• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

News from Odisha

Naba Kishore Das
ହତ୍ୟାକାରୀ ଗୋପାଳଙ୍କର ଥିଲା ବାଇପୋଲାର ଡିଜ୍ଅର୍ଡର . . ହଠାତ୍‌ ରାଗି ଯାଉଥିଲେ

ହେଲେ ପ୍ରଶ୍ନ ଉଠୁଛି, ଜଣେ ମାନସିକ ରୋଗୀଙ୍କୁ କେମିତି ଦିଆଯାଇଥିଲା ଫାଣ୍ଡି ଦାୟିତ୍ୱ ?

Bus Catches Fire After Hitting Divider In Nayagarh
ଜଳିଗଲା ରୋଗୀଙ୍କୁ ନେଇ ଯାଉଥିବା ବସ୍‌, ଡିଭାଇଡରରେ ପିଟି ହୋଇ ଗାଡ଼ିରେ ଲାଗିଲା ନିଆଁ...

ଡିଭାଇଡରରେ ପିଟି ହୋଇ ଜଳିଗଲା ବସ୍‌। ରୋଗୀଙ୍କୁ ନେଇ ଯାଉଥିବା ଏକ ବସ୍‌ ଭାରସାମ୍ୟ ହରାଇ ରାସ୍ତାକଡ଼ ଡିଭାଇଡରରେ ପିଟି ହୋଇ ଜଳି ଯାଇଛି।

Colourful cauliflowers
ରୂପ ଯେମିତି ରଙ୍ଗ ସେମିତି ! ପାଟିକୁ ସୁଆଦ ହଳଦିଆ ଫୁଲକୋବି

ଏ ପ୍ରକାର ଫୁଲକୋବି ଦେଖିଲେ ଖୁସି ହୋଇଯିବେ ନିଶ୍ଚୟ

  • Monday, 30 January 2023
Naba Kishore Das
‘ମୋତେ କାହିଁକି ଛାଡ଼ି ପଳଉଛ’ : ସ୍ୱାମୀଙ୍କୁ ଅନ୍ତିମ ଯାତ୍ରାରେ ନେବାବେଳେ ମୁଣ୍ଡ ପିଟି କାନ୍ଦୁଛନ୍ତି ନବଙ୍କ ପତ୍ନୀ

ସ୍ୱାମୀଙ୍କୁ ହରାଇ କୋହ ସମ୍ଭରଣ କରିପାରୁ ନାହାନ୍ତି ନବ ଦାସଙ୍କ ପତ୍ନୀ । ମାଆକୁ ବୁଝାଉଛି ପୁଅ ।

Mahatma Gandhi
କାହା ସ୍ମୃତିରେ ପାଳନ ହୁଏ ସହିଦ ଦିବସ ?

ଆଜି ସହିଦ ଦିବସ । ବାପୁଙ୍କୁ ଶ୍ରଦ୍ଧାଜ୍ଞଳି ଜଣାଇବା ଉଦ୍ଦେଶ୍ୟରେ ତାଙ୍କ ତିରୋଧାନ ଦିବସ ଜାନୁଆରୀ ୩୦ ତାରିଖକୁ ସହିଦ ଦିବସ ଭାବେ ପାଳନ କରାଯାଏ ।

naba das
ନବ ଦାସଙ୍କ ବିୟୋଗରେ ୩ ଦିନିଆ ରାଜ୍ୟ ଶୋକ ଘୋଷଣା

ସରକାରୀ ଭାବେ ହେବନି କୌଣସି ପ୍ରକାର ମନୋରଞ୍ଜନ କାର୍ଯ୍ୟକ୍ରମ

Health Minister Naba Das
ମନେ ପଡ଼ନ୍ତି ନବ... କଂଗ୍ରେସରୁ ବିଜେଡି ଯାଏଁ ଲମ୍ବା ଯାତ୍ରା

ରାଜ୍ୟ ରାଜନୀତିରେ ପ୍ରଭାବଶାଳୀ ନେତା । ଝାରସୁଗୁଡ଼ା ଜିଲ୍ଲାରେ ନବଙ୍କ ଥିଲା ଦବଦବା ।

breaking news
ସଂକ୍ଷେପରେ ଆଜିର ତାଜା ଖବର - Monday, 30 January 2023

ଓଡ଼ିଶାର କୋଣ ଅନୁକୋଣରୁ ଟିକିନିଖି ଖବର ଏବେ ଆପଣଙ୍କ ଟିପ ଆଗରେ ।

  • Monday, 30 January 2023
Naba Das
ଓଡ଼ିଶା ଇତିହାସରେ କଳଙ୍କ, ସାରା ରାଜ୍ୟରେ ଚାଞ୍ଚଲ୍ୟ ! ବର୍ଦ୍ଦିରେ ଥାଇ ମନ୍ତ୍ରୀଙ୍କୁ ଗୁଳି କଲେ ପୋଲିସ୍ ASI 

ଖୋଦ୍ ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସଙ୍କୁ ପୋଲିସ କର୍ମଚାରୀଙ୍କ ଗୁଳି । ଘଟଣାର ନିନ୍ଦା କରିବା ସହ ମୁଖ୍ୟମନ୍ତ୍ରୀଙ୍କ କ୍ରାଇମବ୍ରାଞ୍ଚ ତଦନ୍ତ ନିର୍ଦ୍ଦେଶ ।

Naba Das Killed
ମନ୍ତ୍ରୀଙ୍କୁ ଗୁଳିମାଡ଼ ନେଇ ରାଜ୍ୟ ସାରା ହଇଚଇ, ବିନ୍ଦୁ ବିସର୍ଗ ବି ଜାଣିପାରିଲାନି ଗୋଇନ୍ଦା ବିଭାଗ ?

ନବଙ୍କ ସହ ପୂର୍ବ ଶତ୍ରୁତା ନା ରହିଛି ଅନ୍ୟ କିଛି ରହସ୍ୟ ? କାହିଁକି ଏତେ ବଡ଼ ଦୁଃସାହସ କଲେ ASI ଗୋପାଳ ?

Naba Das
ଶେଷରେ ଜୀବନ ସଂଗ୍ରାମରେ ହାରିଗଲେ ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସ, ଗୁଳି ମାଡ଼ରେ ଉଡ଼ିଗଲା ପ୍ରାଣବାୟୁ

ପୂର୍ବରୁ ପୋଲିସ କେବେ ବି ନେତାଙ୍କୁ ଗୁଳି କରି ହତ୍ୟା କରିଥିବା ନଜିର ନାହିଁ ।

ASI Gopal Das
ମାନସିକ ରୋଗରେ ଆକ୍ରାନ୍ତ ଥିଲେ ମନ୍ତ୍ରୀ ନବ ଦାସଙ୍କୁ ଗୁଳି କରିଥିବା ASI ଗୋପାଳ ଦାସ

ପ୍ରାୟ ବର୍ଷେ ତଳେ ଗୋପାଳ ଚେକ୍ଅପ ପାଇଁ ଆସିଥିଲେ ବୋଲି ସୂଚନା ଦେଇଛନ୍ତି ଡାକ୍ତର ।

Naba Das
ମନ୍ତ୍ରୀ ନବ ଦାସଙ୍କୁ ଗୁଳି କରିଥିବା ପୋଲିସ ASI ଗୋପାଳ କିଏ ? ଆସନ୍ତୁ ଜାଣିବା...

ଆଜି ଡ୍ୟୁଟିରେ ଥିବା ବେଳେ ଏଭଳି କାଣ୍ଡ ଭିଆଇଛନ୍ତି ଗୋପାଳ ।

GDS post notification vacancy application form
ଡାକ ବିଭାଗରେ ନିଯୁକ୍ତି ପାଇବେ ୪୦,୮୮୯ ପ୍ରାର୍ଥୀ; ଓଡିଶାରେ ୧୩୮୨

ଡାକ ବିଭାଗରେ ଜବରଦସ୍ତ ନିଯୁକ୍ତି ବାହାରିଛି। ୧୦ମ ପାଶ୍‌ ପ୍ରାର୍ଥୀମାନେ ଏହାର ସୁଯୋଗ ନେବେ। ମୋଟ୍ ୪୦,୮୮୯ପ୍ରାର୍ଥୀ ନିଯୁକ୍ତି ପାଇବେ। ଏନେଇ କୌଣସି ଲିଖିତ ପରୀକ୍ଷା ହେବନି।

What are prebiotics and probiotics?
ପ୍ରିବାୟୋଟିକ୍ ଏବଂ ପ୍ରୋବାୟୋଟିକ୍ କ'ଣ

ଆମ ଶରୀରରେ ଥିବା ମାଇକ୍ରୋବାୟୋମ୍ ଆମ ପାଚନ ନଳୀରେ ରହି ଶରୀରକୁ ଅନ୍ୟ ହାନିକାରକ ଜୀବାଣୁ ଏବଂ ଫଙ୍ଗସ୍ ସ°କ୍ରମଣରୁ ରକ୍ଷା କରନ୍ତି। କିନ୍ତୁ ଏମିତି ଅନେକ ଖାଦ୍ୟ ଅଛି ଯାହା ଏହି ମାଇକ୍ରୋବାୟୋମ୍କୁ ନଷ୍ଟ କରିଥାଏ। ସେସବୁ କ’ଣ ଆସନ୍ତୁ ଜାଣିବା।

Watch Video: Police ASI shot at Odisha health minister Naba Das
Video: ସ୍ୱାଗତ ପାଇଁ ପାଛୋଟି ନେବା ବେଳେ ମନ୍ତ୍ରୀ ନବ ଦାସଙ୍କୁ ଗୁଳି, ସାମ୍ନାକୁ ଆସିଲା ଛାତିଥରା ଦୃଶ୍ୟ...

ଗୁଳିମାଡ଼ରେ ମନ୍ତ୍ରୀ ନବ ଦାସଙ୍କ ସମେତ ଆଉ ଜଣେ ବ୍ୟକ୍ତି ଆହତ ହୋଇଥିବା ସୂଚନା ମିଳିଛି। ଗୁଳିମାଡ଼ ବେଳର ଛାତିଥରା ଦୃଶ୍ୟ ଏବେ ସାମ୍ନାକୁ ଆସିଛି।

Police ASI Firing To Health Minister Naba Das Says Brajrajnagar SDPO
‘ମନ୍ତ୍ରୀ ନବ ଦାସଙ୍କୁ ଗୁଳି କରିଛି ପୋଲିସ୍‌’

ମନ୍ତ୍ରୀ ନବ ଦାସଙ୍କୁ କିଏ ଗୁଳିମାଡ଼ କରିଛି ତାହା ଜଣାପଡ଼ିଛି। ଜଣେ ପୋଲିସ ମନ୍ତ୍ରୀଙ୍କୁ ଗୁଳି କରିଛନ୍ତି। 

Firing To Minister Naba Das
ମନ୍ତ୍ରୀ ନବ ଦାସଙ୍କୁ ଗୁଳିମାଡ଼

ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସଙ୍କୁ ଗୁଳିମାଡ଼ ହୋଇଥିବା ସୂଚନା ମିଳିଛି। ଝାରସୁଗୁଡ଼ା ଜିଲ୍ଲା ଗାନ୍ଧି ଛକରେ ଗୁଳିମାଡ଼ କରିଛନ୍ତି ଦୁର୍ବୃତ୍ତ।

500-bed super speciality hospital lying shut for 4 years since completion in Berhampur
ବନ୍ଦ ପଡ଼ିଛି ୫ ଶହ ଶଯ୍ୟା ବିଶିଷ୍ଟ ହସ୍ପିଟାଲ୍‌, ସ୍ୱପ୍ନରେ ରହିଗଲା ସୁପର ସ୍ପେଶାଲିଟି ଚିକିତ୍ସା ସୁବିଧା...

ବନ୍ଦ ପଡ଼ିଛି ୫ଶହ ଶଯ୍ୟା ବିଶିଷ୍ଟ ହସ୍ପିଟାଲ୍‌। ହସ୍ପିଟାଲ୍‌ ନିର୍ମାଣ କାମ ଶେଷ ହେବାର ଇତି ମଧ୍ୟରେ ୪ ବର୍ଷରୁ ଅଧିକ ସମୟ ବିତିଲାଣି। କୋଭିଡ୍ ସ୍ଥିତି ସମୟରେ ଏହି ହସ୍ପିଟାଲ୍‌ କାର୍ଯ୍ୟକାରୀ ହୋଇଥିଲା, ଏବେ ସମ୍ପୂର୍ଣ୍ଣ ବନ୍ଦ ପଡ଼ିଛି। ଫଳରେ ସେଥିରେ ଥିବା ବହୁ ସରଞ୍ଜାମ ନଷ୍ଟ ହେବାକୁ ବସିଲାଣି।  

  • Sunday, 29 January 2023
What is thyroid cancer; Its symptoms and remedies
ଥାଇରଏଡ୍‌ କ୍ୟାନ୍‌ସର୍‌ କ’ଣ; ଜାଣନ୍ତୁ ଏହାର ଲକ୍ଷଣ ଓ ପ୍ରତିକାର

ଏହା ଆମ ଶରୀରର ଏକ ଗୁରୁତ୍ୱପୂର୍ଣ୍ଣ ଅନ୍ତସ୍ରାବୀ ଗ୍ରନ୍ଥି, ଯାହା ମୁଖ୍ୟତଃ ଶରୀରର ବୃଦ୍ଧି ଓ ବିକାଶରେ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ। ଥାଇରଏଡ୍ ଗ୍ରନ୍ଥିର କୋଷିକାର ଅନିୟନ୍ତ୍ରିତ ଅଭିବୃଦ୍ଧି ଦେଖାଦେଲେ ବେଳେବେଳେ ଏହା କ୍ୟାନସରକୁ ରୂପାନ୍ତରିତ ହୋଇଥାଏ।

 horses
‘ମୁଁ ଆଜି ଅଲୋଡା, ଜଙ୍ଗଲ ମୋର ନୂଆ ଠିକଣା... ’ : ଘୋଡ଼ା କହୁଛି ଦୁଃଖ କାହାଣୀ

ସ୍ୱାଭିମାନ ଅଂଚଳର ଅଲୋଡା ଘୋଡା, ଜଙ୍ଗଲରେ କଟୁଛି ଦିନରାତି ! ଯେତେବେଳେ ବିଛିନ୍ନାଞ୍ଚଳ ଥିଲା, ସେତେବେଳେ ମୋର ଭାରି ଆଦର ଥିଲା। ଆଜି ଯେତେବେଳେ ସ୍ୱାଭିମାନ ଅଂଚଳ ହେଇଗଲା, ଗଡୁଛି ଅଟୋ ରିକ୍ସା, ବସ୍-ଟ୍ରକ୍। ସେଥିପାଇଁ ମୁଁ ଆଜି ଅଲୋଡା।

awas yojana
ଘର ନୁହେଁ ତ ଗାଈ ଗୁହାଳ : ପଶୁ ପରି ରହୁଛି ମଣିଷ, ତଥାପି ପ୍ରଶାସନର ଦୃଷ୍ଟି ପଡ଼ୁନି

ପଞ୍ଚାୟତ ଠାରୁ ଆରମ୍ଭ କରି ଜିଲ୍ଲା ପ୍ରଶାସନ ପର୍ଯ୍ୟନ୍ତ ସମସ୍ତଙ୍କ ନିକଟରେ ଅଭିଯୋଗ କରିଥିଲେ ବି କୌଣସି ସୁଫଳ ମିଳିନଥିବା କହିଛନ୍ତି ଗ୍ରାମବାସୀ

Today Panchang
Today Panchang 29th Jan 2023: ଜାଣନ୍ତୁ ଆଜିର ପଞ୍ଚାଙ୍ଗ, ଶୁଭ ମୁହୂର୍ତ୍ତ ଦେଖି ଘରେ କରନ୍ତୁ ପୂଜା

ସୌର ମକର ମାସ ମାଘ ମାସ ଶୁକ୍ଲପକ୍ଷ । ଇଂରାଜୀରେ ୨୯ ତାରିଖ, ରବିବାର। ଚନ୍ଦ୍ର – ମେଷ ରାତ୍ରି ୦୨.୪୬ ଗତେ ବୃଷ ତିଥି – ୮ମୀ ଦିବା ୦୯.୦୫ ଗତେ ୯ମୀ ଘାତ ଚନ୍ଦ୍ର – ମେଷ ରାତ୍ରି ୦୨.୪୬ ଗତେ ବିଛା...

Hockey World Cup: Belgium to lock horn with Germany in final
Hockey World Cup: ଫାଇନାଲ୍‌ ଖେଳିବାକୁ ଜର୍ମାନୀକୁ ଲାଗିଲା ୧୨ ବର୍ଷ, ସୁଯୋଗ ହାତଛଡ଼ା କରିବ ନା ବେଲଜିୟମକୁ ଧୂଳି ଚଟେଇବ ?

କଳିଙ୍ଗ ଷ୍ଟାଡିୟମରେ କିଏ ହେବ ବାଦ୍‌ଶାହ ? ବିଶ୍ୱକପ୍‌ ତାଜ ପାଇଁ ସାମ୍ନାସାମ୍ନି ହେବେ ବିଶ୍ୱ ହକିର ଦୁଇ ସୁପର ପାଓ୍ୱାର ଜର୍ମାନୀ ଓ ବେଲଜିୟମ।