Advertisment

ଦିନକରେ ଓଡ଼ିଶାରୁ ୧,୪୯୯ ନୂଆ କରୋନା ଆକ୍ରାନ୍ତ‌ ଚିହ୍ନଟ

ଭୁବନେଶ୍ୱର: ଓଡ଼ିଶାରେ ଦିନକରେ ୧,୪୯୯ ନୂଆ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ନୂଆ ୧,୪୯୯ ଆକ୍ରାନ୍ତଙ୍କ ମଧ୍ୟରୁ ୯୧୪ ଜଣ କ୍ୱାରେଣ୍ଟିନ୍‌ରେ ରହିଥିଲେ। ସେହିପରି ଲୋକାଲ୍ କଣ୍ଟାକ୍ଟସ୍‌ ୫୮୫  ରହିଛି। ଗଞ୍ଜାମରୁ ସର୍ବାଧିକ ୩୬୮ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୨୯ଟି ଜିଲ୍ଲାରୁ ଏହି ଆକ୍ରାନ୍ତମାନେ ଚିହ୍ନଟ ହୋଇଛନ୍ତି। ଏ ନେଇ ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଚିହ୍ନଟ ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୩୧,୮୭୭ରେ […]

author-image
Rajalaxmi Sahoo
ଅଦ୍ୟତନ ହୋଇଛି
ଦିନକରେ ଓଡ଼ିଶାରୁ ୧,୪୯୯ ନୂଆ କରୋନା ଆକ୍ରାନ୍ତ‌ ଚିହ୍ନଟ

corona

ଭୁବନେଶ୍ୱର: ଓଡ଼ିଶାରେ ଦିନକରେ ୧,୪୯୯ ନୂଆ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ନୂଆ ୧,୪୯୯ ଆକ୍ରାନ୍ତଙ୍କ ମଧ୍ୟରୁ ୯୧୪ ଜଣ କ୍ୱାରେଣ୍ଟିନ୍‌ରେ ରହିଥିଲେ। ସେହିପରି ଲୋକାଲ୍ କଣ୍ଟାକ୍ଟସ୍‌ ୫୮୫  ରହିଛି।

Advertisment

ଗଞ୍ଜାମରୁ ସର୍ବାଧିକ ୩୬୮ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୨୯ଟି ଜିଲ୍ଲାରୁ ଏହି ଆକ୍ରାନ୍ତମାନେ ଚିହ୍ନଟ ହୋଇଛନ୍ତି। ଏ ନେଇ ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

publive-image

publive-image

publive-image

ଚିହ୍ନଟ ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୩୧,୮୭୭ରେ ପହଞ୍ଚିଛି।

Advertisment
Coronavirus Odisha News Corona Updates In Odisha
Advertisment
Advertisment