ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବୀରପୁତ୍ର ବିଜୁ ପଟ୍ଟନାୟକଙ୍କ ଜନ୍ମଦିନ ଅବସରରେ ପାଳିତ ହୁଏ ପଞ୍ଚାୟତିରାଜ ଦିବସ। ଏହିଦିନ ରାଜ୍ୟର ସମସ୍ତ ପଞ୍ଚାୟତରେ ଏହାକୁ ଧୁମଧାମରେ ପାଳନ କରାଯାଇଥାଏ। ଏଠାରେ ପ୍ରଶ୍ନ ଉଠେ ସାରା ଦେଶ ଏପ୍ରିଲ ୨୪କୁ ପଞ୍ଚାୟତରାଜ ଦିବସ ଭାବେ ପାଳନ କରୁଥିବାବେଳେ ଓଡ଼ିଶାରେ ମାର୍ଚ୍ଚ ୫ କାହିଁକି….
ତାଙ୍କର କାମ ପାଇଁ ତାଙ୍କୁ ‘ଝଡର ଇଗଲ୍’ ବୋଲି କୁହାଯାଏ। ତାଙ୍କର କାର୍ଯ୍ୟକଳାପ ହେତୁ ସେ ଅନେକ ଥର ଅସୁବିଧାର ସମ୍ମୁଖୀନ ହୋଇଛନ୍ତି ଆଉ ସମ୍ମାନିତ ମଧ୍ୟ ହୋଇଛନ୍ତି। ସେ ହେଲେ ବିଜୟାନନ୍ଦ ପଟ୍ଟନାୟକ। ଆଜି ତାଙ୍କ ଜନ୍ମଦିନରେ ଆସନ୍ତୁ ତାଙ୍କ ବୀରତ୍ୱର କିଛି କାହାଣୀ ଉପରେ ନଜର ପକେଇ ନେବା।
ଓଡ଼ିଶାର କୋଣ ଅନୁକୋଣରୁ ଟିକିନିଖି ଖବର ଏବେ ଆପଣଙ୍କ ଟିପ ଆଗରେ ।
କାହାକୁ ସେ ଚିହ୍ନେନା କି ଜାଣେନା । ତଥାପି ନିଜ ଲୋକଙ୍କଠୁ ସେ ଅଧିକ ଦୁଃଖୀ, ଅଧିକ ମିୟମ୍ରାଣ । ପ୍ରିୟଜନଙ୍କ ଭଳି ସେ ବି ଶୋକାଭିଭୂତ । ହଁ, ଆମେ କହୁଛ ଏଇ ମାଙ୍କଡ଼ର କଥା ।
ଗୋଟିଏ ମଂଚରେ ବିଭିନ୍ନ ପ୍ରସଙ୍ଗରେ ଆଲୋଚନା, ପର୍ଯ୍ୟାଲୋଚନା ଓ ନିଷ୍କର୍ସ ବାହାର କରିବାର ପ୍ରୟାସ । ବିଗତ ବର୍ଷଗୁଡ଼ିକ ଭଳି ଏଥର ବି ଓଟିଭି ଫୋରସାଇଟରେ ହୋଇଥିଲା ସେମିତି ଉଦ୍ୟମ । ବିଜନେସ ସେସନରେ ଭାଗ ନେଇଥିଲେ ଦେଶର ଦୁଇ ପ୍ରତିଷ୍ଠିତ ଉଦ୍ୟୋଗୀ- ତେତନା ସିହ୍ନା ଓ ପ୍ରକାଶ ଗୁହା ।
ଚିନ୍ମୟୀଙ୍କ ଗଳାରେ କେମିତି ହେଲା ଏହି ଦାଗ ? ଗୋଟି ଗୋଟି କରି ଅଗ୍ନିପରୀକ୍ଷାକୁ ସାମ୍ନା କରୁଛନ୍ତି ଚିନ୍ମୟୀଙ୍କ ସହ ଶେଷ ସମୟ ଯାଏଁ ଏକାଠି ଥିବା ପୁରୁଷ ବନ୍ଧୁ ପ୍ରୀତିମାନ ଦେ । ୪ ଦିନ ଧରି ବୁର୍ଲା ଥାନାରେ ଘନଘନ ଜେରା ପରେ ଆଜି ଭୁବନେଶ୍ୱର ଷ୍ଟେଟ ଫରେନସିକ ଲ୍ୟାବରେ ଲାଇ ଡିଟେକ୍ସନ କରାଇଛି ପୋଲିସ ।
ଓଟିଭି ଫୋରସାଇଟ କାର୍ଯ୍ୟକ୍ରମରେ ଅନୁଭୂତି ବଖାଣିଲେ ନିର୍ମାତା ବିବେକ ଅଗ୍ନିହୋତ୍ରୀ ଓ ପତ୍ନୀ ପଲ୍ଲବୀ ଯୋଶୀ...ମଂଚ ଉପରେ ଇନଷ୍ଟାଣ୍ଟ ଗୀତ କଂପୋଜ କରି ହୃଦୟ ଜିତିଲେ ଅନୁ ମଲ୍ଲିକ...
କେଉଁଠି ହୁତୁହୁତୁ ହୋଇ ଜଳୁଛି, ତ ଆଉ କେଉଁଠି କୁହୁଳି କୁହୁଳି ବ୍ୟାପୁଛି ଜଙ୍ଗଲ ନିଆଁ । ମୟୂରଭଞ୍ଜର ଶିମିଳିପାଳ, ଗଜପତି ମୋହନାର ନାରଙ୍ଗୀ, ଖୋର୍ଦ୍ଧାର ବରୁଣେଇ, ବାଲେଶ୍ୱରର ସୋର ଏବଂ କୁଲଡିହା ପାହାଡ଼ । ରାଜ୍ୟର ଅଧିକାଂଶ ଜିଲ୍ଲାରେ ଖରାଦିନ ଆରମ୍ଭରୁ ଅଣାୟତ୍ତ ହେଲାଣି ଜଙ୍ଗଲ ନିଆଁ ।
ବିଜୁ ବାବୁଙ୍କ ଜୟନ୍ତୀରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୋଟିଏ ଦିନରେ ବରଗଡ଼, ନୂଆପଡ଼ା ଓ କଳାହାଣ୍ଡି ଜିଲ୍ଲାକୁ ଗସ୍ତ କରୁଛନ୍ତି । ସରକାରୀ ପ୍ରକଳ୍ପର ଶୁଭାରମ୍ଭ ସହ ବିଭିନ୍ନ ସାଧାରଣ ସଭାରେ ଯୋଗ ଦେବେ ନବୀନ । ସ୍ୱତନ୍ତ୍ର ଭାବେ ପଶ୍ଚିମ ଓଡ଼ିଶାରୁ ଦକ୍ଷିଣ ଓଡ଼ିଶାକୁ ଯୋଡୁଥିବା ବିଜୁ ଏକ୍ସପ୍ରେସ୍ ୱେ'ର ଲୋକାର୍ପଣ କରିବେ ମୁଖ୍ୟମନ୍ତ୍ରୀ ।
ପଞ୍ଚାୟତିରାଜ ଦିବସକୁ ବିଜେପି ୩୧୪ ବ୍ଲକ ଆଗରେ ଭ୍ରଷ୍ଟାଚାର ଦିବସଭାବେ ପାଳନ କରିବ । ହାତରେ କଳା କପଡା ବାନ୍ଧି ଦଳ ବିରୋଧ ପ୍ରଦର୍ଶନ କରିବ ବୋଲି କହିଛି ।
କେଉଁଠି ନା କେଉଁଠି ନିର୍ମାତା ଓ ନିର୍ଦ୍ଦେଶକମାନେ ଅଣଓଡିଆ ଚଳଚ୍ଚିତ୍ରର ଭାଷା ଓ କାହାଣୀକୁ କପି କରୁଥିବା ନଜର ଆସେ। ଏହାକୁ ନେଇ କ୍ଷୋଭ ପ୍ରକାଶ କରିବା ସହିତ ଯେଉଁଥିରେ ଓଡିଆର ମୌଳିକତା ନଥିବ ସେଭଳି ଫିଲ୍ମ ବା ଗୀତ କରିବେ ନାହିଁ ବୋଲି ସିଦ୍ଧାନ୍ତ କହିଛନ୍ତି।
ଓଟିଭି ପାଇଁ ଗୀତ ମଧ୍ୟ ଗଇଛନ୍ତି ଅନୁ ମଲ୍ଲିକ । ଅନ୍ ଦ ସ୍ପଟ୍ ଗୀତ ଲେଖିଲେ । ଷ୍ଟେଜ୍ ଉପରେ କହୁ କହୁ ଓଟିଭି ପାଇଁ ଗାଇଦେଲେ ଗୀତ ।
‘ଓଡ଼ିଆ ଡାଲମା ମୋର ବହୁତ ପସନ୍ଦ। ମୋତେ ଓଡ଼ିଶା ଖାଦ୍ୟ ବହୁତ ଭଲ ଲାଗେ’...ଓଟିଭି ଫୋରସାଇଟ୍- ୨୦୨୩ର ତ୍ରୟୋଦଶ ସଂସ୍କରଣରେ ଯୋଗ ଦେଇ ବଲିଉଡ୍ ସଙ୍ଗୀତ ନିର୍ଦ୍ଦେଶକ ଅନୁ ମଲ୍ଲିକ ଏହା କହିଛନ୍ତି।
ବର୍ତ୍ତମାନର ଯୁବ ପିଢ଼ି କିଭଳି ସୋସିଆଲ ମିଡିଆ ଜରିଆରେ ରାତା ରାତି ଷ୍ଟାର ହେଉଛନ୍ତି, ସେହି ବିଷୟରେ ମଧ୍ୟ କହିଛନ୍ତି । ଆଉ ଏହାର ପ୍ରଭାବ କେତେ ଖରାପ ତାହା ମଧ୍ୟ କହିଛନ୍ତି ।
ଏବେ ବି ଅନେକ ମହିଳାଙ୍କ ପାଇଁ ଅପହଞ୍ଚ କମିଶନ। ଷ୍ଟାଫ୍ ଅଛନ୍ତି, ମେମ୍ବର ଅଛନ୍ତି ତଥାପି ୫ ହଜାର କେସ୍ ପେଣ୍ଡିଂ ଅଛି।
ଭାରତୀୟ ରିଜର୍ଭ ବ୍ୟାଙ୍କଠାରୁ ଅନୁମତି ହାସଲ କରିବାଠାରୁ ଆରମ୍ଭ କରି ବର୍ତ୍ତମାନର ଡିଜିଟାଲ୍ ବ୍ୟାଙ୍କିଙ୍ଗ୍ ପର୍ଯ୍ୟନ୍ତ ଚେତନାଙ୍କ ମନ୍ଦେସୀ ମହିଳା ସହକାରୀ ବ୍ୟାଙ୍କ କେତେ ସମସ୍ୟାକୁ ଅତିକ୍ରମ କରିଛି ସେ କାହାଣୀ ବଖାଣିଥିଲେ ।
ମୁଖ୍ୟବକ୍ତା ଭାବେ ଯୋଡ଼ିହୋଇଥିଲେ କେନ୍ଦ୍ର ସଡ଼କ ପରିବହନ ମନ୍ତ୍ରୀ ନିତିନ ଗଡ଼କରୀ । ତାଙ୍କୁ ସ୍ୱାଗତ କରିଥିଲେ ଜଗି ।
୨୦୨୪ ଶେଷ ସୁଦ୍ଧା ଓଡ଼ିଶାରେ ଆମେରିକା ମାନର ରାସ୍ତା ହେବ। ଓଟିଭି ଫୋରସାଇଟ୍-୨୦୨୩ରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ କେନ୍ଦ୍ର ସଡ଼କ ପରିବହନ ଓ ରାଜପଥ ମନ୍ତ୍ରୀ ନୀତିନ ଗଡ଼କରୀ ଏହି ସୂଚନା ଦେଇଛନ୍ତି।
ନାବାଳିକାଙ୍କ ପ୍ରେମରେ ପାଗଳ ହୋଇ ହରିୟାଣାରୁ ଓଡ଼ିଶା ଧାଇଁ ଆସିଥିଲେ ଯୁବତୀ। କିନ୍ତୁ ସ୍ଥାନୀୟ ଲୋକେ ତାଙ୍କୁ ପୋଲିସ୍ ଜିମା ଦେଇଛନ୍ତି।
ପୁଷ୍କର ଦୋଷ – ୨ ପାଦ- କୃଷି ଓ ପଶୁହାନି- ଭୂମି ଓ ଅନ୍ନଦାନ ଦିବା ୧୧.୪୩ ଗତେ ୧ ପାଦ ।
ମାର୍ଚ୍ଚ ୩ ତାରିଖକୁ କାନଭାସ ପରିବାର ରାଉରକେଲା ଦିବସ ରୂପେ ପାଳନ କରୁଛି ।
ବାନ୍ଧବୀ ସୋମାଲିକାଙ୍କୁ ବିବାହର ପ୍ରତିଶ୍ରୁତି ଦେଇ ପ୍ରତାରଣା ଅଭିଯୋଗ ମାମଲାରେ ତିର୍ତ୍ତୋଲ ବିଜେଡ଼ି ବିଧାୟକ ବିଜୟ ଶଙ୍କର ଦାସଙ୍କ ଅଡ଼ୁଆ ବଢ଼ିବାରେ ଲାଗିଛି।
ଓଡ଼ିଶାର କୋଣ ଅନୁକୋଣରୁ ଟିକିନିଖି ଖବର ଏବେ ଆପଣଙ୍କ ଟିପ ଆଗରେ ।
ଓଟିଭି ଫୋରସାଇଟର ଏହି ତ୍ରୟୋଦଶ ସଂସ୍କରଣରେ ଏଥର ସାମିଲ୍ ହେବାକୁ ଥିବା ବିଶିଷ୍ଟ ବ୍ୟକ୍ତିମାନଙ୍କ ମଧ୍ୟରେ ଅଛନ୍ତି, କେନ୍ଦ୍ର ସଡ଼କ ପରିବହନ ମନ୍ତ୍ରୀ ନୀତିନ ଗଡ଼କରୀ, ବିଶିଷ୍ଟ ବଲିଉଡ୍ ଚଳଚ୍ଚିତ୍ର ନିର୍ଦେଶକ ବିବେକ ଅଗ୍ନିହୋତ୍ରୀ, ଜଣାଶୁଣା ଅଭିନେତ୍ରୀ ପଲ୍ଲବୀ ଯୋଷୀ, ପ୍ରସିଦ୍ଧ ସଙ୍ଗୀତ ନିର୍ଦ୍ଦେଶକ ଅନୁ ମଲ୍ଲିକ ପ୍ରମୁଖ।
ଘର ପାଖ ଗଡ଼ିଆରେ ଛକି ବସିଥିଲା ଯମ । ଶୌଚ ପାଇଁ ଯାଇଥିବା ବେଳେ ପାଣିରେ ପଡ଼ି ବରର ମୃତ୍ୟୁ ।