ଅଦ୍ୟତନ ହୋଇଛି
coronavirus
Advertisment
ଭୁବନେଶ୍ୱର: ଗତ ୨୪ ଘଣ୍ଟାରେ ଓଡ଼ିଶାରେ ୧,୫୦୩ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ନୂଆ ୧,୫୦୩ ଆକ୍ରାନ୍ତଙ୍କ ମଧ୍ୟରୁ ୧୦୦୨ ଜଣ କ୍ୱାରେଣ୍ଟିନ୍ରେ ରହିଥିଲେ। ସେହିପରି ଲୋକାଲ୍ କଣ୍ଟାକ୍ଟସ୍ ୫୦୧ ରହିଛି। ଏ ନେଇ ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
Advertisment
ଗଞ୍ଜାମରୁ ସର୍ବାଧିକ ୪୯୧ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୨୮ଟି ଜିଲ୍ଲାରୁ ଏହି ଆକ୍ରାନ୍ତମାନେ ଚିହ୍ନଟ ହୋଇଛନ୍ତି।
/odishatv-khabar/media/post_attachments/wp-content/uploads/2020/07/Capture-40.jpg)
/odishatv-khabar/media/post_attachments/wp-content/uploads/2020/07/Capture-୧-1.jpg)
/odishatv-khabar/media/post_attachments/wp-content/uploads/2020/07/Capture-2-13.jpg)
ଚିହ୍ନଟ ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୨୬,୮୯୨ରେ ପହଞ୍ଚିଛି।
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us/odishatv-khabar/media/post_attachments/uploadimage/library/16_9/16_9_0/coronavirus-7_1625513418.jpg)