Advertisment

ଓଡ଼ିଶାରେ ୧,୫୨୮ ନୂଆ କରୋନା ଆକ୍ରାନ୍ତ‌ ଚିହ୍ନଟ, ଗଞ୍ଜାମରେ ସର୍ବାଧିକ

ଭୁବନେଶ୍ୱର: ଓଡ଼ିଶାରେ ୧,୫୨୮ ନୂଆ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି। ଗଞ୍ଜାମରୁ ସର୍ବାଧିକ ୨୩୩ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୨୯ଟି ଜିଲ୍ଲାରୁ ଏହି ଆକ୍ରାନ୍ତମାନେ ଚିହ୍ନଟ ହୋଇଛନ୍ତି। ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଚିହ୍ନଟ ନୂଆ ୧,୫୨୮ ଆକ୍ରାନ୍ତଙ୍କ ମଧ୍ୟରୁ ୯୪୮ ଜଣ କ୍ୱାରେଣ୍ଟିନ୍‌ରେ ରହିଥିଲେ। ସେହିପରି ଲୋକାଲ୍ କଣ୍ଟାକ୍ଟସ୍‌ ୫୮୦ ରହିଛି। ଚିହ୍ନଟ ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୪୭,୪୫୫ରେ ପହଞ୍ଚିଛି।

ଅଦ୍ୟତନ ହୋଇଛି
ଓଡ଼ିଶାରେ ୧,୫୨୮ ନୂଆ କରୋନା ଆକ୍ରାନ୍ତ‌ ଚିହ୍ନଟ, ଗଞ୍ଜାମରେ ସର୍ବାଧିକ

coronavirus 11

Advertisment

ଭୁବନେଶ୍ୱର: ଓଡ଼ିଶାରେ ୧,୫୨୮ ନୂଆ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି। ଗଞ୍ଜାମରୁ ସର୍ବାଧିକ ୨୩୩ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୨୯ଟି ଜିଲ୍ଲାରୁ ଏହି ଆକ୍ରାନ୍ତମାନେ ଚିହ୍ନଟ ହୋଇଛନ୍ତି। ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

Advertisment

ଚିହ୍ନଟ ନୂଆ ୧,୫୨୮ ଆକ୍ରାନ୍ତଙ୍କ ମଧ୍ୟରୁ ୯୪୮ ଜଣ କ୍ୱାରେଣ୍ଟିନ୍‌ରେ ରହିଥିଲେ। ସେହିପରି ଲୋକାଲ୍ କଣ୍ଟାକ୍ଟସ୍‌ ୫୮୦ ରହିଛି।

publive-image

publive-image

publive-image

ଚିହ୍ନଟ ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୪୭,୪୫୫ରେ ପହଞ୍ଚିଛି।

Advertisment
Corona Updates Odisha
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ