ଅଦ୍ୟତନ ହୋଇଛି
corona
Advertisment
ଭୁବନେଶ୍ୱର: ଓଡ଼ିଶାରେ ଦିନକରେ ୧,୪୯୯ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ନୂଆ ୧,୪୯୯ ଆକ୍ରାନ୍ତଙ୍କ ମଧ୍ୟରୁ ୯୧୪ ଜଣ କ୍ୱାରେଣ୍ଟିନ୍ରେ ରହିଥିଲେ। ସେହିପରି ଲୋକାଲ୍ କଣ୍ଟାକ୍ଟସ୍ ୫୮୫ ରହିଛି।
Advertisment
ଗଞ୍ଜାମରୁ ସର୍ବାଧିକ ୩୬୮ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୨୯ଟି ଜିଲ୍ଲାରୁ ଏହି ଆକ୍ରାନ୍ତମାନେ ଚିହ୍ନଟ ହୋଇଛନ୍ତି। ଏ ନେଇ ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
/odishatv-khabar/media/post_attachments/wp-content/uploads/2020/07/Capture-46.jpg)
/odishatv-khabar/media/post_attachments/wp-content/uploads/2020/07/Capture-1-20.jpg)
/odishatv-khabar/media/post_attachments/wp-content/uploads/2020/07/Capture-2-15.jpg)
ଚିହ୍ନଟ ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୩୧,୮୭୭ରେ ପହଞ୍ଚିଛି।
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us/odishatv-khabar/media/post_attachments/uploadimage/library/16_9/16_9_0/corona-35_1625493468.jpg)