Advertisment
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us/odishatv-khabar/media/post_attachments/uploadimage/library/16_9/16_9_0/corona-19_1625166542.jpg)