ବର୍ଷ ବର୍ଷ ହେବ ମୌଳିକ ସୁବିଧାରୁ ବଞ୍ଚିତ ହେଉଛନ୍ତି ଗ୍ରାମବାସୀ । ନିର୍ବାଚନ ଆସିଲେ ନେତା, ମନ୍ତ୍ରୀ ପୋଖରୀ ଖୋଳିବାକୁ ପ୍ରତିଶ୍ରୁତି ଦେଉଛନ୍ତି ହେଲେ ନିର୍ବାଚନ ସରିଲେ ସବୁ କେବଳ ପ୍ରତିଶ୍ରୁତିରେ ରହିଯାଉଛି ।
ମେ’ ୭ ରେ ଖାତା ଦେଖା ସରିବା ପରେ ଆରମ୍ଭ ହେବ ଟେବୁଲେସନ । ମେ’ ଶେଷ ସୁଦ୍ଧା ଫଳାଫଳ ପ୍ରକାଶ ପାଇବା ସମ୍ଭାବନା ଥିବା ସୂଚନା ଦେଇଛନ୍ତି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ।
ଓଡ଼ିଶାର କୋଣ ଅନୁକୋଣରୁ ଟିକିନିଖି ଖବର ଏବେ ଆପଣଙ୍କ ଟିପ ଆଗରେ ।
କଂଗ୍ରେସ କହିଛି ବିଜେଡିର ମୋ ପରିବାର ସଂଗଠନକୁ ସରକାରୀକରଣ କରିବାକୁ ସରକାରଙ୍କ ଇଏ ଏକ ଚାଲ।
ଦିଲ୍ଲୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡା, କ୍ଷେତ୍ରୀୟ ପ୍ରଭାରୀ ତଥା ସାଧାରଣ ସଂପାଦକ ସୁନିଲ ବଂଶଲ, ସଂଗଠନ ମହାମନ୍ତ୍ରୀ ବିନୋଦ ତାୱଡେଙ୍କୁ ଭେଟି ଫେରିଛନ୍ତି ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ ।
ରାଜ୍ୟ ଓ ଜାତୀୟ ସ୍ତରର ହ୍ୱିଲଚେୟାର୍ ଫେନ୍ସିଂ ପ୍ରତିଯୋଗିତାରେ କମାଲ୍ ଦେଖାଇଥିଲେ ମଧୁସ୍ମିତା
ଉପାନ୍ତରୁ ଉପକୂଳ ଯାଏ ନାକ୍ ମାନ୍ୟତାପ୍ରାପ୍ତ ଡିଗ୍ରୀ କଲେଜ ସଂଖ୍ୟା ନିରୁତ୍ସାହଜନକ । ଖାଲି କଲେଜ ନୁହେଁ ଅଗ୍ରଣୀ ବିଶ୍ୱବିଦ୍ୟାଳୟଗୁଡିକ ବି ନାକ୍ ମାନ୍ୟତାରୁ ବାଦ ପଡୁଛନ୍ତି। ଯାହାକୁ ନେଇ ଚିନ୍ତା ପ୍ରକଟ କରିଛନ୍ତି ଶିକ୍ଷାବିତ।...
ଦ୍ରୁତ ଗତିରେ ବଢୁଛି ଶଙ୍ଖ ଦଳର ଆୟ । ଆଗରେ ଗୋଟିଏ, ପଛରେ ୩୫ ଆଞ୍ଚଳିକ ଦଳ । ଗରିବ ରାଜ୍ୟରେ ବିଜେଡି ଧନୀ ! ସ୍ଥାନ ଦ୍ୱିତୀୟ, ଆୟ ୩୦୭ କୋଟିରୁ ଊର୍ଦ୍ଧ୍ୱ ସଦ୍ୟ ପ୍ରକାଶିତ ୨୦୨୧ ଏଡିଆର ରିପୋର୍ଟ ଅନୁଯାୟୀ ସବୁ ଆଞ୍ଚଳିକ ଦଳର ମୋଟ୍ ଆୟ ୧୨୧୩. ୧୩୨ କୋଟି । ସେଥିରୁ କେବଳ ବିଜେଡିର ଆୟ ୩୦୭.୨୮୮ କୋଟି।
ଏବେ ବି ରୋଗ ସହ ଜୁଝୁଛନ୍ତି ୧୦ରୁ ଅଧିକ ଆକ୍ରାନ୍ତ । କାହିଁକି ବ୍ୟାପୁଛି କିଡନୀ ରୋଗ, କାରଣ ଅସ୍ପଷ୍ଟ
ବିଜୁଳି, ଘଡ଼ଘଡ଼ି ସହ ୪୦ରୁ ୫୦ କି.ମି ବେଗରେ ପବନ ବହିବା ସମ୍ଭାବନା ରହିଛି।
ଯୁକ୍ତ ଦୁଇ ଛାତ୍ରଙ୍କ ମହାନତା । ଲଣ୍ଡା ହେଲେ...କ୍ୟାନସର ରୋଗୀଙ୍କୁ କେଶଦାନ କଲେ । ୮ ମାସ ହେଲାଣି କାଟିନଥିଲେ ବାଳ
ମାଆଙ୍କ ଏହି ଯାତ୍ରା ଦେଖିବାକୁ ଆସୁଥିବା ଶ୍ରଦ୍ଧାଳୁଙ୍କ ପାଇଁ ବ୍ୟବସାୟୀମାନେ ବି ବେଶ୍ ରକମ ରକମ ପସରା ଖୋଲନ୍ତି । ଘରକରଣା ଜିନିଷ ଠାରୁ ଆରମ୍ଭ କରି ଚଟ୍ପଟା ଖାଦ୍ୟର ବି ଦୋକାନ ଖୋଲେ । ମାଆଙ୍କ ଦର୍ଶନ ଲାଗି ଆସୁଥିବା ଭକ୍ତମାନଙ୍କ ଲାଗି ବେପାର ବି ଭଲ ହୁଏ ।
ବିଶେଷ କରି ପଥର ପ୍ୟାକିଙ୍ଗ ନାଁରେ ପ୍ରାୟ ପ୍ରତିବର୍ଷ କୋଟି କୋଟି ଟଙ୍କା ଖର୍ଚ୍ଚ ହେଉଥିବା ସରକାରୀ ନଥିପତ୍ରରେ ଦର୍ଶାଯାଉଛି ।
ପୁଷ୍ପା-୨ ଲାଗି ମାଲକାନଗିରି ଜିଲ୍ଲାର ସ୍ୱାଭିମାନ ଅଞ୍ଚଳ ଓ ସପ୍ତଧାରା ନଦୀର ବିଭିନ୍ନ ଜାଗାରେ ସୁଟିଙ୍ଗ କରିବା ନିମନ୍ତେ ଆଗ୍ରହ ପ୍ରକାଶ କରିଛି ଟିମ୍ ।
ଆରଟିଆଇରୁ ସତ ଧରାପଡିବା ପରେ ଜିଲ୍ଲା ପ୍ରକଳ୍ପ ସଂଯୋଜକ ବା DPCଙ୍କୁ ଓସେପା ପକ୍ଷରୁ ଚିଠି ହୋଇଛି । ୪ ଶିକ୍ଷକଙ୍କ ବିରୋଧରେ ତଦନ୍ତ କରି କାର୍ଯ୍ୟାନୁଷ୍ଠାନ ପାଇଁ ଲେଖାଯାଇଛି।
କନ୍ଧମାଳ ଜିଲ୍ଲା ଗୋଚ୍ଛାପଡ଼ା ଥାନା କ୍ରାଣ୍ଡିବାଲି ଗାଁରେ ଘଟିଛି ଏହି ନୃଶଂସ ହତ୍ୟାକାଣ୍ଡ
ଚଳିତ ଥର ୬୫ ଟି ଅଫଲାଇନ ସେଣ୍ଟର ଓ ୩୯ଟି ଅନଲାଇନ ସେଣ୍ଟରରେ ଖାତା ଦେଖା ହେବ । ଉଭୟ ଅନ୍ଲାଇନ ଓ ଅଫ୍ଲାଇନ ଜରିଆରେ ମୂଲ୍ୟାୟନ ହେବ ବେଲି ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ସୂଚନା ଦିଆଯାଇଛି ।
ଏଡିଆର ରିପୋର୍ଟ କେବଳ ସମୁଦ୍ରକୁ ଶଙ୍ଖେ । ଲିଗାଲ ଫଣ୍ଡିଂ ବାଦ ବିଜେଡି ସାଢ଼େ ଚାରି ହଜାର କୋଟିର କଳା ଧନ ରଖିଛି । ବେଆଇନ ଭାବେ ବିଭିନ୍ନ ସୂତ୍ରରୁ ଆଦାୟ ହୋଇଥିବା ବିଜେପି ଅଭିଯୋଗ କରିଛି।
ପାରିବାରିକ ଗଣ୍ଡଗୋଳର ସମାଧାନ କରିବାକୁ ଯାଇଥିବା ପୋଲିସ୍କୁ ନିସ୍ତୁକ ମାଡ଼। ମୁଣ୍ଡ ଫାଟିଲା, ଚେତାଶୂନ୍ୟ ହେଲେ କନଷ୍ଟେବଲ।
ରାଜ୍ୟରେ ଶାସନ କ୍ଷମତାରେ ଥିବା ବିଜୁ ଜନତା ଦଳ ହେଉଛି ଦେଶର ଦ୍ୱିତୀୟ ଧନୀ ଆଞ୍ଚଳିକ ଦଳ।
ବାପା ନାହାନ୍ତି କି ମାଆ ନାହାନ୍ତି । ଆଗପଛ ହୋଇ ଆରପାରିକୁ ଚାଲିଗଲେ ଉଭୟ । ବାପା ଆଉ ମାଆଙ୍କ ଅବର୍ତ୍ତମାନରେ ଏବେ ବଡ଼ କଷ୍ଟରେ ଦିନ କାଟୁଛନ୍ତି କରଞ୍ଜିଆର ଅନିତା ଓ ସୋନାଲି । ଜଣଙ୍କୁ ୮ ବର୍ଷ ହୋଇଥିବା ବେଳେ ଆଉ ଜଣଙ୍କୁ ୫ । ଏ ବୟସରେ ନିଜ ହାତରେ ଖାଇବା ବି କଷ୍ଟକର ହୋଇପଡ଼ୁଥିବା ବେଳେ ପରିସ୍ଥିତର ଦାସ ହୋଇ ନିଜ କାମ ନିଜେ କରୁଛନ୍ତି ଦୁଇ ଭଉଣୀ ।
ଭୁଶୁଡ଼ିଲା ରମାଦେବୀ ମହିଳା ବିଶ୍ଵବିଦ୍ୟାଳୟ ପାଚେରି। ପ୍ରାୟ ୧୦୦ ଫୁଟ ଲମ୍ବର ପାଚେରି ଭୁଶୁଡ଼ି ପଡ଼ିଛି।
ଆଉ ୨ରୁ ୩ ଦିନ ପରେ ବଢ଼ିବ ରାଜ୍ୟର ତାତି। ପାଣିପାଗ ବିଭାଗର ସୂଚନା ଅନୁସାରେ, ୨ରୁ ୩ ଡିଗ୍ରୀ ଯାଏ ତାପମାତ୍ରା ବଢିବାର ସମ୍ଭାବନା ରହିଛି।
ନିଜ ଛାତରେ ବର୍ଷ ବର୍ଷ ଧରି ହୋର୍ଡିଂ ଲଗାଇ ଟଙ୍କାଟିଏ ଅର୍ଥ ବିଏମ୍ସିକୁ ଦେଉନଥିବା ଘର ମାଲିକଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ନିଆଯିବ। ଛାତ ଉପରେ ଲାଗିଥିବା ହୋର୍ଡିଂକୁ ଖୋଲି ଦିଆଯିବ।
ଜେଲ୍ ଭିତରେ ଥିବା ଶୌଚାଳୟରେ କଏଦୀ ଜଣକ ଗାମୁଛା ଲଗାଇ ଆତ୍ମହତ୍ୟା କରିଥିବା ସୂଚନା ମିଳିଛି। ସେ ଜଣେ ମାନସିକ ଚିକିତ୍ସିତ ରୋଗୀ ବୋଲି ଜେଲ୍ କର୍ତ୍ତୃପକ୍ଷ ସୂଚନା ଦେଇଛନ୍ତି।