କେନ୍ଦ୍ରାପଡ଼ା ପଟ୍ଟାମୁଣ୍ଡାଇ କଖାରୁଣୀ ଗାଁର ବନବିହାରୀ ଦାସ। ବୟସ ୮୫ ଡେଇଁଲାଣି। ହେଲେ ଏ ବୟସରେ ବି ପିଲାଙ୍କୁ ପାଠ ପଢାଇବାକୁ ସେ ପାଗଳ ପ୍ରାୟ। ୧୯୬୦ ମସିହାରୁ ଶିକ୍ଷକତା ଆରମ୍ଭ କରିଥିବା ବନ ସାର୍ ଏହାରି ମଧ୍ୟରେ ୨୪ ବର୍ଷ ହେଲାଣି ଚାକିରିରୁ ଅବସର ନେଲେନି
ଖରା ବଢ଼ିଲେ ଆହୁରି ଗମ୍ଭୀର ହେବ ସ୍ଥିତି
CM ପଦ ପାଇଁ ଶନି ମନ୍ଦିର ପୂଜା କଥା ଲିକ୍ ହେବାରୁ ନବଙ୍କୁ ହଟାଗଲା ବୋଲି ସେ କହିଛନ୍ତି।
ସଂସ୍ଥାମାନଙ୍କ ପାଇଁ ତିଆରି ହେବ ଗାଇଡଲାଇନ୍ସ
ହତ୍ୟାକାଣ୍ଡ ସ୍ଥଳରେ ଜଷ୍ଟିସ୍ ଦାସଙ୍କ ସରଜମିନ ଅନୁଧ୍ୟାନ
ସାମାନ୍ୟ ଝଟ୍କାରେ ସହର ଧୂଳିସାତ୍ ହେବା ଆଶଙ୍କା
ଦୁଇ ଜଣଙ୍କ ନିକଟରୁ ୪ ଲକ୍ଷ ଟଙ୍କା ଆଦାୟ କରିଛି ସାଇବର ଥାନା ପୋଲିସ ।
୨୦୧୦ ମସିହା ସେପ୍ଟେମ୍ବର ମାସରେ ରାଜ୍ୟର ମୁଖ୍ୟ ଶାସନ ସଚିବ ଭାବେ ଦାୟିତ୍ୱ ନେଇଥିଲେ ।
ହନୁମାନ ବେଶରେ ପହଞ୍ଚିଥିବା ଜଣେ ବ୍ୟକ୍ତିଙ୍କୁ ଦେଖିବାକୁ ସ୍ଥାନୀୟ ଅଂଚଳରେ ପ୍ରବଳ ଗହଳି ବି ଲାଗିଥିଲା। ଆଉ ଭକ୍ତଙ୍କ ଶ୍ରଦ୍ଧାକୁ ନିରାଶ କରିନଥିଲେ ହନୁମାନ। ହନୁମାନ ବେଶଧାରୀ ବ୍ୟକ୍ତି ଜଣଙ୍କ ହେଉଛନ୍ତି ସମ୍ବଲପୁର ବିଶ୍ୱ ବିଦ୍ୟାଳୟର ଲାଇବ୍ରେରୀ ଦାୟିତ୍ୱରେ ଥିବା ଚପରାସୀ କୃଷ୍ଣ ଚନ୍ଦ୍ର ମେହେର।
ବୟଫ୍ରେଣ୍ଡ୍କୁ ଦେଖା କରିବାକୁ ଆସିଥିଲେ, ହେଲେ ଦେଖା କ’ଣ କରିବେ ଓଲଟା ମାଡ଼ ଖାଇ ଫେରିଲେ। ସ୍ଥାନୀୟ ଲୋକେ ଯୁବତୀଙ୍କୁ ଅଟକ ରଖି ତାଙ୍କୁ ବାନ୍ଧିକି ସର୍ବସମ୍ମୁଖରେ ମାଡ଼ ମାରିଥିବା ଅଭିଯୋଗ ହୋଇଛି।
ଏମାନଙ୍କ ଉପଦ୍ରବ ଏତେ ମାତ୍ରାରେ ବଢିଲାଣି ଯେ ତ୍ରାହି ତ୍ରାହି ଡାକିଲେଣି ଫଳ ଓ ପରିବା ଦୋକାନୀ। ଦୋକାନରେ ପଶିବା ମାତ୍ରେ ପୂରା ସଫା କରିଦେଉଛନ୍ତି ସବୁ। ବଜାର ଭିତରେ ସାଇକେଲ କି ଗାଡିରେ ବ୍ୟାଗ୍ ରହିଲେ ତାକୁ ନେଇ ସିଧା ଗଛ ଉପରକୁ ଫେରାର। ମାଙ୍କଡକୁ ଉପଦ୍ରବ ନେଇ ବାରମ୍ବାର ପ୍ରଶାସନ ପାଖରେ ଅଭିଯୋଗ କରିଛନ୍ତି ଲୋକ। ଅଭିଯୋଗ ପରେ ଏବେ ଆକ୍ସନ ମୋଡରେ ବନବିଭାଗ।
ଗୁରୁତ୍ୱପୂର୍ଣ୍ଣ କଥା ହେଲା, ଦିନ ୧୦ ଟାରୁ ୧୧ ଟା ମଧ୍ୟରେ କାର୍ଯ୍ୟକ୍ରମ ଆରମ୍ଭ ହେବାକୁ ସମୟ ଧାର୍ଯ୍ୟ କରାଯାଇଥିବା ବେଳେ ଦୁଇ ଘଣ୍ଟା ବିଳମ୍ବରେ ସଭା କାର୍ଯ୍ୟ ଆରମ୍ଭ ହୋଇଥିଲା । ଦୀର୍ଘ ସମୟ ତଳେ ବସି ବସି ବିରକ୍ତ ହୋଇଥିବା ମହିଳା ମାନେ ସଭା କାର୍ଯ୍ୟ ଆରମ୍ଭ ହେବାର କିଛି ସମୟ ପରେ ଉଠି ଚାଲି ଯାଇଥିଲେ । ୧୪ଶହ ଅଟୋରେ ଯେଉଁ ମହିଳାମାନେ ଆସିଥିଲେ ସେମାନେ ଖାଇବାକୁ ବି ପାଇଲେନି।
ସୌର ମକର ମାସ ଫାଲ୍ଗୁନ କୃଷ୍ଣପକ୍ଷ । ଇଂରାଜୀରେ ୦୮ ତାରିଖ, ବୁଧବାର ଚନ୍ଦ୍ର – ସିଂହ ରାତ୍ରି ୦୨.୪୮ ଗତେ କନ୍ୟା ତିଥି – ୩ୟା ଅହୋରାତ୍ର ଘାତ ଚନ୍ଦ୍ର – କର୍କଟ ଓ ମକର ରାତ୍ରି ୦୨.୪୮ ଗତେ ବୃଷ ଘାତ ବାର- କର୍କଟ ପୁଷ୍କର ଦୋଷ – ରାତ୍ରି ୦୮.୧୪ ଗତେ ୧ ପାଦ- କୁଟୁମ୍ଭହାନି- ତିଳକାଞନ ଦାନ।
ଯାନବାହାନ ଚଳାଚଳ ପାଇଁ କେତେ ଯେ ନିୟମ ସୃଷ୍ଟି ହେଉଛି, କିନ୍ତୁ ଥମୁନି ସଡ଼କ ଦୁର୍ଘଟଣାର ସଂଖ୍ୟା। କେନ୍ଦ୍ରାପଡା ଜିଲ୍ଲାରେ ରାସ୍ତା ଦୁର୍ଘଟଣା ବଢି ଚାଲିଥିବାବେଳେ ଆଞ୍ଚଳିକ ପରିବହନ ବିଭାଗ ନିଦରେ ଶୋଇଥିବା ଅଭିଯୋଗ ହୋଇଛି।
ଓଡ଼ିଶାର କୋଣ ଅନୁକୋଣରୁ ଟିକିନିଖି ଖବର ଏବେ ଆପଣଙ୍କ ଟିପ ଆଗରେ ।
ନିଜ ଅଞ୍ଚଳରୁ ପ୍ରାକୃତିକ ବାଷ୍ପ ଓ ଖଣିଜ ତୈଳ ବାହାରିବ କଥା ଶୁଣି ଖୁସି ସ୍ଥାନୀୟ ଅଞ୍ଚଳର ବାସିନ୍ଦା।
ପାଖାପାଖି ୧୦୦ ହେକ୍ଟର ଜଙ୍ଗଲ ଏବେ ପଦ୍ମିନୀଙ୍କ ପାଇଁ ସୁରକ୍ଷିତ।
ଗୋପାଳକୁ ଜେରା ବେଳେ କଣ ସବୁ ତଥ୍ୟ ପାଇଛି କ୍ରାଇମବ୍ରାଂଚ ?
ମହିଳାମାନଙ୍କ ଦ୍ୱାରା ବ୍ୟବହୃତ ପ୍ୟାଡ୍ରୁ ବାହାରୁଥିବା ପ୍ଲାଷ୍ଟିକ୍ ଆବର୍ଜନା ବର୍ଷ ବର୍ଷ ଧରି ବିଘଟିତ ନ ହୋଇ ଆମ ପରିବେଶକୁ ଦୂଷିତ କରିଚାଲେ। ଏହି ସମସ୍ୟାକୁ ଏଡେଇବା ନେଇ ପଦକ୍ଷେପ ନେଇଛନ୍ତି ତାମିଲନାଡୁର ପ୍ରୀତି ରାମଦୋସ। ଜାଣନ୍ତୁ ସେ କ’ଣ କରିଛନ୍ତି…
ଗୁଳି ମାଡ଼ ପରେ କେମିତି ଲୋକଙ୍କୁ ଡରାଇଥିଲା ସେସବୁକୁ ଦେଖାଇଛିା
କଟକ ଆଠଗଡ଼ ବନ ବିଭାଗ ହେପାଜତରେ ଧନେଶ୍ୱର ବେହେରାଙ୍କ ମୃତ୍ୟୁ ଘଟଣାରେ ନୂଆ ଟ୍ୱିଷ୍ଟ୍। କାଳରାତିର କାହାଣୀ ବଖାଣିଛନ୍ତି ମାଡ଼ରେ ଲହୁଲୁହାଣ ହୋଇଥିବା ଅନ୍ୟ ଜଣେ ବ୍ୟକ୍ତି।
ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିଜ ପାଖରେ ଗୃହ ବିଭାଗ ରଖିଛନ୍ତି। ଆଜି କି କାଲି ନୁହେଁ ବରଂ ବର୍ଷବର୍ଷ ଧରି ଗୃହ ବିଭାଗ ପରି ଗୁରୁତ୍ୱପୂର୍ଣ୍ଣ ବିଭାଗକୁ ନିଜ ପାଖରେ ରଖିଛନ୍ତି ନବୀନ। କିନ୍ତୁ ରାଜ୍ୟର ଜଣେ କ୍ୟାବିନେଟ୍ ତଥା ଟାଣୁଆ ମନ୍ତ୍ରୀଙ୍କୁ ଏମିତି ଭାବରେ ହତ୍ୟା କରାଯାଇଥିବାରୁ ସମସ୍ତଙ୍କ ମନରେ ପଶିଲାଣି ଛନକା
ପ୍ରଫୁଲ୍ଲ ସାର ଶିକ୍ଷକତା ସହ ବଳକା ସମୟରେ ୟୁ-ଟ୍ୟୁବରେ ଶିକ୍ଷଣାତ୍ମକ ଭିଡ଼ିଓ ଅପଲୋଡ କରନ୍ତି।
ରାଜ୍ୟରେ ବିଭିନ୍ନ ସରକାରୀ କାର୍ଯ୍ୟାଳୟରେ ସେବା ଯୋଗାଉଥିବା ଆଉଟ୍ସୋର୍ସିଂ ସଂସ୍ଥାକୁ ‘ମୋ-ସରକାର’ ଅଧୀନକୁ ଅଣାଯାଇ ଥିବାବେଳେ ଯେଉଁ ସଂସ୍ଥା ଠିକ୍ ଭାବେ କର୍ମଚାରୀଙ୍କୁ ଦରମା ଦେବେ ସେମାନଙ୍କୁ ପୁରସ୍କୃତ କରାଯିବ।
ବାହାଘର...ଆଜିକା ସମୟରେ କେତେ ଟଙ୍କା ଯେ ଖର୍ଚ୍ଚ ହେଉଛି ତାହାର କୌଣସି ହିସାବ ନାହିଁ। ହେଲେ ଏଇ ବାହାଘର ବିନା ଯୌତୁକରେ ହେଉଛି। କଥାଟା ଶୁଣିବାକୁ ଆଶ୍ଚର୍ଯ୍ୟ ଲାଗୁଥିଲେ ବି ପୂରା ସତ। ଆପଣ ଜାଣି ଆଶ୍ଚର୍ଯ୍ୟ ହେବେ କି ଏଇ ବାହାଘରରେ ରାଷ୍ଟ୍ରପତିଙ୍କ ଗାଁର ଝିଅ ବି ସାମିଲ ହୋଇଥିଲେ। କନିଆଁ ଲିଲିମତୀ ଆଉ ଭୁବନେଶ୍ବର ସାଲିହା ସାହିର ଗୋବିନ୍ଦଙ୍କ ମଧ୍ୟରେ ପଡିଥିଲା ହାତଗଣ୍ଠି ।