ସମ୍ବଲପୁର ଜିଲ୍ଲାରେ ଆଉ ୨ ଦିନ ସ୍କୁଲ ବନ୍ଦ ରହିବ । ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ସମ୍ବଲପୁରରେ ଛୁଟି ଅବଧି ବଢାଇଛି ଜିଲ୍ଲା ପ୍ରଶାସନ ।
ରଥଯାତ୍ରା ପୂର୍ବରୁ ଏହାଶେଷ ପଇତାଲାଗି । ଚନ୍ଦନଯାତ୍ରା ପୂର୍ବରୁ ପ୍ରତିବର୍ଷ ପଇତାଲାଗି କରାଯାଇଥାଏ । ଏହି ନୀତି ଅତି ଗୁପ୍ତ ଭାବେ କରାଯାଇଥାଏ ।
ଓଡ଼ିଶାର କୋଣ ଅନୁକୋଣରୁ ଟିକିନିଖି ଖବର ଏବେ ଆପଣଙ୍କ ଟିପ ଆଗରେ ।
ବିଦେଶରେ ଆଇଟିଆଇ ବ୍ୟବସ୍ଥା ଓ ସେଠାରୁ ଅଧିକ ଜ୍ଞାନକୌଶଳ ହାସଲ ଲାଗି ରାଜ୍ୟର ୫ ଜଣ ଛାତ୍ରଛାତ୍ରୀଙ୍କୁ ଦୁବାଇ ପଠାଉଛି ଇପିକଲ ସଂସ୍ଥା । ରାଜ୍ୟ ବୈଷୟିକ ଓ ଦକ୍ଷତା ବିକାଶ ବିଭାଗ ପିଲାଙ୍କ ନା ମନୋନୀତ କରିଛି । ତେବେ ସେଇ ତାଲିକାରେ ମାଲକାନଗିରିର ବଣ୍ଡା ଛାତ୍ରୀ ବୁଦ୍ରୀ କିର୍ସାନୀ ସାମିଲ ହୋଇଥିବାରୁ ତାକୁ ନେଇ ବେଶ ଖୁସି ବୁଦ୍ରୀ ।
ନୂଆପଡ଼ାରେ ବାଘ ଆତଙ୍କ ଭିତରେ କାବୁ ହେଲା କଲରାପତରିଆ । ବନ ବିଭାଗ ଜାଲରେ ଧରାପଡ଼ିଲା ଶିକାରୀ ବାଘ । ନୂଆପଡ଼ା ଜିଲ୍ଲାର ତିନିଟି ରେଞ୍ଜ୍ ଅଞ୍ଚଳରେ ଲୋକଙ୍କ ନିଦ ହଜାଇ ଦେଇଥିଲା ବାଘ ଭୟ ।
କିଛି ସ୍ଥାନରେ ତାପମାତ୍ରା ୪୦ ଡିଗ୍ରୀ ଉପରେ ରହିବ । ଆସନ୍ତା ୧୮, ୧୯ ଓ ୨୦ ତାରିଖରେ କିଛି ସ୍ଥାନରେ ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି । ଆସନ୍ତା ୨୪ ଘଣ୍ଟାରେ କୋରାପୁଟ, ମାଲକାନଗିରି, ରାୟଗଡ଼ା, କଳାହାଣ୍ଡି, କନ୍ଧମାଳ, ବାଲେଶ୍ୱର ଓ ଭଦ୍ରକ ଜିଲ୍ଲାରେ ବର୍ଷା ସମ୍ଭାବନା ରହିଛି । ୧୭ ତାରିଖରେ ଉପକୂଳ ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ବର୍ଷା ହୋଇପାରେ ।
କାଲି ଭଳି ଆଜି ବି ସକାଳେ ଓ ଅପରାହ୍ଣରେ ୨ ଘଣ୍ଟା ଲେଖାଏଁ କୋହଳ ହୋଇଥିଲା କଫ୍ୟୁ । ତା’ପରଠୁ କିନ୍ତୁ କଡ଼ା ପହରା । ଲକ୍ଷ୍ମୀ ଟକିଜ ଛକରୁ ଗେଇଟି ଟକିଜ ରୋଡ୍, ଗୋଲବଜାର ଛକରୁ ଭିଏସଏସ୍ ମାର୍ଗ ।
୧୬ ତାରିଖ ଅର୍ଥାତ୍ ଆଜି ଯାଏଁ ରାଜ୍ୟର ସବୁ ସ୍କୁଲଗୁଡ଼ିକ ଛୁଟି ରହିବା ନେଇ କୁହାଯାଇଥିଲା । ସ୍କୁଲ୍ ସମେତ ଅଙ୍ଗନବାଡ଼ି କେନ୍ଦ୍ର ବି ବନ୍ଦ ରହିଥିଲା ।
ସମ୍ବଲପୁର-୪୨.୨ ଡିଗ୍ରୀ, ଝାରସୁଗୁଡା- ୪୧.୬ ଡିଗ୍ରୀ
ଭୁବନେଶ୍ୱରର ଗଜପତି ନଗର ଅଞ୍ଚଳରେ ଘଣ୍ଟାଏ ଭିତରେ ଜଣେ ଇଲେକ୍ଟ୍ରିକାଲ୍ କଣ୍ଟ୍ରାକ୍ଟରଙ୍କ ଅଫିସ୍ରେ ପଶି ଦୁର୍ବୃତ୍ତମାନେ ୩ ଲକ୍ଷ ଟଙ୍କା ସହ ସୁନା ଓ ରୁପା କଏନ ଲୁଟି ନେଇଛନ୍ତି। ଯାହାର ଦୃଶ୍ୟ ସିସିଟିଭିରେ କଏଦ ହୋଇଛି।
ପରିସ୍ଥିତି ସ୍ୱାଭାବିକ ହେଲେ କର୍ଫ୍ୟୁ କୋହଳ ଉପରେ ଚିନ୍ତା କରାଯିବ ବୋଲି କହିଲେ ସମ୍ବଲପୁର ଏସପି ବି ଗଙ୍ଗାଧର ।
ଜଙ୍ଗଲ ଭିତରେ ପିଇବାକୁ ମିଳିଲାନି ପାଣି । ଖୋଜି ଖୋଜି ନୟାନ୍ତ ହୋଇଯିବା ପରେ ଶେଷରେ ହାତୀର ଜୀବନ ଚାଲିଗଲା ।
ମୋବାଇଲ ଅଛି ହେଲେ ନେଟୱର୍କ ନାହିଁ । କଲ୍ ଯାଉନି କି କଲ୍ ଆସୁନି । 5G ଜମାନାରେ 2G ତ ଦୂରର କଥା ଲୋକେ ଟାୱାରଟିଏ ବି ପାଇ ପାରିନାହାନ୍ତି । ନେଟୱର୍କ ନଥିବାରୁ ଯୋଗାଯୋଗ, ଆମ୍ବୁଲାନ୍ସ କିମ୍ବା ଅନଲାଇନ୍ ପଠପଢ଼ା ହୋଇପାରୁନି । ଫଳରେ ନାହିଁ ନଥିବା ସମସ୍ୟାର ସମ୍ମୁଖିନ ହୋଇଛନ୍ତି ମୟୂରଭଞ୍ଜ ଉଦଳାର ଶାଳମୁଣ୍ଡଳି ଗାଁ ଲୋକେ…
ଭଦ୍ରକ-କେନ୍ଦୁଝର ସୀମା ଆପଣ୍ଡା ଛକରେ ଦୁଇ ଦିନ ପାଇଁ ୧୪୪ ଧାରା ଜାରି କରିଛି ପ୍ରଶାସନ
ପଣା ସଂକ୍ରାନ୍ତିରୁ ଆରମ୍ଭ ହୋଇଛି ଏହି ଯାତ୍ରା ।
କାଜୁରିପାଙ୍ଗା ଗାଁରେ ଗୋଇଠା ମାରି ମହିଳାଙ୍କୁ ତାଙ୍କୁ ପୁଅବୋହୂ ହତ୍ୟା କରିଥିବା ଅଭିଯୋଗ ହୋଇଛି ।
ଜମି ହୀନ ଓ ଅସହାୟ ସହରାଞ୍ଚଳ ବସ୍ତି ବାସିନ୍ଦାଙ୍କୁ ସ୍ଥାୟୀ ଜମି ପଟ୍ଟା ସାଙ୍ଗକୁ ପକ୍କା ଘର ପ୍ରଦାନ ପାଇଁ ସରକାର ଆରମ୍ଭ କରିଛନ୍ତି ଜାଗା ମିଶନ। ମୟୂରଭଞ୍ଜ ଉଦଳା ଏନଏସିର ତେଲି ସାହିରେ ବସବାସ କରୁଥିବା ଆଦିବାସୀଙ୍କୁ ଜୀବନ ଶୈଳୀ ଓ ମାଳ ମାଳ ସମସ୍ୟାର ଚିତ୍ର ଦେଖିଲେ ମନେ ହେଉଛି ସରକାରୀ ଯୋଜନା ସବୁ ଏମାନଙ୍କ ପାଇଁ ସାତ ସପନ..
ସ୍ମାଇଲି° ଡିପ୍ରେସନ୍କୁ ଏମିତି କ୍ଲିନିକାଲି ବା ମେଡିକାଲ୍ ଭାଷାରେ ବ୍ୟାଖ୍ୟା କରିବା କଠିନ, କିନ୍ତୁ ସରଳ ଭାଷାରେ କହିଲେ ସ୍ମାଇଲି° ଡିପ୍ରେସନ୍ରେ ପିଡୀତ ମଣିଷମାନେ ନିଜ ଦୁଃଖ ଏବଂ ଅବସାଦକୁ ହସହସ ଚେହେରା ତଳେ ଲୁଚାଇ ଦିଅନ୍ତି। ତେବେ କେମିତି ଜାଣିବେ…
ବରଗଡ ସୋହେଲାରେ ବିଭତ୍ସ ହତ୍ୟାକାଣ୍ଡ
ସମ୍ବଲପୁରରେ ଆଜି ପରୀକ୍ଷାର୍ଥୀଙ୍କ ପାଇଁ କର୍ଫ୍ୟୁ କୋହଳ କରିଛି ପ୍ରଶାସନ। UPSC ପରୀକ୍ଷା ପାଇଁ ପରୀକ୍ଷାର୍ଥୀ ଆଡମିଟ୍ କାର୍ଡ ଦେଖାଇ ଯାଇ ପାରିବେ।
ଆସନ୍ତାକାଲିଠୁ ପୁଣି ସ୍ୱାଭାବିକ ହେବ ସ୍କୁଲ୍ ପାଠପଢ଼ା। ୧୭ରୁ ସ୍କୁଲ୍ ଖୋଲିବା ନେଇ ସରକାରଙ୍କ ପକ୍ଷରୁ ସୂଚନା ଦିଆଯାଇଛି।
ସୈାର ମେଷ ମାସ ବୈଶାଖ କୃଷ୍ଣପକ୍ଷ । ଇଂରାଜୀରେ ୧୬ ତାରିଖ ରବିବାର । ଚନ୍ଦ୍ର – କୁମ୍ଭ ଅହୋରାତ୍ର, ତିଥି – ୧୧ଶୀ ସନ୍ଧ୍ୟା ୦୬.୧୪ ଗତେ ୧୨ଶୀ, ଘାତ ଚନ୍ଦ୍ର – ମିଥୁନ ଓ ମୀନ ଅହୋରାତ୍ର, ଘାତ ବାର – ମେଷ, ପୁଷ୍କର ଦୋଷ – ୧ ପାଦ- କୃଷିହାନି- ଭୂମିଦାନ ସନ୍ଧ୍ୟା ୦୬.୧୪ ଗତେ ୨ ପାଦ -କୃଷି ଓ ପଶୁହାନି - ଭୂମି ଓ ଅନ୍ନଦାନ ରାତ୍ରି ୦୪.୦୬ ଗତେ ୩ ପାଦ
ଓଡ଼ିଶାର କୋଣ ଅନୁକୋଣରୁ ଟିକିନିଖି ଖବର ଏବେ ଆପଣଙ୍କ ଟିପ ଆଗରେ ।
ଏଭଳି ଘଟଣାର ପୂର୍ବାଭାସ କେମିତି ପାଇ ପାରିନଥିଲା ଗୁଇନ୍ଦା ବିଭାଗ ?
ସମ୍ବଲପୁର ସହରର ଅଇଁଠାପାଲି ସମେତ ସମସ୍ତ ପ୍ରବେଶ ପଥକୁ ସିଲ୍ କରିଛି ପୋଲିସ।