/odishatv-khabar/media/post_attachments/uploadimage/library/16_9/16_9_0/odisha-corona-updates_1625488683.jpg)
odisha corona updates
ଭୁବନେଶ୍ୱର: ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗର ସୂଚନା ଅନୁସାରେ, ଓଡ଼ିଶାରେ ଦିନକରେ ୧,୬୦୨ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ନୂଆ ୧,୬୦୨ ଆକ୍ରାନ୍ତଙ୍କ ମଧ୍ୟରୁ ୯୯୩ ଜଣ କ୍ୱାରେଣ୍ଟିନ୍ରେ ରହିଥିଲେ। ସେହିପରି ଲୋକାଲ୍ କଣ୍ଟାକ୍ଟସ୍ ୬୦୯ ରହିଛି।
Advertisment
ଗଞ୍ଜାମରୁ ସର୍ବାଧିକ ୩୦୮ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଏହାପଛରେ ଖୋର୍ଦ୍ଧା ରହିଛି। ଖୋର୍ଦ୍ଧାରୁ ୨୮୫ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୨୯ଟି ଜିଲ୍ଲାରୁ ଏହି ଆକ୍ରାନ୍ତମାନେ ଚିହ୍ନଟ ହୋଇଛନ୍ତି।
/odishatv-khabar/media/post_attachments/wp-content/uploads/2020/08/Capture.jpg)
/odishatv-khabar/media/post_attachments/wp-content/uploads/2020/08/Capture-1.jpg)
/odishatv-khabar/media/post_attachments/wp-content/uploads/2020/08/Capture-22.jpg)
ଚିହ୍ନଟ ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୩୩,୪୭୯ରେ ପହଞ୍ଚିଛି।
Advertisment
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)