ତିନି ଦିନ ତଳେ ଖୋଦ୍ ଶକ୍ତିମନ୍ତ୍ରୀଙ୍କ ମୁହଁରୁ ରାଜ୍ୟବାସୀ ଶୁଣିଥିବା ଟାଣ ପ୍ରତିଶ୍ରୁତି, କେତେ ଫଳପ୍ରଦ ବର୍ତ୍ତମାନର ବାସ୍ତବ ଚିତ୍ର କହିଦେଉଛି । ଆସିକା ବ୍ଲକ ହରଡ଼ାପଦର ଗାଁରେ ଘଣ୍ଟାକୁ ଘଣ୍ଟା ଛାଡ଼ି ଏଠି ଚାଲିଛି ପାୱାରକଟର ଲୁଚକାଳି ଖେଳ ।
ଓଡ଼ିଆ ମିଡିୟମରେ ପାଠ ପଢ଼ିଥିବା ଏମିତି ଅନେକ ଆଶାୟୀଙ୍କର ଥିଲା ସମାନ ଚିନ୍ତା । ହେଲେ ଆସନ୍ତାବର୍ଷ ଜାନୁଆରୀ ପହିଲାରୁ ବଦଳୁଛି ନିୟମ ।
ମେ ୧୦ ଝାରସୁଗୁଡ଼ା ଉପନିର୍ବାଚନ ଭୋଟ୍ ପାଇଁ ଆଜିଠୁ ଆରମ୍ଭ ହୋଇଛି ନାମାଙ୍କନ ପର୍ବ । ନିର୍ବାଚନରେ ପ୍ରତିଦ୍ୱନ୍ଦିତା କରୁଥିବା ତିନି ପ୍ରମୁଖ ଦଳ ଭିତରୁ ଆଜି କଂଗ୍ରେସ ପ୍ରାର୍ଥୀ ତରୁଣ ପାଣ୍ଡେ ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି ।
କେନ୍ଦ୍ରାପଡା ଜିଲ୍ଳା ଦହିଅଣ୍ଟା ଗାଁରେ ଛୁରାମାଡ଼ । ଗତକାଲି ବିଳମ୍ବିତ ରାତିରେ ଘଟିଛି ହତ୍ୟାକାଣ୍ଡ ।
ଓଡ଼ିଆ ନୂଆବର୍ଷକୁ କେବଳ ଓଡ଼ିଶାରେ ନୁହେଁ, ଏହାକୁ ଅନ୍ୟ ରାଜ୍ୟ ଓ ବିଦେଶରେ ମଧ୍ୟ ପାଳନ କରାଯାଇଛି। ବାହାରିନ ଓଡିଆମାନେ ଓଡିଆ ନୂଆ ବର୍ଷ ଏବଂ ପଣା ସଂକ୍ରାନ୍ତି ପାଳନ କରିଛନ୍ତି। ବାହାରିନ ଓଡିଆ ସମାଜ ଏହାକୁ ପାଳନ କରିଛି।
ଉତ୍ତରରୁ ଉପକୂଳ, ଦକ୍ଷିଣରୁ ପଶ୍ଚିମ ସବୁଠି ଖରା । ଭୁବନେଶ୍ୱର, କଟକ ସମେତ ସାରା ଓଡ଼ିଶାରେ ପ୍ରବଳ ତାତି । ସକାଳ ୯ଟା ପରେ ଘରୁ ବାହାରିବା ମୁସକିଲ୍ ।
ଖରା ବଢୁଛି, ତାଳ ଦେଇ ତାତି ବି ବଢୁଛି l ଅସହ୍ୟ ହେଲାଣି ଗରମ l ଅତିଷ୍ଟ ହେଉଛି ଜୀବଜଗତ । ସେଥିରୁ ପଶୁପକ୍ଷୀ ମାନେ ବାଦ୍ ପଡ଼ିବେ ବା କେମିତି? ବାଲେଶ୍ୱର ଖଇରା ବ୍ଲକ ଡୁଙ୍ଗୁରା ପଞ୍ଚାୟତ ବାଣପୁର ସରସ୍ବତୀ ଶିଶୁ ବିଦ୍ୟାମନ୍ଦିରର ପୁରାତନ ଛାତ୍ର ଯେଉଁ ନୂଆ ପ୍ରୟାସ କରିଛନ୍ତି ତାହାକୁ ନେଇ ଏବେ ସ୍ଥାନୀୟ ଅଂଚଳରେ ଭାରି ଚର୍ଚ୍ଚା ...
ସମସ୍ତଙ୍କ ସହଯୋଗ ଲାଗି ଜିଲ୍ଲାପାଳ ଅନୁରୋଧ କରିଛନ୍ତି ।
ହନୁମାନ ଜୟନ୍ତୀ ପାଇଁ ସଂଗୃହିତ ହୋଇଛି କୋଟିଏ ରୁଦ୍ରାକ୍ଷ । ଏହି ରୁଦ୍ରାକ୍ଷକୁ ନେପାଳ, ୠଷିକେଶ ଓ ହରିଦ୍ୱାରରୁ ସଂଗ୍ରହ କରାଯାଇଛି । ସେହିଭଳି ଦେଶର କୋଣ ଅନୁକୋଣରେ ଥିବା ସାଧକଙ୍କ ଦ୍ଵାରା ଭିନ୍ନ ଭିନ୍ନ ଭାଷାରେ ଲେଖାଥିବା ରାମନାମ ପତ୍ରିକା ଆସିଛି । ଆସିକା ବାଣୀବିହାର ସ୍ଥିତ ଗୁରୁକୃପା ଆଶ୍ରମରେ ଦେଖିବାକୁ ମିଳିଛି ଏମିତି ନିଆରା ଦୃଶ୍ୟ । ହନୁମାନ ଜୟନ୍ତୀ ଅବସରରେ ଆଶ୍ରମରେ ୮୮୦ କୋଟି ଗଚ୍ଛିତ ନାମ ପତ୍ରିକା ବି ପୂଜା ହୋଇଛି ।
ଘରେ ପହଁଚିବା ପରେ ପରିବାର ଲୋକଙ୍କ ଆଖିରେ ଖୁସିର ଲୁହ ବି ଦେଖାଦେଇଥିଲା । ପୁଅକୁ ବନ୍ଦାପନା କରି ପାଛୋଟି ନେଇଥିଲେ ମାଆ ପାର୍ବତୀ ଓ ଧର୍ମପତ୍ନୀ ଜ୍ୟୋର୍ତିମୟୀ । ପୁଅ ଆଜି ଘରକୁ ଆସିଛି ମୁଁ ବହୁତ ଖୁସି କିନ୍ତୁ ବେଶୀ ଖୁସି ପୁଅ ଭାରତ ମା'ର ସେବା କରିଛି ବୋଲି କହିଛନ୍ତି ବାପା ଗୌରାଙ୍ଗ ଚନ୍ଦ୍ର ନାୟକ । ସେପଟେ ପଙ୍କଜ କହିଛନ୍ତି, ଇଚ୍ଛା ଥିଲା ଭାରତ ମାତାର ସେବା କରିବାକୁ
କୁଳଡିହାର ଘଂଚ ଅଭୟାରଣ୍ୟ ଭିତରେ ବିରାଜମାନ ମାଆ ପାଟ ମୁଣ୍ଡେଇ । ଯାହାଙ୍କ ପାଇଁ ବର୍ଷକରେ ଦିନଟିଏ ଅଭୟାରଣ୍ୟ ଆଇନ ବି ଫିକା ପଡ଼ିଯାଏ । ବର୍ଷ ତମାମ ଅଭୟାରଣ୍ୟକୁ ପ୍ରବେଶ ପାଇଁ ବିଭାଗର ଅନୁମତି ଆବଶ୍ୟକ ପଡିଥାଏ
ଇଣ୍ଟରନେଟ୍ ସେବା ସମ୍ପୂର୍ଣ୍ଣ ବ୍ୟାନ୍ ରହିଥିବା ବେଳେ ଶୋଭାଯାତ୍ରା ରାସ୍ତାରେ କୋହଳ ରହିଛି ୧୪୪ ଧାରା।
ସୌର ମେଷ ମାସ ବୈଶାଖ କୃଷ୍ଣପକ୍ଷ । ଇଂରାଜୀରେ ୧୫ ତାରିଖ, ଶନିବାର, ଚନ୍ଦ୍ର – ମକର ସନ୍ଧ୍ୟା ୦୬.୪୩ ଗତେ କୁମ୍ବ, ତିଥି – ୧୦ମୀ ରାତ୍ରି ୦୮.୪୫ ଗତେ ୧୧ଶୀ, ଘାତ ଚନ୍ଦ୍ର – ସିଂହ ସନ୍ଧ୍ୟା ୦୬.୪୩ ଗତେ ମିଥୁନ ଓ ମୀନ, ଘାତ ବାର – ବୃଷ, ସିଂହ ଓ କନ୍ୟା
ଓଡିଶା ସରକାର ୮.୫ ମିଟର ଲମ୍ବରୁ ଛୋଟ ଆକାରର ଉଭୟ ଯନ୍ତ୍ରଚାଳିତ ଓ ଅଣଯନ୍ତ୍ରଚାଳିତ ଡଙ୍ଗାକୁ ଅନୁମତି ଦେଇଥିବାରୁ ଆପତ୍ତି ଉଠାଇଛନ୍ତି ଟ୍ରଲର ମାଲିକ ଓ କର୍ମଚାରୀ ।
ବିଏମସିର କହିବା ଅନୁଯାୟୀ, ଲୋକଙ୍କ ଭିତରେ ପାର୍କିଂ ସ୍ଥଳକୁ ନେଇ ସଚେତନତା ସୃଷ୍ଟି କରାଯାଉଛି। ମାଇକ ଯୋଗେ ପ୍ରଚାର ମଧ୍ୟ କରାଯାଉଛି।
ମଣିଷ ଏବଂ କୁକୁର ମଧ୍ୟରେ ବିବାହ ଅଜବ ଲାଗୁଥାଇପାରେ। କିନ୍ତୁ ଗୋଟିଏ ନୁହେଁ, ଏହିପରି ଦୁଇଟି ବିବାହ ହୋଇଛି। ତାହା ପୁଣି ଓଡିଶାରେ। ଗୁରୁବାର ଦିନ ବାଲେଶ୍ୱର ଜିଲ୍ଲାର ଏକ ଆଦିବାସୀ ଗ୍ରାମରେ ଏହି ବିବାହ ହୋଇଛି। ଏହା ପଛରେ ରହିଛି ଏକ ଅନ୍ଧବିଶ୍ୱାସ।
ସମ୍ବଲପୁରରେ ଲାଗିଲା କର୍ଫ୍ୟୁ । ସମ୍ବଲପୁର ସହରରେ ଲାଗୁ ହେଲା କର୍ଫ୍ୟୁ । ମଧ୍ୟ ରାତ୍ରି ୧୨ଟାରୁ ପରବର୍ତ୍ତୀ ଆଦେଶ ପର୍ଯ୍ୟନ୍ତ ବଳବତ୍ତର ରହିବ ଏହି କର୍ଫ୍ୟୁ । ଏ ନେଇ ସମ୍ବଲପୁର ଉପ-ଜିଲ୍ଲାପାଳ ଜାରି କରିଛନ୍ତି ବିଜ୍ଞପ୍ତି। କୌଣସି ଅପ୍ରୀତିକର ପରିସ୍ଥିତି ଏଡାଇବାକୁ ପ୍ରଶାସନ ପକ୍ଷରୁ ଏହି ପଦକ୍ଷେପ ଗ୍ରହଣ କରାଯାଇଛି
ଓଡ଼ିଶାର କୋଣ ଅନୁକୋଣରୁ ଟିକିନିଖି ଖବର ଏବେ ଆପଣଙ୍କ ଟିପ ଆଗରେ ।
ଅପରାହ୍ଣରେ ହନୁମାନ ଜୁନିଅର ଓ ସିନିୟର୍ ବର୍ଗକୁ ନେଇ ଦୁଇଟି ବିଭାଗରେ ସୁନ୍ଦର ସ୍ୱାସ୍ଥ୍ୟ ପ୍ରତିଯୋଗିତାର ଆୟୋଜନ କରାଯାଉଛି ।
ସମ୍ବଲପୁରରେ ଆରମ୍ଭ ହେଲା ହନୁମାନ ଜୟନ୍ତୀ ଶୋଭାଯାତ୍ରା । ଶୋଭାଯାତ୍ରା ପାଇଁ ସମ୍ବଲପୁରରେ ଅଭୁତପୂର୍ବ ସୁରକ୍ଷା ବ୍ୟବସ୍ଥା ।
ସର୍ବନିମ୍ନ ସୁବିଧା ସୁଯୋଗରୁ ବଞ୍ଚିତ ଆଦିବାସୀ ବି ଗୁରୁଜୀଙ୍କ ଉପଦ୍ରବୀ ଚେହେରାକୁ ଭୁଲି ତାଙ୍କ ଫଟୋ ଥିବା ଗଞ୍ଜି ପିନ୍ଧିବା ସହ ବ୍ୟବସ୍ଥା ବିରୋଧରେ ବର୍ଷିଲେଣି ।
ହସ୍ପିଟାଲରୁ ବାହାରିବା ବେଳେ ଗଣମାଧ୍ୟମକୁ ପ୍ରତିକ୍ରିୟା ରଖି ସଂଯୁକ୍ତା କହିଥିଲେ ମନ୍ତ୍ରୀ ଶ୍ରୀକାନ୍ତ ସାହୁଙ୍କ ବିରୋଧରେ ତାଙ୍କର ଅଭିଯୋଗ ରହିଛି।
ଆଜି ହେଉଛି ଓଡ଼ିଆ ନବ ବର୍ଷର ପ୍ରଥମ ଦିନ ମହା ବିଷୁବ ସଂକ୍ରାନ୍ତି ତଥା ପଣା ସଂକ୍ରାନ୍ତି। ବିଭିନ୍ନ ସ୍ଥାନରେ ଝାମୁ ଯାତ୍ରା ସାଙ୍ଗକୁ ଦଣ୍ଡପର୍ବ ମଧ୍ୟ ଅନୁଷ୍ଠିତ ହୋଇଛି।
ଉତ୍କଳୀୟ ନବବର୍ଷ ଅବସରରେ ଆଜିଠୁ ରାଜ୍ୟରେ ପ୍ରଚଳନ ହୋଇଛି ନୂଆ ପଞ୍ଜିକା। ଗ୍ରହ ଚଳନକୁ ଦୃଷ୍ଟିରେ ରଖି ଏ ବର୍ଷ ରାଜ୍ୟ, ଦେଶ ତଥା ବିଶ୍ୱର ଭାଗ୍ୟ ଭବିଷ୍ୟତ ନେଇ ଅନେକ ନୂଆ ସମାଚାର ଆଣିଛି ନୂଆ ପାଂଜିକା।
ଓଡ଼ିଆ ନୂଆବର୍ଷରେ ନୂଆ ରୂପରେ ଆସିଲା, ଓଡ଼ିଶାର ନମ୍ବର-୧ ମନୋରଂଜନ ଚ୍ୟାନେଲ୍ ‘ତରଙ୍ଗ’ର ଥିମ୍ ସଂଗ୍- ଆମ ରଙ୍ଗ ଓଡ଼ିଆ.. ଆମ ଢଙ୍ଗ ଓଡ଼ିଆ। ଚ୍ୟାନେଲ୍ର ଅଫିସିଆଲ୍ ୟୁଟ୍ୟୁବ୍ ଚ୍ୟାନେଲ୍ରେ ଏହି ଗୀତଟି ପୋଷ୍ଟ ହୋଇଥିବା ବେଳେ ଏହାକୁ ଭରପୂର ଦର୍ଶକୀୟ ଆଦର ମିଳୁଛି।