ଅଧିକାଂଶ ସହରରେ ପାରଦ ୧୫ ଡିଗ୍ରୀ ସେଲସିୟସ୍ ତଳକୁ ଖସିବା ସମ୍ଭାବନା ରହିଛି । ଏଥିସହ ଆସନ୍ତା ୨ ଦିନ ପାଇଁ ରାଜ୍ୟର ବିଭିନ୍ନ ଜିଲ୍ଲାରେ ରହିବ କୁହୁଡ଼ିର ପ୍ରଭାବ ।
ଆନ୍ତଃ ରାଜ୍ୟ ଧାନ ଚୋରା ଚାଲାଣ ହେଉଥିବା ସନ୍ଦେହ କରି ଯୋଗାଣ ବିଭାଗକୁ ଖବର ଦେଇଥିଲେ । ଯୋଗାଣ ବିଭାଗ ଅଧିକାରୀ, ଧନକଉଡ଼ା ବ୍ଲକ ଯୋଗାଣ ନିରୀକ୍ଷକ ପ୍ରମୁଖ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରିଛନ୍ତି ।
ଆଜି ଉତ୍ତରପ୍ରଦେଶ ପ୍ରୟାଗରାଜ ଯିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ମହାକୁମ୍ଭ ମେଳା ପାଇଁ ବିକାଶମୂଳକ କାମର ସମୀକ୍ଷା କରିବେ ।
ସୌର ବିଛା ମାସ ମାର୍ଗଶିର ଶୁକ୍ଳପକ୍ଷ । ଇଂରାଜୀରେ ୧୩ ତାରିଖ ଶୁକ୍ରବାର । ଚନ୍ଦ୍ର-ମେଷ ଦିବା ୦୧.୧୯ ଗତେ ବୃଷ । ତିଥି-୧୩ଶୀ ରାତ୍ରି ୦୭.୪୦ ଗତେ ୧୪ଶୀ।
ଓଡ଼ିଶାର କୋଣ ଅନୁକୋଣରୁ ଟିକିନିଖି ଖବର ଏବେ ଆପଣଙ୍କ ଟିପ ଆଗରେ ।
ବାସଗୃହ କ୍ରେତାଙ୍କୁ କ୍ଷତିପୂରଣ ଦେବାରେ ଅହେତୁକ ବିଳମ୍ବ । ରିୟଲ ଇଷ୍ଟେଟ୍ ସଂସ୍ଥା ବିପୁଲ ଏମଡିଙ୍କ ଉପରେ ଆକ୍ସନ ।
ଠିକ୍ ୬ ମାସ ତଳେ, ଜୁନ୍ 12 ତାରିଖରେ ମୋହନ ମାଝୀଙ୍କ ନେତୃତ୍ୱରେ ବିଜେପି ଏକାକୀ ଗଢିଥିଲା ସରକାର। ଆଉ ଏଇ ୬ ମାସରେ ଅନେକ ପ୍ରତିଶ୍ରୁତି ପୂରଣ କରିଛି ମୋହନ ସରକାର। ଆଉ କିଛି ଏବେ ବି ପ୍ରତିଶ୍ରୁତି ହୋଇ ରହିଛି।
ବ୍ୟାଡମିଣ୍ଟନ କର୍କ ଆକୃତିର ବିରାଟ ଷ୍ଟାଡିୟମ୍। ବିଶ୍ବସ୍ତରୀୟ ଟ୍ରେନିଂ ଏକାଡେମୀ 'ଦ ସଟଲ'। ରାତିରେ ଉଡନ୍ତା କର୍କ ଭଳି ଲାଗୁଥିବା ହାଇ ପରଫରମାନ୍ସ ସେଣ୍ଟରରେ ଏବେ ଲାଗିବ ଅନ୍ତର୍ଜାତୀୟ ସ୍ତରର ଖେଳାଳିଙ୍କ ଗହଳି।
ଆନନ୍ଦ ବଜାରରେ ଅମୂଲ ମୂଲ ହେଲାଣି ଅବଢ଼ା ଦର। ସ୍ଥିତି ଏମିତି ଯେ ଜଗାଦର୍ଶନ ପରେ ଶାନ୍ତିରେ ଟିକେ ପ୍ରସାଦ ସେବନ ପାଇଁ ବି ସାଧାରଣ ଭକ୍ତଟିକୁ ଭାବିବାକୁ ପଡୁଛି।
ଗର୍ଭରେ ଖେଳୁଥିଲା ୭ ମାସର ରକ୍ତ ମାଂସର ପିଣ୍ଡୁଳାଟିଏ। ୨ ମାସ ପରେ ପାଦ ଥାପିଥାନ୍ତା ନବଜାତ। କିନ୍ତୁ, ଦୁର୍ଭାଗ୍ୟର ରେଖା ଟାଣିଦେଲା ଦଇବ। ଯେଉଁ ମା’ର ଗର୍ଭକୁ ଘର ଭାବି ବଢୁଥିଲା ସନ୍ତକଟିଏ, ସେହି ଗର୍ଭରେ ହିଁ ରକ୍ତରଂଜିତ ହୋଇ ପ୍ରାଣ ହରାଇଲା।
ଠକେଇର ଶିକାର ହେଲେ ଡାକ୍ତର ଶ୍ରୀମାଧବ ସେଠୀ । ଡାକ୍ତରଙ୍କୁ ୭୫ ହଜାର ଟଙ୍କାର ଚୂନ ଲଗାଇଲେ ସାଇବର ଫ୍ରଡ।
କଥା ରହିଛି ବାତ୍ସଲ୍ୟ ମମତାରେ ପଡି ଶ୍ରୀକୃଷ୍ଣ ଦୁର୍ବଳ ହୋଇଥିବାର ଅନୁଭବ କରିଥିଲେ ମା ଯଶୋଦା ।ନଖାଇ ନପିଇ ପୁଅର ଏମିତି ହୋଇଥିବା ଅନୁମାନ କରିଥିଲେ ମା ।ଖାସ ସେଇଥିପାଇଁ ନିଜ ହାତରେ ନାନାଦି ସୁସ୍ୱାଦୁ ତଥା ପୁଷ୍ଟିକର ଖାଦ୍ୟ ରାନ୍ଧି କୋଳରେ ବସାଇ ଶ୍ରୀକୃଷ୍ଣଙ୍କୁ ଭୁଞ୍ଜାଇ ଦେଇଥିଲେ ଯଶୋମତି ।ଏବଂ ସେହି ବାତ୍ସଲ୍ୟ ମମତାର ସ୍ମୃତି ହେଉଛି ଏହି ବ୍ୟଞ୍ଜନ ଦ୍ଵାଦଶୀ।ଯଦିଓ ଅନ୍ୟ ଏକ କଥା ରହିଛି ଯେ ଗୋଚରଣ ବେଳେ ଶ୍ରୀକୃଷ୍ଣଙ୍କୁ ଭୋକ ଲାଗିଥିଲା ଯାହାକୁ ଦିବ୍ୟ ଚକ୍ଷୁ ରେ ଦେଖି ପାରିଥିଲେ ରାଧାରାଣୀ ।
ପୁଣି ବିଜେଡିକୁ ଜୟନାରାୟଣ ମିଶ୍ରଙ୍କ ତାତ୍ସଲ୍ୟ । କହିଲେ-ବିଜେପି ଯୋଉଦିନ ହୁଇସିଲ ଫୁଙ୍କିବ ସେଦିନ ବିଜେଡ଼ି ଗୁଣ୍ଡ ଗୁଣ୍ଡ ହୋଇଯିବ । ଯୋଉଦିନ ଚାହିଁବ ବିଜେଡ଼ିକୁ ଖଣ୍ଡ ଖଣ୍ଡ କରିଦେବ ।
ଭଦ୍ରକ ଜିଲ୍ଲା ଧାମନଗର ବ୍ଲକ ଦେହୁଡି ଆନନ୍ଦପୁର ପଞ୍ଚାୟତ ମାଲନାପୁର ନିକଟ ବୈତରଣୀ ନଦୀ ଗର୍ଭରୁ ଉଦ୍ଧାର ହୋଇଛି ଏ ପ୍ରକାର ଆଶ୍ଚର୍ଯ୍ୟକର ପଥର ।
ଶ୍ରୀମନ୍ଦିରରେ ଭିନ୍ନକ୍ଷମ ଓ ବରିଷ୍ଠ ନାଗରିକଙ୍କ ପାଇଁ ହେବ ୬ ଲାଇନ ବିଶିଷ୍ଟ ରାମ୍ପ ବ୍ୟବସ୍ଥା । ଏହାଦ୍ୱାରା ଏହି ବର୍ଗର ଭକ୍ତ ସୁବିଧାରେ ମହାପ୍ରଭୁଙ୍କ ଦର୍ଶନ କରିପାରିବେ ।
ବିଜେପି ସରକାରରେ ୫ ମାସ ଓ ବିଜେଡି ସରକାରରେ ସେମାନଙ୍କୁ ମିଳିନି ୩ ମାସର ପ୍ରାପ୍ୟ । ତେଣୁ ପୂର୍ବ ସରକାରର ଚୁକ୍ତିନାମା ଓ ମହିଳାମାନଙ୍କୁ ଦରମା ନଦେବାକୁ ନେଇ ଏବେ ବିଜେପି ସରକାର ପୂର୍ବ ସରକାରଙ୍କୁ ଟାର୍ଗେଟ୍ କରୁଥିବାବେଳେ, ବିରୋଧୀ ବିଜେଡି ମଧ୍ୟ ମହିଳାଙ୍କୁ ଶୀଘ୍ର ଦରମା ଦେବାକୁ ଦାବି କରୁଛି ।
ଯଦିଓ ବିଳମ୍ବ ହେଲାଣି ତଥାପି ଧୀରେଧୀରେ ବଢୁଛି ଶୀତ । ରାଜ୍ୟରେ ଶୁଖିଲା ପାଗ ସହ ତାପମାତ୍ରା କମିଛି ।
କେବେ ବିଶ୍ୱବ୍ୟାଧି ମହାମାରୀ କରୋନାର କଥା ତ ଆଉ କେବେ ହକି ବିଶ୍ୱକପ୍ କଥା l ଆଉ କେବେ ଓଡିଶା ସଂସ୍କୃତି, ପରମ୍ପରା ଓ ବରପୁତ୍ରମାନଙ୍କ କଥା କହୁଥିବା ଭୁବନେଶ୍ୱରର କାନ୍ଥବାଡ଼ ଏବେ ଆଦିବାସୀ ପରମ୍ପରାର କଥା କହୁଛି ।
୨ ଜଣ ଦୁର୍ବୃତ୍ତ ଏହି ଗୁଳିକାଣ୍ଡ କରିଥିବା ପରିବାର ଲୋକେ ଦେଖିଛନ୍ତି । ତେବେ ଏହି ଘଟଣାରେ କେତେଜଣ ସଂପୃକ୍ତ ଅଛନ୍ତି ତାହା ସ୍ପଷ୍ଟ ହୋଇନାହିଁ ।
ଜଙ୍ଗଲରେ ହାତ-ଗୋଡ଼.. ବସ୍ତା ଭିତରେ ମୃତଦେହ.. ନଦୀରେ କଟା ମୁଣ୍ଡ । ଅଭିଯୁକ୍ତ ପ୍ରେମିକର ନରକୀୟ କାଣ୍ଡ!
ସୌର ବିଛା ମାସ ମାର୍ଗଶିର ଶୁକ୍ଳପକ୍ଷ । ଇଂରାଜୀରେ ୧୨ ତାରିଖ ଗୁରୁବାର । ଚନ୍ଦ୍ର-ମେଷ ଅହୋରାତ୍ର । ତିଥି-୧୨ ଶୀ ରାତ୍ରି ୧୦ .୨୬ ଗତେ ୧୩ଶୀ । ଘାତଚନ୍ଦ୍ର- ମେଷ ରାଶିର ଅହୋରାତ୍ର ।
ବ୍ୟଞ୍ଜନ ଦ୍ୱାଦଶୀ ଗୌଡ଼ୀୟ ବୈଷ୍ଣବ ସଂପ୍ରଦାୟର ଶ୍ରାଦ୍ଧାଳୁମାନଙ୍କର ଏକ ପ୍ରମୁଖ ପର୍ବ। ଏହି ଦିନ ମା' ଯଶୋଦା ଶ୍ରୀକୃଷ୍ଣଙ୍କୁ ବହୁବିଧ ବ୍ୟଞ୍ଜନ ପ୍ରସ୍ତୁତ କରି ଖୁଆଇଥିବାର କିମ୍ବଦନ୍ତୀ ରହିଛି। କୃଷ୍ଣ ଲୀଳାର ଏହି ପର୍ଯ୍ୟାୟକୁ ଗୌଡ଼ୀୟ ବୈଷ୍ଣବମାନେ ନିଷ୍ଠାର ସହିତ ପାଳନ କରିଥାନ୍ତି।
ଓଡ଼ିଶାର କୋଣ ଅନୁକୋଣରୁ ଟିକିନିଖି ଖବର ଏବେ ଆପଣଙ୍କ ଟିପ ଆଗରେ ।
ଜଙ୍ଗଲରେ ହାତ-ଗୋଡ଼.. ବସ୍ତା ଭିତରେ ମୃତଦେହ.. ନଦୀରେ କଟା ମୁଣ୍ଡ । ଅଭିଯୁକ୍ତ ପ୍ରେମିକର ନରକୀୟ କାଣ୍ଡ!
ଭିଡ଼ ନିୟନ୍ତଣ ହେଉ କି ଶୃଙ୍ଖଳିତ ଦର୍ଶନ । ଆତଙ୍କବାଦୀ ଆକ୍ରମଣଠୁ ଅଗ୍ନିକାଣ୍ଡ ପରି ଅଘଟଣ । ଶ୍ରୀମନ୍ଦିରରେ ଏସବୁ ମୁକାବିଲା ପାଇଁ ନିୟୋଜିତ ହେବେ ସ୍ବତନ୍ତ୍ର ବାଟାଲିୟନ ।