କାଲିଠୁ ଉଚ୍ଛେଦ ହେବନି କହିଲେ ନର୍ଥ ଜୋନ୍ ଆସିଷ୍ଟାଣ୍ଟ କମିଶନର
ରାଜଧାନୀରେ ତାତିଲେ ଉଠା ଦୋକାନୀ । ବିଏମ୍ସିର ଉଛେଦକୁ ବିରୋଧ ।
ହକି ବିଶ୍ୱକପ୍ ପାଇଁ ୧୮ ଜଣିଆ ଭାରତୀୟ ଦଳ ଘୋଷଣା ହୋଇଛି। ହରମନ୍ ପ୍ରୀତ ସିଂ ଭାରତୀୟ ଦଳର ଅଧିନାୟକ ଭାବେ ନିଯୁକ୍ତ ହୋଇଥିବା ବେଳେ ଓଡ଼ିଶାର ଅମିତ ରୋହିଦାସଙ୍କୁ ଉପଅଧିନାୟକ ଦାୟିତ୍ୱ ମିଳିଛି।
ମନି ଲଣ୍ଡରିଂ ମାମଲାରେ ପ୍ରମାଣ ପାଇବା ପରେ ଗିରଫ କଲା ଇଡି
ଏନଭଲପ୍ ଉପରେ ଲିପିକା ସାହୁ ମାର୍ଫତ ସୁଷମା ସାହୁ ! ମୃତ୍ୟୁ ପୂର୍ବରୁ ଝିଅକୁ ଚିଠି ଲେଖିଥିଲେ ଗୋବିନ୍ଦ, ହେଲେ ଚିଠି ପହଞ୍ଚିବା . . . .
ରାଜଧାନୀ ଭୁବନେଶ୍ୱରରେ ଉଠା ଦୋକାନୀଙ୍କ ପାଇଁ କାଳ ହୋଇଛି ହକି ବିଶ୍ୱକପ୍। ବର୍ଷ ବର୍ଷର ବେଉସା ଆଉ ପେଟ ପାଟଣା ଉପରେ ପଡ଼ିଛି ଚଡ଼କ।
ଓଡ଼ିଶାର କୋଣ ଅନୁକୋଣରୁ ଟିକିନିଖି ଖବର ଏବେ ଆପଣଙ୍କ ଟିପ ଆଗରେ ।
ଭେଟିବାକୁ ବିଜେଡି-ବିଜେପି ମଧ୍ୟରେ କମ୍ପିଟିସନ୍,ସଂସଦରେ ଅର୍ଚ୍ଚନା ଓ ଖଣି ଦୁର୍ନୀତି ପ୍ରସଙ୍ଗ ଉଠାଇଲା ବିଜେପି
ଖ୍ରୀଷ୍ଟମାସ ଓ ନୂଆବର୍ଷ ପାଳନ ବେଳେ ସତର୍କ ରୁହ। ମାସ୍କ ପିନ୍ଧ, ସାମାଜିକ ଦୂରତା ରଖ।
ସୁପାରୀ କିଲର୍ ଆଣି ମର୍ଡର କରାଯାଇଛି : ସଂପର୍କୀୟ
ଗୁରୁତ୍ୱ ଦେବାକୁ ମୁଖ୍ୟମନ୍ତ୍ରୀଙ୍କୁ ଆଇନଜୀବୀଙ୍କ ଅନୁରୋଧ
ସ୍ୱାମୀ ଚାଲିଯାଇଥିଲେ, ଏବେ ପୁଅ ଚାଲିଗଲା । ଯାତ୍ରା ଅଭିନେତ୍ରୀ ରାନୀ ପଣ୍ଡାଙ୍କ କାର୍ ଦୁର୍ଘଟଣାରେ ଜୀବନ ହରାଇଥିବା ଯୁବକଙ୍କ କୁନି ପୁଅ ବି ଏବେ ଅଫେରା ଦୁନିଆରେ . . .
ଉଭୟ ଡାକ୍ତରଖାନାରେ ନିରାଶ ହେବାପରେ ଶେଷରେ ଭୁବନେଶ୍ୱର ଏମ୍ସକୁ ୬ ଘଣ୍ଟା ବିଳମ୍ବରେ ଆସିଥିଲେ ବର୍ଷା।
ରବି ନାରାୟଣଙ୍କ ବିୟୋଗରେ ଆଜି ଓଟିଭି ଅଫିସ୍ ପରିସରରେ ଏକ ଶୋକସଭାର ଆୟୋଜନ ହୋଇଥିଲା।
ଆଇନ ଶୃଙ୍ଖଳା ବିଭାଗ ଯାହା ପାଖେ ସିଏ ଉତ୍ତର ଦେବା ଜରୁରୀ
କଳାକୁ ଏତେ ଡର କାହିଁକି? ସଭା ସ୍ଥଳ ଯିବା ପୂର୍ବରୁ କଳା ଜିନିଷ ବାହାରେ ରଖି ଯିବାକୁ ପଡ଼ିଲା
ଓଡ଼ିଶାରେ ୫୧% ଡାକ୍ତରଙ୍କ କେବଳ ରହିଛି ଉପଯୁକ୍ତ ଶିକ୍ଷାଗତ ଯୋଗ୍ୟତା। ବିଶ୍ୱବ୍ୟାଙ୍କ ପକ୍ଷରୁ ଦେଶବ୍ୟାପୀ କରାଯାଇଥିବା ସର୍ଭେରୁ ଏହା ସ୍ପଷ୍ଟ ହୋଇଛି।
ଆବାସ ଯୋଜନାରେ ଘରଟିଏ ପାଇଁ ଦାବି କରିଛନ୍ତି ସଂପୃକ୍ତ ଦିବ୍ୟାଙ୍ଗ ।
ସବୁଠୁ ଅଧିକ ଚର୍ଚ୍ଚାରେ ଥିଲା ଦୁଇଟି ଉପନିର୍ବାଚନ । ଗୋଟିଏ ହେଲା ଧାମନଗର ଓ ଅନ୍ୟଟି ହେଲା ପଦ୍ମପୁର ।
ଶିମିଳିପାଳ ହାତୀପୋଡ଼ି ଘଟଣାରେ ବିଷ ପିଇ ବନ କର୍ମଚାରୀଙ୍କ ମୃତ୍ୟୁ ମାମଲାରେ ନୂଆ ମୋଡ଼ ଆସିଛି। ସମ୍ପୃକ୍ତ ବନ କର୍ମଚାରୀଙ୍କୁ ହତ୍ୟା କରାଯାଇଥିବା ପରିବାର ଲୋକ ଅଭିଯୋଗ କରିଛନ୍ତି।
ଏଇ ବେଲୁନ ବିକିଲେ ପରିବାର ଚଲେଇବା ସହ ଖାଉଛନ୍ତି ଔଷଧ । ସେ ଯୁବକ ଜଣକ ହେଉଛନ୍ତି ବିଭାସ ଦାସ୍ ।
ବଡ଼ ଦୁଃଖର କଥା ଏଯାଏଁ ଏମାନଙ୍କୁ ମିଳିପାରିଲା ନାହିଁ ସରକାରୀ ଯୋଜନାରେ ଘର ।
ମାମଲା ଥାନାରେ ରୁଜୁ ହେବା ପରେ ଅଭିଯୁକ୍ତ ବିଜେଡି ନେତାଙ୍କୁ ଗିରଫ କରିଛି ପୋଲିସ ।
ଓଡ଼ିଶାରେ ନୂଆ ଭାରିଏଣ୍ଟ ଚିହ୍ନଟ ହୋଇଛି। ନୂଆ ଭାରିଏଣ୍ଟ ସମ୍ପର୍କରେ ସ୍ୱାସ୍ଥ୍ୟ ବିଭାଗ ତଥ୍ୟ ଦେଇଛି। ଆକ୍ରାନ୍ତ ଜଣଙ୍କ ଖୋର୍ଦ୍ଧା ଜିଲ୍ଲାର ଜଣେ ମହିଳା।
ସାଧାରଣତଃ ଘର ଚାରିପଟେ ଗଛ ରହିଲେ ଏହା ପରିବେଶକୁ ସୁସ୍ଥ ରଖିବା ସହ ସୁନ୍ଦର ମଧ୍ୟ କରିଥାଏ। କିନ୍ତୁ ଘର ପାଖରେ ଥିବା ଗଛ ଯଦି କାନ୍ଥରେ ଲାଗେ ତେବେ ଅନେକ ସମସ୍ୟା ଆଣିପାରେ। ଜାଣନ୍ତୁ ଏହା ଦ୍ୱାରା କେଉଁସବୁ ସମସ୍ୟାର ସମ୍ମୁଖିନ ହେବାକୁ ପଡେ।