ନୈଋତ ମୁହାଁ ଘର ବା ଜମି ଅନେକ କ୍ଷତି ଆଣିପାରେ। ଆସନ୍ତୁ ଜାଣିବା କାହାକୁ କୁହାଯାଏ ନୈଋତ ମୁହାଁ ଘର ବା ଜମି। ଏନେଇ କ’ଣ ରହିଛି ବାସ୍ତୁ ସିଦ୍ଧାନ୍ତ, ଦୋଷ ଓ ପ୍ରତିକାର।
ରାଜ୍ୟ ସରକାର ନିୟମ ପାଳନ କରିନଥିବାରୁ ବୀମା ମିଳିବାରେ ଡେରି
ଆଜି ସକାଳେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଥିବା ନେଇ MD ପକ୍ଷରୁ ସୂଚନା ଦିଆଯାଇଛି ।
ଲୋକଙ୍କୁ ଯେଉଁଠି ସହାୟତା ମିଳିବା କଥା ସେଠି କିଛି ଲୋକେ ଜାଣିଶୁଣି ୧୦୮ ନମ୍ବରକୁ କଲ୍ କରି ଟେଲି କଲର୍ଙ୍କ ସହ ଇଆଡ଼ୁ ସିଆଡ଼ୁ ଗପିବା ସହ ଅଶ୍ଲୀଳ ଭାଷାରେ ଗାଳି ଗୁଲଜ୍ କରୁଛନ୍ତି।
ଆଜି ମାଣବସା ଗୁରୁବାରର ଦ୍ୱିତୀୟ ପାଳି। ଏହି ଅବସରରେ ଆସନ୍ତୁ ମହାଲକ୍ଷ୍ମୀଙ୍କୁ ନେଇ ଏକ କାହାଣୀ ଉପରେ ନଜର ପକେଇନେବା।
ସୌର ବିଛା ମାସ ମାର୍ଗଶିର କୃଷ୍ଣପକ୍ଷ । ଇଂରାଜୀରେ ୧୭ ତାରିଖ ଗୁରୁବାର
ଗତକାଲି ବିଳମ୍ବିତ ରାତିରେ ଚିକିତ୍ସାଧୀନ ଅବସ୍ଥାରେ ପୂର୍ବତନ ରାଷ୍ଟ୍ରଦୂତ ଅବସର ବେଉରିଆଙ୍କ ପରଲୋକ ହୋଇଛି। ରାଷ୍ଟ୍ରଦୂତ ଭାବେ କାର୍ଯ୍ୟ କରି ବେଶ୍ ସୁନାମ ଅର୍ଜନ କରିଥିଲେ।
ଗତ ମାସ ୧୫ ତାରିଖରେ ଅଧିକାରୀଙ୍କ ଉପରକୁ ଫାଇଲ୍ ଫୋପାଡ଼ିଥିଲେ ପୌରାଧ୍ୟକ୍ଷା ସଂଗୀତା ପିଙ୍ଗୁଆ। ଏହାର ଭିଡିଓ ଭାଇରାଲ୍ ହୋଇଥିଲା।
ଓଡ଼ିଶାର କୋଣ ଅନୁକୋଣରୁ ଟିକିନିଖି ଖବର ଏବେ ଆପଣଙ୍କ ଟିପ ଆଗରେ ।
ପୂର୍ବରୁ ଘଟଣାକୁ ନେଇ ଇନଫୋସିଟି ଥାନାରେ ମାମଲା ରୁଜୁ ହୋଇଥିବା ବେଳେ ଅନୁଧ୍ୟାନ ପାଇଁ ପହଁଚିଥିଲା ପୋଲିସ।
ରୋଚକ କଥା ହେଉଛି, ଫାଇଲ୍ ଫିଙ୍ଗା ଘଟଣା ଠିକ୍ ମାସକ ପରେ ଅର୍ଥାତ୍ ଗତକାଲି ନଭେମ୍ବର ୧୫ରେ ଆସିଛି ସମ୍ପୃକ୍ତ ନିର୍ବାହୀ ଅଧିକାରୀଙ୍କର ବଦଳି ଅର୍ଡର୍।
ଆଲୋଚନା ଚକ୍ରରେ ଭାଗ ନେଇ ନିଜର ମତ ରଖିଥିଲେ ଓଡ଼ିଶା ଟେଲିଭିଜନ୍ ନେଟଓ୍ୱର୍କର ବିଜିନେସ ଡେଭଲପମେଣ୍ଟ ଅଫିସର ଲିତିଶା ପଣ୍ଡା।
କେନ୍ଦ୍ର କୃଷିମନ୍ତ୍ରୀ ତୋମାରଙ୍କୁ ଭେଟିଲେ ଧର୍ମେନ୍ଦ୍ର ।
ପଦ୍ମପୁରକୁ ଜିଲ୍ଲା ମାନ୍ୟତା ପାଇଁ ନବୀନଙ୍କ ପ୍ରତିଶ୍ରୁତି । ୨୦୨୩ ଡିସେମ୍ବର ୩୧ ସୁଦ୍ଧା ଘୋଷଣା ପାଇଁ ନିଷ୍ପତ୍ତି ।
୧୦ ମାସ ଗର୍ଭରେ ଧରି ଯାହାକୁ ଜନ୍ମ ଦେଇଥିଲା, ତାହାର ଜୀବନ ଯେତେବେଳେ ଗଲା ସେତେବେଳେ ମାଆର ଅବସ୍ଥା କଣ ହେଉଥିବ ଥରେ ଚିନ୍ତା କରନ୍ତୁ ।
ପିଲାଟି ଦିନରୁ ପାଠ ଓ ଖେଳକୁଦରେ ପ୍ରବଳ ରୁଚି ଥିଲା । ହେଲେ ଦୈବ ଏମିତି ଦୁଃଖ ଅଜାଡି ଦେଲା ଯେ, ଅଭିଜିତ୍ର କଷ୍ଟ ଯିଏ ଦେଖୁଛି ସିଏ କହୁଛି ଭଗବାନ ଏମିତି ଦୁଃଖ କାହାକୁ ନଦିଅନ୍ତୁ ।
ତୃପ୍ତିଙ୍କ ସହ ମୁମ୍ବାଇ ଗଲେ ବାବୁସାନ
ଶିଳ୍ପ ସଂସ୍ଥାରେ ଓଡିଆ ଯୁବକ ଯୁବତୀ ଚାକିରି ପାଉନଥିବା ଅଭିଯୋଗ କରିଛି ସଂଘ।
ଚାଷୀମାନଙ୍କୁ ଆଶାତୀତ ବୀମା ରାଶି ତୁଳନାରୁ କମ ବୀମା ରାଶି ପୈଠ କରାଯାଇଥିବା ଅଭିଯୋଗ ହୋଇଛି।
ଏପର୍ଯ୍ୟନ୍ତ ମଧ୍ୟ ଠିକ୍ ରିପୋର୍ଟ ଆସିନି, ମରୁଡ଼ି ଘୋଷଣା କଲେ କେମିତି ?
ମରିବାର ଯଦି ଅଛି ମରିବି କିନ୍ତୁ ଡରିବି ନାହିଁ ବୋଲି କହିଛନ୍ତି ପ୍ରଦୀପ ପାଣିଗ୍ରାହୀ ।
ସରକାରୀ ମଞ୍ଚରେ ଦଳୀୟ ନେତାଙ୍କ ନବୀନ ବନ୍ଦନା ଗାନକୁ ନେଇ ଏବେ ଉଠିଛି ପ୍ରଶ୍ନ । କଟକ ଜିଲ୍ଲା ପ୍ରଶାସନ ଓ ସିଏମ୍ସିର ମିଳିତ ଆୟୋଜନରେ ଚାଲିଛି ବାଲିଯାତ୍ରା ।
୨୦୨୩ ଡିସେମ୍ବର ୩୧ ସୁଦ୍ଧା ପଦ୍ମପୁରକୁ ଜିଲ୍ଲା ମାନ୍ୟତା ମିଳିବ ବୋଲି ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରତିଶ୍ରୁତି ଦେଇଛନ୍ତି। ଏବେ ପଦ୍ମପୁର ଉପନିର୍ବାଚନ ପାଇଁ ଆଦର୍ଶ ଆଚରଣ ବିଧି ଲାଗିଥିବାରୁ ନବୀନ ବିଧିବଦ୍ଧ ଘୋଷଣା କରି ନାହାନ୍ତି।
ଯାଜପୁର ଜିଲ୍ଲା ବ୍ୟାସନଗର ପୌରପରିଷଦର ଅଧ୍ୟକ୍ଷା ସଙ୍ଗୀତା ପିଙ୍ଗୁଆ, ନିର୍ବାହୀ ଅଧିକାରୀ ଅଶୋକ ରାଉତଙ୍କ ଉପରକୁ ଫାଇଲ୍ ଫୋପାଡ଼ିବା ଭିଡିଓ ଭାଇରାଲ ହେବାରେ ଲାଗିଛି।
୨୦୦୪ରୁ ଯେଉଁମାନେ ଠିକା ନିଯୁକ୍ତି ଭାବେ କାମ କରି ଆସୁଛନ୍ତି ସେମାନଙ୍କ ପାଇଁ ଗଣଶିକ୍ଷା ବିଭାଗ କାହିଁକି ଏହି ଉଚ୍ଛେଦ ପଲିସି ଲାଗୁ କରୁନାହିଁ ବୋଲି ପ୍ରଶ୍ନ ଉଠିଛି। ୨୦୧୩ କଣ୍ଟ୍ରାକ୍ଟଚୁଆଲ୍ ନିୟମରେ ଆସୁଥିବା ଶିକ୍ଷକମାନଙ୍କୁ ତୁରନ୍ତ ନିୟମିତ କରିବାକୁ ଦାବି।